ଖେଳ

ବିସିସିଆଇ ନୂତନ ଚୟନ କମିଟିରେ ସ୍ଥାନ ପାଇଲେ ଓଡ଼ିଶାର ଶିବସୁନ୍ଦର ଦାସ

ନୂଆଦିଲ୍ଲୀ,୭।୧: ବିସିସିଆଇ ଚୟନ କମିଟି ସଦସ୍ୟ ଭାବେ ନିଯୁକ୍ତି ପାଇଛନ୍ତି ଟିମ୍‌ ଇଣ୍ଡିଆ ତଥା ଓଡ଼ିଶାର ପୂର୍ବତନ ବ୍ୟାଟ୍ସମ୍ୟାନ୍‌ ଶିବସୁନ୍ଦର ଦାସ। ସେ ଏବେ ଭାରତୀୟ ପୁରୁଷ ସିନିୟର ଟିମ୍‌ ଚୟନରେ ସକ୍ରିୟ ଭୂମିକା ଗ୍ରହଣ କରିବେ। ୨୦୨୨ ଟି-୨୦...

ବିସିସିଆଇର ନୂତନ କମିଟି ଘୋଷଣା: ପୁଣି ଥରେ ଚେତନ ଶର୍ମା ହେଲେ ଟିମ୍‌ ଇଣ୍ଡିଆ ମୁଖ୍ୟ ଚୟନକର୍ତ୍ତା

ନୂଆଦିଲ୍ଲୀ,୭।୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ପକ୍ଷରୁ ଶନିବାର ଟିମ୍‌ ଇଣ୍ଡିଆର ନୂତନ ଚୟନ କମିଟି ଘୋଷଣା କରାଯାଇଛି। ପୁଣିଥରେ ଭାରତର ପୂର୍ବତନ ପେସ ବୋଲର ଚେତନ ଶର୍ମା କମିଟିର ଅଧ୍ୟକ୍ଷ ହୋଇଛନ୍ତି। ୨୦୨୨ ଟି-୨୦ ବିଶ୍ୱକପରେ ଭାରତର ବିପର୍ଯ୍ୟୟ...

ଦୁବାଇରେ କ୍ୟାରିୟରର ଅନ୍ତିମ ଟୁର୍ନାମେଣ୍ଟ ଖେଳିବେ ସାନିଆ

ନୂଆଦିଲ୍ଲୀ,୭।୧: ଭାରତୀୟ ଟେନିସ ତାରକା ସାନିଆ ମିର୍ଜା ସନ୍ନ୍ୟାସ ନେଇ ଘୋଷଣା କରିଛନ୍ତି। ଆସନ୍ତା ଫେବୃୟାରୀ ୧୯ରେ ଖେଳାଯିବାକୁ ଥିବା ଦୁବାଇ ଟେନିସ ଚାମ୍ପିୟନଶିପ୍‌ ତାଙ୍କ କ୍ୟାରିୟରର ଅନ୍ତିମ ଟୁର୍ନାମେଣ୍ଟ ହେବ ବୋଲି ସେ କହିଛନ୍ତି। ୩୬ ବର୍ଷୀୟ ସାନିଆ...

୩ ଘଣ୍ଟା ଯାଏ ଚାଲିଲା ସର୍ଜରି

ମୁମ୍ବାଇ,୭।୧: କାର୍‌ ଦୁର୍ଘଣାରେ ଆହତ ହୋଇଥିବା ଭାରତୀୟ ଷ୍ଟାର କ୍ରିକେଟର ରିଷଭ ପନ୍ତଙ୍କ ଗୋଟିଏ ସର୍ଜରି ଶେଷ ହୋଇଛି। ମୁମ୍ବାଇର କୋକିଲାବେନ ହସ୍ପିଟାଲରେ ୩ ଘଣ୍ଟା ଧରି ତାଙ୍କର ଲିଗାମେଣ୍ଟ ସର୍ଜରୀ ଚାଲିଥିଲା। ଅପରେଶନ ପରେ ପନ୍ତ ଭଲ ଅନୁଭବ...

ମାଲେସିଆ, ଦକ୍ଷିଣ ଆଫ୍ରିକା, ଆର୍ଜେଣ୍ଟିନା, ନ୍ୟୁଜିଲାଣ୍ଡ ଦଳକୁ ସ୍ବାଗତ

ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି): ଆସନ୍ତା ହକି ବିଶ୍ୱକପ ଖେଳିବା ପାଇଁ ମାଲେସିଆ, ଦକ୍ଷିଣ ଆଫ୍ରିକା, ଆର୍ଜେଣ୍ଟିନା ଓ ନ୍ୟୁଜିଲାଣ୍ଡ ଦଳ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚତ୍ଛନ୍ତି। ସ୍ଥାନୀୟ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ଦଳଗୁଡ଼ିକୁ ଭବ୍ୟ ସ୍ବାଗତ କରାଯାଇଛି। ଆଗାମୀ...

‘ଟ୍ରଫି ବଜାୟ ରଖିବାକୁ ଭୋକିଲା ଅଛୁ’

ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି): ୨୦୧୮ରେ ଭୁବନେଶ୍ୱରରେ ଅନୁଷ୍ଠିତ ବିଶ୍ୱକପ୍‌ର ଗତ ସଂସ୍କରଣରେ ଚାମ୍ପିୟନ ହୋଇଥିବା ବେଲଜିୟମ ଦଳ ଶୁକ୍ରବାର ଏଠାରେ ପହଞ୍ଚତ୍ଛି। ବିଶ୍ୱ ହକିର ତାରକା ଖେଳାଳିଙ୍କୁ ସ୍ବାଗତ କରିବା ପାଇଁ ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନ ବନ୍ଦରରେ ବହୁ...

ସର୍ବଭାରତୀୟ ଓପନ ଗେଟ୍‌ବଲ ୮ରୁ

ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି): ଭାରତୀୟ ଗେଟ୍‌ ବଲ୍‌ ୟୁନିୟନ (ଆଇଜିୟୁ) ଆନୁକୂଲ୍ୟରେ ଚଳିତମାସ ୮ ଓ ୯ରେ ଭାରତୀୟ ଓପନ ଗେଟ୍‌ବଲ୍‌ ଟୁର୍ନାମେଣ୍ଟ୍‌ ସ୍ଥାନୀୟ କିଟ୍‌ ରଗ୍‌ବୀ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ବିଭିନ୍ନ ରାଜ୍ୟ ଓ ସଂଘର ମୋଟ ୧୮ଟି...

ହକି ବିଶ୍ୱକପ୍‌ ପାଇଁ ବଶିଷ୍ଠଙ୍କ କ୍ୟାଲେଣ୍ଡର

ଭୁବନେଶ୍ୱର, ୭ା୧(ସ୍ପୋଟର୍‌ସ ବ୍ୟୁରୋ): ଓଡ଼ିଶାଠାରୁ ବେଶ୍‌ ଦୂର କେରଳ ରାଜ୍ୟର ସେ ବାସିନ୍ଦା। କାଲିକଟ୍‌ ସହର ମାଲ୍‌ବାର ଖ୍ରୀଷ୍ଟିଆନ କଲେଜର ଇତିହାସ ବିଭାଗର ଆସୋସିଏଟ୍‌ ପ୍ରଫେସର। ତାଙ୍କ ନାମ ହେଉଛି ବଶିଷ୍ଠ। ଓଡ଼ିଶାର ଦୁଇଟି ସହରରେ ହକି ବିଶ୍ୱକପ୍‌ ଆୟୋଜିତ...

କାଦୁଲୁରି ଅଭିଷିକ୍ତାଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର,୭ା୧(ସ୍ପୋଟର୍‌ସ ବ୍ୟୁରୋ): ଡିସେମ୍ବର ୨୯ରୁ ତାମିଲନାଡୁର ନାଗର କଏଲ୍‌ଠାରେ ଚାଲିଥିବା ଆଇଡବ୍ଲ୍ୟୁଏଫ୍‌ ୟୁଥ୍‌ (ବାଳକ ଓ ବାଳିକା) ଜୁନିୟର ଓ ସିନିୟର (ପୁରୁଷ ଓ ମହିଳା) ଜାତୀୟ ଭାରୋତ୍ତୋଳନ ଚାମ୍ପିୟନଶିପ୍‌ ୨୦୨୨-୨୩ ଅନୁଷ୍ଠିତ ହେଉଛି। ଏଥିରେ ମହିଳା ୮୭ କେଜି...

ଓଡ଼ିଶା ଏଫ୍‌ସି ଦଳକୁ ପ୍ରି-କ୍ୱାର୍ଟର ଯୋଗ୍ୟତା

ଭୁବନେଶ୍ୱର, ୭ା୧(ସ୍ପୋଟର୍‌ସ ବ୍ୟୁରୋ): ସର୍ବଭାରତୀୟ ଫୁଟବଲ ମହାସଂଘ (ଏଆଇଏଫଏଫ୍‌) ପକ୍ଷରୁ ପାଟନାଠାରେ ଚାଲିଥିବା ହିରୋ ୧୭ବର୍ଷରୁ କମ୍‌ ୟୁଥ୍‌ କପ୍‌ରେ ଓଡ଼ିଶା ଏଫ୍‌ସି ରାଉଣ୍ଡ ଅଫ୍‌ ୧୬ ଅବା ପ୍ରି-କ୍ୱାର୍ଟର ଖେଳିବା ଲାଗି ଯୋଗ୍ୟତା ଅର୍ଜନ କରିଛି। ଗ୍ରୁପ-ସି’ରେ ସ୍ଥାନ...

ଶାନ୍ତନୁଙ୍କ ଦ୍ୱିଶତକ, ପ୍ରୟାସଙ୍କ ଶତକ

ଭୁବନେଶ୍ୱର, ୭ା୧(କ୍ରୀଡ଼ା ପ୍ରତିନିଧି): କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଓଡ଼ିଶା- ନାଗାଲାଣ୍ଡ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ ଡ୍ର ରହିଛି। ଶୁକ୍ରବାର ଶେଷ ହୋଇଥିବା ମ୍ୟାଚରେ ପ୍ରଥମ ଇନିଂସ ଅଗ୍ରଣୀ ଭିତ୍ତିରେ ଓଡ଼ିଶା ୩ ପଏଣ୍ଟ ପାଇଛି। ଏଠାରେ ନାଗାଲାଣ୍ଡ ପ୍ରଥମ...

ଆଜି ଭାରତ-ଶ୍ରୀଲଙ୍କା ଟି୨୦

ରାଜକୋଟ,୭।୧: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଅନ୍ତର୍ଜାତୀୟ ଟି୨୦ ସିରିଜର ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ଶନିବାର ଖେଳାଯିବ। ଭାରତକୁ ମ୍ୟାଚ ଜିତିବାକୁ ହେଲେ ଟପ୍‌ ଅର୍ଡର ଏବଂ ବୋଲିଂରେ ସୁଧାର ଆଣିବାକୁ ପଡ଼ିବ। ସିରିଜର ପ୍ରଥମ ମ୍ୟାଚରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri