ଖେଳ

ଦକ୍ଷିଣ ଆଫ୍ରିକାକୁ ବଡ଼ ଝଟକା

ଲଣ୍ଡନ,୧୪ା୮: ଇଂଲଣ୍ଡ ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ୍‌ ପୂର୍ବରୁ ଦକ୍ଷିଣ ଆଫ୍ରିକାକୁ ଲାଗିଛି ବଡ଼ ଝଟକା। ହାର୍ମଷ୍ଟ୍ରିଙ୍ଗ୍‌ ଆଘାତ କାରଣରୁ ସିରିଜରୁ ବାଦ୍‌ ପଡ଼ିଛନ୍ତି ଦ୍ରୁତ ବୋଲର ଡୁନାନ୍‌ ଓଲିଭର। ଇଂଲଣ୍ଡ ଲାୟନ୍ସ ବିପକ୍ଷ ଅଭ୍ୟାସ ମ୍ୟାଚ୍‌...

‘ବିଶ୍ୱରେ ୪୦୦୦ ବାଘ ଥିବେ, କିନ୍ତୁ ରାହୁଲ ଦ୍ରାବିଡ ଗୋଟିଏ’

ନୂଆଦିଲ୍ଲୀ,୧୪।୮: ନ୍ୟୁଜିଲାଣ୍ଡର ପୂର୍ବତନ ଖେଳାଳି ରସ ଟେଲର ଏବେ ନିଜ ଆତ୍ମଜୀବନୀ ‘ବ୍ଲାକ୍‌ ଆଣ୍ଡ୍‌ ହ୍ବାଇଟ୍‌’ ପାଇଁ ଚର୍ଚ୍ଚାରେ ଅଛନ୍ତି। ଏହି ପୁସ୍ତକରେ ସେ ନିଜ କ୍ରିକେଟ୍‌ ଜୀବନରେ ଘଟିଥିବା ଅନେକ କାହାଣୀ ଉଲ୍ଲେଖ କରିଛନ୍ତି। ଏହି ପୁସ୍ତକରେ ସେ...

ଭାରତ-ପାକିସ୍ତାନ ମ୍ୟାଚ୍‌କୁ ନେଇ ବଡ଼ ଭବିଷ୍ୟବାଣୀ

ନୂଆଦିଲ୍ଲୀ, ୧୪ା୮: ଏସିଆ କପ ଟି-୨୦ ଟୁର୍ନାମେଣ୍ଟ ଅଗଷ୍ଟ ୨୭ରୁ ଆରମ୍ଭ ହେଉଛି। ଭାରତ ଏବଂ ପାକିସ୍ତାନ ମଧ୍ୟରେ ଐତିହାସିକ ମ୍ୟାଚ ଅଗଷ୍ଟ ୨୮ରେ ଦୁବାଇ ଅନ୍ତର୍ଜାତୀୟ ଷ୍ଟାଡିୟମରେ ଖେଳାଯିବ। ପ୍ରଶଂସକମାନେ ଉତ୍ସାହର ସହିତ ଏହି ମ୍ୟାଚ ପାଇଁ ଅପେକ୍ଷା...

ଆଇରନ ମ୍ୟାନ ପ୍ରତିଯୋଗିତାରେ ଦୁଇ ଓଡ଼ିଆ

ଭୁବନେଶ୍ୱର,୧୪।୮(ସ୍ପୋଟର୍‌ସ ବ୍ୟୁରୋ): ଆଇରନ ମ୍ୟାନ ପ୍ରତିଯୋଗିତା ପାଇଁ ଦୁଇ ଓଡ଼ିଆ ସୌଭାଗ୍ୟ କୁମାର ରଥ(୩୩) ଏବଂ ବିଜୟ କୁମାର ଦାସ(୪୮) କାଜାଖସ୍ତାନରେ ପହଞ୍ଚିଛନ୍ତି। ସୌଭାଗ୍ୟଙ୍କର ଏହା ଦ୍ୱିତୀୟ ଆଇରନ ମ୍ୟାନ ପ୍ରତିଯୋଗିତା ହେବାକୁ ଥିବା ବେଳେ ବିଜୟ ପ୍ରଥମ ଥର...

ରସ୍‌ ଟେଲରଙ୍କୁ ଚାପୁଡ଼ା ମାରିଥିଲେ ରାଜସ୍ଥାନ ରୟାଲ୍ସ ମାଲିକ

ନୂଆଦିଲ୍ଳୀ,୧୪।୮: ନ୍ୟୁଜିଲାଣ୍ଡର ରସ୍‌ ଟେଲରଙ୍କ ବହିକୁ ନେଇ ଗୋଟିଏ ପରେ ଗୋଟିଏ ନୂଆ ବିବାଦ ଦେଖିବାକୁ ମିଳୁଛି। ପ୍ରଥମେ ନ୍ୟୁଜିଲାଣ୍ଡ କ୍ରିକେଟରେ ବର୍ଣ୍ଣବୈଷମ୍ୟବାଦ ନେଇ ନିଜ ଆତ୍ମଜୀବନୀରେ ଉଲ୍ଲେଖ କରିଥିବାବେଳେ ବର୍ତ୍ତମାନ ଆଉ ଏକ ବିବାଦ ସୃଷ୍ଟି କରିଛନ୍ତି। ୨୦୧୧ରେ...

ଦମ୍‌ ଦେଖାଇଲେ ପୂଜାରା: ଗୋଟିଏ ଓଭରରେ ମାରିଲେ ୨୨ ରନ୍‌

ଲଣ୍ଡନ,୧୩।୮: ଇଂଲଣ୍ଡରେ ଚାଲିଥିବା ରୟାଲ ଲଣ୍ଡନ ଓ୍ବାନ୍‌ଡେ କପ୍‌ରେ ଦମ୍‌ ଦେଖାଇଛନ୍ତି ଭାରତୀୟ ଦଳର ଟେଷ୍ଟ ସ୍ପେଶାଲିଷ୍ଟ ଚେତେଶ୍ୱର ପୂଜାରା। ସସେକ୍ସ ପାଇଁ ବିସ୍ଫୋରକ ଇନିଂସ ଖେଳି ସେ ଶତକ ହାସଲ କରିଛନ୍ତି। ଓ୍ବାର୍‌ଓ୍ବିକ୍ସାୟାର ବିପକ୍ଷରେ ଖେଳୁଥିବା ପୂଜାରା ମାତ୍ର...

ମୋର ଭାଗ୍ୟ ଯେ ମୁଁ ଜଣେ ଭାରତୀୟ: ଧୋନୀ

ନୂଆଦିଲ୍ଲୀ,୧୩।୮: ସ୍ବାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଭାରତ ‘ଆଜାଦି କା ଅମୃତ ମହୋତ୍ସବ’ ପାଳନ କରାଯାଉଛି। କେନ୍ଦ୍ର ସରକାରଙ୍କ ଅପିଲ କ୍ରମେ ‘ହର୍‌ ଘର୍‌ ତ୍ରିରଙ୍ଗା’ ଅଭିଯାନରେ ସମସ୍ତେ ସାମିଲ ହେଉଛନ୍ତି। ଦେଶବାସୀ ସୋସିଆଲ ମିଡିଆ ନିଜର ପ୍ରୋଫାଇଲ...

ଜିମ୍ବାଓ୍ବେ ଟୁର୍‌ରେ ଲକ୍ଷ୍ମଣ ମୁଖ୍ୟ କୋଚ୍‌

ନୂଆଦିଲ୍ଲୀ,୧୩ା୮: ଆସନ୍ତା ଜିମ୍ବାଓ୍ବେ ଟୁର୍‌ ପାଇଁ ନ୍ୟାଶନାଲ କ୍ରିକେଟ୍‌ ଏକାଡେମୀ (ଏନ୍‌ସିଏ) ମୁଖ୍ୟ ଭି.ଭି.ଏସ୍‌. ଲକ୍ଷ୍ମଣ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଦାୟିତ୍ୱ ତୁଲାଇବେ ବୋଲି ବିସିସିଆଇ ସମ୍ପାଦକ ଜୟ ଶାହା ସୂଚନା ଦେଇଛନ୍ତି। ନିୟମିତ ମୁଖ୍ୟ କୋଚ୍‌ ରାହୁଲ...

ଆସନ୍ତା ମାର୍ଚ୍ଚରେ ମହିଳା ଆଇପିଏଲ୍‌

ନୂଆଦିଲ୍ଲୀ, ୧୩ା୮: ବହୁ ପ୍ରତୀକ୍ଷିତ ମହିଳା ଆଇପିଏଲ୍‌ ୨୦୨୩ ମାର୍ଚ୍ଚରୁ ଖେଳାଯିବ। ଏଥିପାଇଁ ଏକ ମାସ ସମୟ ରଖାଯାଇଥିବା ବିସିସିଆଇର ଜେaଣ ବରିଷ୍ଠ କର୍ମକର୍ତ୍ତା ସୂଚନା ଦେଇଛନ୍ତି। ଫେବୃୟାରୀ ୯ରୁ ୨୬ ଦକ୍ଷିଣ ଆଫ୍ରିକାରେ ହେବାକୁଥିବା ମହିଳା ଟି୨୦ ବିଶ୍ୱକପ୍‌...

ଅଶୋକଙ୍କୁ ଜାତୀୟ ଦାୟିତ୍ୱ

ଭୁବନେଶ୍ୱର, ୧୩।୮ (କ୍ରୀଡ଼ା ପ୍ରତିନିଧି): ଅନ୍ତର୍ଜାତୀୟ ବାସ୍କେଟବଲ ଆସୋସିଏଶନ (ଏଫ୍‌ଆଇବିଏ)ର ୧୮ ବର୍ଷରୁ କମ୍‌ ଏସିଆନ ବାସ୍କେଟବଲ ଚାମ୍ପିୟନଶିପ୍‌ ଇରାନର ତେହେରାନଠାରେ ଚଳିତ ମାସ ୨୧ରୁ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତା ପାଇଁ ଓଡ଼ିଶା ବାସ୍କେଟବଲ ଆସୋସିଏଶନ...

ସର୍ବଭାରତୀୟ ଏଲ୍‌ଆଇସି କ୍ରୀଡ଼ା ପାଇଁ ୧୬ ମନୋନୀତ

ଭୁବନେଶ୍ୱର, ୧୩।୮ (କ୍ରୀଡ଼ା ପ୍ରତିନିଧି): ଭାରତୀୟ ଜୀବନବୀମା ନିଗମ (ଏଲ୍‌ଆଇସି)ର ପୂର୍ବ ମଧ୍ୟ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ କ୍ୟାରମ୍‌ ଏବଂ ଚେସ୍‌ (ମହିଳା ଓ ପୁରୁଷ) ଖେଳ ପାଇଁ ଚୟନ ପ୍ରତିଯୋଗିତା ଶେଷ ହୋଇଛି। ଏଥିରୁ ପ୍ରଦର୍ଶନଭିତ୍ତିରେ ଭୋପାଳରେ ଆସନ୍ତା...

ଭାରତୀୟ ଦଳରେ ଓଡ଼ିଶାର ଆଶିଷ

ଭୁବନେଶ୍ୱର, ୧୩।୮(କ୍ରୀଡ଼ା ପ୍ରତିନିଧି): ଇରାନର ତେହେରାନଠାରେ ୧୪ତମ ୧୮ ବର୍ଷରୁ କମ୍‌ ଏସିଆନ ପୁରୁଷ ଭଲିବଲ ଚାମ୍ପିୟନଶିପ୍‌ ଚଳିତ ମାସ ୧୫ରୁ ୨୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏହି ସମ୍ମାନଜନକ ପ୍ରତିଯୋଗିତା ପାଇଁ ଶୁକ୍ରବାର ଘୋଷିତ ଭାରତୀୟ ଦଳରେ ଓଡ଼ିଶାର...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri