ଖେଳ

ସ୍ପେନ୍‌କୁ ବିଦାକଲା ମରକ୍କୋ

ଅଲ୍‌ ରାୟାନ (କାତାର), ୭।୧୨: ଚଳିତ ଫିଫା ବିଶ୍ୱକପରେ ସବୁଠାରୁ ବଡ଼ ବିସ୍ମୟ ସୃଷ୍ଟି କରିଛି ମରକ୍କୋ। ୨୦୧୦ର ଚାମ୍ପିୟନ ସ୍ପେନ୍‌କୁ ପେନାଲ୍ଟି ଶୁଟ୍‌ ଆଉଟ୍‌ ୩-୦ ଗୋଲରେ ହରାଇ ଇତିହାସ ସୃଷ୍ଟି କରିଛି। ପ୍ରଥମଥରପାଇଁ ଫୁଟବଲ ବିଶ୍ୱକପର କ୍ୱାର୍ଟର...

ଫିଫା ଟ୍ରଫି ଉନ୍ମୋଚନ କରିବେ ଦୀପିକା

ମୁମ୍ବାଇ: ବଲିଉଡ୍‌ର ଲୋକପ୍ରିୟ ଅଭିନେତ୍ରୀ ଦୀପିକା ପାଦୁକୋନ ୧୫ ବର୍ଷ ମଧ୍ୟରେ ଅନେକ ବ୍ଲକବଷ୍ଟର ମୁଭି ଦର୍ଶକଙ୍କୁ ଭେଟି ଦେଇଛନ୍ତି। ଚଳିତବର୍ଷ ଅଭିନେତ୍ରୀ କାନ୍ସ ଫିଲ୍ମ ଫେଷ୍ଟିଭାଲରେ ଜୁରୀ ସଦସ୍ୟ ଭାବେ ଭାରତର ପ୍ରତିନିଧିତ୍ୱ କରୁଥିଲେ। ଏସବୁ ନେଇ ଲାଇମଲାଇଟ୍‌ରେ...

ଆଜି ଭାରତ-ବାଂଲାଦେଶ ଦ୍ୱିତୀୟ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଢାକା,୭।୧୨: ଭାରତ ଏବଂ ବାଂଲାଦେଶ ୩ ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟ ଦିନିକିଆରେ ବୁଧବାର ଖେଳାଯିବ ପ୍ରଥମ ମ୍ୟାଚ୍‌ ପରାଜୟ ପରେ ରୋହିତ ଶର୍ମା ନେତୃତ୍ୱାଧୀନ ଭାରତୀୟ ଦଳ ଏହି ମ୍ୟାଚରେ ବିଜୟ ହାସଲ କରିବାକୁ ଚେଷ୍ଟା କରିବ। ସିରିଜର...

ଧୋନୀ ନା ନେହେରା…. ଟି୨୦ ଟିମ୍‌ରୁ ଦ୍ରାବିଡ ହଟିଲେ କିଏ ହେବେ ଟିମ୍‌ ଇଣ୍ଡିଆ କୋଚ୍‌?

ନୂଆଦିଲ୍ଲୀ,୬।୧୨: ଟି୨୦ ବିଶ୍ୱକପ୍‌ ୨୦୨୨ରେ ପରାଜୟ ପରେ ଭାରତୀୟ ଦଳରେ ଅନେକ ପରିବର୍ତ୍ତନ ହେବାର ଆଶଙ୍କା ବୃଦ୍ଧି ପାଇଛି। ବିସିସିଆଇ ଏହି ଫର୍ମାଟ ଲାଗି ନୂତନ ଅଧିନାୟକ ଏବଂ କୋଚ୍‌ ନିଯୁକ୍ତ କରିବ ବୋଲି କୁହାଯାଉଛି। ବର୍ତ୍ତମାନ ସମୟରେ ରାହୁଲ...

କ୍ରିକେଟରେ ଚମକିବାକୁ ପ୍ରସ୍ତୁତ ସେହ୍ବାଗଙ୍କ ପୁଅ, ଏହି ଟିମ୍‌ରେ ହେଲା ଚୟନ

ନୂଆଦିଲ୍ଲୀ,୬।୧୨: ନିଜ ସମୟରେ ଓପନର୍‌ ଭାବେ ବିସ୍ଫୋରକ ବ୍ୟାଟିଂକୁ ନେଇ ଚର୍ଚ୍ଚାରେ ରହିଆସୁଥିଲେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ। ତାଙ୍କୁ ବୋଲିଂ କରିବା ବେଳେ ବିରୋଧୀ ଟିମ୍‌ ବୋଲର୍‌ମାନେ ଚିନ୍ତାରେ ପଡ଼ିଯାଉଥିଲେ। ଏହି ଦିନକୁ ଅନେକ ବର୍ଷ ବିତିଗଲାଣି। ଅପରପକ୍ଷେ...

୧୪୫ ବର୍ଷର ଟେଷ୍ଟ ଇତିହାସରେ ପ୍ରଥମଥର ଘଟିଲା ଏମିତି

ରାଉଲପିଣ୍ଡି,୬।୧୨: ଇଂଲଣ୍ଡ ଦଳ ୧୭ ବର୍ଷ ପରେ ପାକିସ୍ତାନରେ ଏକ ଟେଷ୍ଟ ସିରିଜ ଖେଳୁଛି। ବିଜୟ ସହ ଇଂଲଣ୍ଡ ଯାତ୍ରା ଆରମ୍ଭ କରିଛି। ରାୱଲପିଣ୍ଡିରେ ଖେଳାଯାଇଥିବା ପ୍ରଥମ ଟେଷ୍ଟକୁ ୭୪ ରନରେ ଇଂଲଣ୍ଡ ଜିତିଥିଲା। ବେନ ଷ୍ଟୋକ୍ସଙ୍କ ଦ୍ୱାରା ଅଧିନାୟକତ୍ୱ...

ପାକିସ୍ତାନକୁ ହରାଇଲା ଇଂଲଣ୍ଡ

ରାଓ୍ବଲପିଣ୍ଡି, ୬ା୧୨: ପାକିସ୍ତାନ ବିପକ୍ଷ ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚକୁ ଇଂଲଣ୍ଡ ୭୪ରନରେ ଜିତିନେଇଛି। ସୋମବାର ମ୍ୟାଚର ୫ମ ତଥା ଅନ୍ତିମ ଦିବସରେ ପାକିସ୍ତାନ ହାତରେ ୮ ଉଇକେଟ ଥାଇ ବିଜୟ ପାଇଁ ୨୬୩ ରନ ଆବଶ୍ୟକ କରୁଥିଲା। ଦଳ...

ପେନାଲ୍ଟି ଶୁଟ୍‌ଆଉଟରେ କ୍ରୋଏସିଆ କ୍ୱାର୍ଟରରେ

ଦୋହା,୬ା୧୨: ଅଣ୍ଡରଡଗ୍‌ ଜାପାନ ବିପକ୍ଷ କଡା ସଂଘର୍ଷପୂର୍ଣ୍ଣ ମ୍ୟାଚକୁ ପେନାଲ୍ଟି ଶୁଟ ଆଉଟରେ ଜିତି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛି ୨୦୧୮ ସଂସ୍କରଣ ରନର୍ସଅପ୍‌ କ୍ରୋଏସିଆ। ନିର୍ଦ୍ଧାରିତ ସମୟରେ ମ୍ୟାଚଟି ୧-୧ରେ ରହିଥିଲା। ଅତିରିକ୍ତ ସମୟରେ ମଧ୍ୟ ଉଭୟ ଦଳ...

ସ୍କାଲୋନିଙ୍କ ଦୃଢ଼ ନିଷ୍ପତ୍ତି

ଲିଓନେଲ ସ୍କାଲୋନିଙ୍କ ଆର୍ଜେଣ୍ଟିନା ଏକ ବଡ଼ ବିଜୟ ସହ କାତାର ଫୁଟ୍‌ବଲ ବିଶ୍ୱକପ୍‌ କ୍ୱାର୍ଟରଫାଇନାଲରେ ପ୍ରବେଶ କରିଛି। ବର୍ତ୍ତମାନ ସେମାନେ ଲୋଇସ୍‌ ଭାନ୍‌ ଗାଲ୍‌ (ନେଦରଲାଣ୍ଡ୍ସ କୋଚ୍‌)ଙ୍କ ଦଳ ସହିତ ମୁକାବିଲା କରିବେ। ଏହି ମ୍ୟାଚ ଲୁସେଲ ଷ୍ଟାଡିୟମରେ ଖେଳାଯିବ,...

ଭାରତକୁ ଲାଗିଲା ବଡ଼ ଝଟ୍‌କା

ଢାକା,୬।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଟିମ ଇଣ୍ଡିଆ ୧ ଉଇକେଟ୍‌ରେ ପରାଜୟର ସମ୍ମୁଖୀନ ହୋଇଥିଲା। ବାଂଲାଦେଶ ଗସ୍ତର ପ୍ରଥମ ମ୍ୟାଚ୍‌ରେ ପରାଜୟ ପରେ ଟିମ ଇଣ୍ଡିଆକୁ ଆଉ...

ବୃହତ ବିଜୟ ସହିତ କ୍ୱାର୍ଟରରେ ବ୍ରାଜିଲ

ଦୋହା,୬ା୧୨: ଫିଫା ବିଶ୍ୱକପର ରାଉଣ୍ଡ ଅଫ୍‌ ୧୬ ମୁକାବିଲାରେ ସୋମବାର ବୃହତ ବିଜୟ ହାସଲ କରିଛି ବ୍ରାଜିଲ। ଦଳ ୪-୧ରେ ଦକ୍ଷିଣ କୋରିଆକୁ ପରାସ୍ତ କରିବା ସହିତ କ୍ୱାର୍ଟର ଫାଇନାଲରେ ସ୍ଥାନ ସୁରକ୍ଷିତ କରିଛି। ବ୍ରାଜିଲ ପକ୍ଷରୁ ଭିନିସିଅସ୍‌ ଜୁନିୟର(୭),...

କୋରିଆ- ବ୍ରାଜିଲ ମୁକାବିଲା: ନେମାର ଖେଳିବା ନେଇ ସ୍ପଷ୍ଟ

ଦୋହା,୫।୧୨: ଫିଫା ବିଶ୍ୱକପର ସୋମବାର ୧୬ ତମ ମ୍ୟାଚ ଦକ୍ଷିଣ କୋରିଆ- ବ୍ରାଜିଲ ମଧ୍ୟରେ ମୁକାବିଲା ହେବ। ମ୍ୟାଚରେ ନେମାର ଖେଳିବେ ବୋଲି ବ୍ରାଜିଲର ପ୍ରଶିକ୍ଷକ ଟାଇଟ ଏକ ଖବରଦାତା ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି। ସୂଚନା ଯୋଗ୍ୟ, ସର୍ବିଆ ବିପକ୍ଷ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri