ଖେଳ

ଫୁଟ୍‌ବଲରୁ ଗାରେଥ୍‌ ବାଲେଙ୍କ ଅବସର

ଲସ୍‌ଆଞ୍ଜେଲ୍ସ, ୧୦ା୧(ଏପି): ଓ୍ବେଲ୍ସ ତରଫରୁ ରେକର୍ଡ ୪୧ ଅନ୍ତର୍ଜାତୀୟ ଗୋଲ୍‌ ସ୍କୋର କରିଥିବା ଗାରେଥ୍‌ ବାଲେ ସୋମବାର ଫୁଟ୍‌ବଲରୁ ଅବସର ନେଇଛନ୍ତି। ୩୩ ବର୍ଷୀୟ ବାଲେ ନଭେମ୍ବର ୨୯ରେ ତାଙ୍କ ଶେଷ ମ୍ୟାଚ୍‌ ବିଶ୍ୱକପ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳିଥିଲେ। ଏହା...

ଘରେ ବସି ଷ୍ଟାଡିୟମ ଅନୁଭୂତି

ଭୁବନେଶ୍ୱର,୧୦ା୧(ସ୍ପୋଟର୍‌ସ ବ୍ୟୁରୋ): ହକି ବିଶ୍ୱକପ୍‌-୨୦୨୩ ଆସନ୍ତା ୧୩ରୁ ଆରମ୍ଭ ହେବ। ଏହା ପୂର୍ବରୁ ହକି ଫ୍ୟାନ୍‌ଙ୍କ ପାଇଁ ଏକ ମେଟାଭର୍ସ ଲଞ୍ଚ୍‌ କରିଛି ହକି ଇଣ୍ଡିଆ। ପ୍ରଥମ କ୍ରୀଡ଼ା ଫେଡେରେଶନ ଭାବେ ବିଶ୍ୱକପ୍‌ର କିଛିଦିନ ପୂର୍ବରୁ ହକି ଇଣ୍ଡିଆ ମେଟାଭର୍ସକୁ...

ପୂର୍ବ ଅଭିଜ୍ଞତାରୁ ଫାଇଦା ଉଠାଇବ ଜାପାନ

ଭୁବନେଶ୍ୱର,୧୦ା୧(ସ୍ପୋଟର୍‌ସ ବ୍ୟୁରୋ): ହକି ବିଶ୍ୱକପ ୨୦୨୩ ପାଇଁ ସୋମବାର ଓଡ଼ିଶାରେ ପହଞ୍ଚିଛି ଜାପାନ ହକି ଦଳ। ବିଜୁ ପଟ୍ଟନାୟକ ବିମାନବନ୍ଦରରେ ଦଳ ପହଞ୍ଚିବା ପରେ ଭବ୍ୟ ସ୍ବାଗତ କରାଯାଇଛି। ଏହି ଟୁର୍ନାମେଣ୍ଟରେ ଦଳ ନିଜର ଶତ ପ୍ରତିଶତ ଦେବ ବୋଲି...

ଆଜି ଭାରତ-ଶ୍ରୀଲଙ୍କା ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଗୁଆହାଟୀ,୧୦।୧: ଟି-୨୦ ସିରିଜ ବିଜୟୀ ହେବା ପରେ ଭାରତ ଦିନିକିଆରେ ଶ୍ରୀଲଙ୍କାକୁ ଭେଟିବାକୁ ଯାଉଛି। ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆଜିଠାରୁ ଆରମ୍ଭ ହେବ। ପ୍ରଥମ ମ୍ୟାଚ୍‌ ଗୁଆହାଟୀରେ ଖେଳାଯିବ। ଭାରତୀୟ ଅଧିନାୟକ ରୋହିତ ଶର୍ମା ଟିମ ବ୍ଲୁ...

୧୪୦ କୋଟିର ଗ୍ୟାରେଣ୍ଟି ବଣ୍ଡ ଫେରାଇବାକୁ ଦାବି କଲା ବାଇଜୁସ୍‌

ନୂଆଦିଲ୍ଲୀ,୯ା୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ସୋମବାର ଆପେକ୍ସ କାଉନ୍‌ସିଲ୍‌ ବୈଠକ ଅନୁଷ୍ଠିତ ହୋଇଯାଇଛି। ଭର୍ଚୁଆଲ ମୋଡରେ ଅନୁଷ୍ଠିତ ବୈଠକରେ ଷ୍ଟାର ଇଣ୍ଡିଆ ୧୩୦ କୋଟିର ରିହାତି ଦାବି କରିଛି । ଏହା ସହିତ ଭାରତୀୟ ଦଳର ଜର୍ସି ସ୍ପନସର...

ହେନ୍‌ରୀଙ୍କ ସ୍ଥାନରେ ଖେଳିବେ ବ୍ରେସ୍‌ଓ୍ବେଲ୍‌

ଅକ୍‌ଲାଣ୍ଡ,୯ା୧: ଆଗକୁ ଖେଳାଯିବାକୁ ଥିବା ଭାରତ ଓ ପାକିସ୍ତାନ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପାଇଁ ନ୍ୟୁଜିଲାଣ୍ଡ ଦଳରେ ଆଘାତପ୍ରାପ୍ତ ମ୍ୟାଟ୍‌ ହେନ୍‌ରୀଙ୍କ ସ୍ଥାନରେ ଡଗ୍‌ ବ୍ରେସ୍‌ଓ୍ବେଲ୍‌ଙ୍କୁ ନିଆଯାଇଛି। କରାଚୀଠାରେ ଦ୍ୱିତୀୟ କ୍ରିକେଟ ଟେଷ୍ଟର ଅନ୍ତିମ ଦିବସରେ ହେନ୍‌ରୀ...

ଅବସର ଘୋଷଣା କଲେ ପ୍ରିଟୋରିଅସ୍‌

ଜୋହାନ୍ସବର୍ଗ,୯ା୧: ଦକ୍ଷିଣ ଆଫ୍ରିକା ଅଲ୍‌ରାଉଣ୍ଡର ଡ୍ବେନ ପ୍ରିଟୋରିଅସ୍‌ ଅନ୍ତର୍ଜାତୀୟ କ୍ରିକେଟରୁ ସୋମବାର ଅବସର ଘୋଷଣା କରିଛନ୍ତି। ପ୍ରିଟୋରିଅସ୍‌ ଦକ୍ଷିଣ ଆଫ୍ରିକା ପକ୍ଷରୁ ୩୦ ଅନ୍ତର୍ଜାତୀୟ ଟି୨୦, ୨୭ ଅନ୍ତର୍ଜାତୀୟ ଦିନିକିଆ ଓ ୩ଟି ଟେଷ୍ଟ ମ୍ୟାଚ ଖେଳିଛନ୍ତି। ୩ଟି ଫର୍ମାଟରେ...

ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜ୍‌ରୁ ବାଦ ପଡ଼ିଲେ ବୁମ୍ରା

ଗୁଆହାଟୀ,୯।୧: ପିଠି ଯନ୍ତ୍ରଣା ଯୋଗୁ ୨୦୨୨ ସେପ୍ଟେମ୍ବରରୁ କ୍ରିକେଟରୁ ଦୂରରେ ଥିବା ଟିମ୍‌ ଇଣ୍ଡିଆ ପେସର୍‌ ଜସପ୍ରୀତ ବୁମ୍ରା ଶ୍ରୀଲଙ୍କା ବିପକ୍ଷ ଆଗାମୀ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜରୁ ମଧ୍ୟ ବାଦ୍‌ ପଡିଛନ୍ତି। ସିରିଜ ପୂର୍ବରୁ ଗୁଆହାଟୀରେ ଦଳରେ...

କୋହଲିଙ୍କ ଷ୍ଟାଟସ ଦେଖି ଖୁସିରେ ଗଦଗଦ ହେଲେ ସୂର୍ଯ୍ୟକୁମାର

ରାଜକୋଟ,୯।୧: ଶ୍ରୀଲଙ୍କା ବିପକ୍ଷରେ ଖେଳାଯାଇଥିବା ତୃତୀୟ ଟି-୨୦ ମ୍ୟାଚରେ ଭାରତୀୟ ଦଳର ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଏକ ବିସ୍ଫୋରକ ଶତକ ହାସଲ କରିଛନ୍ତି। ସେ ୭ ଚୌକା ଓ ୯ ଛକା ସହାୟତାରେ ୫୧ ବଲରେ ୧୧୨ ରନ ଖେଳିଥିଲେ।...

ସୂର୍ଯ୍ୟ କୁମାରଙ୍କୁ ପ୍ରଶଂସା କଲେ କପିଲ ଦେବ, କହିଲେ ଏଭଳି ଖେଳାଳିଙ୍କୁ ପ୍ରଣାମ…

କୋଲକାତା,୯।୧ : ଶ୍ରୀଲଙ୍କା ବିପକ୍ଷ ତୃତୀୟ ଟି -୨୦ ରେ ଶତକ ହାସଲ କରିବା ପରେ ଭାରତର ତାରକା ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବ ଏବେ ଚର୍ଚ୍ଚାରେ ରହିଛନ୍ତି। ସେ ଶ୍ରୀଲଙ୍କା ବୋଲରମାନଙ୍କୁ ଖାତିର ନକରି ନିଜର ବିସ୍ଫୋରକ ବ୍ୟାଟିଂ କରି...

ସୂର୍ଯ୍ୟକୁମାରଙ୍କ ହାତକୁ ଚୁମ୍ବନ ଦେଲେ ଚହଲ

ରାଜକୋଟ,୯।୧: ଶ୍ରୀଲଙ୍କା ବିପକ୍ଷ ସିରିଜ ଟି-୨୦ ସିରିଜ୍‌ ଜିତିବାରେ ସୁର୍ଯ୍ୟକୁମାର ଯାଦବ ଭାରତକୁ ସାହାଯ୍ୟ କରିଥିଲେ। ରାଜକୋଟରେ ତୃତୀୟ ତଥା ଅନ୍ତିମ ଅନ୍ତର୍ଜାତୀୟ ଟି-୨୦ରେ ସେ ମାତ୍ର ୪୫ ବଲରେ ଏକ ଚମତ୍କାର ଶତକ ହାସଲ କରିଥିଲେ। ମ୍ୟାଚ ପରେ...

ମଙ୍ଗଳବାର ଭାରତ-ଶ୍ରୀଲଙ୍କା ପ୍ରଥମ ଏକଦିବସୀୟ: ସିରିଜ ଜିତିବା ଟିମ୍‌ ଇଣ୍ଡିଆର ଲକ୍ଷ୍ୟ…

ଗୁଆହାଟୀ,୯।୧ : ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ହେବାକୁଥିବା ତିନୋଟି ଏକଦିବସୀୟ ସିରିଜର ପ୍ରଥମ ମ୍ୟାଚ ୧୦ ଜାନୁଆରୀ ମଙ୍ଗଳବାର ଖେଳାଯିବ। ଦୁଇ ଦଳ ମଧ୍ୟରେ ଏହି ମ୍ୟାଚ ଗୁଆହାଟିର ବାରସାପରା କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ସିରିଜ ଜିତିବା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri