ଖେଳ

ଫାଇନାଲରେ ଇଣ୍ଡିଆ କ୍ୟାପିଟାଲ୍ସ

ଯୋଧପୁର,୩ା୧୦(ପି.ଟି.): ଲିଜେଣ୍ଡ୍ସ ଲିଗ୍‌ ଟି-୨୦ କ୍ରିକେଟ ଟୁର୍ନାମେଣ୍ଟରେ ପ୍ରଥମ ଦଳ ଭାବେ ଫାଇନାଲରେ ପ୍ରବେଶ କରିଛି ଇଣ୍ଡିଆ କ୍ୟାପିଟାଲ୍ସ। ପ୍ରଥମ କ୍ୱାଲିଫାୟରରେ କଡ଼ା ସଂଘର୍ଷପୂର୍ଣ୍ଣ ମ୍ୟାଚରେ ଭିଲ୍‌ଓ୍ବାରା କିଙ୍ଗ୍ସକୁ ଦଳ ୪ ଉଇକେଟରେ ହରାଇଥିଲା। ୨୨୭ ରନ୍‌ ବିଶାଳ ଲକ୍ଷ୍ୟର...

ଡବ୍ଲ୍ୟୁଟିଏ ଜିତିବାରେ ଶେରିଫ୍‌ ପ୍ରଥମ ଇଜିପ୍ଟସିଆନ୍‌

ପାରମା, ୩ା୧୦(ଏପି): ଟପ୍‌ ସିଡ୍‌ ମାରିଆ ସାକାରିଙ୍କୁ ୭-୫, ୬-୩ରେ ପରାସ୍ତ କରି ମେୟାର ଶେରିଫ୍‌ ପାରମା ଲେଡିଜ୍‌ ଓପନ୍‌ ଟେନିସ୍‌ ପ୍ରତିଯୋଗିତାରେ ଚାମ୍ପିୟନ ହୋଇଛନ୍ତି। ସେ ପ୍ରଥମ ଇଜିପ୍‌ସିଆନ ଖେଳାଳି ଭାବେ ଡବ୍ଲ୍ୟୁଟିଏ ଟୁର୍‌ ଇଭେଣ୍ଟ ଜିତିଛନ୍ତି। ପ୍ରଥମ...

ଶିବପାଲ୍‌ ୪ ବର୍ଷ ବାସନ୍ଦ

ନୂଆଦିଲ୍ଲୀ, ୩ା୧୦(ପି.ଟି.): ନ୍ୟାଶନାଲ ଆଣ୍ଟି ଡୋପିଂ ଏଜେନ୍ସି (ନାଡା)ର ଶୃଙ୍ଖଳା କମିଟି ଭାରତର ଟପ୍‌ ଜାଭେଲିନ୍‌ ଥ୍ରୋୟର ଶିବପାଲ ସିଂଙ୍କୁ ୪ ବର୍ଷ ବାସନ୍ଦ କରିଛି। ଗତବର୍ଷ କରାଯାଇଥିବା ଏକ ଡୋପ୍‌ ଟେଷ୍ଟରେ ସେ ବିଫଳ ହୋଇଥିଲେ। ଶିବପାଲ ଟୋକିଓ...

ସୌରଭ କୁମାରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ

ରାଜକୋଟ୍‌, ୩ା୧୦(ପି.ଟି.): ଇରାନୀ କପ୍‌ର ଦ୍ୱିତୀୟ ଦିବସରେ ଅଲ୍‌ରାଉଣ୍ଡର ସୌରଭ କୁମାରଙ୍କ ଅଲ୍‌ରାଉଣ୍ଡ ପ୍ରଦର୍ଶନ ଯୋଗୁ ସୌରାଷ୍ଟ୍ର ବିପକ୍ଷରେ ଅବଶିଷ୍ଟ ଭାରତ ଏକାଦଶ ଏହାର ସ୍ଥିତିକୁ ମଜଭୁତ କରିଦେଇଛି। ସୌରଭ ଷ୍ଟ୍ରୋକ୍‌ଭରା ଅର୍ଦ୍ଧଶତକ ହାସଲ କରିଥିବା ବେଳେ ୨ଟି ଉଇକେଟ...

ନବାଗତ ଆମୋସ କିପ୍‌ରୁଟୋ ଜିତିଲେ ଲଣ୍ଡନ ମାରାଥନ

ଲଣ୍ଡନ, ୩ା୧୦(ଏପି): ନବାଗତ ଆମୋସ କିପ୍‌ରୁଟୋ ରବିବାର ଲଣ୍ଡନ ମାରାଥନ ପୁରୁଷ ରେସ୍‌ ଜିତିଛନ୍ତି। କେନିଆର ଏହି ୩୦ ବର୍ଷୀୟ ଧାବକ ୨ ଘଣ୍ଟା ୪ ମିନିଟ୍‌ ୩୯ ସେକେଣ୍ଡରେ ଦ୍ୱିତୀୟ ସ୍ଥାନରେ ରହିଥିବା ଇଥିଓପିଆର ଲିଉଲ୍‌ ଜେବ୍ରେସେଲାସିଙ୍କୁ ପଛରେ...

ଟାଇଟଲ ଜିତିଲେ ନିଶିଓକା

ସିଓଲ, ୩ା୧୦(ଏପି): ଜାପାନର ୟୋଶିହିତୋ ନିଶିଓକା କୋରିଆନ ଓପନ୍‌ ଟେନିସ ଟୁର୍ନାମେଣ୍ଟ ଟାଇଟଲ ବିଜୟୀ ହୋଇଛନ୍ତି। ପ୍ରତିଯୋଗିତାର ଫାଇନାଲରେ ସେ ଚତୁର୍ଥ ସିଡ୍‌ ତଥା କାନାଡ଼ାର ଡେନିସ ଶାପୋଭାଲୋଭ୍‌ଙ୍କୁ ୬-୪, ୭-୬ (୫) ସେଟ୍‌ରେ ହରାଇ ଦେଇଛନ୍ତି। ତାଙ୍କ କ୍ୟାରିୟରର...

କବୀର ହଂସଙ୍କୁ ଡବଲ ଟାଇଟଲ

ଭୁବନେଶ୍ୱର,୩ା୧୦(ସ୍ପୋଟର୍‌ସ ବ୍ୟୁରୋ): କେଟି ଗ୍ଲୋବାଲ ସ୍କୁଲ ସର୍ବଭାରତୀୟ ଟେନିସ ଓଟିଏ ପୁରୁଷ ବର୍ଗରେ ଡବଲ ଟାଇଟଲ ହାସଲ କରିଛନ୍ତି କବୀର ହଂସ। ଭୁବନେଶ୍ୱରସ୍ଥିତ କେଟି ଗ୍ଲୋବାଲ ସ୍କୁଲ ପରିସରରେ ଶନିବାର ଫାଇନାଲ ମ୍ୟାଚ୍‌ ଖେଳାଯାଇଥିଲା। ପ୍ରଥମେ ତାମିଲନାଡୁର ଦୀପକ ଶ୍ରୀଧରଙ୍କୁ...

ମୁକେଶ, ରଜତ ନୂଆ ମୁହଁ

ନୂଆଦିଲ୍ଲୀ, ୩ା୧୦(ପି.ଟି.): ଦକ୍ଷିଣ ଆଫ୍ରିକା ବିପକ୍ଷ ୩ ମ୍ୟାଚ୍‌ବିଶିଷ୍ଟ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ୍‌ ପାଇଁ ରବିବାର ଭାରତୀୟ ଦଳ ଘୋଷଣା କରାଯାଇଛି। ଦଳରେ ଦୁଇଜଣ ନୂଆ ଖେଳାଳି ସ୍ଥାନ ପାଇଛନ୍ତି। ସେମାନେ ହେଲେ ବେଙ୍ଗଲ ସିମ୍‌ ବୋଲର ମୁକେଶ...

ସିରିଜ କବ୍‌ଜାରେ ଭାରତ

ଗୁଆହାଟୀ,୨।୧୦: ସ୍ଥାନୀୟ ବର୍ଷାପଡା ଗ୍ରାଉଣ୍ଡରେ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ରବିବାର ଖେଳାଯାଇଥିବା ଦ୍ୱିତୀୟ ଟି-୨୦ ହାଇସ୍କୋରିଂ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ୧୬ ରନ୍‌ରେ ବିଜୟୀ ହୋଇଛି। ଏହି ବିଜୟ ୩ ମ୍ୟାଚ ବିଶିଷ୍ଟ ସିରିଜକୁ ୨-୦ରେ ଆଗୁଆ...

ଦକ୍ଷିଣ ଆଫ୍ରିକାକୁ ୨୩୮ ରନ୍‌ର ଟାର୍ଗେଟ୍‌ ଦେଲା ଭାରତ

ଗୁଆହାଟୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ଦ୍ୱିତୀୟ ଟି-୨୦ରେ ଭାରତ ଜବରଦସ୍ତ ବ୍ୟାଟିଂ କରିଛି। ପ୍ରଥମ ବ୍ୟାଟିଂ କରି ଭାରତ ୨୦ ଓଭରରେ ୩ ଉଇକେଟ ହରାଇ ୨୩୭ ରନ ସଂଗ୍ରହ କରିଛନ୍ତି।ଏହି ମ୍ୟାଚ୍‌ରେ କେ.ଏଲ ରାହୁଲ ଏବଂ ସୂର୍ଯ୍ୟକୁମାରଙ୍କ ବିସ୍ଫୋରକ...

ବ୍ରାଡମ୍ୟାନଙ୍କ ରେକର୍ଡ ଭାଙ୍ଗିଲେ ସରଫରାଜ

ନୂଆଦିଲ୍ଲୀ,୨।୧୦: ଆଜିକାଲି ଇରାନୀ କପ ଖେଳାଯାଉଛି। ସୌରାଷ୍ଟ୍ର ଏବଂ ରେଷ୍ଟ ଅଫ୍‌ ଇଣ୍ଡିଆ ମଧ୍ୟରେ ଖେଳାଯାଉଥିବା ଏକ ମ୍ୟାଚରେ ସରଫରାଜ ଖାନ ପୁଣି ଥରେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ରେଷ୍ଟ ଅଫ୍‌ ଇଣ୍ଡିଆ ପାଇଁ ଖେଳୁଥିବା ସରଫରାଜ ପ୍ରଥମ ଇନିଂସରେ...

ଦକ୍ଷିଣ ଆଫ୍ରିକା ବିପକ୍ଷ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା

ନୂଆଦିଲ୍ଲୀ,୨।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ପାଇଁ ଭାରତୀୟ ଦଳ ଘୋଷଣା କରାଯାଇଛି। ଏହି ଦଳର ଅଧିନାୟକ ଦାୟିତ୍ୱ ଶିଖର ଧାୱନଙ୍କ ହାତରେ ରହିଛି। ଏଥିସହିତ ଦଳର ଉପ-ଅଧିନାୟକ ଶ୍ରେୟାସ ଆୟାରଙ୍କୁ କରାଯାଇଛି। ଭାରତ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri