ଖେଳ

ଆମେରିକାର ଗୋଲ୍‌ ବର୍ଷା

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଆରମ୍ଭ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌। ଭାରତ ଏହାର ପ୍ରଥମ ମ୍ୟାଚରେ ଉଚ୍ଚ ର଼୍ୟାଙ୍କ୍‌ପ୍ରାପ୍ତ ଆମେରିକା ସମକକ୍ଷ ପ୍ରଦର୍ଶନ କରିପାରିନାହିଁ। ଆମେରିକା ଗୋଲ ବର୍ଷା କରି ଘରୋଇ...

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଉଦ୍‌ଘାଟିତ

ଭୁବନେଶ୍ୱର, ୧୨।୧୦ (କ୍ରୀଡ଼ା ପ୍ରତିନିଧି): ଭାରତ ଏବଂ ଓଡ଼ିଶା କ୍ରୀଡ଼ା ଇତିହାସରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ। ଦେଶରେ ପ୍ରଥମଥରପାଇଁ ଆୟୋଜିତ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ। ଟୁର୍ନାମେଣ୍ଟରେ ଭାରତ ମଧ୍ୟ ଡେବ୍ୟୁ କରିଛି।...

ଏହି ମହାନ କ୍ରିକେଟର ହେବେ ଆଗାମୀ ବିସିସିଆଇ ଅଧ୍ୟକ୍ଷ, ଜାଣନ୍ତୁ ଗାଙ୍ଗୁଲୀ-ଜୟ ଶାହାଙ୍କ କ’ଣ ହେବ…

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟ ବୋର୍ଡ(ବିସିସିଆଇ)କୁ ମିଳିବ ନୂତନ ଅଧ୍ୟକ୍ଷ। ଏହାଛଡ଼ା ବୋର୍ଡର ଆଉ କିଛି ପଦରେ ନିର୍ବାଚନ ହେବ। ଏଥିନେଇ ମଙ୍ଗଳବାର ନାମାଙ୍କନ ଦାଖଲ କରାଯାଉଛି। ଅକ୍ଟୋବର ୧୮ ମଧ୍ୟରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ତେବେ ୧୯୮୩ ବିଶ୍ୱକପ୍‌...

ସିରିଜ ଜିତିଲା ଟିମ୍‌ ଇଣ୍ଡିଆ…

ନୂଆଦିଲ୍ଲୀ,୧୧।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜକୁ ଟିମ୍‌ ଇଣ୍ଡିଆ ୨-୧ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ମ୍ୟାଚରେ ଭାରତୀୟ ଦଳ ୧୯.୧ ଓଭରରେ ୩...

ଦକ୍ଷିଣ ଆଫ୍ରିକାକୁ ୯୯ ରନ୍‌ରେ ଅଲଆଉଟ୍‌ କରି ନୂଆ ରେକର୍ଡ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୧।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦିଲ୍ଲୀରେ ଖେଳାଯାଉଥିବା ତୃତୀୟ ତଥା ନିର୍ଣ୍ଣାୟକ ମୁକାବିଲାରେ ରେକର୍ଡ କରିଛି ଟିମ୍‌ ଇଣ୍ଡିଆ। ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ଦଳ। ଏହାପରେ ଭାରତୀୟ ସ୍ପିନରଙ୍କ ଯାଦୁ ଯୋଗୁ ଦକ୍ଷିଣ ଆଫ୍ରିକା ଦିନିକିଆରେ...

୨୭.୧ ଓଭରରେ ଦକ୍ଷିଣ ଆଫ୍ରିକା ଅଲ୍‌ ଆଉଟ, ଟିମ୍‌ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୧୦୦…

ନୂଆଦିଲ୍ଲୀ,୧୧।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ତୃତୀୟ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଉଭୟ ଦଳ ବର୍ତ୍ତମାନ ସିରିଜରେ ୧-୧ରେ ବିଜୟୀ ହୋଇଛନ୍ତି। ପ୍ରଥମେ ବ୍ୟାଟିଂ...

ମାତ୍ର ନବମ ଯାଏ ପାଠ ପଢିଛନ୍ତି ଏହି ଷ୍ଟାର ଅଲରାଉଣ୍ଡର

ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଜି ୨୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୩ ମସିହା, ଅକ୍ଟୋବର ୧୧ରେ ଗୁଜରାଟର ସୁରତରେ ଜନ୍ମଗ୍ରହଣ କରିଥିବା ହାର୍ଦ୍ଦିକଙ୍କୁ କ୍ରିକେଟକୁ ଆସିବା ପାଇଁ ବହୁ ସଂଘର୍ଷ କରିବାକୁ ପଡିଥିଲା। ପାଣ୍ଡ୍ୟା ମାତ୍ର...

ଟସ୍‌ ଜିତିଲା ଭାରତ

ନୂଆଦିଲ୍ଲୀ,୧୧।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି...

ଅମିତାଭଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋଦି

ନୂଆଦିଲ୍ଲୀ,୧୧।୧୦: ବଲିଉଡ ମହାନାୟକ ଅମିତାଭ ବଚ୍ଚନ ଆଜି ୮୦ ବର୍ଷରେ ପଦାର୍ପଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ସେ ମହାନାୟକଙ୍କ ଲମ୍ବା ଏବଂ ସୁସ୍ଥ ଜୀବନ ପ୍ରାର୍ଥନା କରିଛନ୍ତି। ସେ ଟୁଇଟ୍‌ ଯୋଗେ...

୫୦ ବାଳିକାଙ୍କୁ କିକ୍‌ ଅଫ୍‌ ସଲ୍ୟୁଶନର କ୍ରୀଡ଼ାବୃତ୍ତି

ଭୁବନେଶ୍ୱର୧୧ା୧୦(ସ୍ପୋଟର୍‌ସ ବ୍ୟୁରୋ): ଅନ୍ତର୍ଜାତୀୟ ବାଳିକା ଦିବସ ଅବସରରେ ଭାରତ ଏବଂ ଆଫ୍ରିକାର ୫୦ ଜଣ ବାଳିକାଙ୍କୁ କ୍ରୀଡ଼ାବୃତ୍ତି ମାଧ୍ୟମରେ ଫିଫା ବିଶ୍ୱକପ୍‌ ଦେଖିବାର ସୁଯୋଗ ଦେଉଛି ସ୍ବେଚ୍ଛାସେବୀ ସଙ୍ଗଠନ କିକ୍‌ଅଫ ସଲ୍ୟୁଶନ। କ୍ରୀଡ଼ା ଦ୍ୱାରା ବିକାଶ ଏହି ସଙ୍ଗଠନର ମୁଖ୍ୟ...

ଆମେ ମାନସିକ ଓ ଶାରୀରିକ ସ୍ତରରେ ଦୃଢ଼ ହୋଇଛୁ: ଅସ୍ତାମ

ଭୁବନେଶ୍ୱର, ୧୧।୧୦ (କ୍ରୀଡ଼ା ପ୍ରତିନିଧି): ”ଆମେ ଶାରୀରିକ ଓ ମାନସିକ ସ୍ତରରେ ଦୃଢ଼ ହୋଇଛୁ। ବଡ଼ ପ୍ରତିଯୋଗିତାକୁ ଦୃଷ୍ଟିରେ ରଖି କଠିନ ପରିଶ୍ରମ କରିଛୁ। ପ୍ରତିଯୋଗିତାରେ ଭଲ ଆରମ୍ଭ ଆମର ମୁଖ୍ୟ ଲକ୍ଷ୍ୟ। ତେଣୁ ଆମେରିକା ବିପକ୍ଷ ପ୍ରଥମ ଗେମ୍‌...

ଆମେରିକା ଦଳରେ ଭାରତୀୟ ବଂଶୋଦ୍ଭବ ମିଆ

ଭୁବନେଶ୍ୱର, ୧୧।୧୦ (କ୍ରୀଡ଼ା ପ୍ରତିନିଧି): ଯୁକ୍ତରାଷ୍ଟ୍ର ଆମେରିକା (ୟୁଏସ୍‌ଏ) ଜାତୀୟ ମହିଳା ଦଳ ତରଫରୁ ଏକ ଫୁଟ୍‌ବଲ ବିଶ୍ୱକପ୍‌ ଖେଳିବାରେ ମିଆ ଭୁତା ହେଉଛନ୍ତି ପ୍ରଥମ ଭାରତୀୟ ବଂଶୋଦ୍ଭବ। ତାଙ୍କ ପିଲାଦିନର ସ୍ବପ୍ନ ଥିଲା ବିଶ୍ୱକପ୍‌ ଖେଳିବା। ବିଶେଷକରି ତାଙ୍କ...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri