ଖେଳ

ଇଂଲଣ୍ଡର ବୃହତ ବିଜୟ

ଦୋହା,୨୨ା୧୧ : କାତାରରେ ଅନୁଷ୍ଠିତ ଫିଫା ବିଶ୍ୱକପ୍‌ ୨୦୨୨ର ଦ୍ୱିତୀୟ ମ୍ୟାଚରେ ବୃହତ ବିଜୟ ହାସଲ କରିଛି ଇଂଲଣ୍ଡ। ଓ୍ବିଙ୍ଗର ବୁକାୟୋ ସାକାଙ୍କ ଡବଲ ଗୋଲ ବଳରେ ୬-୨ରେ ଇରାନକୁ ପରାସ୍ତ କରିଥିଲା ଇଂଲଣ୍ଡ। ଖଲିଫା ଷ୍ଟାଡିୟମରେ ଆତସବାଜି ପ୍ରଦର୍ଶନ...

ଆଜି ଭାରତ-ନ୍ୟୁଜିଲାଣ୍ଡ ମଧ୍ୟରେ ତୃତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ନାପିଅର,୨୨।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନିଟି ଟି-୨୦ ମ୍ୟାଚ ବିଶିଷ୍ଟ ସିରିଜର ତୃତୀୟ ମ୍ୟାଚ୍‌ ଆଜି ଖେଳାଯିବ। ନାପିଅରରେ ଉଭୟ ଦଳ ମୁହାଁମୁହିଁ ହେବେ। ସିରିଜର ପ୍ରଥମ ମ୍ୟାଚ ବର୍ଷା ଦ୍ୱାରା ଧୋଇ ହୋଇଯାଇଥିଲା। ଏଥି ସହିତ ଦ୍ୱିତୀୟ...

ସତ ହେଲା ରୋହିତ ଶର୍ମାଙ୍କ ଭବିଷ୍ୟବାଣୀ

ନୂଆଦିଲ୍ଲୀ,୨୧।୧୧: ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ରେ ଶତକ ହାସଲ କରିଛନ୍ତି ସୂର୍ଯ୍ୟକୁମାର ଯାଦବ। ମାଉଣ୍ଟ ମାଙ୍ଗାନୁଇରେ ଖେଳାଯାଇଥିବା ମ୍ୟାଚରେ ସେ ୫୧ ବଲରେ ୧୧୧ ରନର ଅପରାଜିତ ଇନିଂସ ଖେଳିଥିଲେ। ଏହି ଇନିଂସ ସହିତ ସୂର୍ଯ୍ୟକୁମାର ଗୋଟିଏ କ୍ୟାଲେଣ୍ଡର ବର୍ଷରେ...

ନ୍ୟୁଜିଲାଣ୍ଡକୁ ବଡ଼ ଝଟ୍‌କା

ଅକଲାଣ୍ଡ,୨୧।୧୧: ଭାରତ ବିପକ୍ଷ ତୃତୀୟ ଟି-୨୦ ପୂର୍ବରୁ ନ୍ୟୁଜିଲାଣ୍ଡକୁ ଏକ ବଡ଼ ଝଟ୍‌କା ଲାଗିଛି। ବ୍ୟକ୍ତିଗତ କାରଣରୁ କିୱି ଦଳର ଅଧିନାୟକ କେନ ୱିଲିୟମସନ ତୃତୀୟ ମ୍ୟାଚ ଖେଳିବେ ନାହିଁ। ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜରେ ଭାରତୀୟ ଦଳ...

ଫିଫା ବିଶ୍ୱକପ: ସୋମବାର ୩ ମ୍ୟାଚ୍‌…

ଦୋହା,୨୧।୧୧ : ସୋମବାର ଫିଫା ଫୁଟବଲ ବିଶ୍ୱକପରେ ତିନୋଟି ମ୍ୟାଚ ଖେଳାଯିବ। ଗ୍ରୁପ ବିରେ ଇଂଲଣ୍ଡ ଦଳ ସନ୍ଦ୍ୟା ଋଟା ୩୦ରେ ଇରାନ ବିପକ୍ଷରେ ଖେଳିବ। ଅନ୍ୟପକ୍ଷରେ ନେଦରଲାଣ୍ଡ୍ସ ଗ୍ରୁପ-ଏରେ ଆଫ୍ରିକୀୟ କପ ଚାମ୍ପିୟନ ସେନେଗାଲ ସହିତ ମୁହାଁମୁହିଁ ହେବ।...

କୋରାପୁଟ ଚାମ୍ପିୟନ

ଭୁବନେଶ୍ୱର,୨୧।୧୧(କ୍ରୀଡ଼ା ପ୍ରତିନିଧି): ପୁରୁଣାଭୁବନେଶ୍ବରସ୍ଥିତ ମୂଳାପଡିଆରେ ରାଜ୍ୟସ୍ତରୀୟ ଦୃଷ୍ଟିବାଧିତ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦ୍‌ଯାପିତ ହୋଇଛି। ରାଜ୍ୟ ଦୃଷ୍ଟିବାଧିତ କ୍ରିକେଟ ସଂଘ (କାଭି) ଏବଂ ଦୟାଭାବ ଫାଉଣ୍ଡେଶନର ମିଳିତ ଆନୁକୂଲ୍ୟରେ ଆୟୋଜିତ ଏହି ପ୍ରତିଯୋଗିତାରେ କୋରାପୁଟ ଚାମ୍ପିୟନ ହୋଇଛି। ଫାଇନାଲରେ କୋରାପୁଟ...

କେଟି ଗ୍ଲୋବାଲରେ ହାଇପରଫର୍ମାନ୍ସ ଟେନିସ କୋଚିଂ

ଭୁବନେଶ୍ୱର, ୨୧।୧୧(କ୍ରୀଡ଼ା ପ୍ରତିନିଧି): ମିଶନ ଅଲିମ୍ପିକ୍ସ ସ୍ପୋଟର୍‌ସ ଫାଉଣ୍ଡେଶନ(ଏମ୍‌ଓଏସ୍‌ଏଫ୍‌) ଓ ଇନ୍‌ଜେନ୍ୟୁଟି ଆଣ୍ଡ ଇନୋଭେଶନ୍‌ ଗ୍ଲୋବାଲ୍‌ ସ୍ପୋଟର୍‌ସ ଏକାଡେମୀ (ଆଇଆଇଜି ସ୍ପୋଟର୍‌ସ ଏକାଡେମୀ) ସହଯୋଗରେ କେଟି ଗ୍ଲୋବାଲ୍‌ ସ୍କୁଲ୍‌ ପରିସରରେ ୭ ଦିନିଆ ହାଇପରଫର୍ମାନ୍ସ ଟେନିସ ଟ୍ରେନିଂ କ୍ୟାମ୍ପ ସୋମବାରଠାରୁ...

ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ଉଦ୍‌ଯାପିତ

ଭୁବନେଶ୍ୱର, ୨୧।୧୧ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମସ୍ଥିତ ବିଜୁ ପଟ୍ଟନାୟକ ସୁଇମିଂ ପୁଲ୍‌ରେ ୨ ଦିନିଆ ଖେଲୋ ଇଣ୍ଡିଆ ଜୁନିୟର ମହିଳା ସନ୍ତରଣ ସିରିଜ ରାଉଣ୍ଡ-୨(ଜୋନ-୪) ରବିବାର ଶେଷ ହୋଇଛି। ଦ୍ୱିତୀୟ ଦିବସରେ ମୋଟ ୧୪ଟି ଇଭେଣ୍ଟ ଅନୁଷ୍ଠିତ ହୋଇଥିଲା।...

ଯୋଗଦେଲେ ଭାରତର ଉପରାଷ୍ଟ୍ରପତି

ଦୋହା, ୨୧ା୧୧ (ପି.ଟି.): ଫିଫା ବିଶ୍ୱକପ୍‌ର ଉଦ୍‌ଘାଟନୀ ଉତ୍ସବରେ ଭାରତରୁ ପ୍ରତିନିଧିତ୍ୱ କରିଥିଲେ ଉପରାଷ୍ଟ୍ରପତି ଜଗଦୀପ ଧନକର। କାତାର ଏମିର ଶେଖ୍‌ ତମିମ ବିନ୍‌ ହମାଦ ଅଲ୍‌ ଥାନିଙ୍କ ଆମନ୍ତ୍ରଣ କ୍ରମେ ଧନକର ଦୁଇଦିନିଆ କାତାର ଗସ୍ତରେ ଯାଇଛନ୍ତି। ବିଶ୍ୱକପ୍‌...

ଫିଫା ବିଶ୍ୱକପ ଉଦ୍‌ଘାଟନୀ ଝଲକ

ଦୋହା, ୨୧ା୧୧: କାତାରର ଅଲ୍‌ ବାୟଟ ଷ୍ଟାଡିୟମରେ ରବିବାର ଫିଫା ବିଶ୍ୱକପର ୨୨ତମ ସଂସ୍କରଣ ଉଦ୍‌ଘାଟିତ ହୋଇଯାଇଛି। କେ ପପ୍‌ ବ୍ୟାଣ୍ଡ ବିଟିଏସ୍‌ର ସଦସ୍ୟ କିମ୍‌ ଜଙ୍ଗକୁକ୍‌ ଉଦ୍‌ଘାଟନୀ ସମାରୋହରେ ଆକର୍ଷଣର କେନ୍ଦ୍ରବିନ୍ଦୁ ରହିଥିଲେ। ମନ ମୋହିଲେ ଜଙ୍ଗକୁକ କାତାର...

ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ସହ ଫିଫା ବିଶ୍ୱକପ୍‌ ଉଦ୍‌ଘାଟିତ

ଦୋହା,୨୦।୧୧: ଫିଫା ବିଶ୍ୱକପ୍‌ର ୨୨ତମ ସଂସ୍କରଣ ରବିବାର ଉଦ୍‌ଘାଟିତ ହୋଇଛି। ମ୍ୟାଚ ପୂର୍ବରୁ ଟୁର୍ନାମେଣ୍ଟର ଉଦଘାଟନୀ ସମାରୋହ କତାରର ଅଲ ବାଇଡ ଷ୍ଟାଡିୟମରେ ଅନୁଷ୍ଠିତ ହୋଇଛି। ଏହି ରଙ୍ଗୀନ ଇଭେଣ୍ଟରେ ଅଭିନେତ୍ରୀ ତଥା ମଡେଲ ନୋରା ଫତେହି ନିଜ ଜଲଓ୍ବା...

ଗର୍ଲଫ୍ରେଣ୍ଡଙ୍କ ସହ ଏକାଠି ରହିବା ଖବରକୁ ନେଇ ଏମିତି କହିଲେ ହ୍ରିତିକ

ଅଭିନେତା ହ୍ରିତିକ ରୋଶନ ଏବେ ଅଭିନେତ୍ରୀ ସବା ଆଜାଦଙ୍କ ପ୍ରେମରେ ପଡିଛନ୍ତି। ଉଭୟଙ୍କୁ ସର୍ବସାଧାରଣ ସ୍ଥାନରେ ଏକାଠି ଦେଖିବାକୁ ମିଳୁଛି। କେବଳ ଏତିକି ନୁହେଁ, ସୋସିଆଲ ମିଡିଆରେ ମଧ୍ୟ ଉଭୟ ଖୋଲାଖୋଲି ପ୍ରେମ ପ୍ରକାଶ କରୁଛନ୍ତି। ନିକଟରେ ଚର୍ଚ୍ଚା ହେଉଥିଲା,...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri