ଖେଳ

ଇତିହାସ ରଚିଲେ ଇଶାନ

ନୂଆଦିଲ୍ଲୀ,୧୦।୧୨: ବାଲାଂଦେଶ ବିପକ୍ଷ ତୃତୀୟ ଦିନିକିଆ ମ୍ୟାଚ୍‌ରେ ଇତିହାସ ରଚିଛନ୍ତି ଇଶାନ କିଶନ। ମ୍ୟାଚ୍‌ରେ ସେ ୧୩୧ ବଲ୍‌ରେ ୨୧୦ରନ୍‌ର ଇନିଂସ ଖେଳିଛନ୍ତି। ଏଥିରେ ୨୪ ଚୌକା ଏବଂ ୧୦ ଛକା ରହିଛି। ଇଶାନଙ୍କ ବିସ୍ଫୋରକ ବ୍ୟାଟିଂ ଯୋଗୁ ଦଳର...

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ବାଂଲାଦେଶ

ହାଇଦ୍ରାବାଦ,୧୦।୧୨: ବାଂଲାଦେଶ ଏବଂ ଭାରତ ମଧ୍ୟରେ ଶନିବାର ଆରମ୍ଭ ହୋଇଛି ତୃତୀୟ ଦିନିକିଆ ମ୍ୟାଚ୍‌। ତେବେ ବାଂଲାଦେଶ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିବା ବେଳେ ଭାରତ ପ୍ରଥମେ ବ୍ୟାଟିଂ କରିବ। ପ୍ରଥମ ଏବଂ ଦ୍ୱିତୀୟ ଦିନିକିଆ ମ୍ୟାଚ୍‌ରେ ଭାରତ...

ଅବ୍ରାରଙ୍କୁ ୭ ଉଇକେଟ: ଇଂଲଣ୍ଡ ୨୮୧

ମୁଲ୍‌ତାନ, ୧୦ା୧୨ (ଏପି): ସ୍ଥାନୀୟ ମୁଲ୍‌ତାନ କ୍ରିକେଟ ଷ୍ଟାଡିୟମ ପାକିସ୍ତାନ ଓ ଭ୍ରମଣକାରୀ ଇଂଲଣ୍ଡ କ୍ରିକେଟ ଦଳ ମଧ୍ୟରେ ଦ୍ୱିତୀୟ ଟେଷ୍ଟ ମ୍ୟାଚ ଆରମ୍ଭ ହୋଇଛି। ପ୍ରଥମ ଦିବସରେ ପାକିସ୍ତାନର ପଦର୍ପଣକାରୀ ଖେଳାଳି ଅବ୍ରାର୍‌ ଅହମ୍ମଦଙ୍କ ୭ ଉଇକେଟ ସଫଳତା...

ଜଣେ ଲଙ୍ଗ ଜମ୍ପର, ଅଫିସିଆଲ ବାସନ୍ଦ

ମୋନାକୋ, ୧୦ା୧୨(ଏପି): ଗତବର୍ଷ ଟୋକିଓ ଅଲିମ୍ପିକ୍ସରେ ଜଣେ ଆଥ୍‌ଲେଟଙ୍କୁ ଯୋଗ୍ୟତା ହାସଲ କରାଇବାରେ ସହାୟତା କରିଥିବା ଅଭିଯୋଗରେ ଆଲ୍‌ବାନିଆର ଦୁଇଜଣ ଅଫିସିଆଲ ବାସନ୍ଦ ଦଣ୍ଡର ସମ୍ମୁଖୀନ ହୋଇଛନ୍ତି। ସେମାନେ ଲଙ୍ଗ ଜମ୍ପର ଇଜ୍‌ମିର୍‌ ସ୍ମାଜ୍‌ଲାଜ୍‌ଙ୍କ ପ୍ରଦର୍ଶନ ସମ୍ପର୍କରେ ଭୁଲ୍‌ ତଥ୍ୟ...

ବାଂଲାଦେଶ ଏ’ ବିପକ୍ଷରେ ଭାରତ ଏ’ର ଇନିଂସ ବିଜୟ

ସିଲ୍‌ହେଟ୍‌,୧୦ା୧୨ (ପି.ଟି.): ବାଂଲାଦେଶ ଏ’ ବିପକ୍ଷ ଦ୍ୱିତୀୟ ଅନ୍‌ ଅଫିସିଆଲ କ୍ରିକେଟ ଟେଷ୍ଟ ମ୍ୟାଚରେ ଭାରତ ଏ’ ଏକ ଇନିଂସ ଓ ୧୨୩ ରନ୍‌ରେ ବିଜୟ ହାସଲ କରିଛି। ଘରୋଇ ଦଳର ବ୍ୟାଟିଂ ଲାଇନ୍‌ଅପ୍‌ ଭୁଶୁଡ଼ାଇବାରେ ପ୍ରମୁଖ ଭୂମିକା ଗ୍ରହଣ...

ବାଂଲାଦେଶକୁ କ୍ଲିନ୍‌ ସୁଇପ୍‌ରୁ ରୋକିବ ଭାରତ

ଚଟ୍ଟୋଗ୍ରାମ୍‌,୧୦ା୧୨(ପି.ଟି.): ଭାରତ ଓ ବାଂଲାଦେଶ ମଧ୍ୟରେ ଚାଲିଥିବା ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜର ତୃତୀୟ ତଥା ଅନ୍ତିମ ମ୍ୟାଚ ଏଠାରେ ଶନିବାର ଖେଳାଯିବ। ଇଞ୍ଜୁରି ଓ ଫିଟ୍‌ନେସ ସମସ୍ୟାରେ ଛନ୍ଦି ହୋଇ ପଡ଼ିଥିବା ଭାରତ ପ୍ରଥମ ଦୁଇଟି ମ୍ୟାଚରେ ହାରିସାରିଥିବାରୁ...

ଆଜି ଭାରତ-ବାଂଲାଦେଶ ଶେଷ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଢାକା,୧୦।୧୨: ଭାରତ ଏବଂ ବାଂଲାଦେଶ ୩ ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ତଥା ଶେଷ ଦିନିକିଆରେ ଶନିବାର ଖେଳାଯିବ। ବାଲଂଦେଶ ୨ ମ୍ୟାଚ୍‌ ଜିତି ପୂର୍ବରୁ ସିରିଜ୍‌ ବିଜୟ ହୋଇସାରିଛି। ତେଣୁ ଭାରତ ଏହି ମ୍ୟାଚ୍‌ ଜିତି ସମ୍ମାନ ରଖିବାକୁ...

ଜଣଙ୍କ ପରେ ଜଣେ, ଅଧା ଡଜନ ଖେଳାଳି ‘ଅନ୍‌ଫିଟ୍‌’

ନୂଆଦିଲ୍ଲୀ,୯।୧୨: ଭାରତରେ ଆସନ୍ତା ବର୍ଷ ଦିନିକିଆ ବିଶ୍ୱକପ୍‌ ଅନୁଷ୍ଟିତ ହେବ। ଏହାକୁ ଆଉ ୧୨ ମାସରୁ କମ୍‌ ସମୟ ବାକି। ଏମିତିରେ ଭାରତୀୟ ଟିମ୍‌ର ପ୍ରସ୍ତୁତିକୁ ନେଇ ବିଶେଷଜ୍ଞମାନେ ଚିନ୍ତା ପ୍ରକାଶ କରିଛନ୍ତି। କାରଣ ବର୍ତ୍ତମାନ ଦଳର ପ୍ରସ୍ତୁତି ଶୂନ...

ଭାରତୀୟ ଦଳରେ ‘ଚାଇନାମ୍ୟାାନ’ ବୋଲର ସାମିଲ

ଢାକା,୯।୧୨: ବାଂଲାଦେଶ ବିପକ୍ଷ ତୃତୀୟ ଦିନିକିଆ ପାଇଁ ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ) ଟିମ ଇଣ୍ଡିଆରେ କିଛି ପରିବର୍ତ୍ତନ କରିଛି। ଆହତ କାରଣରୁ ନିୟମିତ ଅଧିନାୟକ ରୋହିତ ଶର୍ମା, ଦ୍ରୁତ ବୋଲର ଦୀପକ ଚହର...

ଆଜିଠାରୁ ୪ର୍ଥ ରାଜ୍ୟ ଆଦିବାସୀ ତୀରନ୍ଦାଜୀ ପ୍ରତିଯୋଗିତା: ଭାଗନେବେ ୩୦୦ ପ୍ରତିଯୋଗୀ

ଢେଙ୍କାନାଳ ଅଫିସ,୯।୧୨: ଢେଙ୍କାନାଳ ଷ୍ଟାଡିୟମ୍‌ଠାରେ ଶୁକ୍ରବାରଠାରୁ ଆରମ୍ଭ ହେଉଛି ୪ର୍ଥ ରାଜ୍ୟ ଆଦିବାସୀ ତୀରନ୍ଦାଜୀ ପ୍ରତିଯୋଗିତା। ଜିଲା ତୀରନ୍ଦାଜ ସଂଘ, ଜିଲା କ୍ରୀଡ଼ା ବିଭାଗ ଏବଂ ରାଜ୍ୟ ତୀରନ୍ଦାଜ ସଂଘର ମିଳିତ ସହଯୋଗରେ ଆୟୋଜିତ ଏହି ରାଜ୍ୟସ୍ତରୀୟ ପ୍ରତିଯୋଗିତାରେ ୩୦୦...

ରୋହିତଙ୍କ ସ୍ଥାନରେ ଈଶ୍ୱରନ୍‌

ନୂଆଦିଲ୍ଳୀ,୯ା୧୨(ପି.ଟି.): ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ସ୍ଥାନ ନେବେ ଅଭିମନ୍ୟୁ ଈଶ୍ୱରନ୍‌। ବାଂଲାଦେଶ ବିପକ୍ଷ ଦ୍ୱିତୀୟ ଦିନିକିଆରେ ରୋହିତ ଶର୍ମାଙ୍କ ହାତରେ ଆଘାତ ଲାଗିଥିବା ବେଳେ ଦୁଇ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଦଳରୁ ସେ ବାଦ୍‌ ପଡିଛନ୍ତି। ବାଂଲାଦେଶ...

କ୍ରୋଏସିଆ ବିପକ୍ଷରେ ବ୍ରାଜିଲ ପଲା ଭାରି

ଦୋହା, ୯।୧୨:ଚଳିତ ଫିଫା ବିଶ୍ୱକପ୍‌ରେ ଶୁକ୍ରବାର ୫ ଥର ଚାମ୍ପିୟନ ବ୍ରାଜିଲ ଏବଂ ଗତଥରର ରନରଅପ୍‌ କ୍ରୋଏସିଆ ମଧ୍ୟରେ କ୍ୱାର୍ଟର ଫାଇନାଲ ଅନୁଷ୍ଠିତ ହେବ। ଉଭୟ ଦଳ ଗ୍ରୁପ୍‌ ପର୍ଯ୍ୟାୟ ଏବଂ ରାଉଣ୍ଡ ଅଫ୍‌ ୧୬ରେ ପ୍ରଭାବୀ ପ୍ରଦର୍ଶନ କରିଥିବାରୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri