ଖେଳ

ଶ୍ରୀଲଙ୍କାକୁ ବିଶାଳ ଟାର୍ଗେଟ୍‌ ଦେଲା ଭାରତ

ଥିରୁଭାନନ୍ତପୁରମ୍‌,୧୫।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଥିବା ତୃତୀୟ ତଥା ଶେଷ ଦିନିକିଆ ଥିରୁଭାନନ୍ତପୁରମ୍‌ରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଶ୍ରୀଲଙ୍କାକୁ ୩୯୧ ରନ୍‌ର ବିଶାଳ ଟାର୍ଗେଟ୍‌ ଦେଇଛି ଭାରତ। ଟସ ଜିତି ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ନିର୍ଦ୍ଧାରିତ...

ଶତକ ହାସଲ କଲେ କୋହଲି, ସଚିନଙ୍କ ମହାରେକର୍ଡର ନିକଟତର

ଥିରୁଭାନନ୍ତପୁରମ୍‌,୧୫।୧: ଭାତରୀୟ ବ୍ୟଟ୍ସମ୍ୟାନ୍‌ ବିରାଟ କୋହଲି ପୁଣି ନିଜ ପୁରୁଣା ଫର୍ମକୁ ଫେରିଛନ୍ତି। ଶ୍ରୀଲଙ୍କା ବିପକ୍ଷ ତୃତୀୟ ଦିନିକିଆରେ ସେ ୮୫ ବଲରୁ ଶତକ ହାସଲ କରିଛନ୍ତି। ଦିନିକିଆ କ୍ୟାରିୟରରେ ଏହା ତାଙ୍କର ୪୬ ତମ ଶତକ। ଏପରିକି ସିରିଜର...

ଭାରତୀୟ ଅଲମ୍ପିକ୍‌ ପଦକ ବିଜେତା କେଡି ଯାଦବଙ୍କୁ ମନେ ପକାଇଲା ଗୁଗଲ୍‌

ଭାରତୀୟ ଭେଟେରାନ ରେସଲର ଖାଶାବା ଦାଦାସାହେବ ଯାଦବଙ୍କ ୯୭ତମ ଜନ୍ମ ବାର୍ଷିକୀ॥ ଏହି ଅବସରରେ, ସର୍ଚ୍ଚ ଇଞ୍ଜିନ ଗୁଗଲ ଏକ ବିଶେଷ ଡୁଡଲ ତିଆରି କରି ତାଙ୍କର ଅବଦାନକୁ ମନେ ପକାଇଛି। ଗୁଗଲ ସମୟ ସମୟରେ ବଡ ବ୍ୟକ୍ତିତ୍ୱଙ୍କୁ ମନେ...

ତୃତୀୟ ଦିନିକିଆରେ ଚମକିଲେ ଶୁଭମନ

ଥିରୁବନନ୍ତପୁରମ୍‌,୧୫।୧: ଶ୍ରୀଲଙ୍କା ବିପକ୍ଷରେ ରବିବାର ଖେଳାଯାଉଥିବା ତୃତୀୟ ଦିନିକିଆରେ ଚମକିଛନ୍ତି ବ୍ୟାଟ୍ସମ୍ୟାନ୍‌ ଶୁଭମନ ଗିଲ୍‌। ସେ ନିଜର ଦିନିକିଆ କ୍ୟାରିୟରରେ ଦ୍ୱିତୀୟ ଶତକ ମାରିବାରେ ସଫଳ ହୋଇଛନ୍ତି। ଗିଲ ୮୯ ବଲ୍‌ରେ ଏହି ଶତକ ପୂରଣ କରିଛନ୍ତି। ଏଥିରେ ୧୧...

ଦିନିକିଆ କ୍ରିକେଟରେ ରୋହିତ ଶର୍ମାଙ୍କ ବଡ଼ ରେକର୍ଡ

ଥିରୁବନନ୍ତପୁରମ୍‌,୧୫।୧:ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ତୃତୀୟ ଦିନିକିଆ ମୁକାବିଲାରେ ଏକ ବଡ଼ ରେକର୍ଡ ନିଜ ନାମରେ କରିଛନ୍ତି ଅଧିନାୟକ ରୋହିତ ଶର୍ମା। ଦିନିକିଆ କ୍ରିକେଟରେ ସର୍ବାଧିକ ରନ୍‌ କରିଥିବା ଖେଳାଳି ମାମଲାରେ ସେ ଦକ୍ଷିଣ ଆଫ୍ରିକାର ତାରକା ଏବି...

ରୋହିତଙ୍କ ନିଷ୍ପତ୍ତିକୁ ନେଇ ପ୍ରଶ୍ନ ଉଠାଇଲେ ଅଶ୍ୱିନ

ନୂଆଦିଲ୍ଲୀ,୧୫।୧: ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ଏକ ନିଷ୍ପତ୍ତିକୁ ନେଇ ପ୍ରଶ୍ନ ଉଠାଇଛନ୍ତି ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ। ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ପ୍ରଥମ ଦିନିକିଆର ଅନ୍ତିମ ଓଭରରେ ଶ୍ରୀଲଙ୍କା ଅଧିନାୟକ ଦାସୁନ୍‌ ଶାନାକା(୯୮) ରନ୍‌ କରି ବ୍ୟାଟିଂ କରୁଥିଲେ। ସେତେବେଳେ...

ଅନ୍ତିମ ଦିନିକିଆରେ ପ୍ରଥମେ ବ୍ୟାଟିଂ: ପାଣ୍ଡ୍ୟାଙ୍କୁ ବିଶ୍ରାମ; ସୂର୍ଯ୍ୟକୁମାରଙ୍କୁ ମିଳିଲା ସୁଯୋଗ

ଥିରୁବନନ୍ତପୁରମ୍‌,୧୫।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ୍‌ ରବିବାର ଏଠାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମା ପ୍ରଥମେ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛନ୍ତି। ତେବେ...

ବ୍ରେକ୍‌ ନେଲେ ଅକ୍ଷର; ଖୁବ୍‌ଶୀଘ୍ର ପ୍ରେମିକାଙ୍କ ଧରିବେ ହାତ

ନୂଆଦିଲ୍ଲୀ,୧୫।୧: ବିବାହ ବନ୍ଧନରେ ଆବଦ୍ଧ ହେବେ ଭାରତୀୟ କ୍ରିକେଟର ଅକ୍ଷର ପଟେଲ। ମେହା ପାଟିଲଙ୍କ ହାତ ଧରିବେ ସେ। ଗତ ବର୍ଷ ଉଭୟଙ୍କ ନିର୍ବନ୍ଧ ହୋଇଥିଲା। ତେବେ ବିବାହ ଲାଗି ଅକ୍ଷର ନ୍ୟୁଜିଲାଣ୍ଡ ସିରିଜରୁ ବ୍ରେକ୍‌ ନେଇଥିବା ଜଣାପଡ଼ିଛି। ମେହା...

ଆଜି ଅନ୍ତିମ ଦିନିକିଆ: କ୍ଲିନ୍‌ ସୁଇପ୍‌ ଲକ୍ଷ୍ୟରେ ଭାରତ

ଥିରୁଭାନନ୍ଥପୁରମ୍‌,୧୫ା୧: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ଦିନିକିଆ ସିରିଜର ଅନ୍ତିମ ମ୍ୟାଚ ରବିବାର ଥିରୁଭାନନ୍ଥପୁରମର ଗ୍ରୀନଫିଲ୍ଡ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ ଜିତିବା ସହିତ ସିରିଜ କ୍ଲିନ ସୁଇପ୍‌ ଲକ୍ଷ୍ୟରେ ରହିଛି ଭାରତ। ତେବେ ଏହି...

ଗର୍ବିତ ମା’ ଇଲି ହଓ୍ବୋର୍ଡ: ଅଷ୍ଟ୍ରେଲିଆ ଓ ନ୍ୟୁଜିଲାଣ୍ଡ ପକ୍ଷରୁ ଖେଳୁଛନ୍ତି ଦୁଇ ପୁଅ

ଭୁବନେଶ୍ୱର, ୧୫।୧: କୌଣସି ମାତାପିତାଙ୍କର ସନ୍ତାନ ଯଦି ଜାତୀୟ ଦଳ ପକ୍ଷରୁ ଅନ୍ତର୍ଜାତୀୟ ସ୍ତରରେ ପ୍ରତିନିଧିତ୍ୱ କରନ୍ତି ତେବେ ଗର୍ବରେ ଛାତି ଫାଟିପଡ଼େ। ମାତ୍ର କୌଣସି ମାତାପିତାଙ୍କ ଦୁଇ ସନ୍ତାନ ଯଦି ଦୁଇଟି ଦେଶରୁ ପ୍ରତିନିଧିତ୍ୱ କରନ୍ତି ତେବେ ସେମାନେ...

ଭାରତ ସମ୍ମୁଖରେ ଇଂଲଣ୍ଡ ଚ୍ୟାଲେଞ୍ଜ

ଭୁବନେଶ୍ୱର,୧୫ା୧(ସ୍ପୋଟର୍‌ସ ବ୍ୟୁରୋ): ରବିବାର ରାଉରକେଲାର ବିର୍ସା ମୁଣ୍ଡା ହକି ଷ୍ଟାଡିୟମରେ ଖେଳାଯିବ ଭାରତ ଓ ଇଂଲଣ୍ଡ ବିପକ୍ଷ ଗ୍ରୁପ୍‌ ମ୍ୟାଚ୍‌। ସ୍ପେନ୍‌ ବିପକ୍ଷରେ ଚମତ୍କାର ବିଜୟ ସହିତ ହକି ବିଶ୍ୱକପ୍‌ ଅଭିଯାନ ଆରମ୍ଭ କରିଥିବା ଭାରତୀୟ ହକି ଦଳ ଆଗରେ...

ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ସର୍ବବୃହତ୍‌: ଏଫ୍‌ଆଇଏଚ୍‌

ଭୁବନେଶ୍ୱର,୧୫।୧(ସ୍ପୋଟର୍‌ସ ବ୍ୟୁରୋ): ବିର୍ସା ମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମକୁ ବିଶ୍ୱର ସର୍ବବୃହତ୍‌ ହକି ଷ୍ଟାଡିୟମ ଭାବରେ ସ୍ବୀକୃତି ପ୍ରଦାନ କରିଛି ଅନ୍ତର୍ଜାତୀୟ ହକି ଫେଡେରେଶନ୍‌(ଆଇଏଚ୍‌ଏଫ୍‌)। ସ୍ବୀକୃତି ମିଳିବା ପରେ ଷ୍ଟାଡିୟମଟି ସର୍ବବୃହତ୍‌ କି ନାହିଁ ତାହାକୁ ନେଇ ଲାଗି ରହିଥିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri