ଖେଳ

ରାଗିଗଲେ ରୋହିତ ଶର୍ମା: କହିଲେ, ଆଉ କୌଣସି ବାହାନା ଚଳିବନି

ଢାକା,୫।୧୨: ବାଂଲାଦେଶ ବିପକ୍ଷ ପ୍ରଥମ ଦିନିକିଆରେ ପରାଜୟ ପାଇଁ ଭାରତୀୟ ଅଧିନାୟକ ରୋହିତ ଶର୍ମା ବ୍ୟାଟ୍ସମ୍ୟାନଙ୍କୁ ଦାୟୀ କରିଛନ୍ତି। ଢାକା ମୀରପୁର ଠାରେ ଏକ କମ ସ୍କୋରର ମ୍ୟାଚରେ ଟିମ ଇଣ୍ଡିଆ ଗୋଟିଏ ଉଇକେଟରେ ଘରୋଇ ଦଳଠାରୁ ହାରିଥିଲା। ଦଳର...

ଓଡ଼ିଶାକୁ ୧୨ ପଦକ

ଭୁବନେଶ୍ୱର,୫ା୧୨(ସ୍ପୋଟର୍‌ସ ବ୍ୟୁରୋ): ଦିଲ୍ଲୀର ତାଲକୋଟରା ଇନ୍‌ଡୋର ଷ୍ଟାଡିୟମରେ ଅନୁଷ୍ଠିତ ଜାତୀୟ ସବ ଜୁନିୟର କରାଟେ ପ୍ରତିଯୋଗିତାରେ ଓଡ଼ିଶା ୧୨ ପଦକ ହାସଲ କରିଛି। ଓଡ଼ିଶା ପ୍ରତିଯୋଗୀ ୨ ସ୍ବର୍ଣ୍ଣ, ୬ ରୌପ୍ୟ ଓ ୪ ବ୍ରୋଞ୍ଜ ପଦକ ହାସଲ କରିଛନ୍ତି।...

ଜାତୀୟ ସାମ୍ବୋରେ ଓଡ଼ିଶାକୁ ୫ ପଦକ

ଭୁବନେଶ୍ୱର, ୫।୧୨ (କ୍ରୀଡ଼ା ପ୍ରତିନିଧି): ଜମ୍ମୁସ୍ଥିତ ଭଗବତୀ ନଗର ସ୍ପୋଟର୍‌ସ କମ୍ପ୍ଲେକ୍ସରେ ନଭେମ୍ବର ୩୦ରୁ ଡିସେମ୍ବର ୪ ପର୍ଯ୍ୟନ୍ତ ଅନୁଷ୍ଠିତ ଜାତୀୟ ସାମ୍ବୋ (ମାର୍ଶାଲ ଆର୍ଟର ଏକ ଷ୍ଟାଇଲ) ଚାମ୍ପିୟନଶିପ୍‌ରେ ଓଡ଼ିଶା ଦଳ ମୋଟ ୫ଟି ପଦକ ହାସଲ କରିଛି।...

ବଡ଼ ଉପଲବ୍ଧି ହାସଲ କଲେ ରୋହିତ ଶର୍ମା

ଢାକା,୪।୧୨: ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ବାଂଲାଦେଶ ଭାରତକୁ ୧ ଉଇକେଟ୍‌ରେ ପରାସ୍ତ କରିଛି। ଏହି ମ୍ୟାଚରେ ଟିମ ଇଣ୍ଡିଆର ବ୍ୟାଟିଂ ଖରାପ ଥିଲା। ପୁରା ଦଳ ୧୮୬ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। କେଏଲ ରାହୁଲ...

ଭାରତର ଲଜ୍ଜାଜନକ ପରାଜୟ

ଢାକା,୪।୧୨: ଭାରତ ଏବଂ ବାଂଲାଦେଶ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚ୍‌ରେ ଘରୋଇ ଦଳ ଚମକପ୍ରଦ ବିଜୟ ହାସଲ କରିଛି। ଏହି ମ୍ୟାଚ୍‌ରେ ବାଂଲାଦେଶ ଗୋଟିଏ ଉଇକେଟ୍‌ରେ ଭାରତକୁ ପରାସ୍ତ କରିଛି। ଭାରତର ୧୮୭ ରନ୍‌ର...

ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୧୮୭ ରନ୍‌…

ଢାକା,୪।୧୨ : ଭାରତ ଏବଂ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିବସୀୟ ସିରିଜ ରବିବାର ଠାରୁ ଆରମ୍ଭ ହୋଇଛି। ଢାକାର ଶେରଏ ବାଂଲା ନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ପ୍ରଥମ ମ୍ୟାଚ୍‌ରେ ବାଂଲାଦେଶ ଲିଟୋନ ଦାସ ଟସ୍‌ ଜିତି...

ଅଶ୍ୱିନଙ୍କୁ ପଛରେ ପକାଇ ଇତିହାସ ରଚିଲେ ଏହି ସ୍ପିନର

ନୂଆଦିଲ୍ଲୀ,୪।୧୨: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚ୍‌ରେ ବଡ ରେକର୍ଡ ନିଜ ନାମରେ କରିଛନ୍ତି ଅଷ୍ଟ୍ରେଲିଆର ଭେଟେରାନ ସ୍ପିନର ନାଥନ ଲିୟନ। ଏପରି କରି ସେ ଦକ୍ଷିଣ ଆଫ୍ରିକାର ଦ୍ରୁତ ବୋଲର ଡେଲ ଷ୍ଟେନ ଏବଂ ଭାରତର ଭେଟେରାନ ସ୍ପିନର...

ଟିମ୍‌ ଇଣ୍ଡିଆରୁ ବାଦ୍‌ ପଡ଼ିଲେ ପନ୍ତ, ଅକ୍ଷରଙ୍କୁ ବି ମିଳିଲାନି ସୁଯୋଗ

ଢାକା,୪।୧୨: ଭାରତ-ବାଲାଂଦେଶ ମଧ୍ୟରେ ରବିବାର ଖେଳାଯାଉଥିବା ଦିନିକିଆ ସିରିଜରୁ ବାଦ୍‌ ପଡ଼ିଛନ୍ତି ଉଇକେଟ କିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ। କ୍ରମାଗତ ଭାବେ ଖରାପ ପ୍ରଦର୍ଶନ ପରେ ତାଙ୍କୁ ସମାଲୋଚନା କରାଯାଉଥିଲା। ଏବେ ସେ ଆହତ ସମସ୍ୟାକୁ ନେଇ ମ୍ୟାଚ୍‌ରୁ ବାହାର...

ଟସ୍‌ ଜିତିଲା ବାଂଲାଦେଶ, ବୋଲିଂ ନିଷ୍ପତ୍ତି…

ଢାକା,୪।୧୨ : ଭାରତ ଏବଂ ବାଂଲାଦେଶ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଏକ ଦିବସୀୟ ସିରିଜ ରବିବାର ଠାରୁ ଆରମ୍ଭ ହୋଇଛି। ଢାକାର ଶେରଏ ବାଂଲା ନ୍ୟାଶନାଲ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ବାଂଲାଦେଶ ଲିଟୋନ ଦାସ ଟସ୍‌ ଜିତି...

ଦିନିକିଆରେ ୩୫ ଥର ମୁହାଁମୁହିଁ ହୋଇଛନ୍ତି ଭାରତ-ବାଲାଂଦେଶ, କିଛି ଏଭଳି ରହିଛି ସମୀକରଣ

ଢାକା,୪।୧୨: ଭାରତ-ବାଲାଂଦେଶ ଟିମ୍‌ ମଧ୍ୟରେ ରବିବାରଠାରୁ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ଆରମ୍ଭ ହେବାକୁ ଯାଉଛି। ଏଯାବତ ଉଭୟ ଟିମ୍‌ ୩୫ ଦିନିକିଆ ମୁକାବିଲା ଖେଳିଛନ୍ତି। ଏଥିରୁ ୩୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ବାଜିମାତ କରିଛି। ସେହିଭଳି ବାଲାଂଦେଶ...

ଡାକ୍ତରଖାନାରେ ଚାଲିଛି ଚିକିତ୍ସା, ଫଟୋ ଶେୟାର କରି ଭାବବିହ୍ବଳ ହେଲେ କ୍ରିକେଟର

ନୂଆଦିଲ୍ଲୀ,୪।୧୨: ବାଲାଂଦେଶ ବିପକ୍ଷ ସିରିଜ ପୂର୍ବରୁ ଭାରତୀୟ ଟିମ୍‌କୁ ଲାଗିଛି ବଡ଼ ଝଟ୍‌କା। ଆହତ ସମସ୍ୟା ଯୋଗୁ ଦ୍ରୁତ ବୋଲର୍‌ ମହମ୍ମଦ ଶାମି ଦିନିକିଆ ସିରିଜରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ଡାହାଣ କାନ୍ଧରେ ଆଘାତ ଲାଗିଛି। ତାଙ୍କ ସ୍ଥାନରେ ଉମରାନ...

ଲକ୍ଷ୍ୟ, କୋଚ୍‌ ବିମଲଙ୍କ ବିରୋଧରେ ଏଫ୍‌ଆଇଆର୍‌

ନୂଆଦିଲ୍ଲୀ, ୪ା୧୨ (ପି.ଟି.): ବୟସ ଜାଲିଆତି ଓ ଠକେଇ ପାଇଁ ଭାରତର ନମ୍ବର ଓ୍ବାନ୍‌ ବ୍ୟାଡ୍‌ମିଣ୍ଟନ ଖେଳାଳି ଲକ୍ଷ୍ୟ ସେନ୍‌ ଓ ତାଙ୍କ ପରିବାର ଏବଂ ପୂର୍ବତନ ଜାତୀୟ କୋଚ୍‌ ବିମଲ କୁମାରଙ୍କ ବିରୋଧରେ ବେଙ୍ଗାଲୁରୁରେ ଏକ ମାମଲା ଦରଜ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri