ଖେଳ

ରାଇଜିଂ ଷ୍ଟୁଡେଣ୍ଟ, ରେଲଓ୍ବେ, ଓଡ଼ିଶା ଏଫ୍‌ସି ବିଜୟୀ

ଭୁବନେଶ୍ୱର, ୧୫।୧୨ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଓମେନ୍ସ ଲିଗ୍‌ (ଓଡବ୍ଲ୍ୟୁଏଲ୍‌)ରେ ବୁଧବାର ୩ଟି ମ୍ୟାଚ ଅନୁଷ୍ଠିତ ହୋଇଛି। ଏଥିରେ ରାଇଜିଂ ଷ୍ଟୁଡେଣ୍ଟ, ଇଷ୍ଟକୋଷ୍ଟ ରେଲଓ୍ବେ ଏବଂ ଓଡ଼ିଶା ଏଫ୍‌ସି ବିଜୟୀ ହୋଇଛି। କ୍ୟାପିଟାଲ ଗ୍ରାଉଣ୍ଡରେ ଅନୁଷ୍ଠିତ ଏକ ମ୍ୟାଚରେ ରାଇଜିଂ...

ସମ୍ବିତଙ୍କୁ ଅନ୍ତର୍ଜାତୀୟ ମାଷ୍ଟର ଟାଇଟଲ

ଭୁବନେଶ୍ୱର, ୧୫।୧୨ (କ୍ରୀଡ଼ା ପ୍ରତିନିଧି): ବର୍ଷ ଶେଷରେ ଓଡ଼ିଶା ଚେସ୍‌ ପାଇଁ ଆସିଛି ଏକ ଖୁସି ଖବର। ରାଜ୍ୟର ପ୍ରତିଭାସମ୍ପନ୍ନ ଚେସ୍‌ ଖେଳାଳି ସମ୍ବିତ ପଣ୍ଡା ଅନ୍ତର୍ଜାତୀୟ ମାଷ୍ଟର (ଆଇଏମ୍‌) ଟାଇଟଲ ହାସଲ କରିଛନ୍ତି। ଅନ୍ତର୍ଜାତୀୟ ଚେସ୍‌ ମହାସଙ୍ଘ (ଫିଡେ)...

ଭବ୍ୟା, କିରଟଙ୍କୁ ଓଡ଼ିଶା ଦଳର ନେତୃତ୍ୱ

ଭୁବନେଶ୍ୱର, ୧୫।୧୨(କ୍ରୀଡ଼ା ପ୍ରତିନିଧି): ଆନ୍ଧ୍ର ପ୍ରଦେଶ ରୋଲ୍‌ବଲ ଆସୋସିଏଶନ ଓ ରୋଲ୍‌ବଲ ଫେଡେରେଶନ ଅଫ୍‌ ଇଣ୍ଡିଆ (ଆର୍‌ବିଏଫ୍‌ଆଇ) ଆନୁକୂଲ୍ୟରେ ବିଶାଖାପାଟଣାଠାରେ ଚଳିତ ମାସ ୧୬ରୁ ୧୮ ପର୍ଯ୍ୟନ୍ତ ୧୨ତମ ୧୧ ବର୍ଷରୁ କମ୍‌ ଜାତୀୟ ରୋଲ୍‌ବଲ ଚାମ୍ପିୟନଶିପ୍‌ ଅନୁଷ୍ଠିତ ହେବ।...

ଦେବବ୍ରତ, ଶୁଭମ୍‌, ଅଭିଷେକଙ୍କ ଅର୍ଦ୍ଧଶତକ

ଭୁବନେଶ୍ୱର, ୧୫।୧୨ (କ୍ରୀଡ଼ା ପ୍ରତିନିଧି): ବିକାଶ ଗ୍ରାଉଣ୍ଡରେ ଚାଲିଥିବା ବରୋଦା ବିପକ୍ଷ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚରେ ଓଡ଼ିଶା ବଡ଼ ସ୍କୋର ସହ ଅଭିଯାନ ଆରମ୍ଭ କରିଛି। ଅଧିନାୟକ ଶୁଭ୍ରାଂଶୁ ସେନାପତି ଓ ଶାନ୍ତନୁ ମିଶ୍ରଙ୍କ ପରେ ଅଭିଷେକ ରାଉତ,...

ଆର୍ଜେଣ୍ଟିନା-ଫ୍ରାନ୍ସ ଫାଇନାଲ

ଦୋହା, ୧୫।୧୨: ଦୁଇଥର ଲେଖାଏ ଟାଇଟଲ ଜିତିଥିବା ଆର୍ଜେଣ୍ଟିନା ଓ ଫ୍ରାନ୍ସ ମଧ୍ୟରେ ଚଳିତ ଫିଫା ବିଶ୍ୱକପର ଫାଇନାଲ ଅନୁଷ୍ଠିତ ହେବ। ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଆର୍ଜେଣ୍ଟିନା ୩-୦ ଗୋଲରେ କ୍ରୋଏସିଆକୁ ହରାଇଥିବାବେଳେ ବୁଧବାର ଦ୍ୱିତୀୟ ସେମିରେ ପ୍ରାନ୍ସ...

କାର୍‌ ଦୁର୍ଘଟଣାରେ ପ୍ରସିଦ୍ଧ କ୍ରିକେଟର୍‌ ଆହତ

ଲଣ୍ଡନ,୧୪।୧୨: ଇଂଲଣ୍ଡର କିମ୍ବଦନ୍ତୀ ଆଣ୍ଡ୍ର୍ୟୁ ଫ୍ଲିଣ୍ଟଫ ବଡ଼ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି। ସେ ଏକ ବିସିସିର ଲୋକପ୍ରିୟ ଟେଲିଭିଜନ ଶୋ ‘ଟପ ଗିଅର୍‌’ର ଶୁଟିଂ ସମୟରେ ସେ ଏକ କାର ଦୁର୍ଘଟଣାର ସମ୍ମୁଖୀନ ହୋଇଥିଲେ। ଏହା ପରେ ୪୫...

ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ: ପ୍ରଥମ ଦିନର ଖେଳ ଶେଷ ସୁଦ୍ଧା ଭାରତ ୨୭୮/୬

ଚଟ୍ଟଗ୍ରାମ,୧୪।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚଟ୍ଟଗ୍ରାମରେ ପ୍ରଥମ ଟେଷ୍ଟ ଖେଳାଯାଉଛି। ଏହି ମ୍ୟାଚ୍‌ର ପ୍ରଥମ ଦିନର ଖେଳ ଶେଷ ହେବା ବେଳକୁ ଭାରତ ୬ ଉଇକେଟ ହରାଇ ୨୭୮ ରନ୍‌ କରିଛି। ଶ୍ରେୟାସ ଆୟର ୮୨ରେ ଖେଳୁଛନ୍ତି। ଭାରତୀୟ...

ସଚିନଙ୍କ ପରେ ପୁଅ ବି କଲେ କମାଲ୍‌

ମୁମ୍ବାଇ,୧୪।୧୨: ରଣଜୀ ୨୦୨୨-୨୩ ସିଜିନ୍‌ ଆରମ୍ଭ ହୋଇଛି। ଏହି ସିଜନରେ ପୂର୍ବତନ ଭାରତୀୟ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ପ୍ରଥମ ଶ୍ରେଣୀରେ ଡେବ୍ୟୁ କରିଛନ୍ତି। ଅର୍ଜୁନ ଗୋଆରୁ ତାଙ୍କର ପ୍ରଥମ ଶ୍ରେଣୀ କ୍ୟାରିଅର୍‌ ଆରମ୍ଭ କରିଥିଲେ। ପିତା...

ବଡ଼ ଉପଲବ୍ଧି ହାସଲ କଲେ ପନ୍ତ

ଚଟ୍ଟଗ୍ରାମ,୧୪।୧୨: ଚଟ୍ଟଗ୍ରାମରେ ଭାରତ ଏବଂ ବାଂଲାଦେଶ ମଧ୍ୟରେ ଖେଳାଯାଉଥିବା ଟେଷ୍ଟ ମ୍ୟାଚରେ ଟିମ ଇଣ୍ଡିଆ ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ବ୍ୟକ୍ତିଗତ ସଫଳତା ହାସଲ କରିବାରେ ସଫଳ ହୋଇଥିଲେ। ସେ ୪୬ ରନର ଇନିଂସରେ ୨ ଛକା ମାରିଥିଲେ। ଟେଷ୍ଟ କ୍ରିକେଟରେ...

ପୂଜାରା-ଆୟାରଙ୍କ ଅର୍ଦ୍ଧଶତକ: ଭାରତର ସ୍କୋର ୨୦୦ ଟପିଲା

ଚଟ୍ଟୋଗ୍ରାମ,୧୪।୧୨: ଚଟ୍ଟୋଗ୍ରାମରେ ବାଂଲାଦେଶ ବିପକ୍ଷରେ ଖେଳାଯାଉଥିବା ପ୍ରଥମ ଟେଷ୍ଟରେ ଚେତେଶ୍ୱର ପୂଜାରା ଏବଂ ଶେୟାୟାଶ ଆୟାର ବାଂଲାଦେଶ ବୋଲରଙ୍କୁ କଡ଼ା ଜବାବ ଦେଇଛନ୍ତି। ତିନି ନମ୍ବରରେ ବ୍ୟାଟିଂ କରିବାକୁ ଆସିଥିବା ପୂଜାରା ଅର୍ଦ୍ଧଶତକ ହାସଲ କରିବାରେ ସଫଳ ହୋଇଥିଲେ। ଏହି...

ତାଲିକାରେ ବେନ୍‌ ଷ୍ଟୋକ୍ସ, କାମେରନ ଗ୍ରୀନ୍‌

ନୂଆଦିଲ୍ଲୀ,୧୪।୧୨ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ମିନି ନିଲାମ ଡିସେମ୍ବର ୨୩ରେ କୋଚିଠାରେ ହେବ। ଏଥିରେ ୮୭ ସ୍ଥାନ ପାଇଁ ୪୦୫ ଖେଳାଳି ନିଲାମରେ ଅବତୀର୍ଣ୍ଣ ହେବେ। ଏଥିରେ ଇଂଲଣ୍ଡ ଟେଷ୍ଟ ଅଧିନାୟକ ଷ୍ଟୋକ୍ସ ଏବଂ ଉଦୀୟମାନ ଅଷ୍ଟ୍ରେଲୀୟ...

ବାରବାଟୀରେ ଜିତିଲା ଭାରତ

ଭୁବନେଶ୍ୱର,୧୪।୧୨(ସ୍ପୋଟର୍‌ସ ବ୍ୟୁରୋ): କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଇଥିବା ଦୃଷ୍ଟିବାଧିତ ଟି ୨୦ ବିଶ୍ୱକପର ତୃତୀୟ ମ୍ୟାଚକୁ ଜିତିନେଇଛି ଭାରତ। ବୁଧବାର ନକୁଳ ବଡନାୟକଙ୍କ ଅଲରାଉଣ୍ଡ ସଫଳତା ବଳରେ ବାଂଲାଦେଶକୁ ୭ ଉଇକେଟରେ ପରାସ୍ତ କରିଥିଲା ଭାରତ। ପ୍ରଥମେ ବ୍ୟାଟିଂ କରି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri