ଖେଳ

କାତାରକୁ ଏଲିମିନେଟ କଲା ସେନେଗାଲ

ଦୋହା, ୨୬।୧୧: ଚଳିତ ଫିଫା ବିଶ୍ୱକପରେ ପ୍ରଥମ ଦଳଭାବେ ଆୟୋଜକ କାତାର ଏଲିମିନେଟ ହୋଇଛି। ଅଲ ଥୁମାମା ଷ୍ଟାଡିୟମରେ ଶୁକ୍ରବାର ଅନୁଷ୍ଠିତ ମ୍ୟାଚରେ ଏହି ଦଳ ସେନେଗାଲ ନିକଟରୁ ପରାଜିତ ହୋଇଛି। ୨ ମ୍ୟାଚରୁ କାତାରର ଏହା ଦ୍ୱିତୀୟ ପରାଜୟ।...

ରାସ୍ତାରେ ଚପଲ ବିକ୍ରି କରୁଛନ୍ତି କୋହଲିଙ୍କ ନକଲ, ଦେଖିବା ପରେ ଏଭଳି ପ୍ରତିକ୍ରିୟା ରଖିଲେ କ୍ରିକେଟର

ନୂଆଦିଲ୍ଲୀ,୨୫।୧୧: ଟିମ୍‌ ଇଣ୍ଡିଆର ଷ୍ଟାର ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲିଙ୍କର ଦେଶବିଦେଶରେ କୋଟି କୋଟି ପ୍ରଶଂସକ ରହିଛନ୍ତି। ଏହି ଲୋକପ୍ରିୟତାର ଲାଭ ଉଠାଇବାକୁ ତାଙ୍କ ପରି ଦେଖାଯାଉଥିବା ଜଣେ ବ୍ୟକ୍ତି ବମ୍ବେର ରାସ୍ତାରେ ଜୋତା ବିକ୍ରି କରିବା ଆରମ୍ଭ କରିଛନ୍ତି। ଭାରତୀୟ...

ଗତ ୮ ଇନିଂସରେ କରିଛନ୍ତି ମାତ୍ର ୮୬ ରନ୍‌

ନୂଆଦିଲ୍ଲୀ,୨୫।୧୧: ଅନ୍ତର୍ଜାତୀୟ କ୍ରିକେଟରେ ଉଇକେଟକିପର ବ୍ୟାଟ୍ସମ୍ୟାନ୍‌ ଋଷଭ ପନ୍ତ ଖରାପ ଫର୍ମ ଦେଇ ଗତି କରୁଛନ୍ତି। ନ୍ୟୁଜିଲାଣ୍ଡ ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ଦିନିକିଆ ମୁକାବିଳାରେ ପନ୍ତ ୧୫ ରନ୍‌ କରି ପ୍ୟାଭିଲିୟନ ଫେରିଛନ୍ତି। ଏହାକୁ ମିଶାଇ ଗତ ୮ ଇନିଂସରେ...

ଲାଥାମ, ୱିଲିୟମ୍ସନଙ୍କ ବିସ୍ଫୋରକ ବ୍ୟାଟିଂ: ପ୍ରଥମ ଦିନିକିଆ ଜିତିଲା ନ୍ୟୁଜିଲାଣ୍ଡ

ଅକଲାଣ୍ଡ,୨୫।୧୧: ଟମ୍‌ ଲାଥାମଙ୍କ ୧୪୫ ରନ୍‌ର ବିସ୍ଫୋରକ ବ୍ୟାଟିଂ ଏବଂ କେନ ୱିଲିୟମ୍ସନଙ୍କ ୯୪ ରନ୍‌ର ଅପରାଜିତ ଇନିଂସ୍‌ ବଲରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ଅକଲାଣ୍ଡର ଇଡେନ ପାର୍କରେ ଶୁକ୍ରବାର ଖେଳାଯାଇଥିବା ପ୍ରଥମ ମ୍ୟାଚକୁ ନ୍ୟୁଜିଲାଣ୍ଡ ୭...

ନ୍ୟୁଜିଲାଣ୍ଡକୁ ୩୦୭ ରନ୍‌ର ବିଜୟ ଲକ୍ଷ୍ୟ ଦେଲା ଭାରତ

ଅକଲାଣ୍ଡ,୨୫।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆଜିଠାରୁ ଆରମ୍ଭ ହୋଇଛି। ପ୍ରଥମେ ବ୍ୟାଟିଂ କରି ଭାରତୀୟ ଦଳ ନ୍ୟୁଜିଲାଣ୍ଡ ସମ୍ମୁଖରେ ୩୦୭ ରନ ଲକ୍ଷ୍ୟ ରଖିଛି। ଶେଷ ଓଭରରେ ୱାଶିଂଟନ ସୁନ୍ଦର ଦ୍ରୁତ...

ଟସ୍‌ ଜିତିଲା ନ୍ୟୁଜିଲାଣ୍ଡ

ଅକଲାଣ୍ଡ,୨୫।୧୧: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଆଜିଠାରୁ ଆରମ୍ଭ ହେଉଛି। ଏହି ମ୍ୟାଚ୍‌ରେ ଟସ ଜିତିବା ପରେ ନ୍ୟୁଜିଲାଣ୍ଡର ଅଧିନାୟକ କେନ ୱିଲିୟମସନ ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଟିମ...

ଇତିହାସ ରଚିଲେ ରୋନାଲ୍ଡୋ

କାତାର,୨୫।୧୧: ପର୍ତ୍ତୁଗାଲର ତାରକା ଷ୍ଟ୍ରାଇକର ତଥା ଅଧିନାୟକ କ୍ରିଷ୍ଟିଆନୋ ରୋନାଲ୍ଡୋ ଇତିହାସ ସୃଷ୍ଟି କରିଛନ୍ତି। ସେ ଫିଫା ବିଶ୍ୱକପର ପାଞ୍ଚଟି ସଂସ୍କରଣରେ ଗୋଲ ସ୍କୋର କରିବାରେ ଦୁନିଆର ପ୍ରଥମ ଖେଳାଳି ହୋଇଛନ୍ତି। ଘାନା ବିପକ୍ଷ ମ୍ୟାଚ୍‌ରେ ସେ ଏହି କୀର୍ତ୍ତିମାନ...

ସୁଇଜରଲାଣ୍ଡର ବିଜୟୀରେ ଖୁସି ମନାଇପାରି ନ ଥିଲେ ଇମ୍ବୋଲା

କାତାର, ୨୪।୧୧: ବ୍ରିଲ ଇମ୍ବୋଲାଙ୍କ ଗୋଲ ବଳରେ ସୁଇଜରଲାଣ୍ଡ ଚଳିତ ଫିଫା ବିଶ୍ୱକପ୍‌ରେ ବିଜୟ ସହ ଅଭିଯାନ ଆରମ୍ଭ କରିଛି। ଗୁରୁବାର ଅନୁଷ୍ଠିତ ଗ୍ରୁପ୍‌ ‘ଜି’ ମ୍ୟାଚରେ ସୁଇଜରଲାଣ୍ଡ ୧-୦ ଗୋଲରେ କାମେରୁନକୁ ପରାସ୍ତ କରିଛି। ମ୍ୟାଚର ୪୮ତମ ମିନିଟରେ...

ହୃଦୟ ଜିତିଲେ ଜାପାନ ପ୍ରଶଂସକ

କାତାର,୨୪।୧୧: ଫିଫା ବିଶ୍ୱକପ ୨୦୨୨ ଜାପାନ ଜର୍ମାନୀ ବିରୋଧରେ ଏକ ଐତିହାସିକ ବିଜୟ ହାସଲ କରିଛି। ଏହି ମ୍ୟାଚରେ ପ୍ରଥମେ ଜାପାନର ଖେଳାଳିମାନେ ନିଜ ଖେଳ ସହିତ ଜଲଓ୍ବା ଦେଖାଇଥିବାବେଳେ, ତା’ପରେ ଜାପାନୀ ପ୍ରଶଂସକମାନେ ଭଲ କାର୍ଯ୍ୟ କରି ସମସ୍ତଙ୍କ...

କ୍ରିକେଟରେ ହିଟ୍‌, ଏବେ ଅଭିନୟ ଦୁନିଆରେ ପାଦ ଥାପିବେ ଏହି କ୍ରିକେଟର…

ଇସଲାମାବାଦ,୨୪।୧୧: ପାକିସ୍ତାନର ଲୋକପ୍ରିୟ କ୍ରିକେଟରଙ୍କ ମଧ୍ୟରୁ ନସିମ ଶାହା ଜଣେ। ସେ ନିଜର ଦ୍ରୁତ ବୋଲିଂ ସହ ସୁନ୍ଦର ଚେହେରାକୁ ନେଇ ଚର୍ଚ୍ଚାରେ ରହିଥାନ୍ତି। ଏବେ କିନ୍ତୁ ସେ କ୍ରିକେଟ ବ୍ୟତିତ ଆଉ କିଛି କରିବାକୁ ନିଷ୍ପତ୍ତି ନେଇଛନ୍ତି। ସେଇଟି...

‘ସୂର୍ଯ୍ୟକୁମାରଙ୍କୁ କିଣିବାକୁ ଆମ ପାଖରେ ଟଙ୍କା ନାହିଁ’

ସିଡନୀ,୨୪।୧୧:ଅଷ୍ଟ୍ରେଲିଆର ବିସ୍ଫୋରକ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଟିମ ଇଣ୍ଡିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ସୂର୍ଯ୍ୟକୁମାର ଯାଦବଙ୍କୁ ନେଇ ଏକ ଅଜବ ମନ୍ତବ୍ୟ ଦେଇଛନ୍ତି। ଗ୍ଲେନ ମ୍ୟାକ୍ସୱେଲ କହିଛନ୍ତି, ବିଗ ବାସ୍‌ ଲିଗରେ ସୂର୍ଯ୍ୟକୁମାର ଯାଦବଙ୍କ ପରି ଜଣେ ବ୍ୟାଟ୍ସମ୍ୟାନ କିଣିବା ସମ୍ଭବ...

ବର୍ଷକ ପାଇଁ ନିଲମ୍ବିତ ହେଲେ ଏହି ଶ୍ରୀଲଙ୍କା କ୍ରିକେଟର

ନୂଆଦିଲ୍ଲୀ,୨୪।୧୧: ଅଲରାଉଣ୍ଡର ଚାମୁକା କରୁଣାରତ୍ନେଙ୍କୁ କ୍ରିକେଟର ସମସ୍ତ ଫର୍ମାଟରୁ ବର୍ଷକ ପାଇଁ ନିଲମ୍ବିତ କରିଛି ଶ୍ରୀଲଙ୍କା କ୍ରିକେଟ(ଏସ୍‌ସିଏଲ୍‌)। ଟି୨୦ ବିଶ୍ୱକପ୍‌ ସମୟରେ ଖେଲାଳିଙ୍କ ଚୁକ୍ତିନାମାର ଅନେକ ନିୟମ ସେ ଉଲ୍ଲଂଘନ କରିଥିବା ଜଣାପଡ଼ିଛି। ତିନିଜଣିଆ ପ୍ୟାନେଲ ଦ୍ୱାରା ଶୃଙ୍ଖଳାଗତ ଅନୁସନ୍ଧାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri