ଖେଳ

ପୁଣି ବାଂଲାଦେଶଠାରୁ ହାରିଲା ଭାରତ

ଢାକା,୭।୧୨: ଦ୍ୱିତୀୟ ଦିନିକିଆରେ ବାଂଲାଦେଶ ଭାରତକୁ ପାଞ୍ଚ ରନ୍‌ରେ ପରାସ୍ତ କରିଛି। ଏହି ବିଜୟ ସହ ବାଂଲାଦେଶ ସିରିଜ୍‌ ବିଜୟ ହାସଲ କରିଛି। ଢାକାସ୍ଥିତ ଶେର-ଇ-ବଙ୍ଗଳା ଷ୍ଟାଡିୟମରେ ଖେଳାଯାଇଥିବା ମ୍ୟାଚରେ ଟସ ହାରି ପ୍ରଥମେ ବ୍ୟାଟିଂ କରିଥିବା ବାଂଲାଦେଶ ୫୦...

କ୍ରିକେଟର ମଇଳା ସଫା କରିବାକୁ ମୋ’ ପରିବାର ଓ୍ବାଶିଂ ମେଶିନ ହେବ ନାହିଁ: ଓ୍ବାର୍ନର

ନୂଆଦିଲ୍ଲୀ,୭।୧୨: ଅଷ୍ଟ୍ରେଲିୟ କ୍ରିକେଟ ଦଳର ତାରକା ଓପନର୍‌ ଡେଭିଡ୍‌ ଓ୍ବାର୍ନର ତାଙ୍କ ଉପରେ ଲାଗିଥିବା ଅଧିନାୟକତ୍ୱରେ ଆଜୀବନ ପ୍ରତିବନ୍ଧକର ସମୀକ୍ଷା ଆବେଦନକୁ ପ୍ରତ୍ୟାହାର କରୁଛନ୍ତି। ଏଥିସହିତ ସେ ଇଣ୍ଡିପେଣ୍ଡଣ୍ଟ ରିଭ୍ୟୁ ପ୍ୟାନେଲ ଏବଂ ଆସିଷ୍ଟାଣ୍ଟ କାଉନ୍‌ସିଲର ତିବ୍ର ସମାଲୋଚନା କରିଛନ୍ତି।...

ଭାରତ ପାଇଁ ବିଜୟ ଲକ୍ଷ୍ୟ ୨୭୨ ରନ…

ଢାକା,୭।୧୨ : ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚରେ ବାଂଲାଦେଶ ଅଧିନାୟକ ଲିଟୋନ ଦାସ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଟିମ୍‌ ଇଣ୍ଡିଆ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ବୋଲିଂ...

ମ୍ୟାଚ୍‌ ମଝିରେ ରୋହିତ ଶର୍ମା ଆହତ, ହସ୍ପିଟାଲ୍‌ରେ ଭର୍ତ୍ତି

ଢାକା,୭।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଦିନିକିଆରେ ଅଧିନାୟକ ରୋହିତ ଶର୍ମା ଗୁରୁତର ଆହତ ହୋଇଛନ୍ତି। ଫିଲ୍ଡିଂ ବେଳେ ତାଙ୍କ ବାମ ଆଙ୍ଗୁଠିରେ ଆଘାତ ଲାଗିଛି। ଏହା ପରେ ତାଙ୍କୁ ଏକ୍ସ-ରେ ପାଇଁ ଢାକାସ୍ଥିତ ଏକ ହସ୍ପିଟାଲ...

ଟି-୨୦ ଓ୍ବାଲର୍‌ଡକପ ଖେଳିବାକୁ ଭାରତ ଆସିବ ପାକିସ୍ତାନ: ଭିଜା ଜାରି ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ଅନୁମତି…

ନୂଆଦିଲ୍ଲୀ,୭।୧୨ : ଭାରତରେ ଅନୁଷ୍ଠିତ ହେବାକୁ ଥିବା ଦୃଷ୍ଟିବାଧିତ କ୍ରିକେଟ ଟି-୨୦ ବିଶ୍ୱକପ ୨୦୨୨ରେ ପାକିସ୍ତାନର ଖେଳାଳିମାନେ ଶେଷରେ ଭାରତ ଆସିବାକୁ ଭିଜା ସମ୍ବନ୍ଧୀୟ ଅନୁମତି ପାଇଛନ୍ତି। ଭାରତରେ ଅନୁଷ୍ଠିତ ହେବାକୁ ଥିବା ବିଶ୍ୱକପ ପାଇଁ ପାକିସ୍ତାନ କ୍ରିକେଟ ଦଳର...

ଟସ୍‌ ଜିତିଲା ବାଂଲାଦେଶ, ବ୍ୟାଟିଂ ନିଷ୍ପତ୍ତି…

ଢାକା,୭।୧୨ : ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଏକଦିବସୀୟ ସିରିଜର ଦ୍ୱିତୀୟ ମ୍ୟାଚ ଢାକାରେ ଆରମ୍ଭ ହୋଇଛି। ଏହି ସିରିଜର ପ୍ରଥମ ମ୍ୟାଚରେ ଭାରତକୁ ଗୋଟିଏ ୱିକେଟ ବ୍ୟବଧାନରେ ପରାଜୟର ସାମ୍ନା କରିବାକୁ ପଡିଥିଲା। ଟିମ ଇଣ୍ଡିଆ ଏହି...

ରଣଜୀ ଟ୍ରଫିରେ ପ୍ରଥମ ଥର ମହିଳା ଅମ୍ପାୟର

ନୂଆଦିଲ୍ଲୀ, ୭।୧୨ (ପି.ଟି.): ରଣଜୀ ଟ୍ରଫିରେ ମହିଳା ଅମ୍ପାୟରଙ୍କୁ ମ୍ୟାଚ ପରିଚାଳନା ଲାଗି ସୁଯୋଗ ଦିଆଯିବ। ସେମାନେ ହେଲେ ବ୍ରିନ୍ଦା ରାଠି, ଜନନୀ ନାରାୟଣ ଓ ଗାୟତ୍ରୀ ଭେନୁଗୋପାଳ। ତେବେ ଖେଳାଳିମାନଙ୍କ ଆକ୍ରମଣାତ୍ମକ ଅପିଲକୁ ହାତେଇବା ସେମାନଙ୍କ ପାଇଁ ବଡ଼...

ନାଚିଲେ ବ୍ରାଜିଲ ଖେଳାଳି

ଦୋହା,୭।୧୨(ପି.ଟି.): କ୍ୱାର୍ଟର ଫାଇନାଲ ପ୍ରବେଶ ପରେ ବ୍ରାଜିଲ ଦଳର ଖେଳାଳି ମାନେ ନାଚିଥିଲେ। ଟୁର୍ନାମେଣ୍ଟ ପୂର୍ବରୁ ପ୍ରତି ଗୋଲ ପାଇଁ ଭିନ୍ନ ସେଲିବ୍ରେଶନର ପ୍ରତିଶ୍ରୁତି ଦେଇଥିବା ବ୍ରାଜିଲ ଦଳ ଏହାକୁ ପାଳନ କରି ଆସିଛି। ଦକ୍ଷିଣ କୋରିଆ ବିପକ୍ଷ ବୃହତ...

ଅଡୁଆରେ ସାମୁଏଲ୍‌ ଇଟୋ

ଦୋହା, ୭।୧୨(ଏପି): କାମେରୁନ୍‌ ଫୁଟ୍‌ବଲ ମହାସଂଘ ସଭାପତି ତଥା ପୂର୍ବତନ ଷ୍ଟାର ଖେଳାଳି ସାମୁଏଲ ଇଟୋ ଅଡୁଆରେ ପଡ଼ିଯାଇଛନ୍ତି। ସୋମବାର ରାତିରେ ଦକ୍ଷିଣ କୋରିଆ ବିପକ୍ଷରେ ବ୍ରାଜିଲର ୪-୧ ଗୋଲ ବିଜୟ ମ୍ୟାଚ ପରେ ଷ୍ଟାଡିୟମ ୯୭୪ ବାହାରେ ପ୍ରଶଂସକଙ୍କ...

ନାଇଟ୍‌ ଅଫ୍‌ ଦି ବ୍ରାଜିଲ ଶୋ’

ଜର୍ଗିନୋ: ଚମତ୍କାର ପ୍ରଦର୍ଶନ। ସାରା ବିଶ୍ୱ ବ୍ରାଜିଲ ଫୁଟବଲ ମ୍ୟାଜିକ୍‌ର ଝଲକ ଦେଖିଲା। ମାତ୍ର ଅଧଘଣ୍ଟାରେ ଟିଟେଙ୍କ ଟିମ୍‌ ମ୍ୟାଚକୁ ନିଜ ସପକ୍ଷକୁ ନେଇ ଯାଇଥିଲା। ଦକ୍ଷିଣ କୋରିଆର ଦୁର୍ବଳ ରଣନୀତି ବ୍ରାଜିଲକୁ ସହଜ ବିଜୟ ଦେଲା। ଏହା ଏକ...

ରାମୋସଙ୍କ ହ୍ୟାଟ୍ରିକ୍‌: କ୍ୱାର୍ଟରରେ ପର୍ତ୍ତୁଗାଲ

ଦୋହା,୭।୧୨: ଫରଓ୍ବାର୍ଡ ଗୋନ୍ସାଲୋ ରାମୋସଙ୍କ ହ୍ୟାଟ୍ରିକ୍‌ ବଳରେ ଆତ୍ମବିଶ୍ୱାସ ଭରା ବିଜୟ ସହିତ କ୍ୱାର୍ଟରରେ ପ୍ରବେଶ କରିଛି ପର୍ତ୍ତୁଗାଲ। ଲୁସେଲ ଷ୍ଟାଡିୟମରେ ମଙ୍ଗଳବାର ଖେଳା ଯାଇଥିବା ରାଉଣ୍ଡ ଅଫ୍‌ ୧୬ର ଅନ୍ତିମ ମ୍ୟାଚରେ ରାମୋସ ଚଳିତ ବିଶ୍ୱକପର ପ୍ରଥମ ହ୍ୟାଟ୍ରିକ...

ଇତିହାସ ରଚିଲେ ମୀରାବାଇ ଚାନୁ: ଭାରତ ପାଇଁ ଆଣିଲେ ରୌପ୍ୟ ପଦକ

କଲମ୍ବିଆ,୭।୧୨: ବିଶ୍ୱ ଚାମ୍ପିଅନସିପ୍‌ରେ ଇତିହାସ ସୃଷ୍ଟି କରିଛନ୍ତି ଅଲିମ୍ପିକର ରୌପ୍ୟ ପଦକ ବିଜେତା ମୀରାବାଇ ଚାନୁ। କଲମ୍ବିଆର ବଗୋଟାରେ ଅନୁଷ୍ଠିତ ବିଶ୍ୱ ଚାମ୍ପିଅନସିପ୍‌ରେ ଭାରତ୍ତୋଳନରେ ଦେଶ ପାଇଁ ସେ ରୌପ୍ୟ ପଦକ ଜିତିଛନ୍ତି। ସେ ୨୦୦ କିଲୋଗ୍ରାମ ମିଶ୍ରିତ ଭାର...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri