ଖେଳ

ଅଲ ଇଣ୍ଡିଆ ଜୋନାଲ କରାଟେ: ଓଡ଼ିଶାକୁ ୨୩ ପଦକ

ଭୁବନେଶ୍ୱର,୪ା୧୨(ସ୍ପୋଟର୍‌ସ ବ୍ୟୁରୋ): ଦିଲ୍ଲୀର ତାଲକୋଟରା ଇନ୍‌ଡୋର ଷ୍ଟାଡିୟମରେ ଚାଲିଥିବା ଅଲ୍‌ ଇଣ୍ଡିଆ ଜୋନାଲ କରାଟେ ପ୍ରତିଯୋଗିତାରେ ଓଡିଶା ୨୩ଟି ପଦକ ହାସଲ କରିଛି। ଓଡ଼ିଶାର କରାଟେକାମାନେ ୧୦ ସ୍ବର୍ଣ୍ଣ, ୫ ରୌପ୍ୟ ଓ ୮ କାଂସ୍ୟ ପଦକ ହାସଲ କରିଛନ୍ତି।...

ଆଜିଠୁ ବାଂଲାଦେଶ ଦିନିକିଆ ସିରିଜ୍‌

ମୀରପୁର,୪ା୧୨(ପି.ଟି.): ଭାରତ ଓ ବାଂଲାଦେଶ ମଧ୍ୟରେ ଦିନିକିଆ ସିରିଜ ରବିବାରଠାରୁ ଆରମ୍ଭ ହେବ। ଏହି ସିରିଜ୍‌ରେ ଭାରତୀୟ ଦଳ ନିଜର ବ୍ୟାଟିଂ ଲାଇନ୍‌ଅପ୍‌ ସୁଧାରିବା ଲକ୍ଷ୍ୟରେ ରହିବ। ଘରୋଇ ପରିବେଶରେ ବାଂଲାଦେଶ ବିଶ୍ୱର ଅନ୍ୟତମ ବିପଜ୍ଜନକ ଦଳ। ରବିବାର ମୀରପୁରରେ...

ରବିବାରଠାରୁ ଭାରତ-ବାଲାଂଦେଶ ମୁକାବିଲା ଆରମ୍ଭ: ଜାଣନ୍ତୁ କେବେ-କେଉଁଠି ଦେଖିବେ ସିରିଜ…

ନୂଆଦିଲ୍ଲୀ,୩।୧୨: ନ୍ୟୁଜିଲାଣ୍ଡ ପରେ ଏବେ ବାଲାଂଦେଶ ଗସ୍ତରେ ଟିମ୍‌ ଇଣ୍ଡିଆ। ଦଳ ଏଠାରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଏବଂ ୨ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ମ୍ୟାଚ୍‌ ଖେଳିବ। ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଦଳ ନିଜର ଶ୍ରେଷ୍ଠ ପ୍ରଦର୍ଶନ...

ବିମାନରେ ଭାରତୀୟ କ୍ରିକେଟରଙ୍କ ସହ ଦୁର୍ବ୍ୟବହାର; ମିଳିଲାନି ଖାଦ୍ୟ, ଜିନିଷପତ୍ର ବି ହରାଇଲେ…

ଢାକା,୩।୧୨: ଭାରତୀୟ ଟିମ୍‌ ଏବେ ବାଲାଂଦେଶ ଗସ୍ତରେ ଅଛି। ଏଠାରେ ଉଭୟ ଟିମ୍‌ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ଏବଂ ୨ ଟେଷ୍ଟ ମ୍ୟାଚ୍‌ ଖେଳାଯିବ। ଏସବୁ ମଧ୍ୟରେ ଜଣେ ଭାରତୀୟ କ୍ରିକେଟରଙ୍କ ସହ ବିମାନରେ ଖରାପ ଆଚରଣ...

ପଡ଼ିବ କି ହାତଗଣ୍ଠି ! କେ.ଏଲ୍‌.ଙ୍କ ଛୁଟି ମଞ୍ଜୁର କଲେ ବିସିସିଆଇ

ନୂଆଦିଲ୍ଲୀ,୩।୧୨: ଜାନୁୟାରୀରେ ପଡ଼ିପାରେ ଭାରତୀୟ କ୍ରିକେଟର କେ.ଏଲ୍‌. ରାହୁଲଙ୍କ ହାତଗଣ୍ଠି। ପ୍ରେମିକା ତଥା ଅଭିନେତ୍ରୀ ଆଥିଆ ସେଟ୍ଟୀଙ୍କ ହାତ ଧରିବେ ସେ। ଦୀର୍ଘ ବର୍ଷ ଧରି ପରସ୍ପରକୁ ଡେଟ୍‌ କରିବା ପରେ ଏବେ ଦୁହେଁ ସମ୍ପର୍କକୁ ଆଉ ପାଦେ ଆଗକୁ...

ପୁଣି ଭାରତକୁ ପାକିସ୍ତାନର ଧମକ, ‘ଏସିଆ କପ୍‌ ସ୍ଥାନାନ୍ତରିତ ହେଲେ…’

ନୂଆଦିଲ୍ଲୀ,୩।୧୨: ଏସିଆ କପ୍‌ ୨୦୨୩କୁ ନେଇ ପୁଣିଥରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)କୁ ଧମକ ଦେଇଛି ପାକିସ୍ତାନ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ପିସିବି)। ଭାରତୀୟ ଟିମ୍‌ ଯଦି ପାକିସ୍ତାନ ଆସିବ ନାହିଁ, ତାହା ହେଲେ ନ ଆସୁ। ମାତ୍ର ଯଦି ଏସିଆ...

‘ରନ୍‌ ମେଶିନ’ ପାଲଟିଲେ ଋତୁରାଜ…

ଅହମ୍ମଦାବାଦ,୩।୧୨: ବିଜୟ ହଜାରେ ଟ୍ରଫିରେ ଚମକିଛନ୍ତି ମହାରାଷ୍ଟ୍ରର ବ୍ୟାଟ୍ସମ୍ୟାନ୍‌ ଋତୁରାଜ ଗାଏକଓ୍ବାଡ। ଏଠାରେ ଅନୁଷ୍ଠିତ ଫାଇନାଲ ମ୍ୟାଚରେ ଦଳ ପକ୍ଷରୁ ଖେଳି ସେ ୧୩୧ ବଲ୍‌ରେ ୧୦୮ ରନ୍‌ର ଇନିଂସ ଖେଳିଛନ୍ତି। ଟୁର୍ନାମେଣ୍ଟରେ ଏହା ଋତୁରାଜଙ୍କ କ୍ରମାଗତ ତୃତୀୟ ଶତକ।...

ବାଲାଂଦେଶ ବିପକ୍ଷ ସିରିଜ୍‌ ପୂର୍ବରୁ ଭାରତୀୟ ଟିମକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୩।୧୨: ବାଲାଂଦେଶ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ ପୂର୍ବରୁୁ ଭାରତୀୟ ଟିମ୍‌କୁ ଲାଗିଛି ବଡ ଝଟ୍‌କା। ଅନୁଭବୀ ଦ୍ରୁତ ବୋଲର ମହମ୍ମଦ ଶାମି ଆହତ ହୋଇଥିବା କାରଣରୁ ଏହି ସିରିଜରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ବାମ କାନ୍ଧରେ...

ସୌରାଷ୍ଟ୍ରକୁ ବିଜୟ ହଜାରେ ଟ୍ରଫି

ଅହମ୍ମଦାବାଦ,୩।୧୨:ଉଇକେଟ କିପର ଶେଲଡନ୍‌ ଜ୍ୟାକସନଙ୍କ ଅପରାଜିତ ଶତକ ବଳରେ ମହାରାଷ୍ଟ୍ରକୁ ୫ ଉଇକେଟରେ ପରାସ୍ତ କରି ବିଜୟ ହଜାରେ ଟ୍ରଫି ହାସଲ କରିଛି ସୌରାଷ୍ଟ୍ର। ପ୍ରଥମେ ବ୍ୟାଟିଂ କରି ମହାରାଷ୍ଟ୍ର ୯ ଉଇକେଟରେ ୨୪୮ ରନ୍‌ କରିଥିଲା। ଅଧିନାୟକ ରୁତୁରାଜ...

ଦ୍ୱିତୀୟ ସ୍ଥାନରେ ଓଏଫ୍‌ସି

ଭୁବନେଶ୍ୱର,୩।୧୨(ସ୍ପୋଟର୍‌ସ ବ୍ୟୁରୋ): କଳିଙ୍ଗ ଷ୍ଟାଡିୟମରେ ଓଡ଼ିଶା ଏଫ୍‌ସି (ଓଏଫ୍‌ସି) ନିଜର ବିଜୟ ଧାରା ବଜାୟ ରଖିଛି। ଶୁକ୍ରବାର ଦଳ ନର୍ଥଇଷ୍ଟ ୟୁନାଇଟେଡ୍‌ ଏଫ୍‌ସିକୁ ୨-୧ରେ ହରାଇବା ସହିତ ପଏଣ୍ଟ ଟେବଲରେ ଦ୍ୱିତୀୟ ସ୍ଥାନକୁ ଉନ୍ନୀତ ହୋଇଛି। କଳିଙ୍ଗ ଷ୍ଟାଡିୟମରେ ଓଏଫ୍‌ସି...

ଡ୍ରାଗ୍‌ ଫ୍ଲିକ୍‌ ଓ ଗୋଲକିପିଂ କୋଚ୍‌ ନିଯୁକ୍ତି ଉପରେ ଦିଲୀପଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୩।୧୨ (କ୍ରୀଡ଼ା ପ୍ରତିନିଧି): ଅନେକ ସମୟରେ ଦେଖାଯାଏ ଅନ୍ତର୍ଜାତୀୟ ମ୍ୟାଚରେ ଭାରତୀୟ ହକି ଦଳ ଭଲ ସ୍ଥିତିରେ ଥାଇ ମଧ୍ୟ ଶେଷ ମୁହୂର୍ତ୍ତ ଗୋଲବରଣ ଯୋଗୁ ପରାଜିତ ହୋଇଥାଏ। ପେନାଲ୍ଟି କର୍ନରରୁ ଗୋଲ କରିବାରେ ମଧ୍ୟ ଦଳ ଅନେକ...

କାତାର ବିଶ୍ୱକପ୍‌ର ବିସ୍ମୟ ଜାପାନ

୨୦୧୮ ବିଶ୍ୱକପର ଇତିହାସ ପୁନରାବୃତ୍ତି ହୋଇଥିବା ବିଶ୍ୱାସ କରି ହେଉନାହିଁ। ୨୦୧୪ର ବିଶ୍ୱ ଚାମ୍ପିୟନ ଏଥର ମଧ୍ୟ ଗ୍ରୁପ୍‌ ପର୍ଯ୍ୟାୟରୁ ବିଦାୟ ନେଲା। ଆମେ ଜାଣିଛୁ ଯେ ଜର୍ମାନୀ ଜାତୀୟ ଦଳ ପରିବର୍ତ୍ତନ ପଥରେ ରହିଛି। ଏକ ନୂଆ ଦଳ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri