ଖେଳ

ଭାରତୀୟ ଟିମ୍‌ରେ ଗୁଣପୁରର ଦୁଇ ଖେଳାଳି

ଗୁଣପୁର,୩୦ା୫(ଡି.ଏନ୍‌.ଏ.): ନେପାଳର ପୋଖରାଠାରେ ମେ ୨୯ରୁ ୩୧ ପର୍ଯ୍ୟନ୍ତ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ଫୁଟସାଲ ଚମ୍ପିୟନଶିପ୍‌ ପାଇଁ ରାୟଗଡ଼ା ଜିଲା ଗୁଣପୁରର ୨ ଖେଳାଳି ଚୟନ ହୋଇଛନ୍ତି। ଦୁହେଁ ହେଲେ ଜିଆଇଇଟି ବିଶ୍ୱବିଦ୍ୟାଳୟର ବି.ଟେକ୍‌(କୃଷି ବୈଷୟିକ ବିଭାଗ) ତୃତୀୟ ବର୍ଷର ଛାତ୍ର...

ଆଇପିଏଲ୍‌ ଟ୍ରଫି ହାରିବା ସତ୍ତ୍ୱେ ଇତିହାସ ରଚିଲେ ଏହି ବୋଲର୍‌

ଅହମ୍ମଦାବାଦ୍‌,୩୦।୫: ଆଇପିଏଲ ୨୦୨୨ର ଫାଇନାଲ ରାଜସ୍ଥାନ ରୟାଲ୍ସ ପାଇଁ ଆଦୌ ଭଲ ନ ଥିଲା। ରାଜସ୍ଥାନର ଉଭୟ ବ୍ୟାଟ୍ସମ୍ୟାନ ଏବଂ ବୋଲରମାନେ ଏହି ମ୍ୟାଚରେ ବିଫଳ ହୋଇଥିଲେ। ଯଦିଓ ଦଳ ଚଳିତ ସିଜନରେ ଆଇପିଏଲ ଟାଇଟଲ ଜିତି ନ ଥିଲା,...

ସରିଲା ଆଇପିଏଲ୍‌: କାହାକୁ ମିଳିଲା କେତେ ପୁରସ୍କାର ରାଶି ଜାଣନ୍ତୁ

ଅହମ୍ମଦାବାଦ୍‌,୩୦।୫: ଆଇପିଏଲ୍‌ ୨୦୨୨ ଶେଷ ହୋଇଛି। ଟାଇଟଲ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି । ଏହି ମ୍ୟାଚ ପରେ ପୁରସ୍କାର ବିତରଣ ଉତ୍ସବ ଅନୁଷ୍ଠିତ ହୋଇଥିଲା ଗତ ବର୍ଷ ଭଳି, ଏହି ବର୍ଷ...

୧.୦୪ ଲକ୍ଷ ଦର୍ଶକ ଫାଇନାଲ ଦେଖିଲେ

ଅହମଦାବାଦ,୨୯।୫: ଗୁଜରାଟ ଟାଇଟାନ୍ସ ଓ ରାଜସ୍ଥାନ ରୟାଲ୍ସ ମଧ୍ୟରେ ରବିବାର ଖେଳାଯାଇଥିବା ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌) ୨୦୨୨ ଫାଇନାଲକୁ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରେକର୍ଡ ସଂଖ୍ୟାରେ ଦର୍ଶକ ଉପଭୋଗ କରିଥିଲେ। ଏକ ଲକ୍ଷ ୩୨ ହଜାର ଦର୍ଶକଙ୍କ କ୍ଷମତା...

ଆଇପିଏଲ୍‌କୁ ମିଳିଲା ନୂଆ ଚାମ୍ପିୟନ

ଅହମଦାବାଦ, ୨୯।୫: ଆଇପିଏଲ୍‌କୁ ମିଳିଲା ନୂଆ ଚାମ୍ପିୟନ। ଗୁଜରାଟ ଟାଇଟାନ୍ସ ସପ୍ତମ ଦଳ ଭାବେ ଆଇପିଏଲ୍‌ ଟ୍ରଫି ଜିତିଛି। ରବିବାର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆୟୋଜିତ ଫାଇନାଲରେ ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱାଧୀନ ଗୁଜରାଟ ଟାଇଟାନ୍ସ ୭ ଉଇକେଟରେ ରାଜସ୍ଥାନ ରୟାଲ୍ସକୁ...

ବିଶ୍ୱର ସର୍ବବୃହତ୍‌ ଜର୍ସି ଉନ୍ମୋଚିତ

ଅହମଦାବାଦ,୨୯।୫: ନରେନ୍ଦ୍ର ମାଦି ଷ୍ଟାଡିୟମରେ ରବିବାର ଆୟୋଜିତ ଆଇପିଏଲ ୨୦୨୨ ସଂସ୍କରଣର ଉଦ୍‌ଯାପନୀ ଉତ୍ସବରେ ସର୍ବବୃହତ୍‌ କ୍ରିକେଟ ଜର୍ସି ଉନ୍ମୋଚିତ ହୋଇଛି। ଏହାକୁ ଭାରତୀୟ ଦଳର ପୂର୍ବତନ ମୁଖ୍ୟ କୋଚ୍‌ ରବି ଶାସ୍ତ୍ରୀ ଉନ୍ମୋଚନ କରିଥିଲେ। ଦର୍ଶକରେ ପରିପୂର୍ଣ୍ଣ ଷ୍ଟାଡିୟମରେ...

ଟାଇଟଲ୍‌ ହାତେଇବାକୁ ଗୁଜରାଟ ଆଗରେ ୧୩୧ ରନ୍‌ର ଟାର୍ଗେଟ୍‌

ଅହମଦାବାଦ,୨୯ା୫: ସ୍ଥାନୀୟ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରବିବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)-୨୦୨୨ର ଫାଇନାଲ ମ୍ୟାଚରେ ଟସ୍‌ ଜିତି ରାଜସ୍ଥାନ ରୟାଲ୍ସ ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲା। ହେଲେ ଦଳ ବ୍ୟାଟିଂ ବିପର୍ଯ୍ୟୟର ସମ୍ମୁଖୀନ ହୋଇ ନିର୍ଦ୍ଧାରିତ ୨୦ ଓଭରରେ ୯...

ଆଇପିଏଲ୍‌ ସମାପନ ସମାରୋହ: ଜଲଓ୍ବା ଦେଖାଇଲେ ରଣବୀର

ଅହମ୍ମଦାବାଦ୍‌,୨୯।୫: ଆଇପିଏଲ ୧୫ର ଫାଇନାଲ ଆଜି ରାଜସ୍ଥାନ ରୟାଲ୍ସ (ଆରଆର) ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ ପୂର୍ବରୁ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଆଇପିଏଲ ୨୦୨୨ର ସମାପନ ସମାରୋହ ଆୟୋଜିତ ହୋଇଛି। ଏହି ସମାରୋହରେ...

ଟାଇଟଲ୍‌ ମ୍ୟାଚ୍‌ରେ ଟସ୍‌ ଜିତିଲା ରାଜସ୍ଥାନ

ଅହମ୍ମଦାବାଦ୍‌,୨୯।୫: ଆଇପିଏଲ୍‌ର ୨୦୨୨ର ଯାତ୍ରା ଏହାର ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ରାଜସ୍ଥାନ ରୟାଲ୍ସ ଏବଂ ଗୁଜରାଟ ଟାଇଟାନ୍ସର ଫାଇନାଲ୍‌ରେ ମୁହାଁମୁହିଁ ହୋଇଛନ୍ତି। ଏହି ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସର ଅଧିନାୟକ ସଞ୍ଜୁ ସାମସନ ଟସ ଜିତି...

ଆଇପିଏଲ୍‌ ଫାଇନାଲ୍‌ରେ ବର୍ଷା ହେଲେ କେଉଁ ଦଳ ହେବ ବିଜେତା: ଜାଣନ୍ତୁ କ’ଣ ରହିଛି ନିୟମ

ଅହମ୍ମଦାବାଦ୍‌,୨୯।୫: ଆଇପିଏଲ ୨୦୨୨ର ଅନ୍ତିମ ମ୍ୟାଚ ଅର୍ଥାତ୍‌ ଫାଇନାଲ୍‌ ଆଜି ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯିବ। ଗୁଜରାଟ କ୍ୱାଲିଫାୟର ୧ରେ ରାଜସ୍ଥାନକୁ ପରାସ୍ତ କରି ଫାଇନାଲରେ ପ୍ରବେଶ କରିଛି। ରାଜସ୍ଥାନ ଏଲିମିନେଟର ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ...

ସୁରେଶ ରାଇନାଙ୍କ ଭବିଷ୍ୟବାଣୀ

ଅହମ୍ମଦାବାଦ୍‌,୨୯।୫:ଆଇପିଏଲ ୨୦୨୨ର ଫାଇନାଲରେ ଗୁଜରାଟ ଟାଇଟାନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଲଢେଇ ହେବ। ଦୁଇ ଦଳ ମଧ୍ୟରେ ଏହି ଟାଇଟଲ ମ୍ୟାଚ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳାଯିବ। ଗୁଜରାଟର ଦଳ ନିଜର ପ୍ରଥମ ସିଜିନରେ ଫାଇନାଲରେ ପ୍ରବେଶ...

ଗ୍ରାଣ୍ଡ୍‌ ଫାଇନାଲରେ ଆର୍‌ଆର୍‌ ଜିଟି ମୁହାଁମୁହିଁ…

ନୂଆଦିଲ୍ଲୀ, ୨୯।୫ : ଆଇପିଏଲ୍‌ ସିଜିନ୍‌ର ୧୫ ତମ ସଂସ୍କରଣରେ ଗ୍ରାଣ୍ଡ ଫାଇନାଲରେ ଗୁଜୁରାଟ ଟାଇଟାନ୍ସ (ଜିଟି) ଏବଂ ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌) ମଧ୍ୟରେ ଖେଳାଯିବ। ଗୁଜରାଟର ଅହମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡ଼ିୟମରେ ଖେଳା ଯାଉଥିବା ଏହି ମ୍ୟାଚରେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri