ଖେଳ

ଆଫ୍ରିଦିଙ୍କ ଘାତକ ବୋଲିଂ: ଆଫଗାନିସ୍ତାନ ଓପନରଙ୍କ ଭାଙ୍ଗିଦେଲେ ଆଙ୍ଗୁଠି…

ବ୍ରିସବେନ,୧୯।୧୦: ଟି୨୦ ବିଶ୍ୱକପ୍‌ ୨୦୨୨ ଆରମ୍ଭ ହେବା ପୂର୍ବରୁ ପାକିସ୍ତାନ ଟିମ୍‌ର ଷ୍ଟାର ଦ୍ରୁତ ବୋଲର୍‌ ଶାହିନ ଶାହା ଆଫ୍ରିଦି ସମସ୍ତ ଟିମ୍‌ର ଚିନ୍ତା ବଢ଼ାଇଛନ୍ତି। ଆହତ ସମସ୍ୟାରୁ ଫେରିବା ପରେ ଆଫ୍ରିଦି ଓ୍ବାର୍ମ ଅପ୍‌ ମ୍ୟାଚ୍‌ରେ ଘାତକ ବୋଲିଂ...

ନ୍ୟୁଜିଲାଣ୍ଡ-ଭାରତ ଦ୍ୱିତୀୟ ଓ୍ବାର୍ମଅପ୍‌ ମ୍ୟାଚ୍‌ ବାତିଲ

ବ୍ରିସବେନ୍‌,୧୯।୧୦: ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଟିମ୍‌ ବୁଧବାର ନିଜର ଦ୍ୱିତୀୟ ଓ୍ବାର୍ମ ଅପ୍‌ ମ୍ୟାଚ୍‌ ଖେଳିଥାନ୍ତା। ନ୍ୟୁଜିଲାଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଏହି ମ୍ୟାଚ୍‌କୁ ମୂଷଳଧାର ବର୍ଷା କାରଣରୁ ବାତିଲ କରାଯାଇଛି। ତେବେ ଅକ୍ଟୋବର ୨୩ରେ ପାକିସ୍ତାନ ବିପକ୍ଷରେ ସୁପର-୧୨...

ଟି-୨୦ ବିଶ୍ୱକପ୍‌ ପୂର୍ବରୁ ବଡ଼ ଭବିଷ୍ୟବାଣୀ

ଲକ୍ଷ୍ନୌ,୧୯।୧୦: ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ ଆରମ୍ଭ ହୋଇଛି। ଭାରତୀୟ ଦଳ ୨୩ ଅକ୍ଟୋବରରେ ଚିରପ୍ରତିଦ୍ୱନ୍ଦ୍ୱୀ ପାକିସ୍ତାନ ବିପକ୍ଷରେ ମ୍ୟାଚ ଖେଳିବ। କ୍ରିକେଟ ପ୍ରଶଂସକମାନେ ଦୀର୍ଘ ଦିନ ଧରି ଏହି ମ୍ୟାଚକୁ ଅପେକ୍ଷା କରି ରହିଛନ୍ତି। କ୍ରିକେଟ ବିଶେଷଜ୍ଞ ତଥା ପୂର୍ବତନ...

ଦିନିକିଆ ବିଶ୍ୱକପ୍‌ରୁ ଓହରିଯିବା ଲାଗି ପାକିସ୍ତାନର ଧମକ

କରାଚୀ,୧୯ା୧୦(ପି.ଟି.): ଭାରତ ନିରପେକ୍ଷ ଭେନ୍ୟୁରେ ଏସିଆ କପ୍‌ ଖେଳିବାକୁ ପସନ୍ଦ କରିବ। ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସମ୍ପାଦକ ଜୟ ଶାହା ଏକଥା ପ୍ରକାଶ କରିବା ପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି) ଏନେଇ ତୀବ୍ର ପ୍ରତିକ୍ରିୟା ପ୍ରକାଶ...

ବିସିସିଆଇ ସଭାପତି, ସମ୍ପାଦକଙ୍କୁ ସମ୍ବର୍ଦ୍ଧିତ କଲା ଓସିଏ

ଭୁବନେଶ୍ୱର, ୧୯ା୧୦(କ୍ରୀଡ଼ା ପ୍ରତିନିଧି): ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ)ର ୯୧ତମ ବାର୍ଷିକ ସାଧାରଣ ବୈଠକ ମଙ୍ଗଳବାର ମୁମ୍ବାଇଠାରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଓଡ଼ିଶା କ୍ରିକେଟ ଆସୋସିଏଶନ (ଓସିଏ)ର ପ୍ରତିନିଧିଭାବେ ସମ୍ପାଦକ ସଞ୍ଜୟ ବେହେରା ଯୋଗ ଦେଇଥିଲେ। ପରେ ସମ୍ପାଦକ...

ବେଞ୍ଜେମା, ପୁଟେଲାସ୍‌ଙ୍କୁ ବାଲନ ଡି’ଅର ପୁରସ୍କାର

ପ୍ୟାରିସ, ୧୯ା୧୦(ଏପି): କରିମ ବେଞ୍ଜେମା ପୁରୁଷ ପ୍ରଥମ ଥର ବାଲାନ ଡି’ଅର ପୁରସ୍କାର ଲାଭ କରିଛନ୍ତି। ସିଜନରେ ରିଅଲ ମାଡ୍ରିଡର ଚାମ୍ପିୟନ୍ସ ଲିଗ୍‌ ଓ ସ୍ପାନିଶ ଟାଇଟଲ ହାସଲରେ ତାଙ୍କର ବିଶେଷ ଭୂମିକା ରହିଥିଲା। ସ୍ପାନିଶ ଖେଳାଳି ଆଲେକ୍ସିଆ ପୁଟେଲାସ୍‌...

‘ପଡ଼ିଆରୁ ମିଳିଥିବା ଶିକ୍ଷା ଗୁରୁତ୍ୱପୂର୍ଣ୍ଣ’

କଳିଙ୍ଗ ଷ୍ଟାଡିୟମରେ ପ୍ରଥମଥର ପାଇଁ ଅନୁଷ୍ଠିତ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ର ଗ୍ରୁପ୍‌ ପର୍ଯ୍ୟାୟ। ଏଠାରେ ଆୟୋଜକ ଭାରତ ଗ୍ରୁପ୍‌ ‘ଏ’ରେ ୩ଟି ମ୍ୟାଚ ଖେଳିଥିବାବେଳେ ଆମେରିକାଠାରୁ ୦-୮, ମରକ୍କୋଠାରୁ ୦-୩ ଓ ବ୍ରାଜିଲଠାରୁ ୦-୫...

ଅଧ୍ୟକ୍ଷ ପଦ ଯିବା ପରେ ଗାଙ୍ଗୁଲିଙ୍କ ପ୍ରଥମ ପ୍ରତିକ୍ରିୟା, କହିଲେ…

ନୂଆଦିଲ୍ଲୀ,୧୮।୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ଅଧ୍ୟକ୍ଷ ଭାବେ ସୌରଭ ଗାଙ୍ଗୁଲିଙ୍କ କାର୍ଯ୍ୟକାଳ ଶେଷ ହୋଇଛି। ବିଶ୍ୱକପ୍‌ ବିଜେତା ଟିମ୍‌ର ସଦସ୍ୟ ଥିବା ରୋଜର୍‌ ବିନ୍ନି ବୋର୍ଡର ନୂତନ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି। ଏନେଇ ଘୋଷଣା ହେବା ପରେ...

ବିଶ୍ୱକପ୍‌ର ପ୍ରଥମ ହାଟ୍ରିକ୍‌; ୟୁଏଇର ଏହି ସ୍ପିନରଙ୍କ ବୋଲିଂରେ ବ୍ୟାଟ୍ସମ୍ୟାନ୍‌ ଘାଇଲା…

ନୂଆଦିଲ୍ଲୀ,୧୮।୧୦: ଟି୨୦ ବିଶ୍ୱକପ୍‌ ୨୦୨୨ ଆରମ୍ଭର ଦ୍ୱିତୀୟ ଦିନରେ ଦେଖିବାକୁ ମିଳିଛି ପ୍ରଥମ ହାଟ୍ରିକ୍‌। ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ର ୨୨ ବର୍ଷୀୟ କାର୍ତ୍ତିକ ମେୟାପ୍ପାନ ଶ୍ରୀଲଙ୍କା ବିପକ୍ଷରେ ହାଟ୍ରିକ୍‌ ନେଇ ରେକର୍ଡ କରିଛନ୍ତି। ଏହି ମ୍ୟାଚ୍‌ରେ ୟୁଏଇ ଟସ୍‌ ଜିତି...

ଭାରତ-ଅଷ୍ଟ୍ରେଲିଆ ଖେଳିବେ ବିଶ୍ୱକପ୍‌ ଫାଇନାଲ…

ବ୍ରିସବେନ,୧୮।୧୦: ଆରମ୍ଭରୁ ଖେଳାଳିଙ୍କ ଜବରଦସ୍ତ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ଟି -୨୦ ବିଶ୍ୱକପ ୨୦୨୨। ଦୁଇ ଦିନରେ ଦୁଇଟି ବଡ ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୋଟିଏ ପଟେ ନାମିବିଆ ଏସିଆ କପ୍‌ ଚାମ୍ପିୟନ ଶ୍ରୀଲଙ୍କାକୁ ପରାସ୍ତ କରିଥିବାବେଳେ ସ୍କଟଲ୍ୟାଣ୍ଡ ଦୁଇଥର...

ଏସିଆ କପ୍‌ ଲାଗି ପାକିସ୍ତାନ ଯିବ ନାହିଁ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୮।୧୦: ୨୦୨୩ ଏସିଆ କପ୍‌ ଖେଳିବା ଲାଗି ପାକିସ୍ତାନ ଗସ୍ତ କରିବ ନାହିଁ ଭାରତ। ପ୍ରଥମେ ଏହା ସମ୍ଭବ ବୋଲି କୁହାଯାଉଥିବା ବେଳେ ଏବେ ବିିସିସିଆଇ ସଚିବ ଜୟ ଶାହ ଏହା ଅସମ୍ଭବ ବୋଲି ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ବିସିସିିଆଇର...

ବିଶ୍ୱକପ୍‌ ବିଜେତା, ପଶୁ ପ୍ରେମୀ, ପୁଅଙ୍କ ଚୟନକୁ ନେଇ ବିବାଦ; ଜାଣନ୍ତୁ ବିସିସିଆଇ ନୂତନ ଅଧ୍ୟକ୍ଷ ବିନ୍ନିଙ୍କ ବିଷୟରେ ଅନେକ କିଛି…

ନୂଆଦିଲ୍ଲୀ,୧୮।୧୦: ୧୯୮୩ ବିଶ୍ୱକପ୍‌ ବିଜେତା ଟିମ୍‌ର ସଦସ୍ୟ ଥିବା ରୋଜର ବିନ୍ନି ଏବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ନୂତନ ଅଧ୍ୟକ୍ଷ। ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ସ୍ଥାନ ନେବେ ସେ। ମଙ୍ଗଳବାର ବିସିସିଆଇର ବାର୍ଷିକ ସାଧାରଣ ବୈଠକରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri