ଖେଳ

ସଚିନଙ୍କ ରେକର୍ଡର ସମକକ୍ଷ କୋହଲି

ଗୁଆହାଟୀ,୧୧ା୧: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଅନୁଷ୍ଠିତ ପ୍ରଥମ ଦିନିକିଆରେ ଶତକ ହାସଲ କରିବା ସହିତ ଭାରତର କିମ୍ବଦନ୍ତୀ କ୍ରିକେଟର ସଚିନ୍‌ ତେନ୍ଦୁଲକରଙ୍କ ସମକକ୍ଷ ହୋଇଛନ୍ତି ବିରାଟ କୋହଲି। ୨୦୨୨ ବର୍ଷ ଯେଉଁ ଫର୍ମରେ ଶେଷ କରିଥିଲେ ୨୦୨୩ ବର୍ଷକୁ...

ପ୍ରଥମ ଦିନରେ ୧୨ ଉଇକେଟ ପତନ

ଭୁବନେଶ୍ୱର,୧୧ା୧(ସ୍ପୋଟର୍‌ସ ବ୍ୟୁରୋ): ହିମାଚଳ ପ୍ରଦେଶର ଅଟଳ ବିହାରୀ ବାଜପେୟୀ କ୍ରିକେଟ ଷ୍ଟାଡିୟମରେ ମଙ୍ଗଳବାର ଆରମ୍ଭ ହୋଇଛି ଓଡ଼ିଶା ଓ ହିମାଚଳ ପ୍ରଦେଶ ମଧ୍ୟରେ ରଣଜୀ ଟ୍ରଫି ମ୍ୟାଚ୍‌। ପ୍ରଥମ ଦିବସରେ ଦୁଇଟି ଅର୍ଦ୍ଧଶତକ ଦେଖିବାକୁ ମିଳିଥିବା ବେଳେ ୧୨ ଉଇକେଟର...

୨୪ ବର୍ଷର ରେକର୍ଡ ଭାଙ୍ଗିଲେ ଉମରାନ

ଗୁଆହାଟୀ,୧୧।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଭାରତୀୟ ଦଳ ଜିତିଛି। ଏହି ମ୍ୟାଚ୍‌ରେ ବିଜୟ ସହ ଭାରତ ତିନି ମ୍ୟାଚ ବିଶିଷ୍ଟ ସିରିଜରେ ୧-୦ରେ ଆଗୁଆ ରହିଛି। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ...

ଭାରତ ବିପକ୍ଷ ସିରିଜ୍‌ ପାଇଁ ଅଷ୍ଟ୍ରେଲିଆ ଦଳ ଘୋଷଣା

ସିଡନୀ,୧୧।୧: ଭାରତ ବିପକ୍ଷ ଚାରି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ପାଇଁ ଅଷ୍ଟ୍ରେଲିଆ ୧୮ ଜଣିଆ ଦଳ ଘୋଷଣା କରିଛି। ବର୍ଡର-ଗାଭାସ୍କର ସିରିଜ ପାଇଁ ୨୨ ବର୍ଷିୟ ଟଡ ମର୍ଫି, ମିଚେଲ ଷ୍ଟାର୍କ ଏବଂ କ୍ୟାମେରନ ଗ୍ରୀନ ମଧ୍ୟ ଅଷ୍ଟ୍ରେଲିଆ...

ବୃନ୍ଦାବନରୁ ଫେରି ଶତକ ମାରିଲେ କୋହଲି, ପ୍ରଶଂସକ କହିଲେ ‘ବାବା ଜି କି ଜୟ ହୋ’

ଗୁଆହାଟି,୧୦।୧: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ମ୍ୟାଚ୍‌ରେ ସେ ୧୧୩ ରନ୍‌ର ଇନିଂସ ଖେଳିଥିଲେ। ଏହା ତାଙ୍କ କ୍ୟାରିୟରର ୪୫ତମ ଶତକ ଥିଲା। ତେବେ ଏହି ଶତକ...

ଶେଷଯାଏ ଲଢ଼ିଲେ ଶ୍ରୀଲଙ୍କା ଅଧିନାୟକ

ଗୁଆହାଟି,୧୦।୧: ପ୍ରଥମ ଦିନିକିଆରେ ଦମ୍‌ଦାର ବିଜୟରୁ ଯାତ୍ରା ଆରମ୍ଭ କରିଛି ଟିମ୍‌ ଇଣ୍ଡିଆ। ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ଦଳ ବିରୋଧୀ ଟିମ୍‌କୁ ବିଶାଳ ୩୭୪ରନ୍‌ର ଟାର୍ଗେଟ ଦେଇଥିଲା। ଜବାବରେ ଶ୍ରୀଲଙ୍କା ୫୦ ଓଭର ସୁଦ୍ଧା ୮ ଉଇକେଟ ହରାଇ ୩୦୬...

ପ୍ରଥମ ମ୍ୟାଚରେ ଟିମ୍‌ ଇଣ୍ଡିଆର ଦମଦାର ବିଜୟ, ଲଢୁଆ ବ୍ୟାଟିଂ ସତ୍ତ୍ୱେ ହାରିଲା ଶ୍ରୀଲଙ୍କା…

ଗୁଆହାଟୀ,୯।୧ : ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମଙ୍ଗଳବାର ଗୁଆହାଟିର ବାରସାପରା କ୍ରିକେଟ ଷ୍ଟାଡିୟମରେ ତିନିଟିକିଆ ଏକଦିବସୀୟ ସିରିଜର ପ୍ରଥମ ମ୍ୟାଚରେ ଟିମ୍‌ ଇଣ୍ଡିଆ ଭ୍ରମଣକାରୀ ଦଳ ଶ୍ରୀଲଙ୍କାକୁ ପରାଜିତ କରିଛି। ଧାର୍ଯ୍ୟ ଲକ୍ଷ୍ୟର ପିଛା କରି ଶ୍ରୀଲଙ୍କା ଶେଷରେ...

କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ: ଗୁଆହାଟି ମଇଦାନରେ ମାରିଲେ କ୍ୟାରିୟରର ୪୫ତମ ଶତକ

ଗୁଆହାଟି,୧୦।୧: ନିଜ କ୍ୟାରିୟରର ୪୫ତମ ଶତକ ମାରିଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ଶ୍ରୀଲଙ୍କା ବିପକ୍ଷରେ ମଙ୍ଗଳବାର ଖେଳାଯାଉଥିବା ମ୍ୟାଚ୍‌ରେ ସେ ବିସ୍ଫୋରକ ବ୍ୟାଟିଂ କରି ୮୭ ବଲ୍‌ରେ ୧୧୩ ରନ୍‌ର ଇନିଂସ ଖେଳିଛନ୍ତି। ତେବେ ଏହା ଶ୍ରୀଲଙ୍କା ବିପକ୍ଷରେ...

ଶ୍ରୀଲଙ୍କା ଆଗରେ ପାହାଡ଼ ଭଳି ଟାର୍ଗେଟ: ୫୦ ଓଭରରେ ଭାରତ ୩୭୩/୭

ଗୁଆହାଟି,୧୦।୧: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆରେ ଚମକିଛନ୍ତି ଭାରତୀୟ ବ୍ୟାଟ୍ସମ୍ୟାନ୍‌। ଅଧିନାୟକ ରୋହିତ ଶର୍ମା, ଓପନର୍‌ ଶୁଭମନ ଗିଲ ଏବଂ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲିଙ୍କ ବିସ୍ଫୋରକ ବ୍ୟାଟିଂ ଯୋଗୁ ଦଳ ବିରୋଧୀ ଟିମ୍‌ ଆଗରେ ବିଶାଳ ସ୍କୋର ଛିଡ଼ା କରିବାରେ...

ଦଳରୁ ଶତକ-ଦ୍ୱିଶତକ ମାରିଥିବା ଖେଳାଳି ବାହାର, ଚମକାଇଲା ରୋହିତଙ୍କ ନିଷ୍ପତ୍ତି

ଗୁଆହାଟି,୧୦।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହୋଇଛି। ମଙ୍ଗଳବାର ଗୁଆହାଟିର ବାରସପାରା ଷ୍ଟାଡିୟମରେ ଉଭୟ ଟିମ୍‌ ମଧ୍ୟରେ ପ୍ରଥମ ମୁକାବିଲା ଖେଳାଯାଉଛି। ତେବେ ମ୍ୟାଚ୍‌ ଆରମ୍ଭରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା...

ଟିମ୍‌ ଇଣ୍ଡିଆର ଦମ୍‌ଦାର ବ୍ୟାଟିଂ ଆରମ୍ଭ

ଗୁଆହାଟି,୧୦।୧: ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ମଙ୍ଗଳବାର ଗୁଆହାଟିରେ ଖେଳା ଯାଉଥିବା ପ୍ରଥମ ଦିନିକିଆ ମ୍ୟାଚ୍‌ରେ ଶ୍ରୀଲଙ୍କାର ଅଧିନାୟକ ଦସୁନ ଶନକା ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛନ୍ତି। ରୋହିତ ଶର୍ମାଙ୍କ ନେତୃତ୍ୱାଧୀନ ଭାରତ ବ୍ୟାଟିଂ ଆରମ୍ଭ କରିଛି।...

ଆଜି ପ୍ରଥମ ଦିନିକିଆ: ଦଳକୁ ଫେରିଲେ କୋହଲି, ରୋହିତ

ଗୁଆହାଟୀ,୧୦ା୧(ପି.ଟି.): ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ୍‌ ପୂର୍ବରୁ ଭାରତୀୟ ଦଳକୁ ଲାଗିଛି ବଡ଼ ଝଟକା। ମଙ୍ଗଳବାର ବର୍ଷାପଡ଼ା କ୍ରିକେଟ ଷ୍ଟାଡିୟମରେ ଉଭୟ ଦଳ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଖେଳିବେ। ଏହି ମ୍ୟାଚ୍‌ ପାଇଁ ଅଧିନାୟକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri