ଖେଳ

ହୃଦୟ ଜିତିଲେ ହରଭଜନ

ନୂଆଦିଲ୍ଲୀ,୭ା୯: ହୃଦୟ ଜିତିଲେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ସ୍ପିନର ହରଭଜନ ସିଂ। ଓମାନରେ ଫସି ରହିଥିବା ଜଣେ ୨୧ ବର୍ଷୀୟ ଯୁବତୀଙ୍କୁ ସେ ଉଦ୍ଧାର କରିଛନ୍ତି। ଆପ୍‌ ପକ୍ଷରୁ ରାଜ୍ୟ ସଭା ଏମ୍‌ପି ଭାବରେ ମନୋନୀତ ହୋଇଥିବା ହରଭଜନ...

ଭୁବନେଶ୍ୱରଙ୍କ ୨ ଓଭର ବୁଡ଼ାଇଦେଲା !

ନୂଆଦିଲ୍ଲୀ,୭।୯: ମହଙ୍ଗା ପଡ଼ିଲା ଇନିଂସର ୧୯ତମ ଓଭର। ଏଥିଯୋଗୁ ସୁପର-୪ ମୁକାବିଲାରେ ପ୍ରଥମେ ପାକିସ୍ତାନ ଏବଂ ପରେ ଶ୍ରୀଲଙ୍କାଠାରୁ ପରାଜିତ ହୋଇଛି ଟିମ୍‌ ଇଣ୍ଡିଆ। କିଛି ଏଭଳି ଚର୍ଚ୍ଚା ଏବେ ବଢ଼ିବାରେ ଲାଗିଛି। କାରଣ ଉଭୟ ମ୍ୟାଚ୍‌ରେ ଦଳ ଶେଷ...

ସମାଲୋଚନାକୁ ବେଖାତିର୍‌: ରୋହିତ କହିଲେ ‘ଆମ ଟିମ୍‌ରେ କ୍ୱାଲିଟି ଅଛି’

ଦୁବାଇ,୭।୯: ଏସିଆ କପ୍‌ ୨୦୨୨ ମୁକାବିଲା ଲଗାତାର ଦ୍ୱିତୀୟ ପରାଜୟ ସହ ଟୁର୍ନାମେଣ୍ଟରୁ ବାହାର ହୋଇଛି ଟିମ୍‌ ଇଣ୍ଡିଆ। ଅଧିନାୟକ ଭାବେ ରୋହିତ ଶର୍ମାଙ୍କ ପାଇଁ ଏହା ପ୍ରଥମ ବଡ଼ ଟୁର୍ନାମେଣ୍ଟ ଥିଲା। ହେଲେ ଟିମ୍‌ ଇଣ୍ଡିଆ ପରାଜିତ ହେବା...

ବାବର ଆଜମଙ୍କ ଯୁଗ ଶେଷ, ଏବେ ରିଜଓ୍ବାନ୍‌ ନୂଆ ବାଦ୍‌ଶାହା

ଦୁବାଇ,୭।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦର ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ଆଇସିସି ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ପାକିସ୍ତାନର ତାରକା ଖେଳାଳି ମହମ୍ମଦ ରିଜୱାନ ଏକ ନମ୍ବର ବ୍ୟାଟ୍ସମ୍ୟାନ ହୋଇଛନ୍ତି। ନିଜ ଦଳର ଅଧିନାୟକ ବାବର ଆଜମଙ୍କୁ ଅତିକ୍ରମ କରି...

ପାକିସ୍ତାନର ପରାଜୟ ଉପରେ ନିର୍ଭର କରୁଛି ଟିମ୍‌ ଇଣ୍ଡିଆର ଭାଗ୍ୟ…

ଦୁବାଇ/ସାରଜା, ୭।୯ : ଏସିଆ କପ ଟି-୨୦ ଟୁର୍ନାମେଣ୍ଟରେ ମଙ୍ଗଳବାର ଶ୍ରୀଲଙ୍କା ବିପକ୍ଷରେ ଭାରତ ୬ ୱିକେଟରେ ପରାଜୟ ସ୍ବୀକାର କରିଛି। ସୁପର ଫୋର୍‌ ରାଉଣ୍ଡରେ ଏହି ପରାଜୟ ସହ ଭାରତ ଏସିଆ କପରୁ ବାହାର ହେବାକୁ ଯାଉଛି। ଶ୍ରୀଲଙ୍କା...

ଜାଡେଜାଙ୍କ ଆଣ୍ଠୁରେ ସଫଳ ଅସ୍ତ୍ରୋପଚାର

ନୂଆଦିଲ୍ଲୀ,୭।୯(ପି.ଟି.): ଭାରତର ଆଘାତପ୍ରାପ୍ତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜାଙ୍କ ଡାହାଣ ଆଣ୍ଠୁରେ ସଫଳତାର ସହ ଅସ୍ତ୍ରୋପଚାର ସମ୍ପନ୍ନ ହୋଇଛି। ସେ ଖୁବ୍‌ ଶୀଘ୍ର ତାଙ୍କ ରିହାବିଲିଟେଶନ ଆରମ୍ଭ କରିବେ ବୋଲି ମଙ୍ଗଳବାର ସୂଚନା ଦେଇଛନ୍ତି। ୩୩ ବର୍ଷୀୟ ଜାଡେଜା ଏସିଆ କପ୍‌...

ଏସିଆ କପ୍‌: ବିଦାୟ ପଥରେ ଭାରତ

ଦୁବାଇ, ୭।୯: ବ୍ୟାଟିଂ, ବୋଲିଂ ଓ ଫିଲ୍ଡିଂରେ ଖରାପ ପ୍ରଦର୍ଶନ କରି ଭାରତ ଏସିଆ କପ୍‌ କ୍ରିକେଟର ମଙ୍ଗଳବାର ଅନୁଷ୍ଠିତ ସୁପର ଫୋର ମ୍ୟାଚରେ ଶ୍ରୀଲଙ୍କାଠାରୁ ୬ ଉଇକେଟରେ ପରାସ୍ତ ହୋଇଛି। ଏଥିସହ ଭାରତ ଟୁର୍ନାମେଣ୍ଟରୁ ବିଦାୟ ହେବା ପଥରେ...

ଅପରାଜିତା ଭାରତୀୟ ଦଳର କୋଚ୍‌

ଭୁବନେଶ୍ୱର, ୭।୯(କ୍ରୀଡ଼ା ପ୍ରତିନିଧି): ଚଳିତମାସ ୧୫ରୁ ୨୮ ପର୍ଯ୍ୟନ୍ତ ଜର୍ଜିଆର ବାଟୁମିଠାରେ ହେବାକୁ ଯାଉଛି ଫିଡେ (ଆନ୍ତର୍ଜାତୀୟ ଚେସ୍‌ ଫେଡେରେଶନ୍‌) ୱାଲର୍‌ଡ କ୍ୟାଡେଟ୍‌ ଚେସ୍‌ ଚାମ୍ପିୟନଶିପ୍‌। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଓଡ଼ିଶାର କ୍ୟାଣ୍ଡିଡେଟ ମାଷ୍ଟର ତଥା ଫିଡେ ଇନ୍‌ଷ୍ଟ୍ରକ୍ଟର...

ଚତୁର୍ଥ ରାଉଣ୍ଡରୁ ନାଡାଲ ବିଦା

ନ୍ୟୁୟର୍କ,୭।୯(ପି.ଟି.): ୟୁଏସ୍‌ ଓପନ ଚତୁର୍ଥ ରାଉଣ୍ଡରୁ ବିଦା ହେଲେ ସ୍ପେନର ରାଫେଲ ନାଡାଲ। ୨୨ଟି ଗ୍ରାଣ୍ଡସ୍ଲାମ ବିଜୟୀ ନାଡାଲ ପ୍ରଥମ ଥର ପାଇଁ ୟୁଏସ୍‌ ଓପନ କ୍ୱାର୍ଟର ଫାଇନାଲରେ ପହଞ୍ଚିବାରେ ବିଫଳ ହୋଇଛନ୍ତି। ଏହା ସହିତ ନାଡାଲଙ୍କ କ୍ରମାଗତ ୨୨...

ଶ୍ରୀଲଙ୍କାର ଲଢୁଆ ବ୍ୟାଟିଂ, ୬ ୱିକେଟରେ ବିଜୟୀ…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲାରେ ଟିମ ଶ୍ରୀଲଙ୍କା ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୭୪ ରନ୍ ଲକ୍ଷ୍ୟର...

ଶ୍ରୀଲଙ୍କାର ବିସ୍ଫୋରକ ବ୍ୟାଟିଂ ଉପରେ ରୋକ ଲଗାଇଲେ ଚହଲ, ଅଶ୍ୱିନ

ଦୁବାଇ,୬।୯: ଶ୍ରୀଲଙ୍କାର ବିସ୍ଫୋରକ ବ୍ୟାଟିଂ ଉପରେ ରୋକ ଲଗାଇଲେ ଯୁଜବେନ୍ଦ୍ର ଚହଲ, ଆର୍‌. ଅଶ୍ୱିନ। ୯୭ ରନ୍‌ ସ୍କୋରରେ ପୃଥକ୍‌ ନିସଙ୍କାଙ୍କ ଉଇକେଟ ଯାଇଥିବା ବେଳେ ଚରିତ ଅସଲଙ୍କା ଖାତା ଖୋଲି ନ ପାରି ପ୍ୟାଭିଲିୟନ ଫେରିଛନ୍ତି। ଉଭୟ ଉଇକେଟ...

ଶ୍ରୀଲଙ୍କା ପାଇଁ ବିଜୟ ଲକ୍ଷ୍ୟ ୧୭୪ ରନ୍‌…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ମୁକାବିଲା ହୋଇଛି। ଦୁବାଇର ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି ମ୍ୟାଚ୍‌ରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri