ଖେଳ

ଟିମ୍‌ ଇଣ୍ଡିଆ ସହ ଭେଦଭାବକୁ ନେଇ ବର୍ଷିଲେ ସେହ୍ବାଗ: କହିଲେ‘ ଆତିଥ୍ୟରେ ଭାରତ ଆଗରେ…’

ନୂଆଦିଲ୍ଲୀ,୨୬।୧୦: ନେଦରଲ୍ୟାଣ୍ଡ ବିପକ୍ଷରେ ଭାରତ ଟି୨୦ ବିଶ୍ୱକପ୍‌ର ଆଗାମୀ ମ୍ୟାଚ୍‌ ଖେଳିବା ପୂର୍ବରୁ ଏକ ବିବାଦ ଦେଖାଦେଇଛି। ସିଡନୀରେ ଅଭ୍ୟାସ ମ୍ୟାଚ୍‌ ସମୟରେ ଟିମ୍‌ ଇଣ୍ଡିଆକୁ ଅନୁପଯୁକ୍ତ ଖାଦ୍ୟ ଦିଆଯାଇଥିଲା। ଏହାକୁ ନେଇ ଟିମ୍‌ ମ୍ୟାନେଜ୍‌ମେଣ୍ଟ ଖପ୍ପା ହେବା ସହ...

ଆଇସିସି ଟି୨୦ ର଼୍ୟାଙ୍କିଂ: ଦୁଇ ମାସରେ ୨୬ ସ୍ଥାନରୁ ସିଧା ଟପ୍‌-୧୦ରେ କୋହଲିଙ୍କ ଏଣ୍ଟ୍ରି

ନୂଆଦିଲ୍ଲୀ,୨୬।୧୦: ଆଇସିସି ପକ୍ଷରୁ ବୁଧବାର ନୂତନ ଟି୨୦ ର଼୍ୟାଙ୍କିଙ୍ଗ ଜାରି କରାଯାଇଛି। ଏଥିରେ ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି ୬ ସ୍ଥାନ ଉପରକୁ ଉଠି ୯ମ ସ୍ଥାନରେ ପହଞ୍ଚିଛନ୍ତି। ନିକଟରେ କୋହଲି ପାକିସ୍ତାନ ବିପକ୍ଷ ମୁକାବିଲାରେ ଅପରାଜିତ...

ସୁନକ ହେଲେ ପ୍ରଧାନମନ୍ତ୍ରୀ, ନେହେରାଙ୍କୁ ଶୁଭେଚ୍ଛା ଜଣାଉଛନ୍ତି ଲୋକେ…

ନୂଆଦିଲ୍ଲୀ,୨୬।୧୦: ବ୍ରିଟେନର ନୂଆ ପ୍ରଧାନମନ୍ତ୍ରୀ ହୋଇଛନ୍ତି ଭାରତୀୟ ମୂଳ ବଂଶୋଦ୍ଭବ ଋଷି ସୁନକ। ଏହା ଏକ ଐତିହାସିକ ଘଟଣା ବୋଲି କୁହାଯାଉଛି। ତେବେ ଏହାକୁ ନେଇ ତାଙ୍କ ବଦଳରେ ଦ୍ରୁତ ବୋଲର ଆଶିଷ ନେହେରାଙ୍କୁ ଟୁଇଟ୍‌ରରେ ଲୋକେ ଶୁଭେଚ୍ଛା ଜଣାଉଥିବା...

କେବେ ଦୁଇବେଳା ମ୍ୟାଗି ଖାଇ ରହୁଥିଲେ, ଏବେ କୋଟି କୋଟି ଟଙ୍କା ସମ୍ପତ୍ତିର ମାଲିକ ପାଣ୍ଡ୍ୟା ବ୍ରଦର୍ସ

ନୂଆଦିଲ୍ଲୀ,୨୬।୧୦: ଟିମ୍‌ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପାକିସ୍ତାନ ବିପକ୍ଷ ମୁକାବିଲାରେ ଅଲରାଉଣ୍ଡ ପ୍ରଦର୍ଶନ କରି ଭାରତକୁ ବିଜେତା କରିବାରେ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ପ୍ରଥବେ ବୋଲିଂ ଆଉ ପରେ ବ୍ୟାଟିଂରେ ଚମକିଥିଲେ ସେ। ମ୍ୟାଚ୍‌ ଶେଷ...

ଆଇପିଏଲ ନିଲାମ ଇସ୍ତାନବୁଲରେ ହେବା ସମ୍ଭାବନା, ପସନ୍ଦ ତାଲିକାରେ ୨ ସହର…

ନୂଆଦିଲ୍ଲୀ,୨୬।୧୦ : ଆଇପିଏଲର ପରବର୍ତ୍ତୀ ସିଜିନ ପାଇଁ ନିଲାମ ଚଳିତ ବର୍ଷ ଡିସେମ୍ବରରେ ଅନୁଷ୍ଠିତ ହେବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ନିଲାମର ସ୍ଥାନ ଏବଂ ତାରିଖ ବିଷୟରେ ଏପର୍ଯ୍ୟନ୍ତ ନିଷ୍ପତ୍ତି ନେଇ ନାହିଁ। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ,...

ଇଂଲଣ୍ଡର ବିଜୟ ପଥରେ ବର୍ଷା ବାଧକ, ଡିଏଲଏସ ନିୟମରେ ଆୟର୍ଲାଣ୍ଡ ଜିତିଲା…

ମେଲବୋର୍ନ,୨୬।୧୦ : ମେଲବୋର୍ନରେ ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ମଧ୍ୟରେ ବୁଧବାର ଟି -୨୦ ବିଶ୍ୱକପର ୨୦ ତମ ମ୍ୟାଚରେ ଇଂଲଣ୍ଡର ବିଜୟ ପଥରେ ବର୍ଷା ବାଧକ ସାଜିଛି। ଡକଓ୍ବର୍ଥ ଲୁଇସ୍‌(ଡିଏଲଏସ) ନିୟମ ଅନୁସାରେ ଆୟର୍ଲାଣ୍ଡ ଜିତିଛି। ଇଂଲଣ୍ଡ ୧୪.୩ ଓଭର...

ଇଂଲଣ୍ଡ ପାଇଁ ବିଜୟ ଲକ୍ଷ୍ୟ ୧୫୮…

ମେଲବୋର୍ନ,୨୬।୧୦ : ମେଲବୋର୍ନରେ ଇଂଲଣ୍ଡ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଟି -୨୦ ବିଶ୍ୱକପର ୨୦ ତମ ମ୍ୟାଚ ଖେଳାଯାଉଛି। ବୁଧବାର ଏହି ମ୍ୟାଚ୍‌ରେ ଇଂଲଣ୍ଡ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଅଧିନାୟକ ଜୋସ୍‌ ବଟଲରଙ୍କ ନେତୃତ୍ୱରେ...

ଟିମ୍‌ ଇଣ୍ଡିଆକୁ ଅନୁପଯୁକ୍ତ ଖାଦ୍ୟ, ଆୟୋଜକଙ୍କ ଉପରେ ଅସନ୍ତୋଷ ବଢ଼ିଲା…

ମେଲବୋର୍ନ,୨୬।୧୦ : ମେଲବୋର୍ନରେ ପାକିସ୍ତାନ ବିପକ୍ଷରେ ଐତିହାସିକ ବିଜୟ ପରେ ଟିମ ଇଣ୍ଡିଆ ସିଡନୀରେ ଅଛି। ନେଦରଲାଣ୍ଡ ବିପକ୍ଷ ଦ୍ୱିତୀୟ ସୁପର -୧୨ ମ୍ୟାଚରେ ଟିମ୍‌ ଇଣ୍ଡିଆକୁ ସେଠାରେ ଖେଳିବାକୁ ପଡିବ। ଏହି ମ୍ୟାଚ ୨୭ ଅକ୍ଟୋବରରେ ଖେଳାଯିବ। ମ୍ୟାଚ...

ଜାତୀୟ କ୍ରୀଡ଼ା ପଦକ ବିଜେତାଙ୍କୁ ୩.୧୬ କୋଟି

ଭୁବନେଶ୍ୱର,୨୬।୧୦(ସ୍ପୋଟର୍‌ସ ବ୍ୟୁରୋ): ଗୁଜରାଟରେ ଅନୁଷ୍ଠିତ ୩୬ ତମ ଜାତୀୟ କ୍ରୀଡାରେ ପଦକ ବିଜେତା ଆଥଲେଟ ମାନଙ୍କୁ ପୁରସ୍କୃତ କରିଛନ୍ତି ଓଡ଼ିଶା ସରକାର। କ୍ରୀଡା ଓ ଯୁବସେବା ବ୍ୟାପାର ପକ୍ଷରୁ ଆଥଲେଟ ମାନଙ୍କୁ ଆର୍ଥିକ ପୁରସ୍କାର ପ୍ରଦାନ କରାଯାଇଛି। କଳିଙ୍ଗ ଷ୍ଟାଡିୟମରେ...

ଗ୍ରିନରଙ୍କ ଆବେଦନକୁ ରୁଷୀୟ କୋର୍ଟଙ୍କ ଖାରଜ

ମସ୍କୋର, ୨୬।୧୦(ଏପି): ଆମେରିକାର ମହିଳା ଷ୍ଟାର ବାସ୍କେଟବଲ ଖେଳାଳି ବ୍ରିଟ୍‌ନୀ ଗ୍ରୀନରଙ୍କ ଆବେଦନକୁ ଏକ ରୁଷୀୟ କୋର୍ଟ ଖାରଜ କରିଦେଇଛନ୍ତି। ମସ୍କୋର ସେରେମେତ୍‌ୟୋଭ ବିମାନ ବନ୍ଦରରେ ପୋଲିସ ବ୍ରିଟ୍‌ନୀଙ୍କ ଲଗେଜରୁ ଡ୍ରଗ୍ସ ଜବତ କରିଥିଲା। ଏହି ମାମଲାରେ ସେ ଦୋଷୀ...

ଜାତୀୟ ସିନିୟର ଉସୁରେ ଅଂଶଗ୍ରହଣ କରିବ ଓଡ଼ିଶା

ଭୁବନେଶ୍ୱର,୨୬।୧୦(ସ୍ପୋଟର୍‌ସ ବ୍ୟୁରୋ): ଜମ୍ମୁ-କଶ୍ମୀରର ଶ୍ରୀନଗରସ୍ଥିତ ଏସ୍‌.କେ. ଇନ୍‌ଡୋର ଷ୍ଟାଡିୟମରେ ହେବାକୁ ଥିବା ଜାତୀୟ ସିନିୟର ଉସୁ ଚାମ୍ପିୟନଶିପ୍‌ରେ ଅଂଶଗ୍ରହଣ କରିବ ଓଡ଼ିଶା। ମଙ୍ଗଳବାର ୨୯ ଜଣିଆ ଓଡ଼ିଶା ଦଳ ଜମ୍ମୁ-କଶ୍ମୀର ଯାତ୍ରା କରିଛି। ୨୮ ଅକ୍ଟୋବରରୁ ନଭେମ୍ବର ୨ ପର୍ଯ୍ୟନ୍ତ...

ଅଷ୍ଟ୍ରେଲିଆର ସହଜ ବିଜୟ

ପର୍ଥ,୨୬।୧୦(ପି.ଟି.): ଟି୨୦ ବିଶ୍ୱକପ୍‌ ସୁପର-୧୨ରେ ପ୍ରଥମ ବିଜୟ ହାସଲ କରିଛି ଆୟୋଜକ ଅଷ୍ଟ୍ରେଲିଆ। ପର୍ଥରେ ଖେଳାଯାଇଥିବା ମ୍ୟାଚରେ ଲୋକାଲ ବୟ ମାର୍କସ୍‌ ଷ୍ଟୋଇନିସଙ୍କ ଧୂଆଁଧାର ଅଦ୍ଧଶତକ ବଳରେ ୭ ଉଇକେଟରେ ଜିତି ପ୍ରଥମ ବିଜୟ ହାସଲ କରିଛି ଅଷ୍ଟ୍ରେଲିଆ। ପ୍ରଥମେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri