ଖେଳ

ଲିଜେଣ୍ଡ୍ସ ଲିଗ୍‌: ଇଣ୍ଡିଆ କ୍ୟାପିଟାଲ୍ସ ଚାମ୍ପିୟନ

ଜୟପୁର,୭ା୧୦: ଲିଜେଣ୍ଡ୍ସ ଲିଗ୍‌ ଟି୨୦ କ୍ରିକେଟ ଟୁର୍ନାମେଣ୍ଟର ଦ୍ୱିତୀୟ ସଂସ୍କରଣରେ ଚାମ୍ପିୟନ ଆଖ୍ୟା ଅର୍ଜନ କରିଛି ଗୌତମ ଗମ୍ଭୀରଙ୍କ ଇଣ୍ଡିଆ କ୍ୟାପିଟାଲ୍ସ। ଜୟପୁରର ସଓ୍ବାଇ ମାନସିଂହ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ଫାଇନାଲ ମ୍ୟାଚରେ ୧୦୪ ରନରେ ଭିଲଓ୍ବାରା କିଙ୍ଗ୍‌ସକୁ ପରାସ୍ତ...

ଟି ୨୦ରେ କର୍ନଓ୍ବାଲଙ୍କ ଦ୍ୱିଶତକ

ଆଟଲାଣ୍ଟା, ୭ା୧୦: ଟି୨୦ ମ୍ୟାଚରେ ଦ୍ୱିଶତକ ହାସଲ କରିଛନ୍ତି ଓ୍ବେଷ୍ଟ ଇଣ୍ଡିଆନ୍‌ ଅଲରାଉଣ୍ଡର ରଖିମ୍‌ କର୍ନଓ୍ବାଲ। ଆଟଲାଣ୍ଟା ଓପନ୍‌ ଟି ୨୦ କ୍ରିକେଟରେ ଆଟଲାଣ୍ଟା ଫାୟାର ପକ୍ଷରୁ ଖେଳୁଥିବା କର୍ନଓ୍ବାଲ ୭୭ ବଲରୁ ୨୦୫ ରନର ଇନିଂସ ଖେଳିଛନ୍ତି। ଟି...

ଶ୍ରୀଜେଶ, ସବିତା ବର୍ଷର ଶ୍ରେଷ୍ଠ ଗୋଲକିପର

ନୂଆଦିଲ୍ଲୀ, ୭ା୧୦(ପି.ଟି.):ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍‌ଆଇଏଚ୍‌) ଦ୍ୱାରା ଭାରତର ପି.ଆର୍‌. ଶ୍ରୀଜେସ ଓ ସବିତା ପୁନିଆ ଯଥାକ୍ରମେ ବର୍ଷର ଶ୍ରେଷ୍ଠ ପୁରୁଷ ଓ ମହିଳା ଗୋଲ୍‌କିପର ବିବେଚିତ ହୋଇଛନ୍ତି। ଭାରତୀୟ ଫରଓ୍ବାର୍ଡ ମମ୍‌ତାଜ ଖାଁ ଏଫ୍‌ଆଇଏଚ୍‌ ରାଇଜିଂ ଷ୍ଟାର ଅଫ୍‌...

୯ ରନ୍‌ରେ ହାରିଲା ଭାରତ

ଲକ୍ଷ୍ନୌ,୬।୧୦: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରଜ୍‌ର ପ୍ରଥମ ମ୍ୟାଚରେ ଭାରତ ୯ ରନ୍‌ରେ ହାରି ଯାଇଛି। ଫଳରେ ଦକ୍ଷିଣ ଆଫ୍ରିକା ୧-୦ରେ ସିରିଜ ଆଗୁଆ ହୋଇଛି। ସଞ୍ଜୁ ସାମସନ ଓ ଶ୍ରେୟସ ଆୟାରଙ୍କ...

ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲେ ପ୍ରିଟୋରିୟସ

ଲକ୍ଷ୍ନୌ,୬ା୧୦: ଆଘାତପ୍ରାପ୍ତ ଦକ୍ଷିଣ ଆଫ୍ରିକା ଅଲରାଉଣ୍ଡର ଡ୍ବେନ୍‌ ପ୍ରିଟୋରିୟସ ଭାରତ ବିପକ୍ଷ ଚଳିତ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ସହ ଆସନ୍ତା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଛନ୍ତି। ପ୍ରିଟୋରିୟସ ଇନ୍ଦୋରରେ ଭାରତ ବିପକ୍ଷ ତୃତୀୟ ଟି୨୦ ମ୍ୟାଚ ଖେଳୁଥିବା ବେଳେ...

ଭାରତକୁ ୨୫୦ ରନ୍‌ର ବିଜୟ ଟାର୍ଗେଟ୍‌

ଲକ୍ଷ୍ନୌ,୬।୧୦: ଭାରତରତ୍ନ ଅଟଳ ବିହାରୀ ବାଜପେୟୀ ଏକାନା କ୍ରିକେଟ ଷ୍ଟାଡିୟମରେ ଗୁରୁବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯାଉଥିବା ଦିନିକିଆ ସିରିଜ୍‌ର ପ୍ରଥମ ମ୍ୟାଚରେ ଅଧିନାୟକ ଶିଖର ଧୱନ ଟସ୍‌ ଜିତି ବୋଲି ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଦକ୍ଷିଣ ଆଫ୍ରିକା...

ଟସ୍‌ ଜିତିଲା ଭାରତ

ଲକ୍ଷ୍ନୌ,୬।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ ଲକ୍ଷ୍ନୌ ଖେଳାଯାଉଛି। ଶିଖର ଧାୱନଙ୍କ ନେତୃତ୍ୱରେ ଭାରତ ବିଜୟ ସହ ସିରିଜ ଆରମ୍ଭ କରିବାକୁ ଚାହୁଁଛି। ଭାରତୀୟ ଅଧିନାୟକ ଶିଖର ଧାୱନ...

ନାବାଳିକାଙ୍କୁ ବଳାତ୍କାର ମାମଲାରେ ଅନ୍ତର୍ଜାତୀୟ କ୍ରିକେଟର୍‌ ଗିରଫ

କାଠମାଣ୍ଡୁ,୬।୧୦: ନେପାଳ କ୍ରିକେଟର ସନ୍ଦୀପ ଲାମିଚାନେଙ୍କୁ ଗୁରୁବାର କାଠମାଣ୍ଡୁ ବିମାନବନ୍ଦରରେ ପୋଲିସ ଗିରଫ କରଛି। ସନ୍ଦୀପଙ୍କ ନାଁରେ ନାବାଳିକାଙ୍କୁ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। କାଠମାଣ୍ଡୁ ଜିଲା କୋର୍ଟ ଅଗଷ୍ଟ ୨୩ରେ ସନ୍ଦୀପଙ୍କ ବିରୋଧରେ ଗିରଫ ପରୱାନା ଜାରି କରିଥିଲେ।...

ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଏକଦିବସୀୟ ମ୍ୟାଚ୍‌ ଉପରେ ବର୍ଷା ସଙ୍କଟ…

ଲକ୍ଷ୍ନୌ,୬।୧୦ : ଟିମ ଇଣ୍ଡିଆ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନିଟି ମ୍ୟାଚ ବିଶିଷ୍ଟ ଏକଦିବସୀୟ ମ୍ୟାଚ୍‌ (ଓଡିଆଇ) ସିରିଜର ପ୍ରଥମ ମ୍ୟାଚ ଗୁରୁବାର ଖେଳାଯିବ। ଏହି ମ୍ୟାଚ ଲକ୍ଷ୍ନୌର ଇକାନା ଷ୍ଟାଡିୟମରେ ଅନୁଷ୍ଠିତ ହେବ।୍‌ ଭାରତୀୟ ସମୟ ଅନୁଯାୟୀ...

ଏତିକି ଟଙ୍କାର ଘଣ୍ଟା ପିନ୍ଧି ଅଷ୍ଟ୍ରେଲିଆ ଗଲେ କୋହଲି, କିଣି ହୋଇଯିବ ବଡ଼ ଫ୍ଲାଟ୍‌

ମୁମ୍ବାଇ,୬।୧୦: ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଟି-୨୦ ବିଶ୍ୱକପ୍‌ ପାଇଁ ଅଷ୍ଟ୍ରେଲିଆ ଅଭିମୁଖେ ଯାତ୍ରା କରିଛି। ବିସିସିଆଇ ସୋସିଆଲ ମିଡିଆରେ ଏକ ଫଟୋ ଶେୟାର କରିଛି। ଏଥିରେ ଅଧିନାୟକ ରୋହିତ ଶର୍ମା, ମୁଖ୍ୟ କୋଚ ରାହୁଲ ଦ୍ରାବିଡଙ୍କ ସମେତ...

ଟି-୧୦ ବିଶ୍ୱକପ୍‌ ଖେଳିବା ପାଇଁ ଅଷ୍ଟ୍ରେଲିଆ ଅଭିମୁଖେ ଭାରତୀୟ ଦଳ

ନୂଆଦିଲ୍ଲୀ,୬।୧୦: ଭାରତୀୟ କ୍ରିକେଟ ଦଳ ଗୁରୁବାର ସକାଳେ ଟି-୨୦ ବିଶ୍ୱକପ୍‌ ଖେଳିବା ପାଇଁ ଅଷ୍ଟ୍ରେଲିଆ ଗସ୍ତରେ ଯାଇଛି। ସୋସିଆଲ ମିଡିଆରେ ଫଟୋ ଶେୟାର କରି ବିସିସିଆଇ ଏ ବିଷୟରେ ସୂଚନା ଦେଇଛି। ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଦ୍ୱିତୀୟ ଥର...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ପ୍ରଥମ ଦିନିକିଆ: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଲକ୍ଷ୍ନୌ,୬।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆଜିଠାରୁ ଆରମ୍ଭ ହେଉଛି। ପ୍ରଥମ ମ୍ୟାଚ ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବ। ଭାରତର ତାରକା ଖେଳାଳିମାନେ ଏହି ସିରିଜରେ ଖେଳୁ ନାହାଁନ୍ତି। ଏହି ସିରିଜରେ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri