ଖେଳ

‘ଉତ୍ସାହ ବଢ଼ାଇଛି ଜାତୀୟସ୍ତରର ଟୁର୍ନାମେଣ୍ଟ’

ତାଳଚେର/ଅନୁଗୋଳ ଅଫିସ, ୯।୧୧: ଢେଙ୍କାନାଳ ଷ୍ଟାଡିୟମରେ ଗତ ୩ ତାରିଖରେ ଉଦ୍‌ଘାଟିତ ହୋଇଥିବା ବାଜି ରାଉତ କପ୍‌ ଜାତୀୟ ଫୁଟ୍‌ବଲ ଟୁର୍ନାମେଣ୍ଟ ମଙ୍ଗଳବାର ଉଦ୍‌ଯାପିତ ହୋଇଯାଇଛି। ପ୍ରତିଯୋଗିତାର ଫାଇନାଲ ମ୍ୟାଚ ତାଳଚେରସ୍ଥିତ ଏମ୍‌ସିଏଲ୍‌ର ବ୍ଲାକ ଡାଇମଣ୍ଡ ଷ୍ଟାଡିୟମରେ ଖେଳାଯାଇଥିବା ବେଳେ...

ଆଜି ପାକିସ୍ତାନ-ନ୍ୟୁଜିଲାଣ୍ଡ ମଧ୍ୟରେ ପ୍ରଥମ ସେମିଫାଇନାଲ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ସିଡନୀ,୯।୧୧: ଟି-୨୦ ବିଶ୍ୱକପ ୨୦୨୨ର ପ୍ରଥମ ସେମିଫାଇନାଲରେ ଆଜି ପାକିସ୍ତାନ ନ୍ୟୁଜିଲାଣ୍ଡକୁ ଭେଟିବ। ଗ୍ରୁପ-୧ରେ ଶୀର୍ଷରେ ରହି ନ୍ୟୁଜିଲାଣ୍ଡ ଏବଂ ପାକିସ୍ତାନ ଦଳ ଗ୍ରୁପ-୨ରେ ଦ୍ୱିତୀୟ ସ୍ଥାନରେ ରହି ସେମିଫାଇନାଲରେ ପ୍ରବେଶ କରିଛି। ନ୍ୟୁଜିଲାଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ମ୍ୟାଚ...

ଅଲଗା ହେବେ ସାନିଆ-ଶୋଏବ!

ମୁମାଇ,୮।୧୧: ଟେନିସ ତାରକା ସାନିଆ ମିର୍ଜା ଏବଂ ପାକିସ୍ତାନୀ କ୍ରିକେଟର ଶୋଏବ ମଲ୍ଲିକ୍‌ଙ୍କ ସମ୍ପର୍କରେ ଫାଟ। ସାନିଆ ଏବଂ ଶୋଏବ ମଧ୍ୟରେ କିଛି ଠିକ୍‌ ଚାଲିନାହିଁ ।ଉଭୟ ଖୁବ୍‌ଶୀଘ୍ର ଛାଡପତ୍ର ନେବାକୁ ଯାଉଛନ୍ତି ବୋଲି ଶୁଣାଯାଉଛି। ହେଲେ ଏହାକୁ ନେଇ...

ପାକିସ୍ତାନ ପାଇଁ କଡ଼ା ପରୀକ୍ଷା

ଟୁର୍ନାମେଣ୍ଟରୁ ଏଲିମିନେଟ୍‌ ହେବାର ଦ୍ୱାରଦେଶରୁ ଅପ୍ରତ୍ୟାଶିତ ଭାବେ ପ୍ରତ୍ୟାବର୍ତ୍ତନ କରିଥିଲା ପାକିସ୍ତାନ। ନେଦରଲାଣ୍ଡ୍ସ ନିକଟରୁ ଦକ୍ଷିଣ ଆଫ୍ରିକା ପରାଜିତ ହୋଇ ନ ଥିଲେ ଏବେ ସେମିଫାଇନାଲ ଲାଇନ୍‌ଅପ୍‌ ଭିନ୍ନ ଧରଣର ହୋଇଥାନ୍ତା। ଦକ୍ଷିଣ ଆଫ୍ରିକା ଏହାର କ୍ରିକେଟ ଇତିହାସରେ ସବୁଠାରୁ...

କୋହଲି ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌

ଦୁବାଇ, ୮ା୧୧:ଷ୍ଟାର ବ୍ୟାଟର ବିରାଟ କୋହଲି ସୋମବାର ଅକ୍ଟୋବର ମାସ ପାଇଁ ଆଇସିସି ପ୍ଲେୟର ଅଫ୍‌ ଦି ମନ୍ଥ୍‌ ବିବେଚିତ ହୋଇଛନ୍ତି। ଅଷ୍ଟ୍ରେଲିଆରେ ଚାଲିଥିବା ଟି୨୦ ବିଶ୍ୱକପ୍‌ରେ ତାଙ୍କର ପ୍ରଭାବୀ ପ୍ରଦର୍ଶନ ଯୋଗୁ ଭାରତ ସେମିଫାଇନାଲରେ ପ୍ରବେଶ କରିପାରିଛି। ମହିଳା...

ନ୍ୟୁଜିଲାଣ୍ଡ ଲାଗି ଇତିହାସ ରଚିବା ସୁଯୋଗ

ଚଳିତ ଆଇସିସି ଟି୨୦ କ୍ରିକେଟ ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ ଶେଷ ହୋଇଛି। ଏବେ ଆସୁଛି ନକ୍‌ଆଉଟ ପର୍ଯ୍ୟାୟ। ସୁପର-୧୨ରେ ଭଲ ପ୍ରଦର୍ଶନ କରି ପଏଣ୍ଟ ଭିତ୍ତିରେ ୪ଟି ଦଳ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଗ୍ରୁପ୍‌ ‘ଏ’ରୁ ଆସିଛନ୍ତି ନ୍ୟୁଜିଲାଣ୍ଡ ଓ...

ସେମିଫାଇନାଲ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ମେଲବୋର୍ନ,୮।୧୧: ନଭେମ୍ବର ୧୦ରେ ଇଂଲଣ୍ଡ ବିପକ୍ଷ ସେମିଫାଇନାଲ ମ୍ୟାଚ ପୂର୍ବରୁ ଆଡିଲେଡରେ ଟିମ ଇଣ୍ଡିଆକୁ ଏକ ବଡ଼ ଝଟ୍‌କା ଲାଗିଛି। ଅଭ୍ୟାସ ଅଧିବେଶନରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ତାଙ୍କ ଡାହାଣ ହାତରେ ଆଘାତ ଲାଗିଥିବା କୁହାଯାଉଛି।...

‘ଅନ୍ୟ ଏକ ଗ୍ରହରୁ ଆସିଛନ୍ତି ସୂର୍ଯ୍ୟକୁମାର’

ଇସଲାମାବାଦ,୭।୧୧: ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ସୂର୍ଯ୍ୟକୁମାର ଯାଦବ ଏବେ ଜବରଦସ୍ତ ଫର୍ମରେ ଅଛନ୍ତି। ଅଷ୍ଟ୍ରେଲିଆରେ ଖେଳାଯାଉଥିବା ଟି୨୦ ବିଶ୍ୱକପ୍‌ରେ ସେ ଏଯାବତ ୫ ମ୍ୟାଚ୍‌ରେ ୩ ଅର୍ଦ୍ଧଶତକ ମାରିଛନ୍ତି। ଏହାକୁ ନେଇ ପାକିସ୍ତାନର କ୍ରିକେଟରମାନେ ମଧ୍ୟ ତାଙ୍କ ପ୍ରଶଂସାରେ...

ଅଷ୍ଟ୍ରେଲିଆରେ ଗିରଫ ହେବା ପରେ ଏହି କ୍ରିକେଟରଙ୍କୁ ନିଲମ୍ବନ କଲା ଶ୍ରୀଲଙ୍କା କ୍ରିକେଟ ବୋର୍ଡ

କଲମ୍ବୋ,୭।୧୧: ଶ୍ରୀଲଙ୍କା କ୍ରିକେଟ ବୋର୍ଡ ସୋମବାର ଏହାର ଜାତୀୟ ଦଳର ଖେଳାଳି ଦନୁଷ୍କା ଗୁନାଥିଲାକାଙ୍କୁ ସମସ୍ତ ପ୍ରକାର କ୍ରିକେଟ ଫର୍ମାଟରୁ ନିଲମ୍ବିତ କରିଛି। ବିଶ୍ୱକପ୍‌ ସମୟରେ ଅଷ୍ଟ୍ରେଲିଆର ଜଣେ ମହିଳାଙ୍କୁ ବଳାତ୍କାର ଅଭଯୋଗରେ ସେ ଗିରଫ ହେବା ପରେ ବୋର୍ଡ...

ଆଇସିସି ପ୍ଲେୟର ଅଫ ଦି ମନ୍ଥ ହେଲେ ବିରାଟ କୋହଲି, ସିକନ୍ଦର ରାଜା, ଡେଭିଡ ମିଲରଙ୍କୁ ପକାଇଲେ ପଛରେ

ନୂଆଦିଲ୍ଲୀ,୭ ।୧୧: ଇଣ୍ଟରନ୍ୟାଶନାଲ କ୍ରିକେଟ କାଉନସିଲ(ଆଇସିସି) ଅକ୍ଟୋବର ମାସ ପାଇଁ ପ୍ଲେୟାର ଅଫ୍ ଦ ମନ୍ଥ ପାଇଁ ଆୱାର୍ଡର ଘୋଷଣା କରିଛି । ଏଥର ଏହି ଆୱାର୍ଡ ଭାରତର ବ୍ୟାଟସ୍ ମ୍ୟାନ ବିରାଟ କୋହଲିଙ୍କୁ ଦିଆଯାଇଛି । ଦକ୍ଷିଣ ଆଫ୍ରିକା...

ଟି-୨୦ ବିଶ୍ୱକପ୍‌ ସେମିଫାଇନାଲ, ଫାଇନାଲରେ ବର୍ଷା ହେଲେ କିଏ ହେବ ବିଜେତା

ନୂଆଦିଲ୍ଲୀ,୭।୧୧: ଆଇସିସି ଟି-୨୦ ବିଶ୍ୱକପ ବର୍ତ୍ତମାନ ଶେଷ ଆଡକୁ ଗତି କରୁଛି। ଭାରତ, ପାକିସ୍ତାନ, ନ୍ୟୁଜିଲାଣ୍ଡ ଏବଂ ଇଂଲଣ୍ଡର ଦଳ ସେମିଫାଇନାଲରେ ପ୍ରବେଶ କରିଛନ୍ତି। ଏହି ଟୁର୍ନାମେଣ୍ଟରେ ବର୍ଷା ଆୟୋଜକ ଅଷ୍ଟ୍ରେଲିଆ ସମେତ ଅନେକ ବଡ ଦଳର ଖେଳକୁ ନଷ୍ଟ...

ବଡ଼ ରେକର୍ଡ ହାସଲ କଲେ ରୋହିତ ଶର୍ମା

ମେଲବୋର୍ନ,୭।୧୧: ଅଷ୍ଟ୍ରେଲିଆରେ ଚାଲିଥିବା ଟି-୨୦ ବିଶ୍ୱକପ୍‌ର ସେମିଫାଇନାଲରେ ଭାରତୀୟ ଦଳ ପହଞ୍ଚିଛି। ଏବେ ନକଆଉଟ ମ୍ୟାଚରେ ଭାରତ ଇଂଲଣ୍ଡକୁ ଭେଟିବ। ଯଦିଓ ଟିମ ଇଣ୍ଡିଆ ସେମିଫାଇନାଲରେ ପହଞ୍ଚିଛି, କିନ୍ତୁ ଅଧିନାୟକ ରୋହିତ ଶର୍ମାଙ୍କ ଫର୍ମ ଏହି ଟୁର୍ନାମେଣ୍ଟକୁ ଚିନ୍ତାର ବିଷୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri