ଖେଳ

ସୁନ୍ଦରଗଡ଼, ଝାରସୁଗୁଡ଼ା, କିଟ୍‌ର ବୃହତ୍‌ ବିଜୟ

ଭୁବନେଶ୍ୱର, ୨୧ା୯(କ୍ରୀଡ଼ା ପ୍ରତିନିଧି): ହକି ଆସୋସିଏଶନ ଅଫ୍‌ ଓଡ଼ିଶା ଆନୁକୂଲ୍ୟରେ ରାଜ୍ୟ ଜୁନିୟର ହକି ଚାମ୍ପିୟନଶିପ ଇତିମଧ୍ୟରେ ତୃତୀୟ ଦିବସରେ ପହଞ୍ଚତ୍ଛି। ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମ ଓ କିଟ୍‌ ଷ୍ଟାଡିୟମରେ ଚାଲିଥିବା ପ୍ରତିଯୋଗିତାର ତୃତୀୟ ଦିବସରେ ସମ୍ବଲପୁରର ଶହୀଦ ମାଧୋ...

ଇଂଲଣ୍ଡରେ ସିରିଜ ବିଜୟ ଲକ୍ଷ୍ୟରେ ଭାରତ

କାଣ୍ଟରବରି, ୨୧ା୯ (ପି.ଟି.): ଭାରତ ଓ ଇଂଲଣ୍ଡ ମହିଳା କ୍ରିକେଟ ଦଳ ମଧ୍ୟରେ ଚଳିତ ସିରିଜର ଦ୍ୱିତୀୟ ଦିନିକିଆ ମ୍ୟାଚ ବୁଧବାର ଏଠାରେ ଅନୁଷ୍ଠିତ ହେବ। ପ୍ରଥମ ଦିନିକିଆ ଜିତି ଭାରତ ୧-୦ରେ ଅଗ୍ରଣୀ ହାସଲ କରିସାରିଛି। ଦ୍ୱିତୀୟ ଦିନିକିଆ...

ସାଲିଭା ବ୍ୟବହାରକୁ ବାରଣ କଲା ଆଇସିସି

ଦୁବାଇ, ୨୧ା୯ (ପି.ଟି.): ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ଆଇସିସି) ଏହାର ଖେଳ ନିୟମରେ କେତେକ ପରିବର୍ତ୍ତନ କରିଛି। ସେଥିରେ ବଲ୍‌କୁ ପଲିସ୍‌ କରିବା ଲାଗି ସାଲିଭା (ଛେପ) ବ୍ୟବହାରକୁ ସମ୍ପୂର୍ଣ୍ଣ ବାରଣ କରାଯାଇଛି। ଏହି ନିୟମଗୁଡ଼ିକ ଅକ୍ଟୋବର ୧ରୁ କାର୍ଯ୍ୟକାରୀ...

ଅଷ୍ଟ୍ରେଲିଆ ବିଜୟୀ…

ମୋହାଲି, ୨୦।୯ : ଭାରତକୁ ଅଷ୍ଟ୍ରେଲିଆ ଦଳର ଗସ୍ତକ୍ରମରେ ପଞ୍ଜାବ ମୋହାଲିରେ ପ୍ରଥମ ଟି-୨୦ ଅର୍ନ୍ତଜାତୀୟ ମ୍ୟାଚରେ ମଙ୍ଗଳବାର ଅଷ୍ଟ୍ରେଲିଆ ଦଳ ଟିମ୍‌ ଇଣ୍ଡିଆକୁ ପରାଜିତ କରିଛି। ଟିମ୍‌ ଇଣ୍ଡିଆ ଧାର୍ଯ୍ୟ ୨୦ ଓଭରରେ ୬ ଓ୍ବିକେଟ ହରାଇ ୨୦୮...

ବଡ଼ ଇନିଂସ ନ ହେଲେ ବି ଗୋଟିଏ ଛକା ମାରି ରେକର୍ଡ କଲେ ଭାରତୀୟ ଅଧିନାୟକ

ମୋହାଲି,୨୦।୯: ଅଷ୍ଟ୍ରେଲିଆ ବିପକ୍ଷରେ ମଙ୍ଗଳବାର ପ୍ରଥମ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳୁଛି ଭାରତ। ଏହି ମ୍ୟାଚ୍‌ରେ ଭାରତୀୟ ଅଧିନାୟକ ରୋହିତ ଶର୍ମା ବଡ଼ ଇନିଂସ ଖେଳିପାରି ନ ଥିଲେ ହେଁ ଏକ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ରୋହିତ...

କ୍ୟାରିୟରର ସର୍ବଶ୍ରେଷ୍ଠ ର଼୍ୟାଙ୍କିଙ୍ଗ ହାସଲ କଲେ ସ୍ମୃତି ମନ୍ଧାନା

ଦୁବାଇ, ୨୦ା୯: ଭାରତର ଷ୍ଟାର ଓପନର ସ୍ମୃତି ମନ୍ଧାନା ଆଇସିସି ଅନ୍ତର୍ଜାତୀୟ ଟି୨୦ ର଼୍ୟାଙ୍କିଙ୍ଗ ତାଲିକାରେ କ୍ୟାରିୟର ଶ୍ରେଷ୍ଠ ଦ୍ୱିତୀୟ ସ୍ଥାନ ଅଧିକାର କରିଛନ୍ତି। ଅନ୍ତର୍ଜାତୀୟ ଦିନିକିଆ ର଼୍ୟାଙ୍କିଙ୍ଗରେ ମଧ୍ୟ ସେ ୭ମ ସ୍ଥାନକୁ ଉନ୍ନୀତ ହୋଇଛନ୍ତି। ଅନ୍ୟ ଭାରତୀୟ...

ଅଷ୍ଟ୍ରେଲିଆ ପାଇଁ ବିଜୟ ଲକ୍ଷ୍ୟ ୨୦୯ ରନ…

ମୋହାଲି, ୨୦।୯ : ଭାରତକୁ ଅଷ୍ଟ୍ରେଲିଆ ଦଳର ଗସ୍ତକ୍ରମରେ ପଞ୍ଜାବ ମୋହାଲିରେ ପ୍ରଥମ ଟି-୨୦ ଅର୍ନ୍ତଜାତୀୟ ମ୍ୟାଚରେ ମଙ୍ଗଳବାର ଅଷ୍ଟ୍ରେଲିଆ ଦଳ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ପଡ଼ିଆକୁ ଓହ୍ଲାଇଥିଲା। ମୋହାଲିର ପଞ୍ଜାବ କ୍ରିକେଟ ଆସୋସିଏଶନ...

ଟି-୨୦ ବିଶ୍ୱକପ୍‌ ଲାଗି ଦଳ ଘୋଷଣା କଲା ନ୍ୟୁଜିଲ୍ୟାଣ୍ଡ; ରେକର୍ଡ ସପ୍ତମ ଥର ଲାଗି ଖେଳିବେ…

ନୂଆଦିଲ୍ଲୀ,୨୦।୯: ଟି୨୦ ବିଶ୍ୱକପ୍‌ ଲାଗି ମଙ୍ଗଳବାର ୧୫ ଜଣିଆ ଦଳ ଘୋଷଣା କରିଛି ନ୍ୟୁଜିଲ୍ୟାଣ୍ଡ। କେନ ୱିଲିୟମସନଙ୍କ ନେତୃତ୍ୱାଧିନ ଏହି ଟିମ୍‌ରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ମାର୍ଟିନ ଗୁପ୍ତିଲ ଥିବା ଦେଖାଯାଇଛି। ସେ ରେକର୍ଡ ସପ୍ତମ ଥର ପାଇଁ ଟୁର୍ନାମେଣ୍ଟରେ ଖେଳିବାକୁ...

ନିଜ ଦେଶର ଲିଗ୍‌ରେ ବିଶ୍ୱକପ୍‌ ଅଧିନାୟକଙ୍କୁ ମିଳିଲେନି କ୍ରେତା, ଖେଳପ୍ରେମୀ ଚକିତ

ନୂଆଦିଲ୍ଲୀ, ୨୦।୯: ଦକ୍ଷିଣ ଆଫ୍ରିକା ଟି-୨୦ ଲିଗ୍‌ ଲାଗି ମେଗା ନିଲାମ ଅନୁଷ୍ଠିତ ହୋଇଛି। ଏଥିରେ ଯୁବ ବ୍ୟାଟ୍ସମ୍ୟାନ୍‌ ଟ୍ରିଷ୍ଟାନ ଷ୍ଟବ୍ସ ସବୁଠାରୁ ମହଙ୍ଗା ଖେଳାଳି ଭାବେ ୪ କୋଟିରୁ ଅଧିକ ମୂଲ୍ୟରେ ବିକ୍ରି ହୋଇଛନ୍ତି। ହେଲେ ଏହି ଲିଗ୍‌ରେ...

ଟସ୍‌ ଜିତିଲା ଅଷ୍ଟ୍ରେଲିଆ, ବୋଲିଂ ନିଷ୍ପତ୍ତି…

ମୋହାଲି, ୨୦।୯ : ଭାରତକୁ ଅଷ୍ଟ୍ରେଲିଆ ଦଳର ଗସ୍ତକ୍ରମରେ ପଞ୍ଜାବ ମୋହାଲିରେ ପ୍ରଥମ ଟି ୨୦ ଅର୍ନ୍ତଜାତୀୟ ମ୍ୟାଚରେ ମଙ୍ଗଳବାର ଅଷ୍ଟ୍ରେଲିଆ ଦଳ ଟସ୍‌ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇ ପଡ଼ିଆକୁ ଓହ୍ଲାଇଛି। ମୋହାଲିର ପଞ୍ଜାବ କ୍ରିକେଟ...

ବୋଲର୍‌ ହେବା ଲାଗି ଝାଳ ବୁହାଉଛନ୍ତି କୋହଲି

ନୂଆଦିଲ୍ଲୀ, ୨୦।୯: ଏବେ ବ୍ୟାଟିଂ ବ୍ୟତିତ ବୋଲିଂ କରିବାକୁ ମନ ବଳାଇଲେଣି ପୂର୍ବ ଭାରତୀୟ ଅଧିନାୟକ ତଥା ଶ୍ରେଷ୍ଠ ବ୍ୟାଟ୍ସମ୍ୟାନ୍‌ ବିରାଟ କୋହଲି। ମଙ୍ଗଳବାର ଭାରତ ଅଷ୍ଟ୍ରେଲିଆ ବିପକ୍ଷରେ ମୋହାଲିରେ ପ୍ରଥମ ଟି୨୦ ମ୍ୟାଚ୍‌ ଖେଳିବ। ଏହାପୂର୍ବରୁ ଅଭ୍ୟାସ ମ୍ୟାଚ୍‌ରେ...

ଧୋନୀ, କୋହଲିଙ୍କୁ ସୁପରଷ୍ଟାର କହିବା ବନ୍ଦ କରନ୍ତୁ: ଗମ୍ଭୀର

ନୂଆଦିଲ୍ଲୀ,୨୦।୯: ପୂର୍ବତନ ଭାରତୀୟ କ୍ରିକେଟର ଗୌତମ ଗମ୍ଭୀର ଭାରତର ‘ଷ୍ଟାର କଲ୍‌ଚର’କୁ କଡ଼ା ସମାଲୋଚନା କରିଛନ୍ତି। ଭାରତୀୟ କ୍ରିକେଟରେ ଖେଳାଳିଙ୍କୁ ସୁପରଷ୍ଟାର କରାଯିବା ଉଚିତ ନୁହେଁ ବୋଲି ସେ କହିଛନ୍ତି। ଏହା ବାକି ଖେଳାଳିଙ୍କୁ କଷ୍ଟ ଦେଇଥାଏ। ବଡ ଖେଳାଳିଙ୍କ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri