ଖେଳ

ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

ଗୁଆହାଟୀ,୨।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ଗୁଆହାଟୀରେ ହୋଇଛି। ଏହି ମ୍ୟାଚ ଜିତି ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଟି-୨୦ ସିରିଜ ଜିତିବାକୁ ଚାହୁଁଛି ଭାରତ।...

ଇଣ୍ଡିଆ ଲିଜେଣ୍ଡ୍ସ ପୁଣି ଚାମ୍ପିୟନ୍‌

ରାୟପୁର,୧ା୧୦: ରୋଡ ସେଫ୍ଟି ଓ୍ବାଲର୍‌ଡ ସିରିଜର ଚଳିତ ସଂସ୍କରଣକୁ ଜିତି ନେଇଛି ଇଣ୍ଡିଆ ଲିଜେଣ୍ଡ୍ସ। ନମନ ଓଝାଙ୍କ ଶତକ ବଳରେ ଇଣ୍ଡିଆ ଲିଜେଣ୍ଡ୍ସ ୬ ଉଇକେଟରେ ୧୯୫ ରନ୍‌ କରିଥିଲା। ଜବାବରେ ଶ୍ରୀଲଙ୍କା ଲିଜେଣ୍ଡ୍ସ ୧୬୨ ରନ୍‌ରେ ଅଲ୍‌ଆଉଟ ହୋଇ...

ଆଜି ଭାରତ-ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ଗୁଆହାଟୀ,୨।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଦ୍ୱିତୀୟ ମ୍ୟାଚ ରବିବାର ଗୁଆହାଟୀରେ ଖେଳାଯିବ। ଉଭୟ ଦଳ ପ୍ରଥମ ଥର ପାଇଁ ଏହି ଗ୍ରାଉଣ୍ଡରେ ପରସ୍ପର ବିପକ୍ଷରେ ଟି-୨୦ ମ୍ୟାଚ ଖେଳିବେ। ଭାରତ...

ଖେଳ ପଡ଼ିଆ ପାଲଟିଲା ମୃତ୍ୟୁର ମଇଦାନ, ୧୭୪ ମୃତ, ୧୮୦ରୁ ଅଧିକ ଆହତ

ଜାକର୍ତ୍ତା,୨ ।୧୦: ଇଣ୍ଡୋନେସିଆରେ ଚାଲିଥିବା ଏକ ଫୁଟବଲ ମ୍ୟାଚ ସମୟରେ ଭୟଙ୍କର ଦୃଶ୍ୟ ଦେଖିବାକୁ ମିଳିଛି । ଏଠାରେ ଦୁଇ ଦଳର ସମର୍ଥକଙ୍କ ମଧ୍ୟରେ ହୋଇଥିବା ସଂଘର୍ଷ ଶେଷରେ ହିଂସାର ରୂପ ନେଇଥିଲା । ଏହା ଏତେ ତୀବ୍ର ହେଲା...

ଆଜି ଦ୍ୱିତୀୟ ଟି୨୦: ସିରିଜ ବିଜୟ ଲକ୍ଷ୍ୟରେ ଭାରତ

ଗୁଆହାଟୀ,୨।୧୦: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଟି୨୦ ସିରିଜର ଦ୍ୱିତୀୟ ମ୍ୟାଚ ରବିବାର ଗୁଆହାଟୀରେ ଖେଳାଯିବ। ଭାରତ ଏହି ମ୍ୟାଚକୁ ଜିତିବା ସହିତ ପ୍ରଥମ ଥର ପାଇଁ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଏକ ଘରୋଇ ସିରିଜ ଜିତିବାକୁ...

୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌: କାଉଣ୍ଟରରେ ଟିକେଟ ବିକ୍ରି ଆରମ୍ଭ

ଭୁବନେଶ୍ୱର, ୨।୧୦: ଭାରତରେ ପ୍ରଥମଥର ପାଇଁ ହେବାକୁ ଯାଉଥିବା ୧୭ ବର୍ଷରୁ କମ୍‌ ଫିଫା ବିଶ୍ୱକପ୍‌ ପାଇଁ ଉତ୍ସାହ ବଢ଼ିବାରେ ଲାଗିଛି। ଟୁର୍ନାମେଣ୍ଟ ଆରମ୍ଭ ହେବାକୁ ଆଉ ୧୦ ଦିନ ବାକି ରହିଥିବାବେଳେ ଶନିବାର ପ୍ରତିଯୋଗିତାର ୩ ଭେନ୍ୟୁ ଭୁବନେଶ୍ୱର,...

ପୁଟିନ୍‌ଙ୍କ ଆମନ୍ତ୍ରଣକୁ ସ୍ବିକାର କଲେ ୭ ଫୁଟ୍‌ର ଏହି ବକ୍ସିଂ ଚାମ୍ପିୟନ: ୟୁକ୍ରେନ୍‌ ସହ ଲଢ଼ିବେ ଯୁଦ୍ଧ

ମସ୍କୋ,୧।୧୦: ରୁଷିଆ-ୟୁକ୍ରେନ୍‌ ମଧ୍ୟରେ ଯୁଦ୍ଧ ଏବେ ବି ଜାରି ରହିଛି। ପ୍ରାୟ ୭ ମାସ ଧରି ଲାଗିରହିଥିବା ଏହି ଯୁଦ୍ଧରେ ବହୁ ଧନଜୀବନ ହାନି ହୋଇଥିବା ବେଳେ ୟୁକ୍ରେନ୍‌ର ୪ ଗୁରୁତ୍ୱପୂର୍ଣ୍ଣ ଅଞ୍ଚଳ ରୁଷିଆରେ ବିଲୟ ହୋଇଛି। ଏବେ ଏହି...

ସମାନ ଶର୍ଟକୁ ଏକା ଭଳି ଚୁଟି…କୋହଲି-ବାବର ଲାଗୁଛନ୍ତି ଯାଆଁଳା ଭାଇ

ନୂଆଦିଲ୍ଲୀ,୧।୧୦: ଭାରତୀୟ ଦଳର ପୂର୍ବତନ ଅଧିନାୟକ ବିରାଟ କୋହଲିଙ୍କ ସହ ପାକିସ୍ତାନ ଅଧିନାୟକ ବାବର ଆଜମଙ୍କ ତୁଳନା କରାଯାଇଥାଏ। କେତେବେଳେ ରେକର୍ଡକୁ ନେଇ ତ କେବେ ଖେଳ ଏବଂ ବ୍ୟାଟିଂଶୈଳୀକୁ ନେଇ ଚର୍ଚ୍ଚା ହୋଇଥାଏ। ହେଲେ ଏବେ କିଛି ଭିନ୍ନ...

ପୁଅକୁ କୋଳରେ ଧରି କ୍ଷୀର ପିଆଉଛନ୍ତି ଯୁବରାଜ, ଫଟୋ ଶେୟାର କଲେ ସ୍ତ୍ରୀ

ଭାରତର ପୂର୍ବତନ କ୍ରିକେଟର ଯୁବରାଜ ସିଂ ପୁଅକୁ ବୋତଲରେ କ୍ଷୀର ପିଆଉଥିବାର ଫଟୋ ଶେୟାର କରିଛନ୍ତି ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ହାଜେଲ କିଚ୍‌। ଉଭୟ କ୍ୟାମେରାକୁ ଚାହିଁଛନ୍ତି। ଶେଷ ଫଟୋରେ ଉଭୟ ଷ୍ଟାଡିୟମରେ ବସି ମ୍ୟାଚ ଦେଖୁଛନ୍ତି। ତୃତୀୟ...

ଶ୍ରୀଲଙ୍କା ୪୧ ରନ୍‌ରେ ପରାଜିତ…

ସିଲହଟ, ୧।୧୦ : ମହିଳା ଏସିଆ କପର ଦ୍ୱିତୀୟ ମ୍ୟାଚ୍‌ରେ ବାଂଲାଦେଶର ସିଲହଟରେ ଶନିବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ହୋଇଥିବା ମ୍ୟାଚ୍‌ରେ ଶ୍ରୀଲଙ୍କା ୪୧ ରନ୍‌ରେ ପରାଜିତ ହୋଇଛି। ଭାରତର ୧୫୦ ରନ୍‌ର ଜବାବରେ ଶ୍ରୀଲଙ୍କା ଦଳ ୧୮.୨...

ଷ୍ଟାଡିୟମରେ ଥିଲେ ୭୭ ହଜାର ଲୋକ, ହଠାତ୍‌ ଭୁଶୁଡ଼ି ପଡ଼ିଲା ଗ୍ୟାଲେରି

ସାଣ୍ଟିଆଗୋ,୧ା୧୦: ମ୍ୟାଚ୍‌ ସମୟରେ ପ୍ରଶଂସକଙ୍କ କ୍ରେଜ୍‌ ବେଳେବେଳେ ସମସ୍ତ ସୀମା ଅତିକ୍ରମ କରେ। ଦକ୍ଷିଣ ଆମେରିକାର ଚିଲିରେ ଶୁକ୍ରବାର ଏକ ଫୁଟବଲ ମ୍ୟାଚ୍‌ ସମୟରେ ସେମିତି ଏକ ଘଟଣା ଘଟିଛି। କୁହାଯାଉଛି, ଷ୍ଟାଡିୟମରେ ମାତ୍ର ୫୦ ହଜାର ଲୋକଙ୍କ ପାଇଁ...

ଶ୍ରୀଲଙ୍କା ଆଗରେ ୧୫୧ ରନ୍‌ର ବିଜୟ ଲକ୍ଷ୍ୟ…

ସିଲହଟ, ୧।୧୦ : ମହିଳା ଏସିଆ କପର ଦ୍ୱିତୀୟ ମ୍ୟାଚ୍‌ ଶନିବାର ବାଂଲାଦେଶର ସିଲହଟରେ ଆରମ୍ଭ ହୋଇଛି। ଟୁର୍ନାମେଣ୍ଟର ଦ୍ୱିତୀୟ ମ୍ୟାଚ ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଖେଳାଯାଉଛି। ଶ୍ରୀଲଙ୍କା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା।...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri