ଖେଳ

ନ୍ୟୁଜିଲାଣ୍ଡକୁ ହରାଇଲା ଚିଲି

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି): ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌ ଭୁବନେଶ୍ୱର ସମେତ ଗୋଆର ମାର୍ଗାଓରେ ମଧ୍ୟ ଆରମ୍ଭ ହୋଇଛି। ପଣ୍ଡିତ ଜବାହରଲାଲ ନେହେରୁ ଷ୍ଟାଡିୟମରେ ଅନୁଷ୍ଠିତ ଗ୍ରୁପ୍‌ ‘ବି’ ମ୍ୟାଚରେ ଚିଲି ୩-୧ ଗୋଲରେ ନ୍ୟୁଜିଲାଣ୍ଡକୁ ପରାସ୍ତ...

ଓଡ଼ିଶାକୁ ଆଉ ୩ ରୌପ୍ୟ

ଭୁବନେଶ୍ୱର, ୧୨।୧୦(ସ୍ପୋଟର୍‌ସ ବ୍ୟୁରୋ): ଗୁଜରାଟରେ ଚାଲିଥିବା ୩୬ତମ ନ୍ୟାଶନାଲ ଗେମ୍ସରେ ଓଡ଼ିଶା ମଙ୍ଗଳବାର ୩ଟି ପଦକ ଜିତିବାରେ ସମର୍ଥ ହୋଇଛି। କାୟାକିଂ ମହିଳା କେ-୧ ୨୦୦ମିଟରରେ ଓଇନାମ ବିଦ୍ୟା ଦେବୀ ଓ ପୁରୁଷ କେ-୧, ୨୦୦ ମିଟରରେ ଟମ୍‌ଥିଲ୍‌ଙ୍ଗାବା ଟମ୍‌ଥିଲ୍‌ଙ୍ଗାବା...

ବିନ୍ନି ବିସିସିଆଇ ସଭାପତି ହେବା ସମ୍ଭାବନା

ନୂଆଦିଲ୍ଲୀ, ୧୨।୧୦(ପି.ଟି.): ସୌରଭ ଗାଙ୍ଗୁଲିଙ୍କ ସ୍ଥାନରେ ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ସଭାପତି ହୋଇପାରନ୍ତି ୧୯୮୩ ବିଶ୍ୱକପ୍‌ ବିଜୟୀ ହିରୋ ରୋଜର ବିନ୍ନି। ଏପରି କି ସେ ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇପାରନ୍ତି ବୋଲି ବିସିସିଆଇ ଉପସଭାପତି ରାଜୀବ ଶୁକ୍ଳା...

ବିଜୟ ସହ ବ୍ରାଜିଲର ଅଭିଯାନ ଆରମ୍ଭ

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି): ଭାରତ ଓ ଓଡ଼ିଶାରେ ପ୍ରଥମଥର ପାଇଁ ଆରମ୍ଭ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ। କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ପ୍ରଥମ ମ୍ୟାଚରେ ମରକ୍କୋକୁ ୧-୦ ଗୋଲରେ ହରାଇ ବିଜୟ ଅଭିଯାନ ଆରମ୍ଭ...

ଆମେରିକାର ଗୋଲ୍‌ ବର୍ଷା

ଭୁବନେଶ୍ୱର, ୧୨।୧୦(କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଆରମ୍ଭ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ୍‌। ଭାରତ ଏହାର ପ୍ରଥମ ମ୍ୟାଚରେ ଉଚ୍ଚ ର଼୍ୟାଙ୍କ୍‌ପ୍ରାପ୍ତ ଆମେରିକା ସମକକ୍ଷ ପ୍ରଦର୍ଶନ କରିପାରିନାହିଁ। ଆମେରିକା ଗୋଲ ବର୍ଷା କରି ଘରୋଇ...

୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ ଉଦ୍‌ଘାଟିତ

ଭୁବନେଶ୍ୱର, ୧୨।୧୦ (କ୍ରୀଡ଼ା ପ୍ରତିନିଧି): ଭାରତ ଏବଂ ଓଡ଼ିଶା କ୍ରୀଡ଼ା ଇତିହାସରେ ଯୋଡ଼ି ହୋଇଛି ଏକ ନୂଆ ଅଧ୍ୟାୟ। ଦେଶରେ ପ୍ରଥମଥରପାଇଁ ଆୟୋଜିତ ହୋଇଛି ୧୭ ବର୍ଷରୁ କମ୍‌ ମହିଳା ଫିଫା ବିଶ୍ୱକପ। ଟୁର୍ନାମେଣ୍ଟରେ ଭାରତ ମଧ୍ୟ ଡେବ୍ୟୁ କରିଛି।...

ଏହି ମହାନ କ୍ରିକେଟର ହେବେ ଆଗାମୀ ବିସିସିଆଇ ଅଧ୍ୟକ୍ଷ, ଜାଣନ୍ତୁ ଗାଙ୍ଗୁଲୀ-ଜୟ ଶାହାଙ୍କ କ’ଣ ହେବ…

ନୂଆଦିଲ୍ଲୀ,୧୧।୧୦: ଭାରତୀୟ କ୍ରିକେଟ ବୋର୍ଡ(ବିସିସିଆଇ)କୁ ମିଳିବ ନୂତନ ଅଧ୍ୟକ୍ଷ। ଏହାଛଡ଼ା ବୋର୍ଡର ଆଉ କିଛି ପଦରେ ନିର୍ବାଚନ ହେବ। ଏଥିନେଇ ମଙ୍ଗଳବାର ନାମାଙ୍କନ ଦାଖଲ କରାଯାଉଛି। ଅକ୍ଟୋବର ୧୮ ମଧ୍ୟରେ ନିର୍ବାଚନ ଫଳାଫଳ ପ୍ରକାଶ ପାଇବ। ତେବେ ୧୯୮୩ ବିଶ୍ୱକପ୍‌...

ସିରିଜ ଜିତିଲା ଟିମ୍‌ ଇଣ୍ଡିଆ…

ନୂଆଦିଲ୍ଲୀ,୧୧।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜକୁ ଟିମ୍‌ ଇଣ୍ଡିଆ ୨-୧ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଇଥିବା ତୃତୀୟ ମ୍ୟାଚରେ ଭାରତୀୟ ଦଳ ୧୯.୧ ଓଭରରେ ୩...

ଦକ୍ଷିଣ ଆଫ୍ରିକାକୁ ୯୯ ରନ୍‌ରେ ଅଲଆଉଟ୍‌ କରି ନୂଆ ରେକର୍ଡ କଲା ଟିମ୍‌ ଇଣ୍ଡିଆ

ନୂଆଦିଲ୍ଲୀ,୧୧।୧୦: ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦିଲ୍ଲୀରେ ଖେଳାଯାଉଥିବା ତୃତୀୟ ତଥା ନିର୍ଣ୍ଣାୟକ ମୁକାବିଲାରେ ରେକର୍ଡ କରିଛି ଟିମ୍‌ ଇଣ୍ଡିଆ। ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲା ଦଳ। ଏହାପରେ ଭାରତୀୟ ସ୍ପିନରଙ୍କ ଯାଦୁ ଯୋଗୁ ଦକ୍ଷିଣ ଆଫ୍ରିକା ଦିନିକିଆରେ...

୨୭.୧ ଓଭରରେ ଦକ୍ଷିଣ ଆଫ୍ରିକା ଅଲ୍‌ ଆଉଟ, ଟିମ୍‌ ଇଣ୍ଡିଆ ପାଇଁ ବିଜୟ ଲକ୍ଷ୍ୟ ୧୦୦…

ନୂଆଦିଲ୍ଲୀ,୧୧।୧୦ : ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଏକଦିବସୀୟ ସିରିଜର ତୃତୀୟ ମ୍ୟାଚ ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଉଭୟ ଦଳ ବର୍ତ୍ତମାନ ସିରିଜରେ ୧-୧ରେ ବିଜୟୀ ହୋଇଛନ୍ତି। ପ୍ରଥମେ ବ୍ୟାଟିଂ...

ମାତ୍ର ନବମ ଯାଏ ପାଠ ପଢିଛନ୍ତି ଏହି ଷ୍ଟାର ଅଲରାଉଣ୍ଡର

ଭାରତୀୟ ଦଳର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଜି ୨୯ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୯୩ ମସିହା, ଅକ୍ଟୋବର ୧୧ରେ ଗୁଜରାଟର ସୁରତରେ ଜନ୍ମଗ୍ରହଣ କରିଥିବା ହାର୍ଦ୍ଦିକଙ୍କୁ କ୍ରିକେଟକୁ ଆସିବା ପାଇଁ ବହୁ ସଂଘର୍ଷ କରିବାକୁ ପଡିଥିଲା। ପାଣ୍ଡ୍ୟା ମାତ୍ର...

ଟସ୍‌ ଜିତିଲା ଭାରତ

ନୂଆଦିଲ୍ଲୀ,୧୧।୧୦: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚରେ ଭାରତ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri