ଖେଳ

ତେଲଙ୍ଗାନାଠାରୁ ହାରିଲା ଓଡ଼ିଶା

ଭୁବନେଶ୍ୱର, ୨୯।୧୨ (କ୍ରୀଡ଼ା ପ୍ରତିନିଧି): ଏଠାରେ ଚାଲିଥିବା ସନ୍ତୋଷ ଟ୍ରଫି ଫୁଟବଲ ଟୁର୍ନାମେଣ୍ଟରେ ବୁଧବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା ପରାଜିତ ହୋଇଥିବାବେଳେ ତେଲେଙ୍ଗାନା, ମେଘାଳୟ ଓ ସିକ୍କିମ ବିଜୟ ହାସଲ କରିଛି। କ୍ୟାପିଟାଲ ଫୁଟବଲ ଆରେନାରେ...

ପୁରସ୍କାର ରାଶି ଘୋଷଣାକଲା ହକି ଇଣ୍ଡିଆ

ଭୁବନେଶ୍ୱର,୨୯ା୧୨(ସ୍ପୋଟର୍‌ସ ବ୍ୟୁରୋ) : ଏଫ୍‌ଆଇଏଚ୍‌ ଓଡ଼ିଶା ପୁରୁଷ ହକି ବିଶ୍ୱକପ୍‌ ଭୁବନେଶ୍ୱର ଓ ରାଉରକେଲାରେ ଆସନ୍ତା ଜାନୁୟାରୀ ୧୩ରୁ ୨୯ ଯାଏ ଅନୁଷ୍ଠିତ ହେବ। ଟୁର୍ନାମେଣ୍ଟ ଆରମ୍ଭ ହେବା ପୂର୍ବରୁ ଖେଳାଳିଙ୍କ ମନୋବଳ ବଢାଇବା ପାଇଁ ପଦକ୍ଷେପ ନେଇଛି ହକି...

ଦଳକୁ ଫେରିଲେ ଭେଟେରାନ୍‌ ଶିଖା ପାଣ୍ଡେ

ନୂଆଦିଲ୍ଲୀ,୨୯ା୧୨ : ବୁଧବାର ମହିଳା ଟି୨୦ ବିଶ୍ୱକପ ଓ ଦକ୍ଷିଣ ଆଫ୍ରିକା ତ୍ରିରାଷ୍ଟ୍ରୀୟ ସିରିଜ୍‌ ପାଇଁ ଭାରତୀୟ ଦଳ ଘୋଷଣା ହୋଇଛି। ହରମନପ୍ରୀତ୍‌ କୌରଙ୍କ ନେତୃତ୍ୱରେ ଘୋଷଣା କରାଯାଇଥିବା ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି ଭେଟେରାନ ଶିଖା ପାଣ୍ଡେ। ଭାରତର ଏହି...

ଓଡ଼ିଶାର ଦୃଢ଼ ଜବାବ

ଭୁବନେଶ୍ୱର, ୨୯।୧୨ (କ୍ରୀଡ଼ା ପ୍ରତିନିଧି): କଟକର ଡ୍ରିମ୍ସ ଗ୍ରାଉଣ୍ଡରେ ଚାଲିଥିବା ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ହରିୟାଣାକୁ ଦୃଢ଼ ଜବାବ ଦେଇଛି ଘରୋଇ ଓଡ଼ିଶା। ହରିୟାଣାର ପ୍ରଥମ ଇନିଂସ ସ୍କୋର ୩୩୮ ରନ ଜବାବରେ ଓଡ଼ିଶା ବୁଧବାର ଦ୍ୱିତୀୟ ଦିବସ...

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ମହିଳା ଦଳ ଘୋଷଣା

ନୂଆଦିଲ୍ଲୀ,୨୮।୧୨: ବିସିସିଆଇ ବୁଧବାର ମହିଳା ଟି-୨୦ ବିଶ୍ୱକପ ପାଇଁ ଭାରତୀୟ ଘୋଷଣା କରିଛି। ହରମାନପ୍ରୀତ କୌରଙ୍କ ଅଧିନାୟକତ୍ୱରେ ୧୫ ଜଣିଆ ଦଳ ଘୋଷଣା କରାଯାଇଛି। ଦଳର ଉପ-ଅଧିନାୟକ ଭାବରେ ସ୍ମୃତି ମନ୍ଧନା ନିଯୁକ୍ତ ହୋଇଛନ୍ତି। ଫେବୃଆରୀ ୧୦ରୁ ଦକ୍ଷିଣ ଆଫ୍ରିକାରେ...

ବିଶ୍ୱକପ୍‌ ହକି: ଆଜି ଆଉ ୮ ମୁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ)-ଓଡ଼ିଶାରେ ଆୟୋଜିତ ହେଉଥିବା ପୁରୁଷ ହକି ବିଶ୍ୱକପ୍‌ ଦେଖିବା ପାଇଁ ରାଜ୍ୟ ସରକାରଙ୍କ ମନ୍ତ୍ରୀମାନେ ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କୁ ନିମନ୍ତ୍ରଣ କରୁଛନ୍ତି। ମଙ୍ଗଳବାର ଉଚ୍ଚଶିକ୍ଷା ମନ୍ତ୍ରୀ ରୋହିତ ପୂଜାରୀ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହାନଙ୍କୁ ନିମନ୍ତ୍ରଣ କରିଥିବା ବେଳେ...

ନୂଆ ବର୍ଷ ପୂର୍ବରୁ ହାର୍ଦ୍ଦିକ- ସୂର୍ଯ୍ୟକୁମାରଙ୍କୁ ବଡ଼ ଭେଟି, ଦୁହିଁଙ୍କ ବମ୍ପର ପ୍ରମୋଶନ…

ନୂଆଦିଲ୍ଲୀ,୨୮।୧୨: ନୂଆ ବର୍ଷ ଆସିବାକୁ ଆଉ ଦିନ କେଇଟା ବାକି। ହେଲେ ଏହା ପୂର୍ବରୁ ଟିମ୍‌ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଏବଂ ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବଙ୍କୁ ବଡ଼ ଉପହାର ମିଳିଛି। ଜାନୁୟାରୀ ପ୍ରଥମ ସପ୍ତାହରୁ ଆରମ୍ଭ ହେବାକୁ...

୬ ବର୍ଷ ପରେ ସବୁଠୁ ଖରାପ ର଼୍ୟାଙ୍କିଙ୍ଗ୍‌ରେ ପହଞ୍ଚିଲେ କୋହଲି

ନୂଆଦିଲ୍ଲୀ,୨୮।୧୨: ବିରାଟ କୋହଲି ଟି-୨୦ କ୍ରିକେଟରେ ଦୃଢ ପ୍ରତ୍ୟାବର୍ତ୍ତନ କରିଛନ୍ତି କିନ୍ତୁ ଟେଷ୍ଟରେ ତାଙ୍କର ଖରାପ ପ୍ରଦର୍ଶନ ଜାରି ରହିଛି। ଏହାର ପ୍ରଭାବ ହେଉଛି ସର୍ବଶେଷ ଆଇସିସି ଟେଷ୍ଟ ବ୍ୟାଟିଂ ର଼୍ୟାଙ୍କିଙ୍ଗରେ ସେ ଦୁଇଟି ସ୍ଥାନ ଖସି ୧୪ତମ ସ୍ଥାନରେ...

ସ୍ତ୍ରୀଙ୍କ ସପକ୍ଷରେ ମତ ଦେଇ ଟ୍ରୋଲ ହେଲେ ଜାଡେଜା

ନୂଆଦିଲ୍ଲୀ,୨୮।୧୨: ଭାରତୀୟ ଦଳର ତାରକା ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା ଆଜିକାଲି କ୍ରିକେଟ ଅପେକ୍ଷା ଅନ୍ୟ ଫିଲ୍ଡରେ ଚର୍ଚ୍ଚାରେ ରହୁଛନ୍ତି। ନିକଟରେ ଗୁଜରାଟ ବିଧାନସଭା ନିର୍ବାଚନ ସମୟରେ ସେ ସ୍ତ୍ରୀ ରିଭାବାଙ୍କ ପାଇଁ ପ୍ରଚାର କରୁଥିବା ଦେଖିବାକୁ ମିଳିଥିଲା। ରିଭାବା ଜାମନଗର...

ପୁଣି ଦଳରେ ମିଳିଲାନି ସୁଯୋଗ, ଡିପି ହଟାଇ ଭାବବିହ୍ବଳ ପୋଷ୍ଟ କଲେ ପୃଥ୍ବୀ…

ନୂଆଦିଲ୍ଲୀ,୨୮।୧୨: ଶ୍ରୀଲଙ୍କା ବିପକ୍ଷରେ ହେବାକୁ ଥିବା ଟି୨୦ ଏବଂ ଦିନିକିଆ ସିରିଜ ଲାଗି ଭାରତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ଅନେକ ଯୁବ ଖେଳାଳିଙ୍କୁ ସୁଯୋଗ ମିଳିଥିବା ବେଳେ କିଛି ବାଦ୍‌ ପଡ଼ିଛନ୍ତି। ସେମାନଙ୍କ ମଧ୍ୟରେ ପୃଥ୍ବୀ ଶ’ ରହିଛନ୍ତି।...

ଗାଭାସ୍କରଙ୍କ ବଡ଼ ଭବିଷ୍ୟବାଣୀ: ଦିନିକିଆ ତ୍ରିଶତକ ହାସଲ କରିପାରିବେ ଏହି ଖେଳାଳି

ନୂଆଦିଲ୍ଲୀ,୨୮।୧୨: ଭାରତୀୟ ଦଳ ବାଂଲାଦେଶି ବିପକ୍ଷରେ ଟେଷ୍ଟ ସିରିଜ ବିଜୟ ସହିତ ୨୦୨୨ କ୍ୟାଲେଣ୍ଡର ବର୍ଷ ଶେଷ କରିଛି। ଏହି ବିଜୟ ସହ ଭାରତ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ର ଫାଇନାଲରେ ପ୍ରବେଶ କରିବାର ସମ୍ଭାବନାକୁ ଦୃଢ କରିଛି। ଭାରତ ପାଇଁ...

ଧୋନୀଙ୍କ ଝିଅକୁ ସ୍ବତନ୍ତ୍ର ଉପହାର ପଠାଇଲେ ମେସି

ନୂଆଦିଲ୍ଲୀ,୨୮।୧୨:ଫିଫା ବିଶ୍ୱକପ ୨୦୨୨ ଜିତି ଆର୍ଜେଣ୍ଟିନା ଇତିହାସ ସୃଷ୍ଟି କରିଛି। ପେନାଲ୍ଟି ସୁଟଆଉଟରେ ଡିଫେଣ୍ଡିଂ ଚାମ୍ପିଅନ ଫ୍ରାନ୍ସକୁ ୪-୨ରେ ପରାସ୍ତ କରିବା ପରେ ଲିଓନେଲ ମେସିଙ୍କ ନେତୃତ୍ୱାଧୀନ ଆର୍ଜେଣ୍ଟିନା ଟ୍ରଫି ଉଠାଇଥିଲା। ଭାରତରେ ମଧ୍ୟ ଆର୍ଜେଣ୍ଟିନାର ବିଜୟ ଉତ୍ସବ ପାଳନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri