ଖେଳ

ବାଂଲାଦେଶ ପାଇଁ ବିଜୟ ଲକ୍ଷ୍ୟ ୧୬୦ ରନ୍‌ …

ସିଆଲହଟ,୮।୧୦ : ମହିଳା ଏସିଆ କପରେ ପାକିସ୍ତାନ ବିପକ୍ଷରେ ପରାଜୟ ପରେ ଭାରତୀୟ ଦଳ ବାଂଲାଦେଶର ସମ୍ମୁଖୀନ ହୋଇଛି। ଟିମ ଇଣ୍ଡିଆ ଏହି ମ୍ୟାଚ ଜିତି ବିଜୟ ଟ୍ରାକକୁ ଫେରିବାକୁ ଚାହୁଁଛି । ସିଆଲହଟ ଷ୍ଟାଡିୟମ୍‌ରେ ଖେଳାଯାଉଥିବା ଏହି ମ୍ୟାଚ୍‌ରେ...

ଗାଙ୍ଗୁଲିଙ୍କ ପରେ ସଭାପତି ଦୌଡରେ ରୋଜର୍‌ ବିନି

ନୂଆଦିଲ୍ଲୀ,୮।୧୦: ଭାରତର ପୂର୍ବତନ ଅଧିନାୟକ ତଥା ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲିଙ୍କ ପରେ ରୋଜର୍‌ ବିନି ବିସିସିଆଇର ପରବର୍ତ୍ତୀ ସଭାପତି ହେବେ ବୋଲି ଚର୍ଚ୍ଚା ଜୋର ଧରିଛି। ଆସନ୍ତା ୧୮ ତାରିଖରେ ବିସିସିଆଇ ସଭାପତି ନେଇ ନିର୍ବାଚନ ହେବ। ୨୦୧୯...

ବିକାଶ ପତି ବିସିସିଆଇ ମ୍ୟାଚ ରେଫରି

ଭୁବନେଶ୍ୱର, ୮ା୧୦(କ୍ରୀଡ଼ା ପ୍ରତିନିଧି): ଓଡ଼ିଶାର ପୂର୍ବତନ ରଣଜୀ ଟ୍ରଫି କ୍ରିକେଟର ବର୍ତ୍ତମାନ ସିନିୟର ଚୟନ କମିଟି ସଦସ୍ୟ ବିକାଶ ସ୍ବରୂପ ପତି ବିସିସିଆଇ (ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ) ମ୍ୟାଚ ରେଫରି ହୋଇଛନ୍ତି। ବିସିସିଆଇ ପକ୍ଷରୁ ମ୍ୟାଚ ରେଫରି କୋର୍ସ...

ହରମନପ୍ରୀତ ପ୍ଲେୟର ଅଫ୍‌ ଦି ଇୟର

ନୂଆଦିଲ୍ଲୀ, ୮ା୧୦(ପି.ଟି.): ଭାରତ ଡିଫେଣ୍ଡର ହରମନପ୍ରୀତ ସିଂ କ୍ରମାଗତ ଦ୍ୱିତୀୟ ଥର ପାଇଁ ଏଫ୍‌ଆଇଏଚ୍‌ (ଅନ୍ତର୍ଜାତୀୟ ହକି ମହାସଂଘ) ଦ୍ୱାରା ପ୍ଲେୟର ଅଫ୍‌ ଦି ଇୟର ବିବେଚିତ ହୋଇଛନ୍ତି। ପୁରୁଷ ବିଭାଗରେ ଲଗାତର ଭାବେ ଦୁଇ ବର୍ଷ ପ୍ଲେୟର ଅଫ୍‌...

ଅଷ୍ଟ୍ରେଲିଆ ସିରିଜ ବିଜୟୀ

ବ୍ରିସବେନ, ୮ା୧୦: ଡେଭିଡ ଓ୍ବାର୍ନରଙ୍କ ଦ୍ରୁତ ଅର୍ଦ୍ଧଶତକୀୟ ଇନିଂସ ଓ ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆ ଶୁକ୍ରବାର ଅନୁଷ୍ଠିତ ଟି୨୦ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୩୧ ରନରେ ପରାସ୍ତ କରିଛି। ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ...

ପାକିସ୍ତାନଠାରୁ ଭାରତ ପରାସ୍ତ

ସିଲ୍‌ହେଟ୍‌,୮ା୧୦(ପି.ଟି.): ମହିଳା ଟି୨୦ କ୍ରିକେଟ ଏସିଆ କପ୍‌ ଟୁର୍ନାମେଣ୍ଟରେ ଭାରତ ଶୁକ୍ରବାର ପାକିସ୍ତାନଠାରୁ ୧୩ ରନରେ ହାରିଯାଇଛି। ୬ବର୍ଷ ମଧ୍ୟରେ ଭାରତ ବିପକ୍ଷରେ ଏହା ହେଉଛି ପାକିସ୍ତାନ ମହିଳା ଦଳର ପ୍ରଥମ ବିଜୟ। ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରିବାକୁ...

ପ୍ରୋ-କବାଡ଼ି ଲିଗ୍‌ ଆରମ୍ଭ

ବେଙ୍ଗାଲୁରୁ, ୮ା୧୦: ପ୍ରୋ-କବାଡି ଲିଗ୍‌ର ସିଜନ-୯ ଆରମ୍ଭ ହୋଇଛି। ଶୁକ୍ରବାର ସ୍ଥାନୀୟ କାନ୍ତିରାଭା ଇନ୍‌ଡୋର ଷ୍ଟାଡିୟମରେ ପ୍ରତିଯୋଗିତାର ଉଦ୍‌ଘାଟନୀ ମ୍ୟାଚରେ ଦବଙ୍ଗ ଦିଲ୍ଲୀ କେସି ୪୧-୨୭ରେ ୟୁ ମୁମ୍ବାକୁ ପରାସ୍ତ କରିଛି। ଅଧିନାୟକ ନବୀନ କୁମାର ଦଳ ପାଇଁ ୧୩...

ବିସିସିଆଇରୁ ବିଦାୟ ନେବେ ଗାଙ୍ଗୁଲି, ଜାଣନ୍ତୁ ତାଙ୍କ ସ୍ଥାନରେ କିଏ ଅଛନ୍ତି ପ୍ରମୁଖ ଦାବିଦାର…

ମୁମ୍ବାଇ,୭।୧୦: ଭାରତର ପୂର୍ବତନ ଅଧିନାୟକ ତଥା ବର୍ତ୍ତମାନର ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି ଆସନ୍ତା ସପ୍ତାହରେ ବୋର୍ଡରୁ ବିଦାୟ ଦେଇପାରନ୍ତି। ଗାଙ୍ଗୁଲି ତାଙ୍କ କାର୍ଯ୍ୟକାଳ ମଧ୍ୟରେ ଅନେକ ବଡ଼ ନିଷ୍ପତ୍ତି ନେଇଛନ୍ତି। ତେବେ ନିକଟରେ ବରିଷ୍ଠ ଅଧିକାରୀଙ୍କ ଏକ ରାଉଣ୍ଡ...

ବୁମ୍‌ରା-ଜାଡେଜାଙ୍କ ଅନୁପସ୍ଥିତିରେ ନୂତନ ଚାମ୍ପିୟନ ଖୋଜିବାର ସୁଯୋଗ ମିଳିବ: ଶାସ୍ତ୍ରୀ

ନୂଆଦିଲ୍ଲୀ,୭।୧୦: ଆସନ୍ତା ଟି୨୦ ବିଶ୍ୱକପ୍‌ରେ ଭାରତୀୟ ଟିମ୍‌ରେ ଜସପ୍ରୀତ ବୁମ୍‌ରା ଏବଂ ରବିନ୍ଦ୍ର ଜାଡେଜାଙ୍କ ଅନୁପସ୍ଥିତି ବାରି ହୋଇ ପଡ଼ିବ। ହେଲେ ଏହାଦ୍ୱାରା ନୂତନ ଚାମ୍ପିୟନ ଖୋଜିବାର ସୁଯୋଗ ମିଳିବ ବୋଲି ଆଶା ପ୍ରକାଶ କରିଛନ୍ତି ଭାରତର ପୂର୍ବତନ ମୁଖ୍ୟ...

ପର୍ଥରେ ଅଭ୍ୟାସ କଲା ଭାରତୀୟ ଦଳ

ମୁମ୍ବାଇ,୭ା୧୦: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ପାଇଁ ଭାରତୀୟ ଦଳ ଶୁକ୍ରବାର ଅଷ୍ଟ୍ରେଲିଆରେ ପହଞ୍ଚିଛି। ଅଧିନାୟକ ରୋହିତ ଶର୍ମା ଓ କୋଚ୍‌ ରାହୁଲ ଡ୍ରାଭିଡ୍‌ଙ୍କ ନେତୃତ୍ୱରେ ଭାରତୀୟ ଦଳ ପର୍ଥରେ ପହଞ୍ଚିବା ମାତ୍ରେ ଅଭ୍ୟାସ ଆରମ୍ଭ କରିଛି। ବିସିସିଆଇ...

ମହିଳା ଏସିଆ ଟି-୨୦: ପାକିସ୍ତାନଠାରୁ ହାରିଲା ଭାରତ

ଢାକା,୭।୧୦: ସିଲହଟ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ମହିଳା ଏସିଆ କପ୍‌ ଟି-୨୦ ଭାରତ-ପାକିସ୍ତାନ ମହାମୁକାବିଲାରେ ପାକିସ୍ତାନ ୧୩ରନରେ ବିଜୟୀ ହୋଇଛି। ଅଧିନାୟକ ବିସ୍‌ମାହ ମୋରୋଫ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ପାକିସ୍ତାନ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦...

୧୩୭ରେ ଅଟକିଲା ପାକିସ୍ତାନ, ଭାରତର ବ୍ୟାଟିଂ ଜାରି

ଢାକା,୭।୧୦: ସିଲହଟ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଶୁକ୍ରବାର ମହିଳା ଏସିଆ କପ୍‌ ଟି-୨୦ ଭାରତ-ପାକିସ୍ତାନ ମୁକାବିଲାରେ ପାକିସ୍ତାନ ଅଧିନାୟକ ବିସ୍‌ମାହ ମୋରୋଫ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ। ପାକିସ୍ତାନ ବ୍ୟାଟିଂ ଆରମ୍ଭ କରି ନିର୍ଦ୍ଧାରିତ ୨୦ ଓଭରରେ ୬...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri