ଖେଳ

ମ୍ୟାଚ୍‌ ଆରମ୍ଭରୁ ଭାରତକୁ ଝଟ୍‌କା

ଦୁବାଇ,୬।୯: ମ୍ୟାଚ୍‌ ଆରମ୍ଭରୁ ଭାରତୀୟ ଟିମ୍‌କୁ ଝଟ୍‌କା। ମାତ୍ର ୬ ରନ୍‌ କରି ପ୍ୟାଭିଲିୟନ ଫେରିଲେ କେ.ଏଲ୍‌. ରାହୁଲ। ଶ୍ରୀଲଙ୍କା ବୋଲର୍‌ ମହୀଶ ଟିକ୍ନାଙ୍କ ବଲ୍‌ରୁ ସେ ଏଲ୍‌ବିଡବ୍ଲୁ ଆଉଟ୍‌ ହୋଇଛନ୍ତି। ତେବେ ରାହୁଲ ଡିଆର୍‌ଏସ୍‌ ନେଇଥିଲେ ହେଁ ଅମ୍ପାୟାରଙ୍କ...

ଅର୍ଶଦୀପଙ୍କ ସମର୍ଥନରେ ବାହାରିଲେ ସଚିନ

ମୁମ୍ବାଇ,୬।୯: ଏସିଆ କପ୍‌ର ସୁପର-୪ ପର୍ଯ୍ୟାୟରେ ପାକିସ୍ତାନ ବିପକ୍ଷରେ ଭାରତର ପରାଜୟ ପରେ ଚର୍ଚ୍ଚାରେ ବୋଲର୍‌ ଅର୍ଶଦୀପ ସିଂ। ବିରୋଧୀ ଟିମ୍‌ ଇନିଂସର ୧୮ତମ ଓଭରରେ ଆସିଫ ଅଲୀଙ୍କ କ୍ୟାଚ୍‌ ସେ ଛାଡ଼ି ଦେଇଥିଲେ। ସେତେବେଳେ ଆସିଫ ଖାତା ଖୋଲି...

ସେହ୍ବାଗଙ୍କ ଭବିଷ୍ୟବାଣୀ: ଭାରତ ଗୋଟିଏ ମ୍ୟାଚ୍‌ ହାରିଲେ ବିଦା, ପାକିସ୍ତାନ ଏଥର…

ନୂଆଦିଲ୍ଲୀ,୬।୯: ଏସିଆ କପ୍‌ ୨୦୨୨ ଆରମ୍ଭରୁ ଭଲ ପ୍ରଦର୍ଶନ କରିଥିଲେ ହେଁ ସୁପର-୪ ପର୍ଯ୍ୟାୟରେ ପାକିସ୍ତାନଠାରୁ ପରାଜିତ ହୋଇଥିଲା ଟିମ୍‌ ଇଣ୍ଡିଆ। ଏପରି ସ୍ଥିତିରେ ଦଳକୁ ଆଗାମୀ ଦୁଇଟି ଯାକ ମ୍ୟାଚ୍‌ ଜିତିବାକୁ ହେବ। ନଚେତ ଟୁର୍ନାମେଣ୍ଟରୁ ବାହାର ହେବାକୁ...

ଟସ୍‌ ଜିତିଲା ଶ୍ରୀଲଙ୍କା, ବୋଲିଂ ନିଷ୍ପତ୍ତି…

ଦୁବାଇ, ୬।୯ : ଏସିଆ କପ୍‌-୨୦୨୨ ଟି-୨୦ ମ୍ୟାଚର ସୁପର ଫୋର୍‌ ଏ-୧ ଏବଂ ବି-୧ ମ୍ୟାଚ୍‌ରେ ମଙ୍ଗଳବାର ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ କଡ଼ା ମୁକାବିଲା ହେଉଛି। ଦୁବାଇର ଦୁବାଇ ଇଣ୍ଟରନ୍ୟାଶନାଲ କ୍ରିକେଟ ଷ୍ଟାଡିୟମ୍‌ରେ ଖେଳା ଯାଉଥିବା ଏହି...

ଟିମ୍‌ ଇଣ୍ଡିଆ ପାଇଁ କର ବା ମର ସ୍ଥିତି…

ସାରଜା, ୬।୯ : ପାକିସ୍ତାନଠାରୁ ପରାଜିତ ହେବା ପରେ ଟିମ୍‌ ଇଣ୍ଡିଆକୁ ଏସିଆ କପରେ ରହିବା ପାଇଁ ପ୍ରତ୍ୟେକ ମ୍ୟାଚ ଜିତିବାକୁ ପଡ଼ିବ। ଫଳରେ ଟିମ୍‌ ଇଣ୍ଡିଆ ପାଇଁ କର ବା ମର ସ୍ଥିତି ସୃଷ୍ଟି ହୋଇଛି। ଗୋଟିଏ ପରାଜୟ...

ଘରୋଇ କ୍ରିକେଟକୁ ଅଲବିଦା କହିଲେ ରାଇନା

ନୂଆଦିଲ୍ଲୀ,୬।୯: ଭାରତୀୟ କ୍ରିକେଟର୍‌ ସୁରେଶ ରାଇନା ଘରୋଇ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। କିନ୍ତୁ ସେ କ୍ରିକେଟ ଖେଳିବା ଜାରି ରଖିବେ। ରାଇନା ଦକ୍ଷିଣ ଆଫ୍ରିକା, ୟୁଏଇ ଏବଂ ଶ୍ରୀଲଙ୍କାର ଟି-୨୦ ଲିଗର ପରବର୍ତ୍ତୀ ସିଜନରେ ଅଂଶଗ୍ରହଣ କରିବାର ସମ୍ଭାବନା...

‘କେଉଁ ପ୍ରକାର ମେସେଜ୍‌ ଚାହୁଁଥିଲେ କୋହଲି’

ନୂଆଦିଲ୍ଲୀ,୬।୯: ପାକିସ୍ତାନ ବିପକ୍ଷ ମ୍ୟାଚ୍‌ରେ ପରାଜୟ ପରେ ବିରାଟ କୋହଲି ଏକ ମନ୍ତବ୍ୟ ଦେଇ ଚର୍ଚ୍ଚାକୁ ଆସିଛନ୍ତି। ସେ କହିଥିଲେ, ମୁଁ ଟେଷ୍ଟ ଅଧିନାୟକତ୍ୱ ଛାଡିବା ପରେ କେବଳ ଜଣେ ବ୍ୟକ୍ତିଙ୍କଠାରୁ ମେସେଜ୍‌ ପାଇଥିଲି। ସେ ହେଉଛନ୍ତି ମହେନ୍ଦ୍ର ସିଂ...

ସୋସିଆଲ ମିଡିଆରେ ଅର୍ଶଦୀପଙ୍କୁ ଆକ୍ଷେପ

ନୂଆଦିଲ୍ଲୀ, ୬ା୯ (ପି.ଟି.):୩୬ବର୍ଷ ପୂର୍ବେ ଚେତନ ଶର୍ମାଙ୍କର ଯାହା ଘଟିଥିଲା ଏବେ ଅର୍ଶଦୀପ ସିଂଙ୍କ କ୍ଷେତ୍ରରେ ତାହା ଦେଖିବାକୁ ମିଳିଛି। ସମାନ ଦଳ ପାକିସ୍ତାନ ବିପକ୍ଷରେ ପୁଣି ତାହା ସଂଯୁକ୍ତ ଆରବ ଏମିରେଟ୍ସ (ୟୁଏଇ)ରେ। ଅବଶ୍ୟ ଦୁବାଇ ଇଣ୍ଟରନ୍ୟାଶନାଲ ଷ୍ଟାଡିୟମର...

ଆଜି ଭାରତ ପାଇଁ ‘କର ବା ମର’ ମ୍ୟାଚ୍‌: ଜାଣନ୍ତୁ କେଉଁଠି, କେତେବେଳେ ଖେଳାଯିବ

ଦୁବାଇ,୬।୯: ଏସିଆ କପ ୨୦୨୨ରେ ଆଜି ଭାରତୀୟ ଦଳ ସୁପର-୪ ରାଉଣ୍ଡରେ ଦ୍ୱିତୀୟ ମ୍ୟାଚ ଖେଳିବ। ପ୍ରଥମ ମ୍ୟାଚ ପାକିସ୍ତାନଠାରୁ ହାରିବା ପରେ ଭାରତ ପାଇଁ ଏହି ମ୍ୟାଚ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ହେବ। ଏହି ମ୍ୟାଚ ଜିତିବା ପରେ ହିଁ...

ବୋଲିଂରେ ସନ୍ତୁଳନ ଉପରେ ଗୁରୁତ୍ୱ

ଦୁବାଇ, ୬।୯: ଚଳିତ ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ସୁପର ଫୋର୍‌ରେ ମଙ୍ଗଳବାର ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ମ୍ୟାଚ ଅନୁଷ୍ଠିତ ହେବ। ଏହି ପର୍ଯ୍ୟାୟରେ ଭାରତ ନିଜର ପ୍ରଥମ ମ୍ୟାଚ ପାକିସ୍ତାନଠାରୁ ହାରି ଯାଇଛି। ତେଣୁ ଆଗାମୀ ମ୍ୟାଚରେ...

ମେଡ୍‌ଭେଡେଭ ବିଦା, କ୍ୱାର୍ଟରରେ ଗଫ୍‌

ନ୍ୟୁୟର୍କ, ୬।୯ :ଡିଫେଣ୍ଡିଂ ଚାମ୍ପିୟନ ତଥା ବିଶ୍ୱର ନମ୍ବର ଓ୍ବାନ୍‌ ଖେଳାଳି ଡାନିଲ ମେଡ୍‌ଭେଡେଭ ଚଳିତ ୟୁଏaସ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସର ପ୍ରି-କ୍ୱାର୍ଟର ଫାଇନାଲରୁ ବିଦାୟ ନେଇଛନ୍ତି। ଅନ୍ୟପକ୍ଷରେ ପ୍ରଥମଥର ପାଇଁ ୟୁଏସ୍‌ ଓପନ ଗ୍ରାଣ୍ଡସ୍ଲାମ ଟେନିସ କ୍ୱାର୍ଟର ଫାଇନାଲରେ...

ସମ୍ବିତଙ୍କୁ ଦ୍ୱିତୀୟ ଆଇଏମ୍‌ ନର୍ମ

ଭୁବନେଶ୍ୱର, ୬।୯ (କ୍ରୀଡ଼ା ପ୍ରତିନିଧି): ଓଡ଼ିଶା ଚେସ୍‌ ତାରକା ସମ୍ବିତ ପଣ୍ଡା ଅନ୍ତର୍ଜାତୀୟ ମାଷ୍ଟର (ଆଇଏମ୍‌) ଟାଇଟଲ ହାସଲ ଦିଗରେ ଆଉ ଏକପାଦ ଆଗକୁ ବଢ଼ିଛନ୍ତି। ଅଗଷ୍ଟ ୨୭ରୁ ସେପ୍ଟେମ୍ବର ୪ ପର୍ଯ୍ୟନ୍ତ ଅନୁଷ୍ଠିତ ଦୁବାଇ ଓପନ ଚେସ୍‌ ଟୁର୍ନାମେଣ୍ଟରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri