ଖେଳ

ଫାଇନାଲ୍‌ରେ ଦଳକୁ ପହଞ୍ଚାଇବା ପରେ ଏମିତି କଥା କହିଦେଲେ ପାଣ୍ଡ୍ୟା

କୋଲକତା,୨୫।୫: ଆଇପିଏଲ ୨୦୨୨ର କ୍ୱାଲିଫାୟାର୍‌-୧ ମ୍ୟାଚରେ ଗୁଜରାଟ ଟାଇଟାନ୍ସ (ଜିଟି) ରାଜସ୍ଥାନ ରୟାଲ୍ସ (ଆର୍‌ଆର୍‌)କୁ ୭ ଉଇକେଟରେ ପରାସ୍ତ କରି ଫାଇନାଲ ଟିକେଟ ପାଇଛି। ଗୁଜରାଟ ଟାଇଟାନ୍ସ (ଜିଟି)ର ଏହି ବିଜୟ ପରେ ଦଳର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ଏବେ...

ଆଜି ଏଲିମିନେଟର୍‌ ମ୍ୟାଚ୍‌

କୋଲକତା,୨୫।୫: ଆଇପିଏଲ ୨୦୨୨ର ଏଲିମିନେଟର ମ୍ୟାଚ ଆଜି ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ କୋଲକାତାର ଇଡେନ ଗାର୍ଡେନ ଷ୍ଟାଡିୟମରେ ଖେଳାଯିବ। ଏହି ମ୍ୟାଚ୍‌ ଉଭୟ ଦଳ ପାଇଁ ଗୁରୁତ୍ୱପୂର୍ଣ୍ଣ। କାରଣ ଫାପ ଡୁ ପ୍ଲେସିସ...

ଦଳକୁ ଫାଇନାଲ୍‌ ନେବା ପରେ କ୍ଷମା ମାଗିଲେ ମିଲର୍‌

କୋଲକତା,୨୫।୫: ଇଣ୍ଡିଆନ ପ୍ରିମିୟର ଲିଗ (ଆଇପିଏଲ) ୨୦୨୨ର ଫାଇନାଲ୍‌ରେ ପହଞ୍ଚିଛି ଗୁଜରାଟ ଟାଇଟାନ୍ସ। କୋଲକାତାର ଇଡେନ ଗାର୍ଡେନ୍ସ ଗ୍ରାଉଣ୍ଡରେ ଖେଳାଯାଇଥିବା କ୍ୱାଲିଫାୟାର-୧ରେ ଦଳ ରାଜସ୍ଥାନ ରୟାଲ୍ସକୁ ୭ ଉଇକେଟ୍‌ରେ ପରାସ୍ତ କରି ଫାଇନାଲ୍‌ ଟିକେଟ୍‌ ହାସଲ କରିଛି। ଗୁଜରାଟର ବିଜୟର...

ଜେଲ ଜୀବନ: କ୍ରିକେଟର, କମେଣ୍ଟେଟର ପରେ ଏବେ କ୍ଲର୍କ ସିଦ୍ଧୁ, ମିଳିବ ନାହିଁ ୩ ମାସର ପାରିଶ୍ରମିକ

ଚଣ୍ଡିଗଡ଼,୨୫ ।୫: ପଞ୍ଜାବର ପୂର୍ବତନ କଂଗ୍ରେସ ଅଧ୍ୟକ୍ଷ ନବଜୋତ ସିଂ ସିଦ୍ଧୁ କ୍ରିକେଟର, କମେଣ୍ଟେଟର ପରେ ଏବେ କ୍ଲର୍କ ହୋଇଯାଇଛନ୍ତି । ୩୪ ବର୍ଷ ପୂର୍ବର ରୋଡ ରେଜ ମାମଲାରେ ପଟିଆଲା ସେଣ୍ଟ୍ରାଲ ଜେଲରେ ବନ୍ଦ ଥିବା ସିଦ୍ଧୁ ଏବେ...

ଶ୍ରାବଣୀ, ଅମିୟଙ୍କୁ ସ୍ବର୍ଣ୍ଣ

ଭୁବନେଶ୍ୱର, ୨୫।୫ (କ୍ରୀଡ଼ା ପ୍ରତିନିଧି): କଳିଙ୍ଗ ଷ୍ଟାଡିୟମରେ ମଙ୍ଗଳବାର ଅନୁଷ୍ଠିତ ଇଣ୍ଡିଆନ ଗ୍ରାଁ ପ୍ରି-୪ର ସ୍ପ୍ରିଣ୍ଟ ଇଭେଣ୍ଟରେ ଓଡ଼ିଶା ପ୍ରତିଯୋଗୀମାନେ ଚମତ୍କାର ପ୍ରଦର୍ଶନ କରିଛନ୍ତି। ମହିଳା ୧୦୦ ମିଟର ରେସ୍‌ରେ ଶ୍ରାବଣୀ ନନ୍ଦ ଏବଂ ପୁରୁଷ ୧୦୦ ମିଟରରେ ଅମିୟ...

ଜିଟିର ଲଢୁଆ ବ୍ୟାଟିଂ, ୭ ୱିକେଟରେ ବିଜୟୀ…

କୋଲକାତା, ୨୪।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ  ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୮୯ ରନ୍ ଲକ୍ଷ୍ୟର ପିଛା କରି  ଜିଟି  ଲଢୁଆ ବ୍ୟାଟିଂ...

ପତ୍ନୀଙ୍କ ସହ ଛୁଟି ବିତାଉଛନ୍ତି ରୋହିତ

ନୂଆଦିଲ୍ଲୀ,୨୪।୫: ଆଇପିଏଲ୍‌ ୨୦୨୨ରେ ନୈରାଶ୍ୟଜନକ ପ୍ରଦର୍ଶନ ପରେ ଟୁର୍ନାମେଣ୍ଟରୁ ବିଦା ହୋଇଛି ମୁମ୍ବାଇ ଇଣ୍ଡିଆନ୍ସ। ଏଥିଯୋଗୁ ଅଧିନାୟକ ରୋହିତ ଶର୍ମା ଶୀର୍ଘ ମୁକ୍ତ ହୋଇଛନ୍ତି। ଏବେ ସେ ପରିବାର ସହ ଛୁଟି କଟାଇବାକୁ ମାଳଦ୍ୱିପ ଯାଇଛନ୍ତି। ରୋହିତ ନିଜର ଇନ୍‌ଷ୍ଟାଗ୍ରାମରେ...

ଜିଟି ପାଇଁ ବିଜୟ ଲକ୍ଷ୍ୟ ୧୮୯…

କୋଲକାତା, ୨୪।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା ପଶ୍ଚିମବଙ୍ଗର କୋଲକାତାସ୍ଥିତ ଇଡେନ୍‌ ଗାର୍ଡେନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା...

ଟସ୍‌ ଜିତିଲା ଜିଟି, ବୋଲିଂ ନିଷ୍ପତ୍ତି…

କୋଲକାତା, ୨୪।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ପ୍ରଥମ କ୍ୱାଲିଫାୟର ମ୍ୟାଚ୍‌ରେ ମଙ୍ଗଳବାର ଗୁଜରାଟ ଟାଇଟନ୍ସ(ଜିଟି) ରାଜସ୍ଥାନ ରୟାଲର୍‌ସ(ଆର୍‌ଆର୍‌) ବିପକ୍ଷରେ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ପଶ୍ଚିମବଙ୍ଗର କୋଲକାତାସ୍ଥିତ ଇଡେନ୍‌ ଗାର୍ଡେନ ଷ୍ଟାଡିୟମ୍‌ରେ ଖେଳାଯାଉଥିବା...

ପ୍ରତ୍ୟାବର୍ତ୍ତନକୁ ନେଇ ବଡ଼ ବୟାନ ଦେଲେ ଡି ଭିଲିୟର୍ସ

ଜୋହାନ୍ସବର୍ଗ,୨୪।୫: ଦକ୍ଷିଣ ଆଫ୍ରିକାର ପୂର୍ବତନ ବ୍ୟାଟ୍ସମ୍ୟାନ ଏବି ଡି ଭିଲିୟର୍ସ ଆଇପିଏଲ୍‌ରେ ପ୍ରତ୍ୟାବର୍ତ୍ତନ କରିବାକୁ ଚାହୁଁଛନ୍ତି। ଆସନ୍ତା ବର୍ଷ ଅର୍ଥାତ ଟୁର୍ନାମେଣ୍ଟର ୧୬ ତମ ସିଜନରେ ସେ ନିଶ୍ଚିତ ଭାବରେ ସାମିଲ ହେବେ। ଆଇପିଏଲ ୨୦୨୩ରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର...

ମଣିଷ ଯେହେତୁ ଭୁଲ ତ ହେବ: ଗାଙ୍ଗୁଲି

କୋଲକାତା,୨୪।୫: ଭାରତୀୟ ଅଧିନାୟକ ରୋହିତ ଶର୍ମା ଏବଂ ପୂର୍ବ ଅଧିନାୟକ ବିରାଟ କୋହଲି ଏବେ ଫର୍ମରେ ନାହାନ୍ତି। ଏହାକୁ ନେଇ ପ୍ରଶଂସକ ଚିନ୍ତାରେ ଥିବା ବେଳେ ଉଭୟଙ୍କ ସମର୍ଥନରେ ବାହାରିଛନ୍ତି ବିସିସିଆଇ ଅଧ୍ୟକ୍ଷ ସୌରଭ ଗାଙ୍ଗୁଲି। ମଙ୍ଗଳବାର ଏଠାରେ ଆୟୋଜିତ...

ଆଇପିଏଲ୍‌ରେ ବେବି ଏବିଙ୍କ ପରେ ଏବେ ‘ବେବି ଗାଙ୍ଗୁଲି’ଙ୍କ ଏଣ୍ଟ୍ରି !

ମୁମ୍ବାଇ,୨୪।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ବେବି ଏବିଙ୍କ ପରେ ଏବେ ‘ବେବି ଗାଙ୍ଗୁଲି’ଙ୍କ ଏଣ୍ଟ୍ରି। ମଙ୍ଗଳବାର ଗୁଜରାଟ ଟାଇଟନ୍ସ ବିପକ୍ଷ ପ୍ରଥମ କ୍ୱାଲିଫାୟାର ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଖେଳିବେ ସେ। ଏନେଇ ରାଜସ୍ଥାନ ପକ୍ଷରୁ ଏକ ଭିଡିଓ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri