ଖେଳ

ବଢିଲା ଆଇପିଏଲ୍‌ ବ୍ରାଣ୍ଡ ଭାଲ୍ୟୁ

ନୂଆଦିଲ୍ଲୀ,୨୧।୧୨: ଆଇପିଏଲ ଆଉ ଏକ ବଡ ସଫଳତା ହାସଲ କରିଛି। ଗତ ଏକ ବର୍ଷ ମଧ୍ୟରେ ଏହାର ବ୍ରାଣ୍ଡ ମୂଲ୍ୟ ୭୫ ପ୍ରତିଶତ ବୃଦ୍ଧି ପାଇଛି। ଏହା ୯୦ ହଜାର କୋଟି ଟଙ୍କା ଅତିକ୍ରମ କରିଛି। ଗତ ବର୍ଷ ଟି-୨୦...

ପ୍ରଥମ ଦିବସରେ ଓଡ଼ିଶା ୨୧୩ରେ ସୀମିତ

ଡେରାଡୁନ୍‌,୨୧ା୧୨: ରଣଜୀ ଟ୍ରଫିରେ ଓଡ଼ିଶା ଦଳ ଉତ୍ତରାଖଣ୍ଡ ବିପକ୍ଷରେ ଏହାର ଦ୍ୱିତୀୟ ମ୍ୟାଚ ଖେଳିଛି। ପ୍ରଥମ ଦିନରେ ଓଡ଼ିଶା ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ୨୧୩ ରନ୍‌ରେ ସୀମିତ ରହିଛି। ଜବାବରେ ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଉତ୍ତରାଖଣ୍ଡ...

ପ୍ୟାରିସ ଲୋକାରଣ୍ୟ

ପ୍ୟାରିସ୍‌,୨୧ା୧୨(ପି.ଟି): ବିଶ୍ୱକପ୍‌ ଫାଇନାଲରେ ଫ୍ରାନ୍ସ ଦଳ ପରାଜିତ ହୋଇଥିଲେ ହେଁ ପ୍ୟାରିସରେ ଦଳକୁ ମିଳିଛି ଅଦ୍ଭୂତପୂର୍ବ ସ୍ବାଗତ। କିଲିଆନ୍‌ ଏମ୍‌ବାପେ ଏବଂ ଦଳର ଅନ୍ୟ ସମସ୍ତ ସଦସ୍ୟ ଚାର୍ଲସ ଡେ ଗଲ୍ଲେ ବିମାନ ବନ୍ଦରରେ ପହଞ୍ଚିବା ପରେ ଲକ୍ଷ ଲକ୍ଷ...

ଭାରତ ଜୁନିୟର ଦଳରେ ଓଡ଼ିଶାର ୪

ରାଉରକେଲା ଅଫିସ,୨୧ା୧୨: ବିର୍ସାମୁଣ୍ଡା ଅନ୍ତର୍ଜାତୀୟ ହକି ଷ୍ଟାଡିୟମରେ ପୁରୁଷ ହକି ବିଶ୍ୱକପ୍‌ ଖେଳାଯିବାକୁ ଆଉ ଅଳ୍ପଦିନ ବାକି ରହିଛି। ଏଥିପାଇଁ ଷ୍ଟାଡିୟମର ନିର୍ମାଣ କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚତ୍ଛି। ଅନ୍ୟପଟେ ସ୍ଥାନୀୟ ପ୍ରଶାସନ ପକ୍ଷରୁ ହକି ବିଶ୍ୱକପକୁ ଅଧିକ ରୋମାଞ୍ଚକ...

ଦକ୍ଷିଣ ଆଫ୍ରିକା ଟି୨୦ ଲିଗ୍‌ରେ ପୁରସ୍କାର ୩୩.୫ କୋଟି

କେପ୍‌ଟାଉନ୍‌, ୨୧ା୧୨ (ପି.ଟି.): ଉଦ୍‌ଘାଟନୀ ଦକ୍ଷିଣ ଆଫ୍ରିକା ଟି୨୦ ଲିଗ୍‌ ପାଇଁ ମୋଟ ପୁରସ୍କାର ରାଶି ୭୦ ନିୟୁତ ର଼୍ୟାଣ୍ଡ (ପ୍ରାୟ ୩୩.୫ କୋଟି ଟଙ୍କା) ରଖାଯାଇଛି। ଦକ୍ଷିଣ ଆଫ୍ରିକା ଫ୍ରାଞ୍ଚାଇଜ୍‌ କ୍ରିକେଟ ଇତିହାସରେ ଏହା ସର୍ବାଧିକ। ଏହି ଫ୍ରାଞ୍ଚାଇଜ୍‌ଭିତ୍ତିକ...

ଡୋପିଂ ପାଇଁ କିପ୍‌ୟୋକି ୬ ବର୍ଷ ବାସନ୍ଦ

ମୋନାକୋ, ୨୧ା୧୨ (ଏପି): ଡୋପିଂ ଓ ଟାମ୍ପରିଂ ପାଇଁ କେନିଆ ମାରାଥନର ଡାଏନା କିପ୍‌ୟୋକି ୬ ବର୍ଷ ବାସନ୍ଦ ହୋଇଛନ୍ତି। ଏଥିସହିତ ତାଙ୍କଠାରୁ ୨୦୨୧ ବୋଷ୍ଟନ ମାରାଥନ ଟାଇଟଲ ପ୍ରତ୍ୟାହାର କରାଯାଇଥିବା ଆଥଲେଟିକ୍ସ ଇଣ୍ଟିଗ୍ରିଟି ୟୁନିଟ୍‌ (ଏଆଇୟୁ) ମଙ୍ଗଳବାର ପ୍ରକାଶ...

ଜଗା ୟୁନାଇଟେଡ୍‌ ସେମିଫାଇନାଲରେ

ଭୁବନେଶ୍ୱର, ୨୧ା୧୨ (ସ୍ପୋଟର୍‌ସ ବ୍ୟୁରୋ): ଶିବଶକ୍ତି କ୍ଲବ ଆନୁକୂଲ୍ୟରେ ଚାଲିଥିବା ତମାଣ୍ଡୋ କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟରେ ଜଗା ୟୁନାଇଟେଡ୍‌ ସେମିଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଭୁବନେଶ୍ୱରର ଦୁଇ ଦଳ କିଶୋର କ୍ଲବ ଓ ଜଗା ୟୁନାଇଟେଡ ମଧ୍ୟରେ ଖେଳାଯାଇଥିବା କ୍ୱାର୍ଟରଫାଇନାଲ...

ଭାରତକୁ ୫୪ରନରେ ହରାଇଲା ଅଷ୍ଟ୍ରେଲିଆ

ମୁମ୍ବାଇ, ୨୧ା୧୨ (ପି.ଟି.): ଭାରତ ବିପକ୍ଷ ୫ମ ତଥା ଅନ୍ତିମ ଅନ୍ତର୍ଜାତୀୟ ମହିଳା ଟି୨୦ କ୍ରିକେଟ ମ୍ୟାଚରେ ଅଷ୍ଟ୍ରେଲିଆ ୫୪ ରନରେ ବିଜୟୀ ହୋଇଛି। ଏଥିସହିତ ଦଳ ୫ ମ୍ୟାଚ ବିଶିଷ୍ଟ ସିରିଜରେ ୪-୧ରେ ଅଗ୍ରଣୀ ଲାଭ କରିଛି। ୧୯୭...

‘ତୁମେ ମୋର, କେବଳ ମୋର…’

ନୂଆଦିଲ୍ଲୀ,୨୦।୧୨: ଶେଷ ହୋଇଛି ଫିଫା ବିଶ୍ୱକପ୍‌ ୨୦୨୨। ୩୬ ବର୍ଷର ଅପେକ୍ଷା ପରେ ଫ୍ରାନ୍ସକୁ ହରାଇ ଆର୍ଜେଣ୍ଟିନା ବିଶ୍ୱକପ୍‌ ଟାଇଟଲ ଜିତିଛି। ଏଥିସହ ଦଳର ଅଧିନାୟକ ଲିଓନେଲ ମେସିଙ୍କ ବର୍ଷ ବର୍ଷର ସ୍ବପ୍ନ ପୂରଣ ହୋଇଛି। ଏଣୁ ଉକ୍ତ ମୂହୁର୍ତ୍ତର...

ଟିମ୍‌ ଇଣ୍ଡିଆକୁ ଝଟ୍‌କା: ଦ୍ୱିତୀୟ ଟେଷ୍ଟରୁ ବି ବାଦ୍‌ ପଡ଼ିଲେ ରୋହିତ, ଏହି ଖେଳାଳି ବି ଆହତ

ନୂଆଦିଲ୍ଲୀ,୧୦।୧୨: ବାଲାଂଦେଶ ବିପକ୍ଷ ଦ୍ୱିତୀୟ ଟେଷ୍ଟ ପୂର୍ବରୁ ଟିମ୍‌ ଇଣ୍ହିଆକୁ ବଡ଼ ଝଟ୍‌କା ଲାଗିଛି। ନିୟମିତ ଅଧିନାୟକ ରୋହିତ ଶର୍ମା ଏବଂ ଦ୍ରୁତ ବୋଲର ନବଦୀପ ସାଇନି ଦ୍ୱିତୀୟ ଟେଷ୍ଟ ମ୍ୟାଚ୍‌ରୁ ବାହାର ହୋଇଛନ୍ତି। ଡିସେମ୍ବର ୧୧ରୁ ଏହି ମ୍ୟାଚ୍‌...

ନିଜ ମାଟିରେ ପାକିସ୍ତାନର ଲଜ୍ଜାଜନକ ପରାଜୟ

କରାଚି,୨୦।୧୨: ଇଂଲଣ୍ଡ କରାଚି ଟେଷ୍ଟକୁ ୮ ଉଇକେଟରେ ଜିତିଛି। ଏହା ସହ ଇଂଲଣ୍ଡ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜରେ ପାକିସ୍ତାନକୁ ୩-୦ରେ କ୍ଲିନ୍‌ସୁଇପ୍‌ କରିଛି। କରାଚି ପୂର୍ବରୁ ଇଂଲଣ୍ଡ ମଧ୍ୟ ରାୱଲପିଣ୍ଡି ଏବଂ ମୁଲତାନ ଟେଷ୍ଟରେ ପାକିସ୍ତାନକୁ ପରାସ୍ତ...

ମେସିଙ୍କ ମୋଟ ସମ୍ପତ୍ତି କେତେ ଜାଣନ୍ତି

ନୂଆଦିଲ୍ଲୀ,୨୦।୧୨: ଫ୍ରାନ୍ସକୁ ପରାସ୍ତ କରି ଆର୍ଜେଣ୍ଟିନା ଫିଫା ବିଶ୍ୱକପ ଟାଇଟଲ୍‌ ଜିତିଛି। ଆର୍ଜେଣ୍ଟିନା ଅଧିନାୟକ ଲିଓନେଲ ମେସିଙ୍କ ପାଇଁ ଏହା ଶେଷ ବିଶ୍ୱକପ ଥିଲା। ସେ ତୃତୀୟ ଥର ପାଇଁ ତାଙ୍କ ଦଳକୁ ବିଶ୍ୱକପ ଟାଇଟଲ ଜିତାଇଛନ୍ତି। ମେସିଙ୍କୁ ଦୁନିଆର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri