ଖେଳ

ବିଶ୍ୱକପ୍‌ର ପ୍ରଥମ ହାଟ୍ରିକ୍‌; ୟୁଏଇର ଏହି ସ୍ପିନରଙ୍କ ବୋଲିଂରେ ବ୍ୟାଟ୍ସମ୍ୟାନ୍‌ ଘାଇଲା…

ନୂଆଦିଲ୍ଲୀ,୧୮।୧୦: ଟି୨୦ ବିଶ୍ୱକପ୍‌ ୨୦୨୨ ଆରମ୍ଭର ଦ୍ୱିତୀୟ ଦିନରେ ଦେଖିବାକୁ ମିଳିଛି ପ୍ରଥମ ହାଟ୍ରିକ୍‌। ସଂଯୁକ୍ତ ଆରବ ଏମିରେଟ୍ସ(ୟୁଏଇ)ର ୨୨ ବର୍ଷୀୟ କାର୍ତ୍ତିକ ମେୟାପ୍ପାନ ଶ୍ରୀଲଙ୍କା ବିପକ୍ଷରେ ହାଟ୍ରିକ୍‌ ନେଇ ରେକର୍ଡ କରିଛନ୍ତି। ଏହି ମ୍ୟାଚ୍‌ରେ ୟୁଏଇ ଟସ୍‌ ଜିତି...

ଭାରତ-ଅଷ୍ଟ୍ରେଲିଆ ଖେଳିବେ ବିଶ୍ୱକପ୍‌ ଫାଇନାଲ…

ବ୍ରିସବେନ,୧୮।୧୦: ଆରମ୍ଭରୁ ଖେଳାଳିଙ୍କ ଜବରଦସ୍ତ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ଟି -୨୦ ବିଶ୍ୱକପ ୨୦୨୨। ଦୁଇ ଦିନରେ ଦୁଇଟି ବଡ ପରିବର୍ତ୍ତନ ଦେଖିବାକୁ ମିଳିଛି। ଗୋଟିଏ ପଟେ ନାମିବିଆ ଏସିଆ କପ୍‌ ଚାମ୍ପିୟନ ଶ୍ରୀଲଙ୍କାକୁ ପରାସ୍ତ କରିଥିବାବେଳେ ସ୍କଟଲ୍ୟାଣ୍ଡ ଦୁଇଥର...

ଏସିଆ କପ୍‌ ଲାଗି ପାକିସ୍ତାନ ଯିବ ନାହିଁ ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୮।୧୦: ୨୦୨୩ ଏସିଆ କପ୍‌ ଖେଳିବା ଲାଗି ପାକିସ୍ତାନ ଗସ୍ତ କରିବ ନାହିଁ ଭାରତ। ପ୍ରଥମେ ଏହା ସମ୍ଭବ ବୋଲି କୁହାଯାଉଥିବା ବେଳେ ଏବେ ବିିସିସିଆଇ ସଚିବ ଜୟ ଶାହ ଏହା ଅସମ୍ଭବ ବୋଲି ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ବିସିସିିଆଇର...

ବିଶ୍ୱକପ୍‌ ବିଜେତା, ପଶୁ ପ୍ରେମୀ, ପୁଅଙ୍କ ଚୟନକୁ ନେଇ ବିବାଦ; ଜାଣନ୍ତୁ ବିସିସିଆଇ ନୂତନ ଅଧ୍ୟକ୍ଷ ବିନ୍ନିଙ୍କ ବିଷୟରେ ଅନେକ କିଛି…

ନୂଆଦିଲ୍ଲୀ,୧୮।୧୦: ୧୯୮୩ ବିଶ୍ୱକପ୍‌ ବିଜେତା ଟିମ୍‌ର ସଦସ୍ୟ ଥିବା ରୋଜର ବିନ୍ନି ଏବେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ)ର ନୂତନ ଅଧ୍ୟକ୍ଷ। ପୂର୍ବତନ ଭାରତୀୟ ଅଧିନାୟକ ସୌରଭ ଗାଙ୍ଗୁଲିଙ୍କ ସ୍ଥାନ ନେବେ ସେ। ମଙ୍ଗଳବାର ବିସିସିଆଇର ବାର୍ଷିକ ସାଧାରଣ ବୈଠକରେ...

ବିସିସିଆଇର ୩୬ତମ ଅଧ୍ୟକ୍ଷ ହେଲେ ରୋଜର ବିନ୍ନି

ନୂଆଦିଲ୍ଲୀ,୧୮।୧୦: ବୋର୍ଡ ଅଫ କଣ୍ଟ୍ରୋଲ ଫର୍‌ କ୍ରିକେଟ ଇନ ଇଣ୍ଡିଆ (ବିସିସିଆଇ)ର ୩୬ତମ ଅଧ୍ୟକ୍ଷ ହୋଇଛନ୍ତି ପୂର୍ବତନ କ୍ରିକେଟର୍‌ ରୋଜର ବିନ୍ନି। ମଙ୍ଗଳବାର ମୁମ୍ବାଇର ତାଜ ହୋଟେଲରେ ଅନୁଷ୍ଠିତ ବିସିସିଆଇର ବାର୍ଷିକ ସାଧାରଣ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି। ବିସିସିଆଇର...

ଅଷ୍ଟ୍ରେଲିଆ ଦିନିକିଆ ଦଳର ଅଧିନାୟକ ହେଲେ ପ୍ୟାଟ କୁମିନ୍ସ

ସିଡନୀ,୧୮।୧୦: ଦିନିକିଆ କ୍ରିକେଟରୁ ଆରୋନ ଫିଞ୍ଚଙ୍କ ଅବସର ପରେ କ୍ରିକେଟ ଅଷ୍ଟ୍ରେଲିଆ ନୂତନ ଅଧିନାୟକ ଘୋଷଣା କରିଛି। କ୍ରିକେଟ ଅଷ୍ଟ୍ରେଲିଆ ଏହାର ଏକ ନମ୍ବର ଦ୍ରୁତ ବୋଲର ପ୍ୟାଟ କୁମିନ୍ସଙ୍କୁ ଦିନିକିଆ ଦଳର ଅଧିନାୟକ ନିଯୁକ୍ତ କରିଛି। ଡେଭିଡ ୱାର୍ନର...

ଆୟୋଜକ ଦୌଡ଼ରେ ଭାରତ, ସୌଦିଆରବ

ନୂଆଦିଲ୍ଲୀ, ୧୮ା୧୦: ଏସିଆନ କପ୍‌ ୨୦୨୭ର ଆୟୋଜନ ଅଧିକାର ପାଇବା ପାଇଁ କେବଳ ଭାରତ ଓ ସୌଦିଆରବ ମଧ୍ୟରେ ପ୍ରତିଯୋଗିତା ହେବ। ଆଗ୍ରହୀ ଥିବା ଅନ୍ୟ ୩ ଦେଶ ସେମାନଙ୍କ ବିଡ୍‌ ପ୍ରତ୍ୟାହାର କରିନେଇଥିବା ଏସିଆନ୍‌ ଫୁଟ୍‌ବଲ କନ୍‌ଫେଡେରେଶନ (ଏଏଫ୍‌ସି)...

୧ ଲକ୍ଷ ୨୦ ହଜାର ଛାତ୍ରୀଛାତ୍ର ଦେଖିବେ ବିଶ୍ୱକପ୍‌

ଭୁବନେଶ୍ୱର,୧୮ା୧୦(ସ୍ପୋଟର୍‌ସ ବ୍ୟୁରୋ): ଭାରତରେ ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ବିଶ୍ୱକପକୁ ପ୍ରାୟ ୧ ଲକ୍ଷ ୨୦ ହଜାର ଛାତ୍ରୀଛାତ୍ର ଉପଭୋଗ କରିବେ। ସ୍ଥାନୀୟ ଆୟୋଜକ କମିଟି (ଏଲ୍‌ଓସି) ଏବଂ ଫିଫା ମଧ୍ୟରେ ହୋଇଥିବା ଚୁକ୍ତି ଅନୁସାରେ ସ୍କୁଲ ଛାତ୍ରୀଛାତ୍ରଙ୍କ...

ନାଇଜେରିଆଠାରୁ ହାରି ଚିଲି ବିଦା

ଭୁବନେଶ୍ୱର,୧୮।୧୦(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ସୋମବାର ଅନୁଷ୍ଠିତ ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ର ଏକ ଗ୍ରୁପ୍‌ ‘ବି’ ମ୍ୟାଚ୍‌ରେ ନାଇଜେରିଆ ୨-୧ ଗୋଲରେ ଚିଲିକୁ ପରାସ୍ତ କରିଛି। ଫଳରେ ଏହି ଗ୍ରୁପ୍‌ରୁ ଦ୍ୱିତୀୟ ଦଳ ଭାବେ ନାଇଜେରିଆ...

ପରାଜୟ ସହ ଭାରତର ବିଶ୍ୱକପ ଅଭିଯାନ ଶେଷ

ଭୁବନେଶ୍ୱର, ୧୮।୧୦ (କ୍ରୀଡ଼ା ପ୍ରତିନିଧି): ଭାରତର ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ପଦାର୍ପଣ ଅଲୋଡ଼ା ରେକର୍ଡ ସହ ଶେଷ ହୋଇଛ। ନିଜର ପ୍ରଥମ ବିଶ୍ୱକପରେ ଭାରତ ୩ଟି ଯାକ ମ୍ୟାଚ ହାରି ଅଭିଯାନ ଶେଷ କରିଛି। ପ୍ରଥମ...

କୋହଲି ଧରିଲେ ଏମିତି କ୍ୟାଚ୍‌, ଅଷ୍ଟ୍ରେଲିୟ ଖେଳାଳି ହୋଇଗଲେ ଆଶ୍ଚର୍ଯ୍ୟ: ଦେଖନ୍ତୁ ଭିଡିଓ

ବ୍ରିସବେନ୍‌,୧୭।୧୦: ବ୍ରିସବେନ୍‌ର ଗାବାରେ ଖେଳାଯାଇଥିବା ଅଭ୍ୟାସ ମ୍ୟାଚ୍‌ରେ ଭାରତ ଅଷ୍ଟ୍ରେଲିଆକୁ ୬ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଭାରତ କେବଳ ଭଲ ବୋଲିଂ କରି ନ ଥିଲା, ବରଂ ଭଲ ଫିଲ୍ଡିଂ ସହ ଅଷ୍ଟ୍ରେଲିଆ ଖେଳାଳିଙ୍କୁ ପାଭିଲିୟନକୁ ପଠାଇଥିଲା।...

ଟି -୨୦ ବିଶ୍ୱକପରେ ଖେଳିବେ କରୋନା ପଜିଟିଭ୍‌ ଖେଳାଳି : ଆଇସିସି ନିଷ୍ପତ୍ତି…

ମେଲବୋର୍ନ,୧୭।୧୦ : ଅଷ୍ଟ୍ରେଲିଆରେ ଟି -୨୦ ବିଶ୍ୱକପ ଆରମ୍ଭ ହୋଇଛି। କ୍ରିକେଟ ପ୍ରଶଂସକଙ୍କ ପାଇଁ ଏକ ବଡ ଖୁସି ଖବର ବାହାରକୁ ଆସୁଛି। ଆଇସିସି ପକ୍ଷରୁ ବିଶ୍ୱକପକୁ ନେଇ ଏକ ବଡ ନିଷ୍ପତ୍ତି ନିଆଯାଇଛି। ବର୍ତ୍ତମାନ କରୋନା ପଜିଟିଭ୍‌ ଖେଳାଳିଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri