ଖେଳ

ଦିଲୀପ ତିର୍କୀ ହେଲେ ହକି ଇଣ୍ଡିଆ ସଭାପତି

ଭୁବନେଶ୍ୱର,୨୩।୯(ବ୍ୟୁରୋ): ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ଅଲିମ୍ପିଆନ ଦିଲୀପ ତିର୍କୀ ହେଲେ ହକି ଇଣ୍ଡିଆର ସଭାପତି। ବିନା ପ୍ରତିଦ୍ବନ୍ଦ୍ୱିତାରେ ଦିଲୀପ ତିର୍କୀ ଏହି ପଦ ପାଇଁ ନିର୍ବାଚିତ ହୋଇଛନ୍ତି । ପ୍ରଥମ ଓଡ଼ିଆ ଭାବେ ସେ ହକି ଇଣ୍ଡିଆର...

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ କେତେବେଳେ ଆରମ୍ଭ ହେବ ମ୍ୟାଚ୍‌

ନାଗପୁର ,୨୩।୯: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ଆଜି ନାଗପୁରରେ ଖେଳାଯିବ। ସିରିଜକୁ ବରାବର କରିବା ପାଇଁ ଭାରତ ପଡିଆକୁ ଓହ୍ଲାଇବ। ପ୍ରଥମ ମ୍ୟାଚରେ ଭାରତକୁ ଚାରି ଉଇକେଟରେ ପରାଜୟର...

ପୂର୍ବତନ ବିଚାରପତି ନାଗେଶ୍ୱରଙ୍କୁ ନିଯୁକ୍ତି

ନୂଆଦିଲ୍ଲୀ, ୨୩ା୯ (ପି.ଟି.):ଭାରତୀୟ ଅଲିମ୍ପିକ ଆସୋସିଏଶନ (ଆଇଓଏ)ର ସମ୍ବିଧାନ ସଂଶୋଧନ ଓ ଇଲେକ୍ଟୋରାଲ କଲେଜ ପ୍ରସ୍ତୁତ କରିବା ଲାଗି ସୁପ୍ରିମକୋର୍ଟ ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟର ପୂର୍ବତନ ବିଚାରପତି ଏଲ୍‌. ନାଗେଶ୍ୱର ରାଓଙ୍କୁ ନିଯୁକ୍ତି ଦେଇଛନ୍ତି। ଜଷ୍ଟିସ୍‌ ଡି. ଓ୍ବାଇ. ଚନ୍ଦ୍ରଚୂଡ଼ଙ୍କ...

ଓଡ଼ିଶାର ୨୧ ଜଣଙ୍କୁ ଜାତୀୟ ଯୋଗ୍ୟତା

ଭୁବନେଶ୍ବର, ୨୩ା୯,(ସ୍ପୋଟର୍‌ସ ବ୍ୟୁରୋ):ପଶ୍ଚିମବଙ୍ଗର ଆସାନସୋଲରେ ଚାଲିଥିବା ଷଷ୍ଠ ପୂର୍ବାଞ୍ଚଳ ବନ୍ଧୁକଚାଳନା ପ୍ରତିଯୋଗିତାରେ ଓଡିଶାର ପ୍ରତିଯୋଗୀ ଅଦ୍ଭୂତପୂର୍ବ ସଫଳତା ହାସଲ କରିଛନ୍ତି। ଏହି ପ୍ରତିଯୋଗିତାରେ ଓଡ଼ିଶାରୁ ୫୩ ଜଣ ପ୍ରତିଯୋଗୀ ବିଭିନ୍ନ ବର୍ଗରେ ଭାଗ ନେଇଥିଲେ। ଏହା ମଧ୍ୟରୁ ୧୨ ଜଣ...

ଇନ୍ଦ୍ରଜିତଙ୍କ ଶତକରେ ଦକ୍ଷିଣାଞ୍ଚଳ ଆଗୁଆ

କୋଏମ୍ବାଟୁର,୨୩ା୯(ପି.ଟି.):ବାବା ଇନ୍ଦ୍ରଜିତଙ୍କ ଶତକ ଓ କ୍ରିଷ୍ଣାପ୍ପ ଗୋଥାମଙ୍କ ଧୈର୍ଯ୍ୟପୂର୍ଣ୍ଣ ବ୍ୟାଟିଂ ବଳରେ ପଶ୍ଚିମାଞ୍ଚଳ ବିପକ୍ଷ ଫାଇନାଲରେ ଦକ୍ଷିଣାଞ୍ଚଳ ପ୍ରଥମ ଇନିଂସ ଆଗୁଆ ରହିଛି। ପଶ୍ଚିମାଞ୍ଚଳ ହିତ୍‌ ପଟେଲଙ୍କ ୯୮ ରନ୍‌ ବଳରେ ୨୭୦ ରନରେ ଅଲଆଉଟ ହୋଇଥିବା ବେଳେ ଦ୍ୱିତୀୟ...

ଶେଷ ମ୍ୟାଚରେ ପାର୍ଟନର ହୋଇ ଖେଳିବେ ଫେଡରର

ଲଣ୍ଡନ,୨୨ା୯: ଶୁକ୍ରବାର ଲାଭର କପ୍‌ରେ ପୁରୁଷ ଡବଲ୍ସରେ ରୋଜର ଫେଡେରର ଓ ରାଫାଲ ନାଡାଲ ପାର୍ଟନର ହୋଇ ଖେଳିବେ। ଫେଡରରଙ୍କ କ୍ୟାରିୟରର ଏହା ଶେଷ ମ୍ୟାଚ ବୋଲି ସେ ପୂର୍ବରୁ ଘୋଷଣା କରିସାରିଛନ୍ତି। ଫେଡେରର ହେଉଛନ୍ତି ୨୦ ଗ୍ରାଣ୍ଡସ୍ଲାମ ବିଜେତା।...

ଆଇପିଏଲ୍‌କୁ ନେଇ ବଡ଼ ଘୋଷଣା କଲେ ଗାଙ୍ଗୁଲି

ନୂଆଦିଲ୍ଲୀ,୨୨।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୩ ସିଜିନରୁ ଏହାର ମୂଳ ଫର୍ମାଟ୍‌ ଅର୍ଥାତ୍‌ ପ୍ରି-କୋଭିଡ ଫର୍ମାଟକୁ ଫେରିବ। ଦଳ ନିଜ ଘରୋଇ ଗ୍ରାଉଣ୍ଡରେ ଏବଂ ବିପକ୍ଷ ଦଳର ଗ୍ରାଉଣ୍ଡରେ ମ୍ୟାଚ ଖେଳିବ। ବୋର୍ଡ ଅଫ କଣ୍ଟ୍ରୋଲ ଫର କ୍ରିକେଟ...

ଶୁକ୍ରବାର ନାଗପୁରରେ ଟିମ୍‌ ଇଣ୍ଡିଆ-ଅଷ୍ଟ୍ରେଲିଆ ଭେଟ, ବିଦର୍ଭ ଷ୍ଟାଡିୟମରେ ୬ ବର୍ଷ ଧରି ପରାଜିତ ହୋଇନି ଭାରତୀୟ ଦଳ…

ନୂଆଦିଲ୍ଲୀ, ୨୨।୯ : ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ତିନି ମ୍ୟାଚ୍‌ ବିଶିଷ୍ଟ ଟି -୨୦ ମ୍ୟାଚ ସିରିଜର ଦ୍ୱିତୀୟ ମ୍ୟାଚ ନାଗପୁରର ବିଦର୍ଭ କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଖେଳାଯିବ। ଶୁକ୍ରବାର (୨୩ସେପ୍ଟେମ୍ବର) ଟିମ ଇଣ୍ଡିଆ ଏହି ସିରିଜକୁ...

ଭୁଭିଙ୍କ ସମାଲୋଚକଙ୍କୁ କଡ଼ା ଜବାବ ଦେଲେ ନୂପୁର

ନୂଆଦିଲ୍ଲୀ,୨୨।୯: ଆଜିକାଲି ଭାରତର ଦ୍ରୁତ ବୋଲର ଭୁବନେଶ୍ୱର କୁମାର ସୋସିଆଲ ମିଡିଆରେ ସମାଲୋଚନାର ଶିକାର ହେଉଛନ୍ତି। ପାକିସ୍ତାନ ଏବଂ ଶ୍ରୀଲଙ୍କା ବିପକ୍ଷ ଏସିଆ କପରେ ତାଙ୍କର ୧୯ତମ ଓଭର ଭାରତ ପାଇଁ ମହଙ୍ଗା ପ୍ରମାଣିତ ହୋଇଥିଲା ଏବଂ ବର୍ତ୍ତମାନ ଅଷ୍ଟ୍ରେଲିଆ...

ସେମିରେ ସୁନ୍ଦରଗଡ଼-ସମ୍ବଲପୁର, କିଟ୍‌-ଦେବଗଡ଼

ଭୁବନେଶ୍ୱର, ୨୨।୯ (କ୍ରୀଡ଼ା ପ୍ରତିନିଧି):ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ରାଜ୍ୟ ଜୁନିୟର ହକି ଚାମ୍ପିୟନଶିପର ସେମିଫାଇନାଲ ଲାଇନ୍‌ଅପ୍‌ ହୋଇଯାଇଛି। ଗୁରୁବାର ସୁନ୍ଦରଗଡ଼-ସମ୍ବଲପୁର ଏବଂ କିଟ୍‌-ଦେବଗଡ଼ ମଧ୍ୟରେ ସେମିଫାଇନାଲ ଅନୁଷ୍ଠିତ ହେବ। କିଟ୍‌ ଷ୍ଟାଡିୟମରେ ମ୍ୟାଚ ୨ଟି ଯଥାକ୍ରମେ ଅପରାହ୍ନ...

ହିତ୍‌, ଜୟଦେବ ସମ୍ମାନ ରଖିଲେ

କୋଏମ୍ବାଟୁର, ୨୧।୯: ପଶ୍ଚିମାଞ୍ଚଳ ଓ ଦକ୍ଷିଣାଞ୍ଚଳ ମଧ୍ୟରେ ଦୁଲିପ ଟ୍ରଫି କ୍ରିକେଟ ଫାଇନାଲ ବୁଧବାର ଆରମ୍ଭ ହୋଇଛି। ଅଜିଙ୍କ୍ୟ ରାହାନେ ଓ ଶ୍ରେୟସ ଆୟାରଙ୍କ ପରି ତାରକା ବ୍ୟାଟରମାନେ ପ୍ରଭାବୀ ବ୍ୟାଟିଂ କରିବାରେ ବିଫଳ ହୋଇଥିବାବେଳେ ପ୍ରଥମ ଦିବସ ଶେଷ...

ଇଣ୍ଡିଆ କ୍ୟାପିଟାଲ୍ସର ପ୍ରଥମ ବିଜୟ

ଲକ୍ଷ୍ନୌ,୨୨ା୯ : ଲିଜେଣ୍ଡ୍ସ ଲିଗ୍‌ କ୍ରିକେଟ ଟି୨୦ ଟୁର୍ନାମେଣ୍ଟର ଦ୍ୱିତୀୟ ସଂସ୍କରଣରେ ପ୍ରଥମ ବିଜୟ ହାସଲ କରିଛି ଗୌତମ ଗମ୍ଭୀରଙ୍କ ଇଣ୍ଡିଆ କ୍ୟାପିଟାଲ୍ସ। ଇରଫାନ ପଠାନଙ୍କ ନେତୃତ୍ୱାଧୀନ ଭିଲଓ୍ବାରା କିଙ୍ଗ୍ସକୁ ୭୮ ରନରେ ପରାସ୍ତ କରି ଦଳ ପଏଣ୍ଟ ଟେବୁଲରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri