ଖେଳ

ରୋହିତ ଶର୍ମାଙ୍କୁ ନେଇ ବଡ଼ ଖୁଲାସା କଲେ ଦ୍ରାବିଡ

ଲଣ୍ଡନ,୩୦।୬: ଭାରତୀୟ କ୍ରିକେଟ ଦଳର ଅଧିନାୟକ ରୋହିତ ଶର୍ମା ଏପର୍ଯ୍ୟନ୍ତ ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟରୁ ବାଦ ପଡି ନାହାଁନ୍ତି। ଟିମ ଇଣ୍ଡିଆର ମୁଖ୍ୟ କୋଚ ରାହୁଲ ଦ୍ରାବିଡ ଏହା ନିଶ୍ଚିତ କରିଛନ୍ତି। ଏହାପୂର୍ବରୁ ଅନେକ ରିପୋର୍ଟରେ ଦର୍ଶାଯାଇଛି ଯେ,...

ଇଂଲଣ୍ଡ ବିପକ୍ଷ ଟେଷ୍ଟ ଖେଳିବେ ନାହିଁ ରୋହିତ: ବୁମ୍‌ରା ଅଧିନାୟକ!

ଲଣ୍ଡନ,୨୯।୬: ଇଂଲଣ୍ଡ ବିପକ୍ଷ ପଞ୍ଚମ ଟେଷ୍ଟ ପୂର୍ବରୁ ଟିମ ଇଣ୍ଡିଆକୁ ଏକ ବଡ଼ ଝଟ୍‌କା ଲାଗିଛି। କରୋନା ଆକ୍ରାନ୍ତ ଥିବା ରୋହିତ ଶର୍ମା ପଞ୍ଚମ ଟେଷ୍ଟରେ ଖେଳିବେ ନାହିଁ। ତାଙ୍କ ସ୍ଥାନରେ ଦ୍ରୁତ ବୋଲର ଜଶପ୍ରୀତ ବୁମ୍‌ରାଙ୍କୁ ଅଧିନାୟକତ୍ୱ ଦିଆଯାଇଛି।...

ଧୋନୀଙ୍କ ରାସ୍ତାରେ ହାର୍ଦ୍ଦିକ, ଟ୍ରଫି ଜିତିବା ପରେ କଲେ ଏଭଳି…

ଡବଲିନ,୨୯।୬: ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂହଙ୍କ ରାସ୍ତାରେ ଚାଲିଲେ ହାର୍ଦ୍ଦକ ପାଣ୍ଡ୍ୟା। ଆୟର୍ଲାଣ୍ଡ ବିପକ୍ଷରେ ଟିମ୍‌ ଇଣ୍ଡିଆ ୨-୦ରେ ସିରିଜ ଜିତିଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ଭାରତର ଏହି ବିଜୟ ବେଶ ରୋମାଞ୍ଚକର ରହିଥିଲା। ସିରିଜ ଜିତିବା ପରେ...

ରୋହିତ ଶର୍ମାଙ୍କ ସ୍ବାସ୍ଥ୍ୟାବସ୍ଥା ବିଷୟରେ ସୂଚନା ଦେଲେ ଝିଅ: ଦେଖନ୍ତୁ ଭିଡିଓ

ଲଣ୍ଡନ,୨୯।୬: ଭାରତୀୟ ଅଧିନାୟକ ରୋହିତ ଶର୍ମା ଏଜବାଷ୍ଟନ ଟେଷ୍ଟ ପୂର୍ବରୁ କରୋନା ସଂକ୍ରମିତ ହୋଇଛି। ରୋହିତ ଏବେ ଦଳ ଏବଂ ପରିବାର ସଦସ୍ୟଙ୍କଠାରୁ ଅଲଗା ଅଛନ୍ତି।  ଏହି ସମୟରେ ସୋସିଆଲ ମିଡିଆରେ ତାଙ୍କ ଝିଅ ସମାଇରାଙ୍କ ଏକ ଭିଡିଓ ଭାଇରାଲ...

ଉମ୍ରାନଙ୍କୁ କାହିଁକି ଦେଇଥିଲେ ଶେଷ ଓଭର? ହାର୍ଦ୍ଦିକ କହିଲେ…

ଡବଲିନ,୨୯।୬: ଭାରତ ମଙ୍ଗଳବାର ଆୟର୍ଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ରୋମାଞ୍ଚକର ବିଜୟ ସହ ୨ ମ୍ୟାଚ୍‌ ବିଶିଷ୍ଟ ସିରିଜକୁ କ୍ଲିନ୍‌ ସୁଇପ୍‌ କରିଛି। ଦୀପକ ହୁଦା(୧୦୪) ଏବଂ ସଞ୍ଜୁ ସାମସନ୍‌(୭୭)ଙ୍କ ରେକର୍ଡ ପାର୍ଟନରଶିପ୍‌ ଯୋଗୁ ଦଳ ୨୨୫/୭ ସ୍କୋର...

ଟି-୨୦ ବିଶ୍ୱକପ୍‌ ପରେ ନ୍ୟୁଜିଲାଣ୍ଡ ଗସ୍ତ କରିବ ଭାରତ

ନୂଆଦିଲ୍ଲୀ,୨୮।୬: ଅକ୍ଟୋବରରେ ଅଷ୍ଟ୍ରେଲିଆରେ ଟି୨୦ ବିଶ୍ୱକପ୍‌ ଖେଳାଯିବ। ଏହାପରେ ଭାରତୀୟ ଦଳ ସୀମିତ ଓଭର କ୍ରିକେଟ ସିରଜ ପାଇଁ ନ୍ୟୁଜିଲାଣ୍ଡ ଗସ୍ତ କରିବ। ଭାରତୀୟ ଦଳ ଏହି ଗସ୍ତରେ ଘରୋଇ ନ୍ୟୁଜିଲାଣ୍ଡ ସହ ପ୍ରଥମେ ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦...

ମୋର୍ଗାନ ଯୁଗ ଶେଷ

ଲଣ୍ଡନ,୨୮।୬: ସମସ୍ତ ଚର୍ଚ୍ଚାରେ ଲାଗିଲା ପୂର୍ଣ୍ଣଚ୍ଛେଦ। ଅନ୍ତର୍ଜାତୀୟ କ୍ରିକେଟକୁ ଅଲ୍‌ବିଦା କହିଲେ ଇଂଲଣ୍ଡର ବିଶ୍ୱକପ୍‌ ବିଜେତା ଅଧିନାୟକ ଇଓନ ମୋର୍ଗାନ। ମଙ୍ଗଳବାର ସେ ସମସ୍ତ ଫର୍ମାଟରୁ ଅବସର ନେଇ ଘୋଷଣା କରିଛନ୍ତି। ୩୫ ବର୍ଷୀୟ ଏହି କ୍ରିକେଟର ଫର୍ମ ଏବଂ...

ଟସ୍‌ ଜିତିଲା ଭାରତ, ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି…

ଡବଲିନ୍‌, ୨୮।୬ : ଭାରତ ଏବଂ ଆୟର୍ଲାଣ୍ଡ ମଧ୍ୟରେ ଚାଲିଥିବା ଦୁଇ ଟି -୨୦ ମ୍ୟାଚ ସିରିଜର ଦ୍ୱିତୀୟ ତଥା ଶେଷ ମ୍ୟାଚ ମଙ୍ଗଳବାର ଡବଲିନ୍‌ରେ ଆରମ୍ଭ ହୋଇଛି। ଭାରତୀୟ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ...

ଏହି ମହିଳା କ୍ରିକେଟର୍‌ଙ୍କ ସହ ଲଞ୍ଚ୍‌ ଡେଟ୍‌ରେ ଗଲେ ସଚିନ ତେନ୍ଦୁଲକରଙ୍କ ପୁଅ

ଲଣ୍ଡନ,୨୮।୬: ଟିମ ଇଣ୍ଡିଆ ଆଜିକାଲି ଇଂଲଣ୍ଡରେ ଅଛି। ଏଠାରେ ଟେଷ୍ଟ, ଟି-୨୦ ଏବଂ ଦିନିକିଆ ସିରିଜ ଖେଳିବାକୁ ପ୍ରସ୍ତୁତି ଚାଲିଛି। ପୂର୍ବତନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ପୁଅ ଅର୍ଜୁନ ତେନ୍ଦୁଲକର ମଧ୍ୟ ଆଜିକାଲି ଇଂଲଣ୍ଡରେ ଅଛନ୍ତି। ଇଂଲଣ୍ଡ ମହିଳା ଦଳର...

ଟି-୨୦ ବିଶ୍ୱକପ୍‌ ପରେ ନ୍ୟୁଜିଲାଣ୍ଡ ଗସ୍ତରେ ଯିବ ଭାରତୀୟ ଦଳ

ଅକଲାଣ୍ଡ,୨୮।୬: ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି-୨୦ ବିଶ୍ୱକପ ପରେ ଟିମ ଇଣ୍ଡିଆ ତିନିଟି ଦିନିକିଆ ଏବଂ ତିନୋଟି ଟି-୨୦ ମ୍ୟାଚ ପାଇଁ ନ୍ୟୁଜିଲାଣ୍ଡ ଗସ୍ତ କରିବ। ମଙ୍ଗଳବାର ନ୍ୟୁଜିଲାଣ୍ଡ କ୍ରିକେଟ ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହି ସିରିଜ...

ଭାରତ ବିପକ୍ଷ ଟେଷ୍ଟ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୮।୬: ଭାରତ ବିପକ୍ଷରେ ଏକମାତ୍ର ଟେଷ୍ଟ ପାଇଁ ଇଂଲଣ୍ଡ କ୍ରିକେଟ ବୋର୍ଡ (ଇସିବି) ଦଳ ଘୋଷଣା କରିଛି। ନ୍ୟୁଜିଲାଣ୍ଡ ବିପକ୍ଷରେ ଶେଷ ହୋଇଥିବା ଟେଷ୍ଟ ସିରିଜରେ ଖେଳୁଥିବା ସମାନ ଖେଳାଳିଙ୍କୁ ଦଳରେ ସାମିଲ କରାଯାଇଛି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ...

କ୍ଲିନ୍‌ସୁଇପ୍‌ ଲକ୍ଷ୍ୟରେ ପଡ଼ିଆକୁ ଓହ୍ଲାଇବ ଭାରତ

ଡବଲିନ୍‌,୨୮।୬: ଭାରତ ଏବଂ ଆୟାରଲାଣ୍ଡ ମଧ୍ୟରେ ଦୁଇ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜର ଶେଷ ମ୍ୟାଚ ମଙ୍ଗଳବାର ଅର୍ଥାତ୍‌ ଆଜି ଖେଳାଯିବ। ଟିମ ଇଣ୍ଡିଆ ଏହି ସିରିଜରେ ୧-୦ରେ ଅଗ୍ରଣୀ ହାସଲ ଏଭଳି ପରିସ୍ଥିତିରେ ଭାରତ ଏହି ସିରିଜ ଜିତିବା...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri