ଖେଳ

ଆଜିଠୁ ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ

ଚଟ୍ଟୋଗ୍ରାମ୍‌,୧୪।୧୨(ପି.ଟି.): ବୁଧବାର ବାଂଲାଦେଶ ବିପକ୍ଷରେ ଭାରତ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍‌ର ପ୍ରଥମ ମ୍ୟାଚ ଖେଳିବ। ଏହି ମ୍ୟାଚରେ ଭାରତର ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌(ଡବ୍ଲ୍ୟୁଟିସି) ଆଶା ଉଜ୍ଜୀବିତ ରଖିବା ନେଇ ଚିନ୍ତାରେ ରହିଥିବା ବେଳେ ଲୋକେଶ ରାହୁଲଙ୍କ ଅଧିନାୟକତ୍ୱ...

କିସ୍‌ ଓ ଏଫ୍‌ଆଇଭିବି ମଧ୍ୟରେ ବୁଝାମଣା

ଭୁବନେଶ୍ୱର, ୧୪।୧୨: ଭାରତ ଓ ଦକ୍ଷିଣ ଏସିଆରେ ଭଲିବଲର ପ୍ରସାର ନିମନ୍ତେ କିସ୍‌ ଓ ଅନ୍ତର୍ଜାତୀୟ ଭଲିବଲ୍‌ ସଂଘ (ଏଫ୍‌ଆଇଭିବି) ମଧ୍ୟରେ ସୋମବାର ସୁଇଜରଲାଣ୍ଡଠାରେ ଏକ ବୁଝାମଣା ପତ୍ର ସ୍ବାକ୍ଷରିତ ହୋଇଛି। କିସ୍‌ ପକ୍ଷରୁ ଏହାର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ...

ସ୍ନୋ ସ୍କି ରେସ୍‌ରେ ଭାଗନେବେ ରଞ୍ଜିତା

ଭୁବନେଶ୍ୱର, ୧୪।୧୨(କ୍ରୀଡ଼ା ପ୍ରତିନିଧି): ଅନ୍ତର୍ଜାତୀୟ ସ୍କି ଫେଡେରେଶନ ଆନୁକୂଲ୍ୟରେ ସର୍ବିୟାର ଜ୍ଲାଟିବର-ଟର୍ନିକଠାରେ ସିଗୋଟା କପ୍‌ ଓ ବୋସନିଆଠାରେ ଜାହୋରିନା କପ୍‌ ଅନ୍ତର୍ଜାତୀୟ ସ୍ନୋ ସ୍କି ଚାମ୍ପିୟନଶିପ୍‌ ଆସନ୍ତା ମାସରେ ଅନୁଷ୍ଠିତ ହେବ। ପ୍ରତିଯୋଗିତାର ଆଲ୍‌ପାଇନ୍‌ ସ୍କି ବିଭାଗରେ ଅଂଶଗ୍ରହଣ ପାଇଁ...

ସମ୍ମାନ ରଖିଲା ଶତକୀୟ ଭାଗୀଦାରି

ଭୁବନେଶ୍ୱର,୧୪।୧୨(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଆନୁକୂଲ୍ୟରେ ରଣଜୀ ଟ୍ରଫି ସିଜନ ୨୦୨୨-୨୩ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ସ୍ଥାନୀୟ ବିକାଶ ଗ୍ରାଉଣ୍ଡରେ ବରୋଦା ବିପକ୍ଷ ମ୍ୟାଚ ଖେଳି ଓଡ଼ିଶା ଅଭିଯାନ ଆରମ୍ଭ କରିଛି। ଦ୍ୱିତୀୟ ଉଇକେଟରେ ଶାନ୍ତନୁ...

ନେମାର ଦୋଷମୁକ୍ତ

ବାର୍ସିଲୋନା,୧୪।୧୨(ଏପି): ସ୍ପାନିଶ କୋର୍ଟ ଏକ ଜାଲିଆତି ମାମଲାରେ ଫୁଟ୍‌ବଲ ଷ୍ଟାର ନେମାର ଏବଂ ତାଙ୍କ ସହଯୋଗୀମାନଙ୍କୁ ଦୋଷମୁକ୍ତ କରିଛନ୍ତି। ୨୦୧୩ରେ ବ୍ରାଜିଲର ଏହି ଖେଳାଳି ସାଣ୍ଟୋସରୁ ବାର୍ସିଲୋନା ବଦଳି ହୋଇଥିଲେ। ଏଥିରେ ଦୁର୍ନୀତି ଓ ଜାଲିଆତି ହୋଇଥିବା ଦର୍ଶାଇ ବ୍ରାଜିଲର...

ମରକ୍କୋ ଆଗରେ ଫ୍ରାନ୍ସ ଚ୍ୟାଲେଞ୍ଜ

ଦୋହା,୧୪।୧୨(ପି.ଟି.): ଇତିହାସ ସୃଷ୍ଟି କରିଥିବା ମରକ୍କୋ ଆଗରେ ରହିଛି ଫ୍ରାନ୍ସର ଚ୍ୟାଲେଞ୍ଜ। ପ୍ରଥମ ଆଫ୍ରିକୀୟ ରାଷ୍ଟ୍ର ଭାବରେ ମରକ୍କୋ ଫିଫା ବିଶ୍ୱକପ୍‌ ସେମିଫାଇନାଲରେ ପ୍ରବେଶ କରିଥିବା ବେଳେ ବୁଧବାର ଡିଫେଣ୍ଡିଂ ଚାମ୍ପିୟନ୍‌ ଫ୍ରାନ୍ସ ବିପକ୍ଷରେ ମ୍ୟାଚ କଷ୍ଟସାଧ୍ୟ ହେବ। ଲିଓନେଲ...

ଫାଇନାଲରେ ଆର୍ଜେଣ୍ଟିନା

ଦୋହା, ୧୪।୧୨: ଦୁଇଥର ଚାମ୍ପିୟନ ଆର୍ଜେଣ୍ଟିନା ଚଳିତ ଫିଫା ବିଶ୍ୱକପର ଫାଇନାଲରେ ପ୍ରବେଶ କରିଛି। ମଙ୍ଗଳବାର ଲୁସେଲ ଷ୍ଟାଡିୟମରେ ଅନୁଷ୍ଠିତ ପ୍ରଥମ ସେମିଫାଇନାଲରେ ଲିଓନେଲ ମେସିଙ୍କ ଦଳ ୩-୦ ଗୋଲରେ କ୍ରୋଏସିଆକୁ ପରାସ୍ତ କରିଛି। ଫଳରେ ଗତ ସଂସ୍କରଣର ରନରଅପ୍‌...

ଆଜିଠାରୁ ଭାରତ-ବାଂଲାଦେଶ ପ୍ରଥମ ଟେଷ୍ଟ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଚଟ୍ଟୋଗ୍ରାମ,୧୪।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ୨ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ୧୪ ଡିସେମ୍ବର ଅର୍ଥାତ୍‌ ଆଜିଠାରୁ ଆରମ୍ଭ ହେବାକୁ ଯାଉଛି। ଦୁଇ ଦଳ ମଧ୍ୟରେ ପ୍ରଥମ ମ୍ୟାଚ ଚଟ୍ଟୋଗ୍ରାମରେ ଖେଳାଯିବ। ଏହି ମ୍ୟାଚରେ ଭାରତ ନିୟମିତ ଅଧିନାୟକ...

ଟି୨୦ରୁ ରୋହିତ ହେବେ ବିଦା, ପ୍ରତି ଫର୍ମାଟ ଲାଗି ଭିନ୍ନ ଟିମ୍‌ !

ନୂଆଦିଲ୍ଲୀ,୧୩।୧୨: ଟିମ୍‌ ଇଣ୍ଡିଆରେ ବଡ଼ ପରିବର୍ତ୍ତନ କରିବାକୁ ଯାଉଛି କ୍ରିକେଟ କଣ୍ଟ୍ରୋଲ ବୋର୍ଡ ଅଫ୍‌ ଇଣ୍ଡିଆ(ବିସିସିଆଇ)। ନୂଆ ବର୍ଷଠାରୁ ଏହି ପରିବର୍ତ୍ତନ ଦେଖିବାକୁ ମିଳିପାରେ। ଚଳିତ ମାସ ୨୧ରେ ବୋର୍ଡର ଆପେକ୍ସ କାଉନସିଲରର ଏକ ବୈଠକ ହେବ। ଏଥିରେ ଭାରତୀୟ...

ରୋହିତଙ୍କ ସ୍ଥାନରେ ଓପନିଂ କରିବେ ଶୁଭମନ , ରଣନୀତି ରହିବ କିଛି ଏଭଳି…

ନୂଆଦିଲ୍ଲୀ,୧୩।୧୨: ବାଲାଂଦେଶ ବିପକ୍ଷ ଦିନିକିଆ ସିରିଜରେ ପରାଜିତ ହେବା ପରେ ଏବେ ଟେଷ୍ଟ ସିରିଜ ଲାଗି ଅଣ୍ଟା ଭିଡିଲାଣି ଟିମ୍‌ ଇଣ୍ଡିଆ। ନିୟମିତ ଅଧିନାୟକ ରୋହିତ ଶର୍ମା ଆହତ ହୋଇଥିବା କାରଣରୁ କେ.ଏଲ୍‌. ରାହୁଲ ସିରିଜରେ ଦଳର ନେତୃତ୍ୱ ନେବେ।...

ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଲେ ଜୋ ରୁଟ୍‌

ଲଣ୍ଡନ,୧୨।୧୨: ଇଂଲଣ୍ଡର ତାରକା ଖେଳାଳି ଜୋ ରୁଟ ତାଙ୍କ ଟେଷ୍ଟ କ୍ରିକେଟରେ ବ୍ୟାଟିଂ ପାଇଁ ଜଣାଶୁଣା, କିନ୍ତୁ ପାକିସ୍ତାନ ବିପକ୍ଷ ମ୍ୟାଚରେ ସେ ତିନି ଉଇକେଟ ନେଇ ବୋଲିଂରେ ଉଲ୍ଲେଖନୀୟ ଅବଦାନ ରଖିଥିଲେ। ଏହା ସହ ସେ ଦୁନିଆର ସର୍ବଶ୍ରେଷ୍ଠ...

ଓଡ଼ିଶାର ତରୁଣଙ୍କୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୩ା୧୨ (ସ୍ପୋଟର୍‌ସ ବ୍ୟୁରୋ): ଥାଇଲାଣ୍ଡର ଫୁକେଟଠାରେ ୧୩ତମ ଓ୍ବାଲର୍‌ଡ ବଡି ବିଲ୍‌ଡିଂ ଓ ଫିଜିକ୍‌ ସ୍ପୋଟର୍‌ସ ଚାମ୍ପିୟନଶିପ୍‌-୨୦୨୨ ଅନୁଷ୍ଠିତ ହୋଇଯାଇଛି। ଏଥିରେ ରାଜ୍ୟ ସୁନ୍ଦରସ୍ବାସ୍ଥ୍ୟ ସଂଘର ସଭାପତି ସୁମିତ୍ରା ତ୍ରିପାଠୀଙ୍କ ନେତୃତ୍ୱରେ ଓଡ଼ିଶାର ଏକ ୬ ଜଣିଆ ଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri