ଖେଳ

୨୫ ବର୍ଷ ପାଇଁ ଆଶା ଓ ଲକ୍ଷ୍ୟ

ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତୀୟ କ୍ରୀଡ଼ାବିତ୍‌ଙ୍କ ସଫଳତା ନିଶ୍ଚିତ ଭାବେ ଭବିଷ୍ୟତ ପାଇଁ ଶୁଭ ସଙ୍କେତ। ମାତ୍ର ଭାରତ ଦ୍ୱିତୀୟ ସର୍ବାଧିକ ଜନସଂଖ୍ୟାର ଦେଶ ହୋଇଥିଲେ ହେଁ ଆମର କ୍ରୀଡ଼ା ପାରଦର୍ଶିତା ବିଶ୍ୱର ଅନ୍ୟ ବିକାଶଶୀଳ ଦେଶଗୁଡ଼ିକ ତୁଳନାରେ ଉତ୍ସାହଜନକ...

‘ମହିଳା ହକିର ଅଗ୍ରଗତିରେ ମୁଁ ଉଲ୍ଲସିତ’

ଭୁବନେଶ୍ୱର, ୧୬।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ଅନ୍ୟତମ ତାରକା ମହିଳା ହକି ଖେଳାଳି ନମିତା ଟପ୍ପୋ ଗୁରୁବାର ଅବସର ଘୋଷଣା କରିଛନ୍ତି। ଭାରତୀୟ ଦଳର ଜଣେ ଦକ୍ଷ ମିଡ୍‌ଫିଲ୍ଡରଭାବେ ପରିଚିତ ସୁନ୍ଦରଗଡ଼ର ନମିତା ଆଗାମୀ ଦିନରେ ହକି ସହିତ ଜଡ଼ିତ...

ମାର୍କ ବାଉଚର ହେଲେ ମୁମ୍ବାଇ ଇଣ୍ଡିଆନ୍ସର ମୁଖ୍ୟ କୋଚ

ମୁମ୍ବାଇ,୧୬।୯: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ)ର ସବୁଠାରୁ ସଫଳ ଦଳ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ଆସନ୍ତା ସିଜିନ ପାଇଁ ଦୃଢ ପ୍ରସ୍ତୁତି ଆରମ୍ଭ କରିଛି। ଏହା ଅଧୀନରେ ଫ୍ରାଞ୍ଚାଇଜ ଦଳର ନୂତନ ମୁଖ୍ୟ କୋଚ ଦକ୍ଷିଣ ଆଫ୍ରିକା ଦଳର ପୂର୍ବତନ...

ଅବସର ନେଲେ ନମିତା

ଭୁବନେଶ୍ୱର, ୧୬।୯ (କ୍ରୀଡ଼ା ପ୍ରତିନିଧି):ଓଡ଼ିଶାର ତାରକା ଅନ୍ତର୍ଜାତୀୟ ମିଡ୍‌ଫିଲ୍ଡର ନମିତା ଟପ୍ପୋ ଗୁରୁବାର ହକିକୁ ଅଲ୍‌ବିଦା ଜଣାଇଛନ୍ତି। ଆହତ ସମସ୍ୟା ଲାଗି ରହିବା ଯୋଗୁ ମାତ୍ର ୨୭ ବର୍ଷ ବୟସରେ ତାଙ୍କୁ ଏହି କଠିନ ନିଷ୍ପତ୍ତି ନେବାକୁ ପଡ଼ିଛି। ପାଦରେ...

ଅବସର ଘୋଷଣା କଲେ ଟେନିସ୍‌ ତାରକା

ନୂଆଦିଲ୍ଲୀ, ୧୫।୯: ପ୍ରସିଦ୍ଧ କିମ୍ବଦନ୍ତୀ ଟେନିସ୍‌ ତାରକା ରୋଜର ଫେଡେରର ଗୁରୁବାର ଟେନିସ୍‌ରୁ ଅବସର ଘୋଷଣା କରିଛନ୍ତି। ୨୦ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିବା ପରେ ୪୧ ବର୍ଷ ବୟସରେ ଟେନିସ୍‌ରୁ ଅବସର ନେଉଛନ୍ତି ବୋଲି ସେ ଟୁଇଟ୍‌ କରି ସୂଚନା...

ଟି୨୦ ବିଶ୍ୱକପ୍‌ ପାଇଁ ଦଳ ଘୋଷଣା କଲା ଆଫଗାନିସ୍ତାନ

କାବୁଲ,୧୫।୯: ଏସିଆ କପ୍‌ ୨୦୨୨ରେ ଚମତ୍କାର ପ୍ରଦର୍ଶନ ପରେ ଆଫଗାନିସ୍ତାନ କ୍ରିକେଟ ବୋର୍ଡ ଗୁରୁବାର ଟି୨୦ ବିଶ୍ୱକପ୍‌ ଲାଗି ଦଳ ଘୋଷଣା କରିଛି। ମହମ୍ମଦ ନବୀଙ୍କୁ ଦଳର ଅଧିନାୟକ ଭାବେ ନିଯୁକ୍ତି ଦିଆଯାଇଛି। ୨୦୨୧ରେ ହୋଇଥିବା ଟି୨୦ ବିଶ୍ୱକପ୍‌ରେ ମଧ୍ୟ...

କିଛି ମିନିଟ୍‌ ମଧ୍ୟରେ ବିକ୍ରି ହୋଇଗଲା ଭାରତ-ପାକିସ୍ତାନ ମ୍ୟାଚ୍‌ ଟିକେଟ୍‌

ନୂଆଦିଲ୍ଲୀ,୧୫।୯: ଟି-୨୦ ବିଶ୍ୱକପ ୨୦୨୨ରେ ୨୩ ଅକ୍ଟୋବରରେ ହେବାକୁ ଥିବା ହେବାକୁ ଥିବା ଭାରତ-ପାକିସ୍ତାନ ମ୍ୟାଚର ସମସ୍ତ ଟିକେଟ ବିକ୍ରି ହୋଇସାରିଛି। ଆଇସିସିର ପ୍ରେସ ବିଜ୍ଞପ୍ତିରେ ଏହି ସୂଚନା ଦିଆଯାଇଛି। ଆଇସିସି କହିଛି, ଅକ୍ଟୋବର ୨୩ରେ ମେଲବର୍ଣ୍ଣ କ୍ରିକେଟ ଗ୍ରାଉଣ୍ଡରେ...

‘ବିରାଟ କୋହଲି ବିଶ୍ୱକପ୍‌ ପରେ ଟି-୨୦ ଫର୍ମାଟରୁ ନେବେ ଅବସର’

ଇସଲାମାବାଦ୍‌,୧୫।୯: ପାକିସ୍ତାନର ପୂର୍ବତନ କ୍ରିକେଟର ଶୋଏବ ଅଖତର ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି, ବିରାଟ କୋହଲି ଟି-୨୦ ବିଶ୍ୱକପ ୨୦୨୨ ପରେ ଖେଳର ସବୁଠାରୁ ଛୋଟ ଫର୍ମାଟରୁ ଅବସର ନେବାକୁ ଚିନ୍ତା କରିପାରନ୍ତି। ଅନ୍ୟ ଫର୍ମାଟରେ ଭଲ...

କ୍ରିକେଟ୍‌ରୁ ସନ୍ନ୍ୟାସ ଘୋଷଣା କଲେ ଏହି ପ୍ରସିଦ୍ଧ କ୍ରିକେଟର୍‌

ସିଡନୀ,୧୫।୯: ଅଷ୍ଟ୍ରେଲିଆ ମହିଳା ଦଳର ଉପ-ଅଧିନାୟକ ରାଚେଲ ହେନ୍ସ ଗୁରୁବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ୩୫ ବର୍ଷୀୟା ବାମହାତୀ ବ୍ୟାଟ୍ସମ୍ୟାନ୍‌ ହେନ୍ସ ନିଶ୍ଚିତ କରିଛନ୍ତି ଯେ, ଆଗାମୀ ମହିଳା ବିଗ ଲିଗ ତାଙ୍କର ଶେଷ ଘରୋଇ ସିଜିନ୍‌...

ପ୍ରସିଦ୍ଧ ଅମ୍ପାୟାର ଅସଦ ରୌଫଙ୍କ ପରଲୋକ

ଇସଲାମାବାଦ,୧୫।୯: ଆଇସିସିର ଏଲିଟ ପ୍ୟାନେଲର ଅଂଶ ଥିବା ପାକିସ୍ତାନୀ ଅମ୍ପାୟାର ଅସଦ ରୌଫ (୬୬)ଙ୍କ ଲାହୋରରେ ଦେହାନ୍ତ ହୋଇଛି। ହୃଦ୍‌ଘାତ ଯୋଗୁ ତାଙ୍କର ମୃତ୍ୟୁ ଘଟିଛି। ଏହି ଖବରକୁ ତାଙ୍କ ଭାଇ ତାହିର ନିଶ୍ଚିତ କରିଛନ୍ତି। ପୂର୍ବତନ ଅମ୍ପାୟାରଙ୍କ ଭାଇ...

ରିଫ୍ରେଶର କୋର୍ସ ଭାରୋତ୍ତୋଳନ ବିକାଶରେ ସହାୟକ ହେବ: ସାନ୍ଧୁ

ଭୁବନେଶ୍ୱର, ୧୫।୯ (କ୍ରୀଡ଼ା ପ୍ରତିନିଧି): ରାଜ୍ୟ ସରକାରଙ୍କ କ୍ରୀଡ଼ା ଓ ଯୁବସେବା ବିଭାଗ ଏବଂ ଭାରତୀୟ ଭାରୋତ୍ତୋଳନ ଫେଡେରେଶନ (ଆଇଡବ୍ଲ୍ୟୁଏଲ୍‌ଏଫ୍‌)ର ମିଳିତ ଉଦ୍ୟମରେ କଳିଙ୍ଗ ଷ୍ଟାଡିୟମରେ ଏକ ୩ ଦିନିଆ ଟେକ୍ନିକାଲ ଅଫିସିଆଲ ରିଫ୍ରେଶର କୋର୍ସ (ନ୍ୟାଶନାଲ କାଟେଗୋରି-୨ ଓ...

ଭିନେଶଙ୍କୁ ବ୍ରୋଞ୍ଜ

ବେଲଗ୍ରେଡ୍‌,୧୫ା୯(ପି.ଟି.) : ବିଶ୍ୱ କୁସ୍ତି ଚାମ୍ପିୟନଶିପରେ ୫୩ କିଗ୍ରା ଓଜନ ବର୍ଗରେ ବ୍ରୋଞ୍ଜ ପଦକ ଜିତିଛନ୍ତି ଭିନେଶ ଫୋଗତ। ଏହା ସହିତ ପ୍ରଥମ ଭାରତୀୟ ମହିଳା ରେସଲର ଭାବରେ ଦୁଇଟି ବିଶ୍ୱ ଚାମ୍ପିୟନଶିପ ପଦକ ଜିତି ସେ ଇତିହାସ ସୃଷ୍ଟି...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri