ଖେଳ

ସଭାପତି ପଦ ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଦିଲୀପ

ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଅଲିମ୍ପିଆନ ଦିଲୀପ ତିର୍କୀ ନିଜ କ୍ୟାରିୟରରେ ନୂଆ ଫର୍ଦ୍ଦ ଯୋଡ଼ିବା ଦିଗରେ ଏକପାଦ ଅଗ୍ରସର ହୋଇଛନ୍ତି। ଖେଳାଳି ଭାବେ ବେଶ୍‌ ସୁନାମ ଅର୍ଜନ କରିଥିବା ଦିଲୀପ...

ଦିଲେଶ୍ୱରଙ୍କୁ ସ୍ବର୍ଣ୍ଣ, ଅମରେନ୍ଦ୍ର ରୌପ୍ୟ, ନୁରୁଲ ବ୍ରୋଞ୍ଜ

ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି): ଉଗାଣ୍ଡାର କାମ୍ପାଲାଠାରେ ଅନୁଷ୍ଠିତ ଅନ୍ତର୍ଜାତୀୟ ପାରା ବ୍ୟାଡ୍‌ମିଣ୍ଟନ ଚାମ୍ପିୟନଶିପ୍‌ରେ ଭାରତ ପକ୍ଷରୁ ପ୍ରତିନିଧିତ୍ୱ କରୁଥିବା ଓଡ଼ିଶାର ୩ ଜଣ ଯାକ ପ୍ରତିଯୋଗୀ ପଦକ ହାସଲ କରିଛନ୍ତି। ଜି. ଦିଲେଶ୍ୱର ରାଓ ସିଙ୍ଗଲ୍ସରେ ରୌପ୍ୟ, ଡବଲ୍ସରେ...

ସ୍ବସ୍ତି ପାଇବେ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର, ୧୯।୯ (କ୍ରୀଡ଼ା ପ୍ରତିନିଧି) :ରାଜ୍ୟର ସମ୍ମାନଜନକ ଏକଲବ୍ୟ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି ଅନ୍ତର୍ଜାତୀୟ ଖ୍ୟାତିସମ୍ପନ୍ନ ମହିଳା ସାଇକ୍ଲିଷ୍ଟ ସ୍ବସ୍ତି ସିଂ। ୨୦୨୨ ବର୍ଷ ପାଇଁ ସେ ଏହି ପୁରସ୍କାର ପାଇବେ। ଏଥିସହିତ ତାରକା ମହିଳା ଫୁଟ୍‌ବଲର ପ୍ୟାରୀ...

କୋହଲି, ପାଣ୍ଡ୍ୟାଙ୍କ ଜବରଦସ୍ତ ଠୁମ୍‌କା

ନୂଆଦିଲ୍ଲୀ,୧୯।୯: ଏସିଆ କପ ୨୦୨୨ରେ ଭାରତୀୟ ଦଳର ପ୍ରଦର୍ଶନ ନିରାଶାଜନକ ଥିଲା। ଭାରତ ଏହି ଟୁର୍ନାମେଣ୍ଟରେ ଫାଇନାଲରେ ପହଞ୍ଚିବାରେ ସକ୍ଷମ ହୋଇ ନ ଥିଲା। ତେବେ ରୋହିତ ଶର୍ମାଙ୍କ ନେତୃତ୍ୱରେ ଭାରତ ଆଗାମୀ ଟି-୨୦ ବିଶ୍ୱକପ ଉପରେ ନଜର ରଖିଛି।...

ହକି ଇଣ୍ଡିଆ ସଭାପତି ପାଇଁ ପ୍ରାର୍ଥତ୍ପତ୍ର ଦାଖଲ କଲେ ଦିଲୀପ ତିର୍କୀ

ଭୁବନେଶ୍ୱର, ୧୯।୯(କ୍ରୀଡ଼ା ପ୍ରତିନିଧି):ଭାରତୀୟ ହକି ଦଳର ପୂର୍ବତନ ଅଧିନାୟକ ତଥା ଅଲିମ୍ପିଆନ ଦିଲୀପ ତିର୍କୀ ନିଜ କ୍ୟାରିୟରରେ ନୂଆ ଫର୍ଦ୍ଦ ଯୋଡ଼ିବା ଦିଗରେ ଏକପାଦ ଅଗ୍ରସର ହୋଇଛନ୍ତି। ଖେଳାଳି ଭାବେ ବେଶ୍‌ ସୁନାମ ଅର୍ଜନ କରିଥିବା ଦିଲୀପ ରବିବାର ହକି...

ଭାରତୀୟ ଦଳରେ ଶାମିଙ୍କ ସ୍ଥାନରେ ଉମେଶ

ନୂଆଦିଲ୍ଲୀ, ୧୮ା୯:ଅଷ୍ଟ୍ରେଲିଆ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଅନ୍ତର୍ଜାତୀୟ ଟି୨୦ ସିରିଜ ଲାଗି ଭାରତୀୟ କ୍ରିକେଟ ଦଳରେ ଭେଟେରାନ ସିମର ମହମ୍ମଦ ଶାମିଙ୍କ ସ୍ଥାନରେ ଉମେଶ ଯାଦବଙ୍କୁ ସାମିଲ କରାଯାଇଛି। କୋଭିଡ ଟେଷ୍ଟରେ ପଜିଟିଭ ଆସିବାରୁ ଶାମି ମଙ୍ଗଳବାର ଆରମ୍ଭ...

ଟି-୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳର ନୂଆ ଜର୍ସି ଉନ୍ମୋଚିତ

ନୂଆଦିଲ୍ଲୀ,୧୮।୯: ଆସନ୍ତା ମାସରେ ଅଷ୍ଟ୍ରେଲିଆରେ ଟି-୨୦ ବିଶ୍ୱକପ ଖେଳାଯିବ। ବିଶ୍ୱକପ୍‌ ପାଇଁ ଭାରତୀୟ ଦଳର ନୂଆ ଜର୍ସି ଉନ୍ମୋଚିତ କରାଯାଇଛି। ଏହି ଟିମ ଜର୍ସି ନୀଳ ରଙ୍ଗର ଅଟେ। ଏଥିରେ ତିନୋଟି ଷ୍ଟାର ରହିଛି। ଏହି ଷ୍ଟାର ଭାରତୀୟ ଦଳର...

ସ୍ବସ୍ତି ସିଂଙ୍କୁ ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର,୧୮।୯(ବ୍ୟୁରୋ): ଚଳିତବର୍ଷର ଏକଲବ୍ୟ ପୁରସ୍କାର ଘୋଷଣା କରାଯାଇଛି। ସାଇକେଲ୍‌ ଚାଳିକା ସ୍ବସ୍ତି ସିଂଙ୍କୁ ଏକଲବ୍ୟ ପୁରସ୍କାର ପାଇଁ ମନୋନୀତ କରାଯାଇଛି। ସେହିପରି ଫୁଟବଲର ପ୍ୟାରୀ ଖାକା ଓ ହକି ଖେଳାଳି ଶିଳାନନ୍ଦ ଲାକ୍ରା ଉପବିଜେତା ହୋଇଛନ୍ତି। ସ୍ବସ୍ତି ଜାତୀୟ ପ୍ରତିଯୋଗିତାରେ...

କୋହଲିଙ୍କ ନୂଆ ଲୁକ୍‌

ନୂଆଦିଲ୍ଲୀ,୧୮।୯: ଭାରତୀୟ ଅଧିନାୟକ ବିରାଟ କୋହଲି ଦୀର୍ଘ ଦିନ ପରେ ଏସିଆ କପ୍‌ରେ ଫର୍ମକୁ ଫେରିଛନ୍ତି। ସେ ଏହି ଟୁର୍ନାମେଣ୍ଟର ୫ଟି ମ୍ୟାଚରେ ୨୭୬ ରନ ସ୍କୋର କରିଥିଲେ। ବର୍ତ୍ତମାନ ଅଷ୍ଟ୍ରେଲିଆରେ ଆୟୋଜିତ ହେବାକୁ ଥିବା ଟି-୨୦ ବିଶ୍ୱକପ ଉପରେ...

ଆଜିଠୁ ଝୁଲଣଙ୍କ ବିଦାୟୀ ଦିନିକିଆ ସିରିଜ

ହୋଭ୍‌,୧୮ା୯: ରବିବାର ଭାରତ ଓ ଇଂଲଣ୍ଡ ମହିଳା ଦଳ ମଧ୍ୟରେ ପ୍ରଥମ ଦିନିକିଆ ମ୍ୟାଚ ଖେଳାଯିବ। ଭାରତ ତଥା ବିଶ୍ୱର ସର୍ବାଧିକ ଉଇକେଟ ହାସଲକାରୀ ଝୁଲଣ ଗୋସ୍ବାମୀଙ୍କ ଏହା ଅନ୍ତିମ ସିରିଜ ହୋଇଥିବା ବେଳେ ଭାରତୀୟ ଦଳ ସିରିଜ୍‌ ଜିତିବାକୁ...

୧୦୦ ମିଟର ହର୍ଡଲ୍ସରେ ସବିତାଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର,୧୮ା୭ (ସ୍ପୋଟର୍‌ସ ବ୍ୟୁରୋ): ଭୋପାଳସ୍ଥିତ ତାନ୍ତିଆ ଟୋପେ ଷ୍ଟାଡିୟମରେ ୧୭ତମ ନ୍ୟାଶନାଲ ୟୁଥ୍‌ ଚାମ୍ପିୟନଶିପ୍‌ (୧୮ ବର୍ଷରୁ କମ୍‌) ଶନିବାରଠାରୁ ଆରମ୍ଭ ହୋଇଛି। ଏହି ୩ ଦିନିଆ ଚାମ୍ପିୟନଶିପ୍‌ରେ ଓଡ଼ିଶାରୁ ୧୦ ଆଥଲେଟ (୩ ବାଳିକା ଓ ୭ ବାଳକ)...

‘କେବେ ଭାବି ନ ଥିଲି ପୁଣି ଥରେ ନିଜ ଦେଶ ପାଇଁ ଖେଳିବାର ସୁଯୋଗ ମିଳିବ’

ଲଣ୍ଡନ,୧୭।୯: ପୁଣି ଥରେ ନିଜ ଦେଶର ଜର୍ସି ପିନ୍ଧି ଅନ୍ତର୍ଜାତୀୟ ମ୍ୟାଚ୍‌ ଖେଳିବି ବୋଲି କେବେ ବି ଭାବି ନ ଥିଲି। କିଛି ଏଭଳି କହି ଚର୍ଚ୍ଚାରେ ଇଂଲଣ୍ଡ ଓପନର୍‌ ଆଲେକ୍ସ ହାଲ୍ସ। ୨୦୧୯ ରେ ଡୋପ ଟେଷ୍ଟରେ ବିଫଳ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri