ଖେଳ

ଭୁବନେଶ୍ୱର ଓପନ୍‌ ଚେସ୍‌: ହର୍ଷିତ ଚାମ୍ପିୟନ

ଭୁବନେଶ୍ୱର, ୯।୧(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ଚେସ୍‌ ଆସୋସିଏଶନ ଆନୁକୂଲ୍ୟରେ ୩୬ତମ ଓପନ୍‌ ଚେସ୍‌ ଟୁର୍ନାମେଣ୍ଟ ରବିବାର ଟଙ୍କପାଣି ରୋଡ୍‌ସ୍ଥିତ ସାଇ ବୀଣାପାଣି ଜ୍ଞାନମନ୍ଦିରରେ ଅନୁଷ୍ଠିତ ହୋଇଯାଇଛି। ୬ ରାଉଣ୍ଡବିଶିଷ୍ଟ ପ୍ରତିଯୋଗିତାରେ ୫.୫ ପଏଣ୍ଟ ପାଇ କଟକର ହର୍ଷିତ ରଞ୍ଜନ ସାହୁ...

ଡବ୍ଲ୍ୟୁବିଏ ଟାଇଟଲ ବଜାୟ ରଖିଲେ ଡେଭିସ୍‌

ଓ୍ବାଶିଂଟନ, ୯ା୧ (ଏପି): ଗର୍ଭୋଣ୍ଟା ଡେଭିସ୍‌ ତାଙ୍କ ଡବ୍ଲ୍ୟୁବିଏ ଓ୍ବାଲର୍‌ଡ ଲାଇଟ୍‌ଓ୍ବେଟ୍‌ ଟାଇଟଲ ବଜାୟ ରଖିଛନ୍ତି। ରବିବାର ସକାଳେ ୮ ରାଉଣ୍ଡ ଲଢେଇ ପରେ ଟେକ୍‌ନିକାଲ ନକ୍‌ଆଉଟ୍‌ରେ ସେ ହେକ୍ଟର ଲୁଇସ୍‌ ଗାର୍ସିଆଙ୍କୁ ପରାସ୍ତ କରିଥିଲେ। ଗାର୍ସିଆଙ୍କର ୧୭ତମ ମୁକାବିଲାରେ...

ଓଡ଼ିଶା ଓପନ୍‌ ଟ୍ରାପ୍‌ ଶୁଟିଂ:ରଶ୍ମି, ଅବିନାଶଙ୍କୁ ପ୍ରଥମ ସ୍ଥାନ

ଭୁବନେଶ୍ୱର,୯ା୧ (ସ୍ପୋଟର୍‌ସ ବ୍ୟୁରୋ): ଚନ୍ଦକା ସ୍ଥିତ ମନୋରମା ପ୍ରପର୍ଟିଜ୍‌ରେ ପ୍ରଥମ ଓଡ଼ିଶା ଓପନ୍‌ ଟ୍ରାପ୍‌ ଶୁଟିଂ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ନବନିର୍ମିତ ଟ୍ରାପ୍‌ ଶୁଟିଂ ରେଞ୍ଜକୁ ସଂଘର ଉପସଭାପତି କଳିକେଶ ନାରାୟଣ ସିଂଦେଓ ଉଦ୍‌ଘାଟନ କରିଥିଲେ। ପ୍ରତିଯୋଗିତାରେ ପୁରୁଷ ବିଭାଗରେ...

ଇଣ୍ଡିଆନ ଓପନ୍‌ ଗେଟ୍‌ବଲ ଉଦ୍‌ଘାଟିତ

ଭୁବନେଶ୍ୱର, ୯।୧(କ୍ରୀଡ଼ା ପ୍ରତିନିଧି): ଇଣ୍ଡିଆନ ଓପନ ଗେଟ୍‌ବଲ (ଆଇଜିୟୁ) ଟୁର୍ନାମେଣ୍ଟର ନବମ ସଂସ୍କରଣ ରବିବାର କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଉଦ୍‌ଘାଟିତ ହୋଇଯାଇଛି। ସୋଆ ବିଶ୍ୱବିଦ୍ୟାଳୟ କୁଳପତି ଅଶୋକ କୁମାର ମହାପାତ୍ର ମୁଖ୍ୟ ଅତିଥିଭାବେ ଯୋଗଦେଇ ପ୍ରତିଯୋଗିତାକୁ ଉଦ୍‌ଘାଟନ କରିଥିଲେ। ଏହି...

ଜୋକୋଭିଚ୍‌ଙ୍କୁ ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟାଇଟଲ୍‌

ଆଡିଲେଡ୍‌, ୯ା୧(ପି.ଟି.): ସର୍ବିଆର ନୋଭାକ୍‌ ଜୋକୋଭିଚ୍‌ ରବିବାର ଆଡିଲେଡ୍‌ ଇଣ୍ଟରନ୍ୟାଶନାଲ ଟେନିସ ଟାଇଟଲ ବିଜୟୀ ହୋଇଛନ୍ତି। ଅଷ୍ଟ୍ରେଲିଆନ୍‌ ଓପନ୍‌ ପ୍ରସ୍ତୁତି ପାଇଁ ଏହି ଟୁର୍ନାମେଣ୍ଟ ଖେଳିଥିବା ଜୋକୋଭିଚ୍‌ ଆମେରିକାର ଅଣସିଡେଡ୍‌ ଖେଳାଳି ସେବାଷ୍ଟିଆନ୍‌ କୋର୍ଡାଙ୍କୁ ୬-୭(୮), ୭-୬(୩) ଓ ୬-୪...

ଦୁର୍ଘଟଣାରେ ରେସର କୁମାରଙ୍କ ମୃତ୍ୟୁ

ଚେନ୍ନାଇ,୯ା୧(ପି.ଟି.): ସ୍ଥାନୀୟ ମାଡ୍ରାସ ଇଣ୍ଟରନ୍ୟାଶନାଲ ସର୍କିଟରେ ରବିବାର ଅନୁଷ୍ଠିତ ଏମ୍‌ଆର୍‌ଏଫ୍‌ ଏମ୍‌ଏମ୍‌ଏସ୍‌ସି ଏଫ୍‌ଏମ୍‌ଏସ୍‌ସିଆଇ ଇଣ୍ଡିଆନ ନ୍ୟାଶନାଲ କାର୍‌ ରେସିଂ ଚାମ୍ପିୟନଶିପ୍‌ର ଦ୍ୱିତୀୟ ରାଉଣ୍ଡରେ ଏକ ଦୁର୍ଘଟଣା ଘଟିଛି। ଏଥିରେ ରେସ୍‌ର କେ.ଇ. କୁମାରଙ୍କ ମୃତ୍ୟୁ ଘଟିଛି। ତାଙ୍କୁ ୫୭ବର୍ଷ ବୟସ...

‘ଭାରତ ବିପକ୍ଷ ମ୍ୟାଚ୍‌ ଚ୍ୟାଲେଞ୍ଜପୂର୍ଣ୍ଣ’

ସ୍ପେନ୍‌, ଓ୍ବେଲ୍ସ, କୋରିଆ ପହଞ୍ଚିଲା ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି)/ ରାଉରକେଲା ଅଫିସ, ୯।୧: ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଏବଂ ରାଉରକେଲାର ବିର୍ସାମୁଣ୍ଡା ଷ୍ଟାଡିୟମରେ ହେବାକୁଥିବା ହକି ବିଶ୍ୱକପ୍‌ ପାଇଁ ଦଳଗୁଡ଼ିକର ଆସିବା ପ୍ରକ୍ରିୟା ଜାରି ରହିଛି। ଏହି କ୍ରମରେ ରବିବାର...

ଅନୁଗୋଳକୁ ହରାଇ ମୁକ୍ତେଶ୍ୱର ସେମିରେ

ଢେଙ୍କାନାଳ ଅଫିସ,୯।୧: ଢେଙ୍କାନାଳ ଜିଲା ହିନ୍ଦୋଳ ବ୍ଲକ ବେଡ଼ାପଡ଼ା ଗ୍ରାମସ୍ଥିତ ମା’ ଅନ୍ଧାରି କ୍ରିକେଟ୍‌ କ୍ଲବ ପକ୍ଷରୁ ୧୨ତମ ସୁବାସ ମେମୋରିଆଲ କ୍ରିକେଟ୍‌ ଟୁର୍ନାମେଣ୍ଟ ରବିବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟ ଅତିଥି ଭାବେ ‘ଧରିତ୍ରୀ’ ଓ ‘ଓଡ଼ିଶା ପୋଷ୍ଟ’ ସମ୍ପାଦକ...

ଭାରତୀୟ ଦର୍ଶକଙ୍କ ସମ୍ମୁଖରେ ଖେଳିବାରେ ରୋମାଞ୍ଚ ରହିଥାଏ

ଭୁବନେଶ୍ୱର, ୯।୧ (କ୍ରୀଡ଼ା ପ୍ରତିନିଧି): ହକି ବିଶ୍ୱକପ ଖେଳିବା ପାଇଁ ରବିବାର ଭୁବନେଶ୍ୱରରେ ପହଞ୍ଚତ୍ଥିବା ଦକ୍ଷିଣ କୋରିଆ ଦଳ ସକାରାତ୍ମକ ଫଳାଫଳକୁ ନେଇ ବେଶ୍‌ ଆଶାବାଦୀ ଅଛି। ପୁଲ୍‌ ‘ବି’ରେ ଏହି ଦଳ ବେଲଜିୟମ, ଜାପାନ ଓ ଜର୍ମାନୀ ସହିତ...

ପ୍ରସିଦ୍ଧି ଅର୍ଜନକୁ ନେଇ ଏମିତି କହିଲେ କୋହଲି

ନୂଆଦିଲ୍ଲୀ,୮।୧: ଟିମ ଇଣ୍ଡିଆର ପୂର୍ବତନ ଅଧିନାୟକ ବିରାଟ କୋହଲି ବାଂଲାଦେଶ ବିପକ୍ଷ ଦିନିକିଆ ଏବଂ ଟେଷ୍ଟ ସିରିଜ ପରେ ବିରାଟ କୋହଲି ବିଶ୍ରାମ ନେଉଛନ୍ତି। ସେ ଶ୍ରୀଲଙ୍କା ବିପକ୍ଷ ଦିନିକିଆ ସିରିଜରୁ ଦଳକୁ ଫେରିବେ। ଏହି ସିରିଜ ପୂର୍ବରୁ ସେ...

ଧୋନୀ କି ଦ୍ରାବିଡ ନୁହେଁ, ଉନ୍ନତ ଅଧିନାୟିକତ୍ୱ ପାଇଁ ଏହି ବ୍ୟକ୍ତିଙ୍କୁ ଶ୍ରେୟ ଦେଲେ ହାର୍ଦ୍ଦିକ

ରାଜକୋଟ,୮।୧: ଆଇପିଏଲ ୨୦୨୨ରେ ଗୁଜରାଟ ଟାଇଟାନ୍ସକୁ ଚାମ୍ପିଅନ କରିବା ପରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ କ୍ରେଜ୍‌ ବୃଦ୍ଧି ପାଇବାରେ ଲାଗିଛନ୍ତି। ସେବେଠାରୁ ସେ ଟିମ ଇଣ୍ଡିଆର ଅଧିନାୟକ ହେବାର ସୁଯୋଗ ପାଇଥିଲେ। ତାଙ୍କ ଅଧିନାୟିକତ୍ୱରେ ୩ଟି ଟି-୨୦ ସିରିଜ୍‌ ଭାରତ ବିଜୟୀ...

ଦ୍ରାବିଡ ପଚାରିଲେ ଏମିତି ପ୍ରଶ୍ନ, ସୂର୍ଯ୍ୟକୁମାର ରୋକିପାରିଲେନି ହସ

ରାଜକୋଟ,୮।୧: ତିନିଟି ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜରେ ଭାରତ ଶ୍ରୀଲଙ୍କାକୁ ୨-୧ରେ ପରାସ୍ତ କରିଛି। ଜାନୁଆରୀ ୭ ରାଜକୋଟରେ ଖେଳାଯାଇଥିବା ତୃତୀୟ ମ୍ୟାଚ୍‌ରେ ସେ ୯୧ ରନ୍‌ରେ ଜିତିଥିଲେ। ଟିମ ଇଣ୍ଡିଆ ପାଇଁ ଏହି ମ୍ୟାଚରେ ସୂର୍ଯ୍ୟକୁମାର ଏକ ଶତକ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri