ଖେଳ

ଫସିଲେ ପାକିସ୍ତାନ ଅଧିନାୟକ: ଯୁବତୀଙ୍କ ସହ ବ୍ୟକ୍ତିଗତ ଫଟୋ, ଭିଡିଓ ଭାଇରାଲ

ଇସଲାମାବାଦ୍‌,୧୭।୧: ପାକିସ୍ତାନୀ ଅଧିନାୟକ ବାବର ଆଜମ ପୁଣି ଥରେ ତାଙ୍କ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ସୋସିଆଲ ମିଡିଆରେ ତାଙ୍କର ଏକ ଭିଡିଓ ଏବଂ କିଛି ଫଟୋ ଭାଇରାଲ ହୋଇଛି। ଯେଉଁଥିରେ ସେ ଯୁବତୀଙ୍କ ସହିତ ଆପତ୍ତିଜନକ ଚାଟ...

ଜୀବନ ବଞ୍ଚାଇଥିବା ୨ ବ୍ୟକ୍ତିଙ୍କ ଫଟୋ ଶେୟାର କରି ଏମିତି କହିଲେ ରିଷଭ

ମୁମ୍ବାଇ,୧୭।୧:ସଡକ ଦୁର୍ଘଟଣା ପରେ ଭାରତୀୟ କ୍ରିକେଟର ରିଷଭ ପନ୍ତଙ୍କ ଗୋଡ ଅସ୍ତ୍ରୋପଚାର କରାଯାଇଛି। ତାଙ୍କର ଅସ୍ତ୍ରୋପଚାର ସଫଳ ହୋଇଛି ଏବଂ କ୍ରିକେଟ ପଡ଼ିଆକୁ ଫେରିବା ପାଇଁ ତାଙ୍କର ଯାତ୍ରା ମଧ୍ୟ ଆରମ୍ଭ ହୋଇଛି ବୋଲି ସେ ସୋସିଆଲ ମିଡିଆରେ ସୂଚନା...

ଆକର୍ଷଣର କେନ୍ଦ୍ର ଓଲି ରାଇଜ

ରାଉରକେଲା ଅଫିସ,୧୭।୧: ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ପ୍ରଥମଥର କରି ପୁରୁଷ ହକି ବିଶ୍ୱକପ୍‌ ଆୟୋଜିତ ହେଉଛି। ଏହି ବିଶ୍ୱକପ୍‌ ମ୍ୟାଚ୍‌ ଦେଖିବାକୁ ଆସୁଥିବା ଦର୍ଶକଙ୍କ ପାଇଁ ଷ୍ଟାଡିୟମର ଦକ୍ଷିଣ ଷ୍ଟାଣ୍ଡ୍‌ରେ ଏକ ଓଲିସ୍‌ ଲ୍ୟାଣ୍ଡ (ଓଲି ରାଇଜ)...

ଭିକ୍ଟରଙ୍କ ଡବଲ ଗୋଲରେ ଫ୍ରାନ୍ସ ବିଜୟୀ

ଭୁବନେଶ୍ୱର, ୧୭।୧(କ୍ରୀଡ଼ା ପ୍ରତିନିଧି): ଅଧିନାୟକ ଭିକ୍ଟର ଚାର୍ଲେଟଙ୍କ ଡବଲ ଗୋଲ ବଳରେ ଫ୍ରାନ୍ସ ଚଳିତ ହକି ବିଶ୍ୱକପ୍‌ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ସୋମବାର କଳିଙ୍ଗ ଷ୍ଟାଡିୟମରେ ଅନୁଷ୍ଠିତ ପୁଲ୍‌ ଏ’ର ଏକ ମ୍ୟାଚ୍‌ରେ ଏହି ଦଳ ୨-୧ ଗୋଲରେ...

ପଏଣ୍ଟ ଭାଗକଲେ ଅଷ୍ଟ୍ରେଲିଆ-ଆର୍ଜେଣ୍ଟିନା

ଭୁବନେଶ୍ୱର, ୧୭।୧(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ଚାଲିଥିବା ହକି ବିଶ୍ୱକପ୍‌ର ସୋମବାର ଅନୁଷ୍ଠିତ ଅଷ୍ଟ୍ରେଲିଆ-ଆର୍ଜେଣ୍ଟନା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ ୩-୩ ଗୋଲରେ ଡ୍ର ରହିଛି। ଫଳରେ ଉଭୟ ଦଳ ଗୋଟିଏ ଲେଖାଏ ପଏଣ୍ଟ ଭାଗ କରିଛନ୍ତି। ବିଶ୍ୱର ନମ୍ବର ୱାନ୍‌ ଦଳ...

ହାର୍ଦ୍ଦିକ୍‌ ସିଂ ଆହତ

ଭୁବନେଶ୍ୱର,୧୭ା୧: ହକି ବିଶ୍ୱକପ୍‌ରେ ଭାରତକୁ ଲାଗିଛି ବଡ଼ ଝଟକା। ରବିବାର ଇଂଲଣ୍ଡ ବିପକ୍ଷ ଗୋଲଶୂନ୍ୟ ମ୍ୟାଚ୍‌ର ଚତୁର୍ଥ କ୍ୱାର୍ଟରରେ ଭାରତର ଆଟାକିଂ ମିଡ୍‌ଫିଲ୍ଡର ହାର୍ଦ୍ଦିକ୍‌ ସିଂଙ୍କ ମାଂସପେଶୀ ଟାଣି ହୋଇ ଯାଇଥିଲା। ଯାହାଫଳରେ ସେ ଓ୍ବେଲ୍ସ ବିପକ୍ଷ ମ୍ୟାଚ୍‌ରୁ ବାଦ୍‌...

କୋହଲିଙ୍କୁ ନେଇ ବଡ଼ ଭବିଷ୍ୟବାଣୀ କଲେ ଗାଭାସ୍କର

ନୂଆଦିଲ୍ଲୀ,୧୭।୧: ଶ୍ରୀଲଙ୍କା ବିପକ୍ଷ ତୃତୀୟ ଦିନିକିଆରେ ବିରାଟ କୋହଲି ଏକ ଚମତ୍କାର ଶତକ ହାସଲ କରିଥିଲେ। ସେହି ମ୍ୟାଚରେ କୋହଲି ୧୧୦ ବଲରୁ ଅପରାଜିତ ୧୬୬ ସ୍କୋର କରିଥିଲେ। ବିରାଟ କୋହଲିଙ୍କ ଦିନିକିଆ କ୍ୟାରିୟରର ଏହା ୪୬ ତମ ଶତକ...

ହକି ବିଶ୍ୱକପର ନିଆରା ଦର୍ଶକ

ଭୁବନେଶ୍ୱର, ୧୭।୧(କ୍ରୀଡ଼ା ପ୍ରତିନିଧି): ଜଣକ ଘର ଫ୍ରାନ୍ସ, ଆଉ ଜଣକର ଜର୍ମାନୀ। ମାତ୍ର ସେମାନେ ଚଳିତ ହକି ବିଶ୍ୱକପରେ କ୍ରମାଗତଭାବେ ଦକ୍ଷିଣ ଆଫ୍ରିକା ଦଳକୁ ସମର୍ଥନ କରି ଆସୁଛନ୍ତି। ଏହା ଶୁଣିଲେ ନିଶ୍ଚିତ ଆଶ୍ଚର୍ଯ୍ୟ ଲାଗୁଥିବ, ମାତ୍ର ଏହା ସତ।...

୯୫୧ କୋଟିରେ ଭାଏକମ୍‌ ୧୮କୁ ମିଡିଆ ରାଇଟ୍ସ

ନୂଆଦିଲ୍ଲୀ,୧୭ା୧(ପି.ଟି.): ଚଳିତ ବର୍ଷ ଆରମ୍ଭ ହେବାକୁ ଥିବା ମହିଳା ଆଇପିଏଲ ପାଇଁ ମିଡିଆ ରାଇଟ୍ସ ବିକ୍ରି ହୋଇଛି। ଡିଜ୍‌ନୀ ଷ୍ଟାର ଓ ସୋନି ଚ୍ୟାନେଲକୁ ପଛରେ ପକାଇ ୯୫୧ କୋଟି ଟଙ୍କାରେ ପ୍ରସାରଣ ଅଧିକାର ହାସଲ କରିଛି ଭାଏକମ୍‌ ୧୮।...

ଦୁର୍ଘଟଣା ପରେ ସାମ୍ନାକୁ ଆସିଲା ପନ୍ତଙ୍କ ପ୍ରଥମ ଟୁଇଟ୍‌

ମୁମ୍ବାଇ,୧୬।୧: ଭାରତୀୟ ଉଇକେଟ୍‌ କିପର ତଥା ବ୍ୟାଟ୍ସମ୍ୟାନ୍‌ ରିଷଭ ପନ୍ତ ଦୁର୍ଘଟଣା ପରେ ପ୍ରଥମ ଟୁଇଟ୍‌ କରିଛନ୍ତି। ପନ୍ତ ଟୁଇଟ୍‌ କରି କହିଛନ୍ତି, ସମର୍ଥନ ଏବଂ ଶୁଭକାମନା ପାଇଁ ମୁଁ ସମସ୍ତଙ୍କ ପାଖେ କୃତଜ୍ଞ। ମୋର ଅସ୍ତ୍ରୋପଚାର ସଫଳ ହୋଇଛି।...

ପୁରୁଷ ହକି ବିଶ୍ୱକପ୍‌: ନ୍ୟୁଜିଲ୍ୟାଣ୍ଡକୁ ୪-୦ରେ ଗୋଲରେ ହରାଇଲା ନେଦରଲ୍ୟାଣ୍ଡ୍ସ

ରାଉରକେଲା,୧୬।୧: ରାଉରକେଲା ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯାଇଥିବା ପୁରୁଷ ହକି ବିଶ୍ୱକପ୍‌ର ମ୍ୟାଚ୍‌ରେ ନେଦରଲ୍ୟାଣ୍ଡ୍ସ ବିଜୟୀ ହୋଇଛି। ୪-୦ରେ ଗୋଲରେ ନେଦରଲ୍ୟାଣ୍ଡ୍ସ ନ୍ୟୁଜିଲ୍ୟାଣ୍ଡକୁ ପରାସ୍ତ କରିଛି। ଚଳିତ ବିଶ୍ୱକପରେ ଏହା ନେଦରଲ୍ୟାଣ୍ଡ୍ସର ଦ୍ୱିତୀୟ ବିଜୟ। ପ୍ରଥମ ମ୍ୟାଚ୍‌ରେ ଦଳ...

ମ୍ୟାଚ୍‌ ଚାଲିଥିବାବେଳେ କୋହଲିଙ୍କ ପାଦ ଛୁଇଁଲେ ଦର୍ଶକ: ହୃଦୟ ଜିତିଲେ ସୂର୍ଯ୍ୟକୁମାର

ଥିରୁଭାନନ୍ତପୁରମ୍‌,୧୬।୧: ଭାରତୀୟ ଦଳ ତୃତୀୟ ଦିନିକିଆରେ ଶ୍ରୀଲଙ୍କାକୁ ୩୧୭ ରନ୍‌ରେ ପରାସ୍ତ କରି ଦିନିକିଆ କ୍ରିକେଟ ଇତିହାସରେ ସବୁଠାରୁ ବଡ ବିଜୟ ହାସଲ କରିଛି। ଏହି ମ୍ୟାଚରେ ବିରାଟ କୋହଲି ଏବଂ ଶୁଭମାନ ଗିଲ ଟିମ ଇଣ୍ଡିଆ ପକ୍ଷରୁ ଚମତ୍କାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri