ଖେଳ

ପୁରୁଷ ହକି ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷିତ

ନୂଆଦିଲ୍ଲୀ,୮।୯: ପୁରୁଷ ହକି ବିଶ୍ୱକପ ୨୦୨୩ ପାଇଁ ଗୁରୁବାର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ୧୬ଟି ଦଳ ଚାରୋଟି ଭିନ୍ନ ଗ୍ରୁପ୍‌ରେ ସ୍ଥାନିତ କରାଯାଇଛି। ଭାରତ ଇଂଲଣ୍ଡ, ସ୍ପେନ ଏବଂ ୱେଲ୍ସ ସହିତ ଗ୍ରୁପ ଡିରେ ଅଛି। ଏଥି ସହିତ ଅଷ୍ଟ୍ରେଲିଆ...

ଏସିଆ କପ୍‌ରେ ଆଜି ଭାରତର ଶେଷ ମ୍ୟାଚ୍‌: ଜାଣନ୍ତୁ କେତେବେଳେ, କେଉଁଠି ଦେଖିବେ

ଦୁବାଇ,୮।୯: ୟୁଏଇରେ ଚାଲିଥିବା ଏସିଆ କପ ୨୦୨୨ରେ ଆଜି ଭାରତ ଏବଂ ଆଫଗାନିସ୍ତାନ ମୁହାଁମୁହିଁ ହେବେ। ଉଭୟ ଦଳ ଏସିଆ କପ ଫାଇନାଲ ଦୌଡ଼ରୁ ବାଦ୍‌ ପଡିଛନ୍ତି। ଏହି ମ୍ୟାଚ ଉଭୟ ଦଳ ପାଇଁ ଟୁର୍ନାମେଣ୍ଟର ଶେଷ ମ୍ୟାଚ ହୋଇଥିବାରୁ...

ପଡ଼ିଆରେ ଭୋ ଭୋ ହୋଇ କାନ୍ଦିଲେ ଖେଳାଳି

ଦୁବାଇ,୮।୯: ୟୁଏଇରେ ଖେଳାଯାଉଥିବା ଏସିଆ କପରେ ବୁଧବାର ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ରୋମାଞ୍ଜକର ମୁକାବିଲା ହୋଇଥିଲା। ଶେଷରେ ଏହି ମ୍ୟାଚ୍‌ରେ ବାଜି ମାରିନେଇଥିଲା ପାକିସ୍ତାନ। ପାକିସ୍ତାନ ମାତ୍ର ଗୋଟିଏ ଉଇକେଟରେ ଜିତିବାରେ ସଫଳ ହୋଇଥିଲା। ପ୍ରାୟ ଜିତିଥିବା ଖେଳକୁ...

ପାକିସ୍ତାନଠାରୁ ହାରିବା ପରେ ଆଫଗାନିସ୍ତାନ ପ୍ରଶଂସକ ପିଟିଲେ ପାକ୍ ଦର୍ଶକଙ୍କୁ : ଭିଡିଓ ଭାଇରାଲ

କାବୁଲ, ୮ ।୯: ଏସିଆ କପରେ ବୁଧବାର ହୋଇଥିବା ପାକିସ୍ତାନ-ଆଫଗାନିସ୍ତାନ ମ୍ୟାଚ ପରେ ଷ୍ଟାଡିୟମରେ ହଙ୍ଗାମା ହୋଇଛି । ପାକିସ୍ତାନଠାରୁ ରୋମାଞ୍ଚକର ପରାଜୟ ପରେ ଆଫଗାନିସ୍ତାନ ପ୍ରଶଂସକମାନେ ଏତେ ପରିମାଣରେ ରାଗି ଯାଇଥିଲେ କି ଷ୍ଟାଡିୟମରେ ଭଙ୍ଗାରୁଜା ଆରମ୍ଭ କରି...

ବିର୍ସା ମୁଣ୍ଡା ହକି ଷ୍ଟାଡିୟମ ପ୍ରାକ୍ଟିସ ସେଣ୍ଟର ଉଦ୍‌ଘାଟିତ

ଭୁବନେଶ୍ୱର (କ୍ରୀଡ଼ା ପ୍ରତିନିଧି), ରାଉରକେଲା ଅଫିସ, ୮।୯: ଆଗାମୀ ୨୦୨୩ ହକି ବିଶ୍ୱକପକୁ ଦୃଷ୍ଟିରେ ରଖି ଅନ୍ତର୍ଜାତୀୟ ହକି ଫେଡେରେଶନ (ଏଫ୍‌ଆଇଏଚ୍‌) ଓ ହକି ଇଣ୍ଡିଆର ଏକ ଉଚ୍ଚସ୍ତରୀୟ ପ୍ରତିନିଧି ଦଳ ବୁଧବାର ରାଉରକେଲାରେ ନିର୍ମାଣାଧୀନ ବିର୍ସା ମୁଣ୍ଡା ଷ୍ଟାଡିୟମ...

ଭାରତ ବିଦା, ଶ୍ରୀଲଙ୍କା-ପାକିସ୍ତାନ ଫାଇନାଲ

ଦୁବାଇ,୮ା୯(ପି.ଟି): ଏସିଆ କପ୍‌ କ୍ରିକେଟ ଟୁର୍ନାମେଣ୍ଟର ବୁଧବାର ଅନୁଷ୍ଠିତ ଏକ ଲୋ ସ୍କୋରିଂ ସୁପର ଫୋର ମ୍ୟାଚ୍‌ରେ ପାକିସ୍ତାନ ରୋମାଞ୍ଚଭାବେ ମାତ୍ର ୧ ଉଇକେଟରେ ଆଫଗାନିସ୍ତାନକୁ ପରାସ୍ତ କରିଛି। ଏହି ଫଳାଫଳ ଭାରତକୁ ବିଦାୟ ପଥ ଦେଖାଇଛି। ଅନ୍ୟପକ୍ଷରେ ଶ୍ରୀଲଙ୍କା...

ରାଜ୍ୟରେ ହେବ ଖୋ ଖୋ ଷ୍ଟାଡିୟମ

ଭୁବନେଶ୍ୱର, ୮।୯(କ୍ରୀଡ଼ା ପ୍ରତିନିଧି): କ୍ରୀଡ଼ାକ୍ଷେତ୍ରରେ ଓଡ଼ିଶା ଏବେ ଆଗକୁ ବଢ଼ୁଛି। ରାଜ୍ୟ ସରକାର କ୍ରୀଡ଼ାକୁ ପ୍ରୋତ୍ସାହନ ଦେଉଥିବାରୁ ଏଠାରେ ଏବେ ହକି, ଆଥ୍‌ଲେଟିକ୍ସ, ଫୁଟ୍‌ବଲ, ଟେନିସ୍‌ ଆଦି ଏକାଧିକ ଖେଳର ବିଶ୍ୱସ୍ତରୀୟ ଭିତ୍ତିଭୂମି ଉପଲବ୍ଧ ହୋଇପାରିଛି। ଫଳସ୍ବରୂପ ଓଡ଼ିଶାରେ ବିଶ୍ୱକପ୍‌...

ହୃଦୟ ଜିତିଲେ ହରଭଜନ

ନୂଆଦିଲ୍ଲୀ,୭ା୯: ହୃଦୟ ଜିତିଲେ ଭାରତୀୟ କ୍ରିକେଟ ଦଳର ପୂର୍ବତନ ସ୍ପିନର ହରଭଜନ ସିଂ। ଓମାନରେ ଫସି ରହିଥିବା ଜଣେ ୨୧ ବର୍ଷୀୟ ଯୁବତୀଙ୍କୁ ସେ ଉଦ୍ଧାର କରିଛନ୍ତି। ଆପ୍‌ ପକ୍ଷରୁ ରାଜ୍ୟ ସଭା ଏମ୍‌ପି ଭାବରେ ମନୋନୀତ ହୋଇଥିବା ହରଭଜନ...

ଭୁବନେଶ୍ୱରଙ୍କ ୨ ଓଭର ବୁଡ଼ାଇଦେଲା !

ନୂଆଦିଲ୍ଲୀ,୭।୯: ମହଙ୍ଗା ପଡ଼ିଲା ଇନିଂସର ୧୯ତମ ଓଭର। ଏଥିଯୋଗୁ ସୁପର-୪ ମୁକାବିଲାରେ ପ୍ରଥମେ ପାକିସ୍ତାନ ଏବଂ ପରେ ଶ୍ରୀଲଙ୍କାଠାରୁ ପରାଜିତ ହୋଇଛି ଟିମ୍‌ ଇଣ୍ଡିଆ। କିଛି ଏଭଳି ଚର୍ଚ୍ଚା ଏବେ ବଢ଼ିବାରେ ଲାଗିଛି। କାରଣ ଉଭୟ ମ୍ୟାଚ୍‌ରେ ଦଳ ଶେଷ...

ସମାଲୋଚନାକୁ ବେଖାତିର୍‌: ରୋହିତ କହିଲେ ‘ଆମ ଟିମ୍‌ରେ କ୍ୱାଲିଟି ଅଛି’

ଦୁବାଇ,୭।୯: ଏସିଆ କପ୍‌ ୨୦୨୨ ମୁକାବିଲା ଲଗାତାର ଦ୍ୱିତୀୟ ପରାଜୟ ସହ ଟୁର୍ନାମେଣ୍ଟରୁ ବାହାର ହୋଇଛି ଟିମ୍‌ ଇଣ୍ଡିଆ। ଅଧିନାୟକ ଭାବେ ରୋହିତ ଶର୍ମାଙ୍କ ପାଇଁ ଏହା ପ୍ରଥମ ବଡ଼ ଟୁର୍ନାମେଣ୍ଟ ଥିଲା। ହେଲେ ଟିମ୍‌ ଇଣ୍ଡିଆ ପରାଜିତ ହେବା...

ବାବର ଆଜମଙ୍କ ଯୁଗ ଶେଷ, ଏବେ ରିଜଓ୍ବାନ୍‌ ନୂଆ ବାଦ୍‌ଶାହା

ଦୁବାଇ,୭।୯: ଅନ୍ତର୍ଜାତୀୟ କ୍ରିକେଟ ପରିଷଦର ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ଏକ ବଡ଼ ପରିବର୍ତ୍ତନ ହୋଇଛି। ଆଇସିସି ଟି-୨୦ ର଼୍ୟାଙ୍କିଙ୍ଗ୍‌ରେ ପାକିସ୍ତାନର ତାରକା ଖେଳାଳି ମହମ୍ମଦ ରିଜୱାନ ଏକ ନମ୍ବର ବ୍ୟାଟ୍ସମ୍ୟାନ ହୋଇଛନ୍ତି। ନିଜ ଦଳର ଅଧିନାୟକ ବାବର ଆଜମଙ୍କୁ ଅତିକ୍ରମ କରି...

ପାକିସ୍ତାନର ପରାଜୟ ଉପରେ ନିର୍ଭର କରୁଛି ଟିମ୍‌ ଇଣ୍ଡିଆର ଭାଗ୍ୟ…

ଦୁବାଇ/ସାରଜା, ୭।୯ : ଏସିଆ କପ ଟି-୨୦ ଟୁର୍ନାମେଣ୍ଟରେ ମଙ୍ଗଳବାର ଶ୍ରୀଲଙ୍କା ବିପକ୍ଷରେ ଭାରତ ୬ ୱିକେଟରେ ପରାଜୟ ସ୍ବୀକାର କରିଛି। ସୁପର ଫୋର୍‌ ରାଉଣ୍ଡରେ ଏହି ପରାଜୟ ସହ ଭାରତ ଏସିଆ କପରୁ ବାହାର ହେବାକୁ ଯାଉଛି। ଶ୍ରୀଲଙ୍କା...

Advertisement
Dharitri Youth Conclave 2024
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri