ଖେଳ

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତ ଆର୍ମି ପକ୍ଷରୁ ଅଫିଶିଆଲ୍‌ ଆନ୍ଥେମ୍‌ ଲଞ୍ଚ୍‌

ନୂଆଦିଲ୍ଲୀ,୧୬।୧୦: ଅକ୍ଟୋବର ୧୬ ଅର୍ଥାତ୍‌ ଆଜିଠାରୁ ଟି-୨୦ ବିଶ୍ୱକପ ୨୦୨୨ ଯୋଗ୍ୟତା ପର୍ଯ୍ୟାୟ ଆରମ୍ଭ ହୋଇଛି। ଏଥିସହିତ ଭାରତୀୟ ଦଳ ୨୩ ଅକ୍ଟୋବରରେ ପାକିସ୍ତାନ ବିପକ୍ଷ ମ୍ୟାଚରୁ ଯାତ୍ରା ଆରମ୍ଭ କରିବ। ଭାରତୀୟ ଦଳର ଟି-୨୦ ବିଶ୍ୱକପ ଯାତ୍ରା ଆରମ୍ଭ...

ଶ୍ରୀଲଙ୍କା ବ୍ୟାଟିଂ ଲାଇନ ଫେଲ୍‌, ୫୫ ରନ୍‌ରେ ନାମ୍ବିଆ ବିଜୟୀ…

ଗିଲୋଙ୍ଗ,୧୬।୧୦ : ଟି -୨୦ ବିଶ୍ୱକପର ଶ୍ରୀଲଙ୍କା ଏବଂ ନାମ୍ବିଆ ମଧ୍ୟରେ ରବିବାର ଖେଳା ଯାଉଥିବା ପ୍ରଥମ ମ୍ୟାଚରେ ନାମ୍ବିଆ ୫୫ ରନ୍‌ରେ ବିଜୟୀ ହୋଇଛି। ଅଷ୍ଟ୍ରେଲିଆର ଗିଲୋଙ୍ଗର ସାଇମୋଣ୍ଡସ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଶ୍ରୀଲଙ୍କା ଦଳ ଟସ...

ଆଜିଠୁ ଟି୨୦ ବିଶ୍ୱକପ୍‌ ପ୍ରଥମ ରାଉଣ୍ଡ, ଓ୍ବେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଫେଭ୍‌ରିଟ

ବ୍ରିସବେନ୍‌,୧୬ା୧୦(ପି.ଟି.): ଓ୍ବେଷ୍ଟଇଣ୍ଡିଜ୍‌ ଦୁଇଥର ଟି୨୦ ବିଶ୍ୱକପ ଜିତି ସାରିଥିବା ବେଳେ ୨୦୧୪ ଚାମ୍ପିୟନ୍‌ ଶ୍ରୀଲଙ୍କା ୩ ଥର ଫାଇନାଲରେ ପ୍ରବେଶ କରିଛି। ତେବେ ବିଗତ ଦିନରେ ଦୁଇ ଦଳର ପ୍ରଦର୍ଶନ ସାମାନ୍ୟ ଖରାପ ରହିଥିବା କାରଣରୁ ଏଥର ବିଶ୍ୱକପ୍‌ ମୁଖ୍ୟ...

ବିଗ୍‌ବାଶ୍‌ ଲିଗ୍‌ରେ ଅଧିନାୟକ ପଦକୁ ଫେରିପାରନ୍ତି ଓ୍ବାର୍ନର

ମେଲବୋର୍ନ, ୧୬ା୧୦(ପି.ଟି.): ଅଷ୍ଟ୍ରେଲିଆର ଷ୍ଟାର ଓପନର ଡେଭିଡ୍‌ ଓ୍ବାର୍ନର ଯଥାଶୀଘ୍ର ଡିସେମ୍ବରରେ ବିଗ୍‌ ବାଶ୍‌ ଲିଗ୍‌ (ବିବିଏଲ୍‌)ରେ ଅଧିନାୟକ ପଦ ଫେରିପାରନ୍ତି। ଦେଶର କ୍ରିକେଟ ବୋର୍ଡ ଆଚରଣବିଧିରେ ସମୀକ୍ଷା କରିବା ଲାଗି ବିଚାର କରୁଥିବା ଜଣାପଡ଼ିବା ପରେ ଏହି ସମ୍ଭାବନା...

କ୍ରିକେଟ ପଡ଼ିଆ ପରେ ଏବେ ଫିଲ୍ମ ଦୁନିଆରେ ପାଦ ଦେବେ ଧୋନୀ…

ନୂଆଦିଲ୍ଲୀ,୧୬।୧୦ : ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ପ୍ରଶଂସକଙ୍କ ପାଇଁ ଏକ ଖୁସି ଖବର ଅଛି! କ୍ରିକେଟ ପଡ଼ିଆରେ ନିଜର ସଫଳତା ଦେଖାଇବା ପରେ ବର୍ତ୍ତମାନ କ୍ୟାପଟେନ କୁଲ ଅଭିନୟ ଜଗତରେ ପାଦ ଦେବାକୁ...

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୬୪…

ଗିଲୋଙ୍ଗ,୧୬।୧୦ : ଟି -୨୦ ବିଶ୍ୱକପର ପ୍ରଥମ ମ୍ୟାଚ ଶ୍ରୀଲଙ୍କା ଏବଂ ନାମ୍ବିଆ ମଧ୍ୟରେ ରବିବାର ଖେଳା ଯାଉଛି। ଅଷ୍ଟ୍ରେଲିଆର ଗିଲୋଙ୍ଗର ସାଇମୋଣ୍ଡସ ଷ୍ଟାଡିୟମରେ ଖେଳାଯାଉଥିବା ଏହି ମ୍ୟାଚରେ ଶ୍ରୀଲଙ୍କା ଦଳ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି...

ଧୋନୀଙ୍କ ଭଳି ବ୍ୟାଟିଂ କରିବା ଶିଖିଗଲେଣି ଏହି କ୍ରିକେଟର; ରାଇନା କହିଲେ ବିଶ୍ୱକପ୍‌ରେ ଚମକିବେ

ନୂଆଦିଲ୍ଲୀ,୧୫।୧୦: ଭାରତୀୟ ଟିମ୍‌ର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହ ଧୋନୀ ଅନ୍ତର୍ଜାତୀୟ କ୍ରିକେଟରୁ ସନ୍ୟାସ ନେଇଛନ୍ତି ସତ, ହେଲେ ଏବେ ଭାରତୀୟ ଟିମ୍‌ର ଜଣେ ଖେଳାଳି ଧୋନୀଙ୍କ ଭଳି ଖେଳିବା ଶିଖି ଗଲେଣି। ଏହି ଖେଳାଳିଜଣଙ୍କ ହେଲେ ଷ୍ଟାର ଅଲରାଉଣ୍ଡର...

‘ବିଶ୍ୱକପ୍‌ ଗୁରୁତ୍ୱପୂର୍ଣ୍ଣ, ହେଲେ ବୁମ୍‌ରାଙ୍କ କ୍ୟାରିୟର ଆମ ପାଇଁ ଅଧିକ ଜରୁରୀ’

ନୂଆଦିଲ୍ଲୀ,୧୫।୧୦: ଟି୨୦ ବିଶ୍ୱକପ୍‌କୁ ଆଉ ଦିନ କେଇଟା। ଏମିତିରେ ପିଠିରେ ସମସ୍ୟା କାରଣରୁ ଭାରତୀୟ ଟିମ୍‌ରୁ ବାଦ୍‌ ପଡ଼ିଛନ୍ତି ଅନୁଭବୀ ଦ୍ରୁତ ବୋଲର୍‌ ଜସପ୍ରିତ ବୁମ୍‌ରା। ଏହା ଦଳ ଲାଗି ବଡ଼ ଝଟ୍‌କା ବୋଲି କୁହାଯାଇଥିଲା। ଏବେ ତାଙ୍କ ସ୍ଥାନରେ...

୭ମ ଥର ପାଇଁ ମହିଳା ଏସିଆ କପ ଜିତିଲା ଭାରତ…

ସିଲହଟ ,୧୫।୧୦ : ଭାରତୀୟ ମହିଳା କ୍ରିକେଟ ଦଳ ୭ମ ଥର ପାଇଁ ଏସିଆ କପର ବିଜେତା ହୋଇଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ଶ୍ରୀଲଙ୍କାକୁ ଶୋଚନୀୟ ପରାସ୍ତ କରିଛି। ଭାରତୀୟ ଦଳ ପାଇଁ ବିଜୟ ଲକ୍ଷ୍ୟ ୬୬ ରନ୍‌...

ଶ୍ରୀଲଙ୍କା ବ୍ୟାଟିଂ ଲାଇନ ବିପର୍ଯ୍ୟସ୍ତ, ଫାଇନାଲରେ ଭାରତ ପାଇଁ ବିଜୟ ଲକ୍ଷ୍ୟ ୬୬…

ସିଲହଟ ,୧୫।୧୦ : ମହିଳା ଏସିଆ କପର ଫାଇନାଲ ମ୍ୟାଚରେ ଭାରତୀୟ ଦଳ ପାଇଁ ବିଜୟ ଲକ୍ଷ୍ୟ ୬୬ ରନ୍‌ ରହିଛି। ବାଂଲାଦେଶର ସିଲହଟ ଇଣ୍ଟରନ୍ୟାଶନାଲ ଷ୍ଟାଡ଼ିୟମରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଶ୍ରୀଲଙ୍କା ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ...

ଟସ୍‌ ଜିତି ଶ୍ରୀଲଙ୍କାର ବୋଲିଂ ନିଷ୍ପତ୍ତି: ଟାଇଟଲ ଲକ୍ଷ୍ୟରେ ଭାରତ

ସିଲହଟ୍‌,୧୪ା୧୦: ଶନିବାର ଭାରତ ଏସିଆ କପ୍‌ ଫାଇନାଲ ମ୍ୟାଚରେ ଶ୍ରୀଲଙ୍କା ଅଧିନାୟିକା ଚାମେରି ଆଟ୍ଟାପଟୁ ଟସ୍‌ ଜିତି ବୋଲିଂ ନିଷ୍ପତ୍ତିି ନେଇଛନ୍ତି। ଫଳରେ ଭାରତ ଆମନ୍ତ୍ରଣ ପାଇ ବ୍ୟାଟିଂ କରିବ। ଅନ୍ୟପକ୍ଷେ କ୍ରମାଗତ ସପ୍ତମ ଟାଇଟଲ ହାସଲ ଲକ୍ଷ୍ୟରେ ରହିଥିବା...

ନ୍ୟୁଜିଲାଣ୍ଡକୁ ହରାଇଲା ନାଇଜେରିଆ

ଭୁବନେଶ୍ୱର, ୧୫।୧୦(କ୍ରୀଡ଼ା ପ୍ରତିନିଧି): ଗୋଆର ମାର୍ଗାଓରେ ଶୁୁକ୍ରବାର ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପର ଏକ ଗ୍ରୁପ୍‌ ”ବି’ ମ୍ୟାଚରେ ନାଇଜେରିଆ ୪-୦ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ କରିଛି। ନାଇଜେରିଆ ପକ୍ଷରୁ ଆମିନା ବେଲୋ ୧୬, ମାର୍ସେଲି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri