ଖେଳ

ବାରବାଟୀ ଲଢେଇ: ଟସ୍‌ ଜିତିଲା ଦକ୍ଷିଣ ଆଫ୍ରିକା

କଟକ ଅଫିସ୍‌,୧୨।୬: ଭାରତ ଏବଂ ଦକ୍ଷିଣ ଆଫିକା ମଧ୍ୟରେ ପାଞ୍ଚ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମ୍ୟାଚ୍‌ ରବିବାର କଟକର ବାରବାଟୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି।...

ଭୁବନେଶ୍ୱରରେ ପହଞ୍ଚିଲେ ସୌରଭ ଗାଙ୍ଗୁଲି

ଭୁବନେଶ୍ୱର,୧୨।୫(ବ୍ୟୁରୋ): ବିସିସିଆଇ ସଭାପତି ତଥା ପୂର୍ବତନ ଅଧିନାୟକ ସୌରଭ ଗାଙ୍ଗୁଲି ବାରବାଟୀ ମ୍ୟାଚ୍‌ ଦେଖିବା ପାଇଁ ଭୁବନେଶ୍ୱରରେ ପହଞ୍ଚିି ସାରିଛନ୍ତି। ଭୁବନେଶ୍ୱର ବିମାନବନ୍ଦରରୁ କଡା ସୁରକ୍ଷା ବଳୟ ମଧ୍ୟରେ ସୌରଭ ଗାଙ୍ଗୁଲିଙ୍କୁ ହୋଟେଲ ନିଆଯାଇଛି। ସେଠାରୁ ସେ ବାଟବାଟୀ ଷ୍ଟାଡିୟମକୁ...

ଅଭ୍ୟାସ ମ୍ୟାଚ୍‌ରେ ମ୍ୟାଚ୍‌ ଦିନର ଭ୍ରମ

ନୂଆଦିଲ୍ଲୀ,୧୨।୬: ବାରବାଟୀ ଷ୍ଟାଡ଼ିୟମରେ ଶନିବାର ଉଭୟ ଭାରତ ଓ ଦକ୍ଷିଣ ଆଫ୍ରିକା ଖେଳାଳିମାନେ ଅଭ୍ୟାସ କରିଥିଲେ। ଅଭ୍ୟାସ ଦେଖିବା ଲାଗି ଓଡ଼ିଶା କ୍ରିକେଟ ଆସୋସିଏଶନ ପକ୍ଷରୁ ୬ ଓ ୭ ନଂ ଗ୍ୟାଲେରୀରେ ଦର୍ଶକଙ୍କୁ ସୁଯୋଗ ମିଳିଥିଲା। ମଧ୍ୟାହ୍ନ ୧୨ଟାରେ...

ଆଜି ବାରବାଟୀ ଟକ୍କର

ଭୁବନେଶ୍ୱର, ୧୨।୬ (କ୍ରୀଡ଼ା ପ୍ରତିନିଧି): ବାରବାଟୀ ପ୍ରସ୍ତୁତ। ରବିବାର ଏହି ଷ୍ଟାଡିୟମରେ ହେବ ଭାରତ-ଦକ୍ଷିଣ ଆଫ୍ରିକା ଟି୨୦ ଅନ୍ତର୍ଜାତୀୟ କ୍ରିକେଟ ମ୍ୟାଚ। ଏହି ହାଇ ପ୍ରୋଫାଇଲ୍‌ ମ୍ୟାଚ ପାଇଁ ସମ୍ପୂର୍ଣ୍ଣ ରୂପେ ନୂଆ ରୂପରେ ସଜେଇ ହୋଇଛି ବାରବାଟୀ। ମ୍ୟାଚକୁ...

ରଣଜୀ ଟ୍ରଫି ବିବାଦ, ୧.୭୪ କୋଟି ଟଙ୍କାର ଖାଦ୍ୟ ଖାଇଛନ୍ତି ଉତ୍ତରାଖଣ୍ଡ କ୍ରିକେଟର, କଦଳୀ କିଣାରେ ୩୫ ଲକ୍ଷ ଖର୍ଚ୍ଚ…

ଡେରାଡୁନ୍‌, ୧୧।୬ : ଭାରତୀୟ କ୍ରିକେଟ ପ୍ରାୟତଃ ବିବାଦ ମଧ୍ୟରେ ଘେରି ରହିଥାଏ। ପ୍ରତ୍ୟେକ ସିଜିନରେ, ପଡ଼ିଆରୁ ବାହାର ପର୍ଯ୍ୟନ୍ତ କିଛି ନ ାକିଛି ବିବାଦ ସାମ୍ନାକୁ ଆସିଥାଏ। ରଣଜୀ ଟ୍ରଫି ୨୦୨୧-୨୨ ସିଜିନ ମଧ୍ୟ ଏଥିରୁ ବାଦ ପଡ଼ିନି।...

‘ମ୍ୟାଚ୍‌ରେ ଭଲ ପ୍ରଦର୍ଶନ ପାଇଁ ଚେଷ୍ଟା କରିବୁ’

କଟକ ଅଫିସ,୧୧ା୬: ପ୍ରଥମ ମ୍ୟାଚ୍‌ରେ ବୋଲିଂ ଭଲ ନ ହେବାରୁ ଆମେ ହାରିଲୁ। ଏହି ମ୍ୟାଚ୍‌ରେ ଜିତିବା ପାଇଁ ଚେଷ୍ଟା କରିବୁ ବୋଲି ଶନିବାର ବାରବାଟୀରେ ପ୍ରାକ୍ଟିସ ପୂର୍ବରୁ ଭାରତୀୟ ବୋଲର ଭୁବନେଶ୍ୱର କୁମାର ଏକ ଖବରଦାତା ସମ୍ମିଳନୀରେ ପ୍ରକାଶ...

ସନ୍ୟାସ ଘୋଷଣା କଲେ ପେଜ୍‌

ନୂଆଦିଲ୍ଲୀ,୧୧।୬: ଭାରତ ସମେତ ସମଗ୍ର ବିଶ୍ୱର ଡବ୍ଲ୍ୟୁଡବ୍ଲ୍ୟୁଇ ପ୍ରଶଂସକଙ୍କ ପାଇଁ ନିରାଶାଜନକ ଖବର ସାମ୍ନାକୁ ଆସିଛି। ମହିଳା ସୁପରଷ୍ଟାର ରେସଲର ତଥା ଦୁଇଥରର ଡବ୍ଲ୍ୟୁଡବ୍ଲ୍ୟୁଇ ଚାମ୍ପିୟନ ପେଜ୍‌ ଅବସର ଘୋଷଣା କରିଛନ୍ତି। ଜୁଲାଇ ୭ରେ ଚୁକ୍ତିନାମା ଶେଷ ହେବା ପରେ...

ଦାମୀ କାର କିଣିଲେ ଏହି ଅଲରାଉଣ୍ଡର

ନୂଆଦିଲ୍ଲୀ,୧୧।୬: କୋଲକାତା ନାଇଟ ରାଇଡର୍ସ ତଥା ଓ୍ବେଷ୍ଟଇଣ୍ଡିଜର ଷ୍ଟାର ଅଲରାଉଣ୍ଡର ଆଣ୍ଡ୍ରେ ରସେଲ ଏକ ଦାମୀ କାର କିଣିଛନ୍ତି। ଆଇପିଏଲ୍‌ ଶେଷ ହେବା ପରେ ସେ ସବୁଜ ରଙ୍ଗର ମର୍ସଡିଜ୍‌-ବେଞ୍ଜ କିଣିଛନ୍ତି। ଏହାର ଦାମ ୨ କୋଟି। ରସେଲ ନିଜର...

ଶାସ୍ତ୍ରୀ କହିଲେ, ‘ନା..ଏବେ ନୁହେଁ’

ନୂଆଦିଲ୍ଲୀ,୧୧।୬: ଟିମ୍‌ ଇଣ୍ଡିଆର ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଦ୍ରୁତ ବୋଲର୍‌ ଉମ୍ରାନ ମଲିକଙ୍କୁ ନେଇ ଏବ ବଡ଼ ବୟାନ ଦେଇଛନ୍ତି। ଅକ୍ଟୋବର-ନଭେମ୍ବରରେ ଖେଳାଯିବାକୁ ଥିବା ଟି-୨୦ ବିଶ୍ୱକପ୍‌ରେ ତାଙ୍କୁ ଭାରତୀୟ ଟିମ୍‌ରେ ସାମିଲ କରାଯିବା ଉଚିତ ନୁହେଁ।...

ବାରବାଟୀ ମାଚ୍‌ ଦେଖିବାକୁ ଯାଉଥିଲେ ସାଙ୍ଗରେ ନେବେନାହିଁ ଏସବୁ…

କଟକ ଅଫିସ,୧୧।୬: ରବିବାର ବାରବାଟୀରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ମ୍ୟାଚ ଖେଳାଯିବ। ଏହାକୁ ନେଇ ଓଡ଼ିଶା କ୍ରିକେଟ ଆସୋସିଏଶନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଉଛି। ତେବେ ଷ୍ଟାଡିୟମକୁ ପାଣି ବୋତଲ ଓ ବାହାର ଖାଦ୍ୟକୁ ମନା...

ଦଣ୍ଡିତ ହେଲା ଶ୍ରୀଲଙ୍କା ଦଳ

କଲମ୍ବୋ,୧୦।୬: ଅଷ୍ଟ୍ରେଲିଆ ବିପକ୍ଷରେ କଲମ୍ବୋରେ ଖେଳାଯାଇଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଧିମା ବୋଲିଂ ହାର ପାଇଁ ଶ୍ରୀଲଙ୍କା ଦଳକୁ ଦଣ୍ଡିତ ହେବାକୁ ପଡ଼ିଛି। ଘରୋଇ ଦଳ ନିର୍ଦ୍ଧାରିତ ସମୟ ମଧ୍ୟରେ ଦୁଇ ଓଭର କମ୍‌ ବୋଲିଂ କରିଥିଲା। ଏଥି ଲାଗି...

ଭାରତ-ଦକ୍ଷିଣ ଆଫ୍ରିକା ଟିମ୍‌ର ଖେଳାଳିଙ୍କୁ ଭବ୍ୟ ସ୍ବାଗତ

ଭୁବନେଶ୍ୱର,୧୦।୬(ବ୍ୟୁରୋ): ଜୁନ ୧୨ରେ ବାରବାଟୀରେ ଖେଳାଯିବାକୁ ଥିବା ଦ୍ୱିତୀୟ ଟି୨୦ ମ୍ୟାଚ୍‌ ଲାଗି ଭାରତ ଓ ଦକ୍ଷିଣ ଆଫ୍ରିକାର ଖେଳାଳି ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚିଛନ୍ତି। ଅପରାହ୍ନ ପ୍ରାୟ ୨ଟାରେ ଖେଳାଳିମାନେ ପହଞ୍ଚିବା ପରେ ସେମାନଙ୍କୁ କଡ଼ା ସୁରକ୍ଷା ବ୍ୟବସ୍ଥା ଭିତରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri