ଖେଳ

୨୦୨୪ ଟି-୨୦ ବିଶ୍ୱକପ୍‌ ଖେଳିବେ କି ରୋହିତ, କୋହଲି: ମୁଖ୍ୟ ଚୟନକର୍ତ୍ତା କହିଲେ…

ନୂଆଦିଲ୍ଲୀ,୧।୧୧: ଆଇସିସି ଟି-୨୦ ବିଶ୍ୱକପ ୨୦୨୨ ଅଷ୍ଟ୍ରେଲିଆରେ ଖେଳାଯାଉଛି ଏବଂ ବର୍ତ୍ତମାନ ଏହା ପରେ ପରବର୍ତ୍ତୀ ଟି-୨୦ ବିଶ୍ୱକପ ୨୦୨୪ରେ ଖେଳାଯିବ। ଏହି ମେଗା ଇଭେଣ୍ଟ ମଧ୍ୟରେ ନ୍ୟୁଜିଲାଣ୍ଡ ଏବଂ ବାଂଲାଦେଶ ଗସ୍ତ ପାଇଁ ବୋର୍ଡ ଅଫ କଣ୍ଟ୍ରୋଲ ଫର...

ବାଂଲାଦେଶ ବିପକ୍ଷରେ ଖେଳି ନ ପାରନ୍ତି କାର୍ତ୍ତିକ

ଆଡିଲେଡ୍‌, ୧ା୧୧:ଭାରତୀୟ କ୍ରିକେଟ୍‌ ଦଳର ସିନିୟର ଉଇକେଟ୍‌କିପର ଦୀନେଶ କାର୍ତ୍ତିକଙ୍କ ପିଠି ମାଂସପେଶୀରେ ସମସ୍ୟା ଦେଖା ଦେଇଛି। ଫଳରେ ତାଙ୍କର ବୁଧବାର ବାଂଲାଦେଶ ବିପକ୍ଷ ମ୍ୟାଚ୍‌ ଖେଳିବା ନେଇ ସନ୍ଦେହ ସୃଷ୍ଟି ହୋଇଛି। ପିଠିରେ ଯନ୍ତ୍ରଣା ଯୋଗୁ ଗତ ଦକ୍ଷିଣ...

ଜାତୀୟ ଜୁନିୟର ତୀରନ୍ଦାଜୀ ପାଇଁ ଓଡ଼ିଶା ଦଳ

ଭୁବନେଶ୍ୱର, ୧।୧୧(କ୍ରୀଡ଼ା ପ୍ରତିନିଧି): ଗୋଆର ପଣଜୀଠାରେ ନଭେମ୍ବର ୩ରୁ ୧୨ ପର୍ଯ୍ୟନ୍ତ ୪୨ତମ ଏନ୍‌ଟିପିସି ଜାତୀୟ ଜୁନିୟର ତୀରନ୍ଦାଜୀ (ଇଣ୍ଡିଆନ, ରିକର୍ଭ, କମ୍ପାଉଣ୍ଡ) ପ୍ରତିଯୋଗିତା ଅନୁଷ୍ଠିତ ହେବ। ଏଥିପାଇଁ ଓଡ଼ିଶା ଆର୍ଚେରୀ ଆସୋସିଏଶନ ପକ୍ଷରୁ ରାଜ୍ୟ ଦଳ ମନୋନୀତ ହୋଇଛି।...

ଜାଏଣ୍ଟ୍ସ ବିପକ୍ଷରେ ପାଇରେଟ୍ସର ବୃହତ୍‌ ବିଜୟ

ପୁଣେ, ୩୧ା୧୦ :ପ୍ରୋ-କବାଡ଼ି ଲିଗ୍‌ରେ ସଚିନଙ୍କ ଚିତ୍ତାକର୍ଷକ ପ୍ରଦର୍ଶନ ସହାୟତାରେ ପାଟ୍‌ନା ପାଇରେଟ୍ସ ୩୪-୨୮ ଗୁଜରାଟ ଜାଏଣ୍ଟ୍ସକୁ ପରାସ୍ତ କରିଛି। ବାଲଓ୍ବୋଡିସ୍ଥିତ ଶ୍ରୀ ଶିବଛତ୍ରପତି ସ୍ପୋଟର୍‌ସ କମ୍ପ୍ଲେକ୍ସରେ ସୋମବାର ଖେଳାଯାଇଥିବା ଏହି ମ୍ୟାଚରେ ସଚିନ ପାଟ୍‌ନା ଦଳର ଶ୍ରେଷ୍ଠ ଖେଳାଳି...

ଓଡ଼ିଶା ସେକ୍ରେଟାରିଏଟ୍‌ ଚାମ୍ପିୟନ୍‌

ଭୁବନେଶ୍ୱର,୧ା୧୧(ସ୍ପୋଟର୍‌ସ ବ୍ୟୁରୋ): କିଟ୍‌ ବିଶ୍ୱବିଦ୍ୟାଳୟ ପରିସରରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ସିନିୟର ମହିଳା ହକି ଚାମ୍ପିୟନଶିପ୍‌ରେ ଓଡ଼ିଶା ସେକ୍ରେଟାରିଏଟ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି। ପ୍ରଥମ ସଂସ୍କରଣରେ ଚାମ୍ପିୟନ ଓଡ଼ିଶା ସେକ୍ରେଟାରିଏଟ ଫାଇନାଲରେ ଖୋର୍ଦ୍ଧାକୁ ୪-୧ରେ ପରାସ୍ତ କରିଛି। ତୃତୀୟ ସ୍ଥାନ...

ପାଣ୍ଡ୍ୟା ଟି୨୦, ଧାଓ୍ବନ ଦିନିକିଆ ଅଧିନାୟକ

ଆଡିଲେଡ୍‌, ୩୧ା୧୦: ନ୍ୟୁଜିଲାଣ୍ଡ ଟୁର୍‌ ପାଇଁ ସୋମବାର ଭାରତୀୟ କ୍ରିକେଟ ଦଳ ଘୋଷଣା କରାଯାଇଛି। ସେଠାରେ ନଭେମ୍ବର ୧୮ରୁ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ପାଇଁ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ମନୋନୀତ କରାଯାଇଛି। ‘ଓ୍ବାର୍କଲୋଡ୍‌ ମ୍ୟାନେଜମେଣ୍ଟ...

କୋହଲିଙ୍କ ହୋଟେଲ୍‌ ରୁମ୍‌ ଭିଡିଓ ଭାଇରାଲ ପ୍ରସଙ୍ଗ: ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ

ପର୍ଥ,୩୧।୧୦: ଭାରତୀୟ କ୍ରିକେଟର୍‌ ବିରାଟ କୋହଲିଙ୍କ ରହୁଥିବା ହୋଟେଲ ରୁମ୍‌ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଥିରେ ରାଗିଯାଇ କୋହଲି ଗୋପନୀୟତା ପ୍ରସଙ୍ଗକୁ ଗମ୍ଭୀରତାର ସହ ନେଇଛନ୍ତି। ବିରାଟଙ୍କ ଜଣେ ପ୍ରଶଂସକ ହୋଟେଲରେ ଥିବା ତାଙ୍କ ରୁମ୍‌ ଭିତରକୁ...

ଭାରତ ପାଇଁ ସହଜ ହେବନି ସେମିଫାଇନାଲ୍‌ ରାସ୍ତା: ଜାଣନ୍ତୁ କ’ଣ କହୁଛି ସମୀକରଣ

ପର୍ଥ,୩୧।୧୦: ଟି-୨୦ ବିଶ୍ୱକପ ୨୦୨୨ରେ ଭାରତୀୟ ଦଳକୁ ଗତକାଲି ରାତିରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ପରାଜୟର ସମ୍ମୁଖୀନ ହେବାକୁ ପଡିଥିଲା। ଏହି ପରାଜୟ ଦ୍ୱାରା ଭାରତୀୟ ଦଳ ଅଧିକ ଅସୁବିଧାରେ ପଡ଼ିବ ନାହିଁ କାରଣ ଦଳ ପରବର୍ତ୍ତୀ ଦୁଇଟି ମ୍ୟାଚ...

ଫ୍ରେଞ୍ଚ ଓପନ ପୁରୁଷ ଡବଲ ଜିତିଲେ ସାତ୍ତ୍ୱିକ-ଚିରାଗ

ପ୍ୟାରିସ୍‌,୩୧।୧୦: ଭାରତର ତାରକା ବ୍ୟାଡ୍‌ମିଣ୍ଟନ ଯୋଡି ସାତ୍ତ୍ୱିକ ସାଇରାଜ-ଚିରାଗ ସେଟ୍ଟୀ ତାଇୱାନର ଲୁ ଚିଙ୍ଗ-ୟା / ୟାଙ୍ଗ ପୋ ହାନଙ୍କୁ ପରାସ୍ତ କରି ଫ୍ରେଞ୍ଚ ଓପନ ବ୍ୟାଡମିଣ୍ଟନ ପୁରୁଷ ଡବଲ ଜିତିଛନ୍ତି। ଏହା ହେଉଛି ଉଭୟଙ୍କର ଏକାଦଶ ଟାଇଟଲ। ଏକପାଖିଆ...

ଅଷ୍ଟ୍ରେଲିଆ-ଆୟର୍ଲାଣ୍ଡ ମ୍ୟାଚ୍‌ : ଖୋଲିବ ସେମିଫାଇନାଲ ଖେଳିବାର ରାସ୍ତା…

ବ୍ରିସବେନ୍‌,୩୧।୧୦ : ଟି-୨୦ ବିଶ୍ୱକପ ୨୦୨୨ ରେ ଅଷ୍ଟ୍ରେଲିଆ ଏବଂ ଆୟର୍ଲାଣ୍ଡ ଦଳ ସୋମବାର ମୁହାଁମୁହିଁ ହେବେ। ଏହି ମ୍ୟାଚ ବ୍ରିସବେନରେ ଖେଳାଯିବ। ଏହି ମ୍ୟାଚ ଭାରତୀୟ ସମୟ ଅପରାହ୍ନ ୧:୩୦ରେ ଆରମ୍ଭ ହେବ। ଉଭୟ ଦଳ ପାଇଁ ଏହା...

ରାଗିକି ନିଆଁବାଣ ହେଲେ କୋହଲି

ପର୍ଥ,୩୧।୧୦: ଭାରତର ପୂର୍ବତନ ଅଧିନାୟକ ବିରାଟ କୋହଲି ବର୍ତ୍ତମାନ ଟି-୨୦ ବିଶ୍ୱକପ ୨୦୨୨ ପାଇଁ ଅଷ୍ଟ୍ରେଲିଆରେ ଅଛନ୍ତି। ସେପଟେ ବିରାଟ କୋହଲିଙ୍କ ହୋଟେଲ ରୁମର ଏକ ଭିଡିଓ ଲିକ ହୋଇଛି। ଭିଡିଓ ଲିକ୍‌ ହେବା ପରେ କୋହଲି ରାଗିକି ନିଆଁବାଣ...

ସେମିଫାଇନାଲରେ ପାକିସ୍ତାନ ପାଇଁ ସୁଯୋଗ ଅଛି କି ?, ଏସବୁ ତିନି ସମୀକରଣ ଗୁରୁତ୍ୱପୂର୍ଣ୍ଣ……

ମେଲବୋର୍ନ,୩୧।୧୦ : ଟି -୨୦ ବିଶ୍ୱକପ ୨୦୨୨ ରେ ଦକ୍ଷିଣ ଆଫ୍ରିକା ରବିବାର ଟିମ ଇଣ୍ଡିଆକୁ ୫ ୱିକେଟରେ ପରାସ୍ତ କରିଛି। ଏହି ମ୍ୟାଚର ଫଳାଫଳ ପାକିସ୍ତାନ ଦଳ ଉପରେ ସବୁଠାରୁ ବଡ ପ୍ରଭାବ ପକାଇଛି। ଭାରତର ପରାଜୟ ପାକିସ୍ତାନ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri