ଖେଳ

ପ୍ରେମିକାଙ୍କ ସହ ରୋମାଣ୍ଟିକ ଅନ୍ଦାଜ୍‌ରେ ନୂଆବର୍ଷ ପାଳିଲେ ରାହୁଲ

ନୂଆ ବର୍ଷ ସେଲିବ୍ରେଶନରେ ସମଗ୍ର ବିଶ୍ୱ ବୁଡି ରହିଛି। ବିରାଟ କୋହଲି, ଏମଏସ ଧୋନୀଙ୍କ ସମେତ ଅନେକ କ୍ରିକେଟର ନିଜ ପରିବାର ସହିତ ନୂଆ ବର୍ଷ କରିଛନ୍ତି। ଭାରତୀୟ କ୍ରିକେଟର କେ.ଏଲ ରାହୁଲ ମଧ୍ୟ ତାଙ୍କ ଗର୍ଲଫ୍ରେଣ୍ଡ ତଥା ବଲିଉଡ...

ବିସିସିଆଇ ସମୀକ୍ଷା ବୈଠକରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି

ମୁମ୍ବାଇ,୧।୧: ମୁମ୍ବାଇରେ ବିସିସିଆଇର ସମୀକ୍ଷା ବୈଠକ ଶେଷ ହୋଇଛି। ଏହି ବୈଠକରେ ଅନେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଥିଲା। ଏହା ସହିତ, ଦିନିକିଆ ବିଶ୍ୱକପ ପୂର୍ବରୁ, କାର୍ଯ୍ୟ ଭାର ପରିଚାଳନା ଏବଂ ଖେଳାଳିଙ୍କ ଆଘାତ ଉପରେ ଏକ ଯୋଜନା ପ୍ରସ୍ତୁତ କରାଯାଇଥିଲା।...

ଦ୍ରୁତ ଗାଡି ଚାଳନା ଯୋଗୁ ହୋଇନାହିଁ ପନ୍ତଙ୍କ ଦୁର୍ଘଟଣା: ଧାମି

ଡେରାଡୁନ,୧ ।୧: ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କର ସଡ଼କ ଦୁର୍ଘଟଣା ହେବା ପରଠାରୁ ଏହି ଦୁର୍ଘଟଣାକୁ ନେଇ ଅନେକ କାରଣ ସାମ୍ନାକୁ ଆସିଛି । ହେଲେ ଏବେ ଏହାର ଅସଲ କାରଣ କହିଛନ୍ତି ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମି...

ରିଷଭ ପନ୍ତଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର: ବାରମ୍ବାର ଭେଟିବାକୁ ନ ଯିବାକୁ ଡିଡିସିଏର ଅପିଲ୍‌

ନୂଆଦିଲ୍ଲୀ,୧।୧: ଟିମ ଇଣ୍ଡିଆର ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ କାର ଦୁର୍ଘଟଣା ଶିକାର ହେବାପରେ ଡେରାଡୁନ ସ୍ଥିତ ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ମାଙ୍କୁ ଭେଟିବା ପାଇଁ ଘରକୁ ଯାଉଥିବାବେଳେ ତାଙ୍କ କାର ଡିଭାଇଡରକୁ ଧକ୍କା ଦେଇଥିଲା। ଫଳରେ...

ରୋନାଲ୍ଡୋ ସବୁଠୁ ଦାମୀ ଖେଳାଳି

ଲଣ୍ଡନ,୧।୧: କ୍ରିଷ୍ଟିଆନୋ ରୋନାଲ୍ଡୋ ସାଉଦି ଆରବର ଏକ ଫୁଟବଲ କ୍ଲବ ଅଲ୍‌ ନାସର ସହ ଚୁକ୍ତି କରିଛନ୍ତି। ମଧ୍ୟପ୍ରାଚ୍ୟ ଫୁଟ୍‌ବଲ ପାଇଁ ଏହା ଏକ ଉଲ୍ଲେଖନୀୟ ମୁହୂର୍ତ୍ତ ବୋଲି କୁହାଯାଉଛି। କିନ୍ତୁ ୟୁରୋପର ଜଣେ ଅନ୍ୟତମ ବଡ଼ ଷ୍ଟାର ଖେଳାଳି...

ସଡ଼କ ଦୁର୍ଘଟଣା ପରେ ଜୋରଦାର ପ୍ରତ୍ୟାବର୍ତ୍ତନ କରିଛନ୍ତି ଏସବୁ କ୍ରିକେଟର; ପାଲଟିଥିଲେ ଉଦାହରଣ…

ନୂଆଦିଲ୍ଲୀ,୩୧।୧୨: ଭାରତୀୟ ଦଳର ଷ୍ଟାର ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଶୁକ୍ରବାର ସଡ଼କ ଦୁର୍ଘଟଣାର ଶିକାର ହୋଇଥିଲେ। ବର୍ତ୍ତମାନ ସେ ଡେରାଡୁନର ମ୍ୟାକ୍ସ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ସେଠାରେ ତାଙ୍କର ଚିକିତ୍ସା ଚାଲିଛି। ଏଭଳି ସ୍ଥିତିରେ ସେ ସୁସ୍ଥ ହୋଇ...

ଭାଇରାଲ ହେଉଛି ଧାଓ୍ବନଙ୍କ ଭିଡିଓ: ପନ୍ତଙ୍କୁ କହିଥିଲେ ‘ଗାଡ଼ି ଧିରେ ଚଳାଅ’

ନୂଆଦିଲ୍ଲୀ,୩୧।୧୨: ନିଜେ ଗାଡ଼ି ଚଳାଇ ଆସୁଥିବା ବେଳେ ରୁର୍‌କି ନିକଟରେ ଦୁର୍ଘଟଣାର ଶିକାର ହୋଇଛନ୍ତି ଭାରତୀୟ ଦଳର ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। ଏଥିରେ ସେ ଗୁରୁତର ହୋଇଥିବା ବେଳେ ତାଙ୍କର ଚିକିତ୍ସା ଚାଲିଛି। ପ୍ରଶଂସକଙ୍କ ସହ ସାଥୀ କ୍ରିକେଟର...

ସମ୍ମାନିତ ହେଲେ ପନ୍ତଙ୍କୁ ମୃତ୍ୟୁ ମୁହଁରୁ ବଞ୍ଚାଇ ଆଣିଥିବା ଡ୍ରାଇଭର-କଣ୍ଡକ୍ଟର

ଡେରାଡୁନ,୩୧।୧୨: ଭାରତୀୟ କ୍ରିକେଟ ଟିମ୍‌ର ତାରକା କ୍ରିକେଟର ଋଷଭ ପନ୍ତ ବଡ଼ ଧରଣର ସଡ଼କ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ଶୁକ୍ରବାର ରୁର୍‌କି ନିକଟରେ ତାଙ୍କର କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ସେତେବେଳେ ସେଠାରେ ବସ୍‌ ଡ୍ରାଇଭର ସୁଶୀଲ କୁମାର ଏବଂ...

ପାକିସ୍ତାନରୁ ଆସିଲା ପନ୍ତଙ୍କ ଆରୋଗ୍ୟ କାମନା ବାର୍ତ୍ତା, ଜାଣନ୍ତୁ କିଏ କହିଲା କ’ଣ…

ନୂଆଦିଲ୍ଲୀ,୩୧।୧୨: ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କ ଶୀଘ୍ର ଆରୋଗ୍ୟ ପାଇଁ ଦେଶବିଦେଶର କ୍ରିକେଟରଙ୍କ ସହ ପ୍ରଶଂସକମାନେ ପ୍ରାର୍ଥନା କରୁଛନ୍ତି। ବିଶେଷକରି ଚିର ପ୍ରତିନ୍ଦ୍ୱନ୍ଦ୍ୱୀ ପାକିସ୍ତାନ ଟିମ୍‌ର ଅନେକ ଖେଳାଳି ତାଙ୍କ ଉଦ୍ଦେଶ୍ୟରେ ସ୍ବତନ୍ତ୍ର ବାର୍ତ୍ତା ଲେଖିବା ସହ ପ୍ରାର୍ଥନା କରୁଥିବା...

ଡାକ୍ତରଖାନାରେ ପନ୍ତଙ୍କୁ ଭେଟିଲେ ଅନିଲ କପୁର-ଅନୁପମ ଖେର

ଡେରାଡୁନ,୩୧।୧୨: ଭାରତୀୟ କ୍ରିକେଟର ଋଷଭ ପନ୍ତ ଦୁର୍ଘଟଣାର ଶିକାର ହୋଇ ଚିକିତ୍ସିତ ହେଉଛନ୍ତି। ଏହି କ୍ରମରେ ଅଭିନେତା ଅନିଲ କପୁର ଏବଂ ଅନୁପମ ଖେର ପ୍ରମୁଖ ଶନିବାର ଡାକ୍ତରଖାନା ଯାଇ କ୍ରିକେଟରଙ୍କୁ ଭେଟିଛନ୍ତି। ସେଠାରେ ସେ କ୍ରିକେଟରଙ୍କ ସ୍ବାସ୍ଥ୍ୟାବସ୍ଥା ପଚାରି...

ଜାତୀୟ ସବ୍‌ଜୁନିୟର ବ୍ୟାଡ୍‌ମିଣ୍ଟନ ଉଦ୍‌ଯାପିତ

ଭୁବନେଶ୍ୱର, ୩୧ା୧୨(ସ୍ପୋଟର୍‌ସ ବ୍ୟୁରୋ): ବ୍ୟାଡମିଣ୍ଟନ ଆସୋସିଏଶନ ଅଫ୍‌ ଇଣ୍ଡିଆ, ରାଜ୍ୟ କ୍ରୀଡ଼ା ଯୁବସେବା ବିଭାଗ ଓ କିଟ୍‌ ୟୁନିଭର୍ସିଟିର ସହଯୋଗରେ ଓଡ଼ିଶା ରାଜ୍ୟ ବ୍ୟାଡ୍‌ମିଣ୍ଟନ ଆସୋସିଏଶନ ଆନୁକୂଲ୍ୟରେ ୩୪ତମ ଜାତୀୟ ସବ୍‌ ଜୁନିୟର ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହୋଇଯାଇଛି। ଏହାର...

ଦୁଇ ବର୍ଷ ଲେଖାଏ ବ୍ୟବଧାନରେ ହୋଇଥିଲା ପ୍ରଥମ ୩ ବିଶ୍ୱକପ୍‌

ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ଆନୁକୂଲ୍ୟରେ ପୁରୁଷ ହକି ବିଶ୍ୱକପ୍‌ ୧୯୭୧ରୁ ଆରମ୍ଭ ହୋଇଥିଲା। ଇତିହାସ ଅବଲୋକନ କଲେ ଜଣାଯାଏ ଯେ, ପ୍ରଥମ ୩ ବିଶ୍ୱକପ୍‌ ପ୍ରତି ୨ ବର୍ଷ ବ୍ୟବଧାନରେ ଅନୁଷ୍ଠିତ ହୋଇଥିଲା। ପ୍ରଥମ ବିଶ୍ୱକପ୍‌ର ଆୟୋଜନ ଭାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri