ଖେଳ

ରାଜ୍ୟସ୍ତରକୁ ୧୦ ଖେଳାଳିଙ୍କୁ ଯୋଗ୍ୟତା

ଭୁବନେଶ୍ୱର, ୪।୧(କ୍ରୀଡ଼ା ପ୍ରତିନିଧି): ଭୁବନେଶ୍ୱର ସ୍କୁଲ୍ସ ସ୍ପୋଟର୍‌ସ ଆସୋସିଏଶନ ଆନୁକୂଲ୍ୟରେ ଆନ୍ତଃସ୍କୁଲ ଚେସ୍‌ ଚାମ୍ପିୟନଶିପ୍‌ ୟୁନିଟ-୮ ସରକାରୀ ବାଳକ ହାଇସ୍କୁଲ ପରିସରରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ବାଳିକା ବିଭାଗରେ ୪ ଓ ବାଳକରେ ୫ ରାଉଣ୍ଡ ମ୍ୟାଚ ଅନୁଷ୍ଠିତ ହୋଇଥିଲା।...

୧୯୭୩: ନେଦରଲାଣ୍ଡ୍ସକୁ ପ୍ରଥମ ଟାଇଟଲ

ବିଶ୍ୱକପ୍‌ର ଦ୍ୱିତୀୟ ସଂସ୍କରଣ ନେଦରଲାଣ୍ଡ୍ସର ଆମଷ୍ଟେଲଭିନଠାରେ ଅଗଷ୍ଟ ୨୪ରୁ ସେପ୍ଟେମ୍ବର ୨ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ପୂର୍ବ ସଂସ୍କରଣ ଅପେକ୍ଷା ଏଥିରେ ଦଳ ସଂଖ୍ୟା ୨ ବଢ଼ିଥିଲା। ୧୨ଟି ଦଳକୁ ନେଇ ହୋଇଥିଲା ଏହି ବିଶ୍ୱକପ୍‌। ପୂର୍ବ ଫର୍ମାଟ ଭଳି...

ନାଗାଲାଣ୍ଡର ସମ୍ମାନଜନକ ସ୍କୋର

ଭୁବନେଶ୍ୱର,୪।୧(କ୍ରୀଡ଼ା ପ୍ରତିନିଧି): କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ମଙ୍ଗଳବାର ଆରମ୍ଭ ହୋଇଥିବା ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ନାଗାଲାଣ୍ଡ ସମ୍ମାନଜନକ ସ୍କୋର ଦିଗରେ ଅଗ୍ରସର ହୋଇଛି। ଚଳିତ ସିଜନରେ ୫ଟି ଇନିଂସରେ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥିବା ନାଗାଲାଣ୍ଡ ଉପରେ ଓଡ଼ିଶା...

ଭାରତର ରୋମାଞ୍ଚକ ବିଜୟ

ମୁମ୍ବାଇ, ୪।୧: ଦୀପକ ହୁଦା ଓ ଅକ୍ଷର ପଟେଲଙ୍କ ଦୃଢ଼ ବ୍ୟାଟିଂ ପରେ ପଦାର୍ପଣକାରୀ ଶିବମ୍‌ ମାଭିଙ୍କ ଚମତ୍କାର ବୋଲିଂ ବଳରେ ଭାରତ ମଙ୍ଗଳବାର ଅନୁଷ୍ଠିତ ସିରିଜର ପ୍ରଥମ ଟି୨୦ କ୍ରିକେଟ ମ୍ୟାଚରେ ଶ୍ରୀଲଙ୍କାକୁ ରୋମାଞ୍ଚକଭାବେ ୨ ରନରେ ପରାସ୍ତ...

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୬୩…

ମୁମ୍ବାଇ,୩।୧ : ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଆରମ୍ଭ ହୋଇଛି। ମୁମ୍ବାଇର ୱାଙ୍ଖେଡ ଷ୍ଟାଡିୟମରେ ଖେଳାଯାଉଥିବା ଏହାର ପ୍ରଥମ ମ୍ୟାଚ ରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ବିଜୟ ସହ ସିରିଜ...

ପୁଣି କ୍ରିକେଟକୁ ଫେରିଲେ ଗାଙ୍ଗୁଲି; ଆଇପିଏଲ୍‌ରେ ମିଳିଲା ଏହି ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୩।୧: ପୁଣି ଥରେ କ୍ରିକେଟ ମଇଦାନକୁ ଫେରିଛନ୍ତି ବିସିସିଆଇର ପୂର୍ବତନ ଅଧ୍ୟକ୍ଷ ତଥା ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲି। ଆଗାମୀ ଦିନରେ ସେ ଆଇପିଏଲ୍‌ର ଫ୍ରାଞ୍ଚାଇଜ୍‌ ଦିଲ୍ଲୀ କ୍ୟାପିଟାଲ୍ସ ପାଇଁ ବଡ଼ ଦାୟିତ୍ୱ ତୁଲାଇବେ। ତେବେ ଗାଙ୍ଗୁଲିଙ୍କୁ ଦିଲ୍ଲୀ...

ଭାରତୀୟ କ୍ରିକେଟରେ ଇତିହାସ ରଚିଲେ ଉନାଦକଟ

ରାଜକୋଟ,୩।୧: ଭାରତୀୟ ଟିମ୍‌ର ଷ୍ଟାର ଦ୍ରୁତ ବୋଲର ଜୟଦେବ ଉନାଦକଟ ଘରୋଇ କ୍ରିକେଟରେ ଇତିହାସ ରଚିଛନ୍ତି। ସେ ସୌରାଷ୍ଟ୍ର ଟିମ୍‌ର ଅଧିନାୟକ ଭାବେ ଏବେ ଘରୋଇ ଟୁର୍ନାମେଣ୍ଟ ରଣଜୀ ଟ୍ରଫିରେ ଖେଳୁଛନ୍ତି। ମଙ୍ଗଳବାର ଦିଲ୍ଲୀ ଟିମ୍‌ ବିପକ୍ଷ ମ୍ୟାଚ୍‌ରେ ସେ...

ପୃଥ୍ବୀଙ୍କଠାରୁ ଋତୁରାଜଙ୍କ ଯାଏ… ଅଧାରେ ରହିପାରେ ଏହି ଖେଳାଳିଙ୍କ ଦିନିକିଆ ବିଶ୍ୱକପ୍‌ ଖେଳିବା ସ୍ବପ୍ନ

ନୂଆଦିଲ୍ଲୀ,୩।୧: ଚଳିତ ବର୍ଷ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ ୨୦୨୩ର ପ୍ରସ୍ତୁତିରେ ବ୍ୟସ୍ତ ଅଛି ବିସିସିଆଇ। ଏହି ଟୁର୍ନାମେଣ୍ଟ ଲାଗି ବୋର୍ଡ ୨୦ ଖେଳାଳିଙ୍କୁ ଶର୍ଟଲିଷ୍ଟ କରିଛି। ବିଧିବଦ୍ଧ ଭାବେ ବୋର୍ଡ ସେମାନଙ୍କ ନାମ ଜାରି କରି ନ ଥିଲେ...

ପନ୍ତଙ୍କୁ ସ୍ବତନ୍ତ୍ର ବାର୍ତ୍ତା ପଠାଇଲା ଟିମ୍‌ ଇଣ୍ଡିଆ: ତୁମେ ଜଣେ ଯୋଦ୍ଧା…

ନୂଆଦିଲ୍ଲୀ,୩।୧: ଭାରତୀୟ କ୍ରିକେଟ ଦଳ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତଙ୍କ ଶୀଘ୍ର ଆରୋଗ୍ୟ କାମନା କରିଛନ୍ତି। କୋଚ ରାହୁଲ ଦ୍ରାବିଡ ଏବଂ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସମେତ ଦଳର ଅନ୍ୟ ଖେଳାଳିମାନେ ଶ୍ରୀଲଙ୍କା ବିପକ୍ଷ ସିରିଜ ପୂର୍ବରୁ ପନ୍ତଙ୍କୁ...

‘ଆମର ଲକ୍ଷ୍ୟ ଚଳିତ ବର୍ଷ ବିଶ୍ୱକପ ଜିତିବା’

ମୁମ୍ବାଇ,୩।୧: ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ ମଙ୍ଗଳବାର ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେଉଛି। ସିରିଜ୍‌ର ପ୍ରଥମ ମ୍ୟାଚ୍‌ ପୂର୍ବରୁ ଭାରତୀୟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା କହିଛନ୍ତି, ଚଳିତ ବର୍ଷ ବିଶ୍ୱକପ ଜିତିବା ଟିମ ଇଣ୍ଡିଆର ଲକ୍ଷ୍ୟ।...

ଆଜି ଭାରତ-ଶ୍ରୀଲଙ୍କା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଆରମ୍ଭ ହେବ ମ୍ୟାଚ୍‌

ମୁମ୍ବାଇ,୩।୧: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ ଆଜିଠାରୁ ଆରମ୍ଭ ହେଉଛି। ସିରିଜର ପ୍ରଥମ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ଖେଳାଯିବ। ଶ୍ରୀଲଙ୍କା ବିପକ୍ଷ ଟି-୨୦ ସିରିଜରେ ହାର୍ଦ୍ଦିକ ପାଣ୍ଡ୍ୟା ଟିମ ଇଣ୍ଡିଆର ଅଧିନାୟକ...

ନିଜ ଷ୍ଟାଡିୟମରେ ଖେଳିବେ ଈଶ୍ୱରନ୍‌

ନୂଆଦିଲ୍ଲୀ,୩ା୧ ନିଜ ନାମରେ ନାମିତ ଷ୍ଟାଡିୟମରେ ଖେଳିବାର ସୌଭାଗ୍ୟ ଅନେକ ବଡ ଖେଳାଳିଙ୍କୁ ମିଳି ନ ଥାଏ। ଭିଭିଆନ୍‌ ରିଚାର୍ଡସ, ବ୍ରାଏନ ଲାରା ଓ ଆଲାନ ବର୍ଡରଙ୍କ ପରି ଖେଳାଳି ଅବସର ନେବା ପରେ ତାଙ୍କ ନାମରେ ଷ୍ଟାଡିୟମ ନିର୍ମାଣ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri