ଖେଳ

ବାଜି ମାରିଲେ ବିଜେନ୍ଦର

ଅଲିମ୍ପିକ୍ସ ଏବଂ ବିଶ୍ୱ ଚାମ୍ପିୟନଶିପ୍‌ରେ ବ୍ରୋଞ୍ଜ ପଦକ ବିଜେତା ବିଜେନ୍ଦର ସିଂ ପେସାଦାର ବକ୍ସିଂ କ୍ୟାରିୟରରେ ମଧ୍ୟ ସଫଳତାର ସହ ଆଗକୁ ବଢ଼ୁଛନ୍ତି। ଘାନାର ଏଲିଆସ୍‌ ସୁଲେଙ୍କୁ ପରାସ୍ତ କରି ସେ ପେସାଦାର ବକ୍ସିଂରେ ୧୪ ଫାଇଟ୍‌ରୁ ୧୩ରେ ବିଜୟ...

ଟ୍ରାକ୍‌ ଆଣ୍ଡ ଫିଲ୍ଡରେ ପଦକ ଭାରତ ପାଇଁ ଗୁରୁତ୍ୱପୂର୍ଣ୍ଣ

ବର୍ମିଂହାମ ରାଜ୍ୟଗୋଷ୍ଠୀ କ୍ରୀଡ଼ାରେ ଭାରତ ଗତଥରଠାରୁ କମ୍‌ ପଦକ ପାଇଥିଲେ ବି ଟ୍ରାକ୍‌ ଆଣ୍ଡ ଫିଲ୍ଡରେ ପ୍ରତିଯୋଗୀଙ୍କ ପ୍ରଦର୍ଶନ ମନଖୁସି କରିଦେଇଛି। ଆଥଲେଟ୍‌ମାନେ ଯେ ଆଶା କରାଯାଉ ନ ଥିବା ଇଭେଣ୍ଟରୁ ଭାରତପାଇଁ ପଦକ ଆଣିଦେବେ ତାହା ଅନେକଙ୍କ ଚିନ୍ତାର...

ସ୍ତ୍ରୀଙ୍କ ସହ ମନୋମାଳିନ୍ୟକୁ ନେଇ ମୁହଁ ଖୋଲିଲେ ଚହଲ

ନୂଆଦିଲ୍ଲୀ, ୧୯।୮: ଭାରତୀୟ ଲେଗ ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ଧନଶ୍ରୀ ବର୍ମାଙ୍କ ମଧ୍ୟରେ ଫାଟକୁ ନେଇ ଚର୍ଚ୍ଚା ହେଉଛି। ଏହି ଚର୍ଚ୍ଚାକୁ ନେଇ ଏକ ବାର୍ତ୍ତା ଦେଇଛନ୍ତି ଚହଲ। ସେ ତାଙ୍କ ଇନଷ୍ଟାଗ୍ରାମ ଷ୍ଟାଟସ ମାଧ୍ୟମରେ...

ମ୍ୟାଚ୍‌ ପୂର୍ବରୁ ଏମିତି କାମ କରି ପ୍ରଶଂସକଙ୍କ ହୃଦୟ ଜିତିଲେ ରାହୁଲ

ହରାରେ,୧୯।୮: ପ୍ରଥମ ଦିନିକିଆରେ ଜିମ୍ବାୱେ ବିପକ୍ଷରେ ୧୦ ଉଇକେଟରେ ବିଜୟ ହାସଲ କରିଛି। କେ.ଏଲ ରାହୁଲଙ୍କ ଅଧିନାୟକତ୍ୱରେ ଭାରତ ଜବରଦସ୍ତ ଖେଳ ପ୍ରଦର୍ଶନ କରି ହରାରେ ଗ୍ରାଉଣ୍ଡରେ ଏକପାଖିଆ ବିଜୟ ହାସଲ କରିଥିଲା। ଭାରତର ବିଜୟର ହିରୋ ବୋଲିଂରେ ଦୀପକ...

ଓଡ଼ିଶାକୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୧୯।୮ (କ୍ରୀଡ଼ା ପ୍ରତିନିଧି): ଚେନ୍ନାଇରେ ଅନୁଷ୍ଠିତ ୨୭ତମ ଜାତୀୟ ସବ୍‌ଜୁନିୟର ଟେନିସବଲ୍‌ କ୍ରିକେଟ ଟୁର୍ନାମେଣ୍ଟରେ ତୃତୀୟ ସ୍ଥାନ ଅଧିକାର କରି ଓଡ଼ିଶା ବ୍ରୋଞ୍ଜ ପଦକ ହାସଲ କରିଛି। ଓଡ଼ିଶା ଓ ପୂର୍ବାଞ୍ଚଳ ମଧ୍ୟରେ ସେମିଫାଇନାଲ ବେଶ୍‌ ସଂଘର୍ଷପୂର୍ଣ୍ଣ ହୋଇଥିଲା।...

ପାରା ଶୁଟିଂ ବିଶ୍ୱକପରେ ରାହୁଲଙ୍କୁ ସ୍ବର୍ଣ୍ଣ

ଚାଙ୍ଗଓନ୍‌,୧୯ା୮(ପି.ଟି): ପାରା ଶୁଟିଂ ବିଶ୍ୱକପରେ ଭାରତ ଏହାର ପଦକ ଖାତା ଖୋଲିଛି। ପିସ୍ତଲ ଶୁଟର ରାହୁଲ ଜାଖଡ ଭାରତ ପାଇଁ ଜିତିଛନ୍ତି ପ୍ରଥମ ସ୍ବର୍ଣ୍ଣ ପଦକ। ପି-୩ ବର୍ଗରେ ୨୫ ମିଟର ପିସ୍ତଲ ଇଭେଣ୍ଟରେ ପଛୁଆ ରହି ମଧ୍ୟ ସ୍ବର୍ଣ୍ଣ...

୧୦ ଉଇକେଟରେ ଜିତିଲା ଟିମ୍‌ ଇଣ୍ଡିଆ

ହରାରେ,୧୮।୮: ଭାରତର ବିଜୟ ସହ ଆରମ୍ଭ ହୋଇଛି ଜିମ୍ବାଓ୍ବେ ଗସ୍ତ। ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଇଥିବା ପ୍ରଥମ ଦିନିକିଆ ମ୍ୟାଚକୁ ଭାରତ ୧୦ ଉଇକେଟରେ ଜିତି ନେଇଛି। ୧୯୦ ରନ୍‌ ଲକ୍ଷ୍ୟର ପିଛା କରୁଥିବା ଭାରତ ପକ୍ଷରୁ ଦୁଇ ଓପନର...

ଚହଲ-ଧନଶ୍ରୀଙ୍କ ସମ୍ପର୍କରେ ଫାଟ! ସ୍ବାମୀଙ୍କ ସରନେମ୍‌ ହଟାଇବା ପରେ ଏବେ ଲେଖିଲେ…

ନୂଆଦିଲ୍ଲୀ,୧୮।୮: ଭାରତୀୟ ସ୍ପିନର ୟୁଜବେନ୍ଦ୍ର ଚହଲ ଏବଂ ତାଙ୍କ ସ୍ତ୍ରୀ ତଥା କୋରିଓଗ୍ରାଫର ଧନଶ୍ରୀ ବର୍ମାଙ୍କ ମଧ୍ୟରେ ମନୋମାଳିନ୍ୟ ହୋଇଥିବା ନେଇ ବେଶ୍‌ ଚର୍ଚ୍ଚା ହେଉଛି। ଧନଶ୍ରୀ ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ତାଙ୍କ ନାମରୁ ଚହଲ ସରନେମ୍‌କୁ ହଟାଇ ଦେଇଛନ୍ତି।...

ଭାରତୀୟ ବୋଲର୍‌ଙ୍କ ଚମତ୍କାର ପ୍ରଦର୍ଶନ: ଜିମ୍ବାଓ୍ବେ ୧୮୯ ରନ୍‌ରେ ଅଲଆଉଟ୍‌

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚରେ ଭାରତକୁ ୧୯୦ ରନ୍‌ର ବିଜୟ ଲକ୍ଷ୍ୟ ମିଳିଛି। ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ ଜିମ୍ବାଓ୍ବେ ପ୍ରଥମେ ବ୍ୟାଟିଂ କରି ୪୦.୩...

ସ୍ତ୍ରୀଙ୍କଠାରୁ ଚହଲ ଅଲଗା ହେବା ନେଇ ଚର୍ଚ୍ଚା: ସର୍‌ନେମ୍‌ ହଟାଇଲେ ଧନଶ୍ରୀ

ନୂଆଦିଲ୍ଲୀ,୧୮।୮: ଟିମ୍‌ ଇଣ୍ଡିଆର ଷ୍ଟାର ସ୍ପିନର ଯୁଜବେନ୍ଦ୍ର ଚହଲ ଏବେ କ୍ରିକେଟରୁ କିଛିଦିନ ପାଇଁ ବ୍ରେକ୍‌ ନେଇଛନ୍ତି। ଆଗାମୀ ଦିନରେ ହେବାକୁ ଥିବା ଏସିଆ କପ୍‌ କ୍ରିକେଟରେ ସେ ଦଳକୁ ଫେରିବେ। ଏହା ପୂର୍ବରୁ ଚହଲଙ୍କ ବ୍ୟକ୍ତିଗତ ଜୀବନ ଚର୍ଚ୍ଚାରେ।...

ଟସ୍‌ ଜିତିଲା ଭାରତ

ହରାରେ,୧୮।୮: ଭାରତ ଏବଂ ଜିମ୍ବାୱେ ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ ଆଜି ହରାରେଠାରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଏହି ସିରିଜରେ ଲୋକେଶ ରାହୁଲ ଭାରତୀୟ...

ଏକୁଟିଆ ଅନୁଭବ କରୁଛନ୍ତି କୋହଲି

ନୂଆଦିଲ୍ଲୀ,୧୮।୮: ଭାରତୀୟ କ୍ରିକେଟ ଦଳର କିମ୍ବଦନ୍ତୀ ବିରାଟ କୋହଲି ପଡ଼ିଆକୁ ଫେରିବାକୁ ପ୍ରସ୍ତୁତ ଅଛନ୍ତି। ସେ ଇଂଲଣ୍ଡ ଗସ୍ତ ପରେ ବିଶ୍ରାମ ନେଇଥିଲେ। କୋହଲି ନିଜର ଖରାପ ଫର୍ମ ପାଇଁ ବାରମ୍ବାର ସମାଲୋଚନାର ଶିକାର ହେଉଛନ୍ତି। କିନ୍ତୁ ବର୍ତ୍ତମାନ ତାଙ୍କ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri