ଖେଳ

କ୍ରୁନାଲ ପାଣ୍ଡ୍ୟାଙ୍କୁ ପୁଣି ଏକ ଝଟ୍‌କା

ନୂଆଦିଲ୍ଲୀ,୨୩।୮: ପ୍ରଥମେ ଭାରତୀୟ କ୍ରିକେଟ ଟିମ୍‌ରୁ ବାହାରିିଥିବା କ୍ରୁନାଲ ପାଣ୍ଡ୍ୟାଙ୍କୁ ପୁଣି ଏକ ଝଟ୍‌କା ଲାଗିଛି। ୩୧ ବର୍ଷୀୟ ଏହି କ୍ରିକେଟର ରୟାଲ ଲଣ୍ଡନ ଓ୍ବାନ୍‌ ଡେ କପ୍‌ରୁ ବାଦ୍‌ ପଡ଼ିଛନ୍ତି। ସେ ଏହି ଟୁର୍ନାମେଣ୍ଟରେ ଇଂଲିଶ କାଉଣ୍ଟିଂ ଓ୍ବାର୍‌ଓ୍ବିକ୍ସାୟାରର...

ଭାରତ ପାଇଁ ଖେଳିବାକୁ ତ ସୁଯୋଗ ମିଳୁଛି ଭାବି ନିଜକୁ ବୁଝାଇ ଦିଏ: ଅକ୍ଷର ପଟେଲ

ହରାରେ,୨୩।୮: ଦୁଇଟି ମ୍ୟାଚ୍‌ ଖେଳି ଦଳରୁ ବାଦ୍‌ ପଡ଼ିଲେ ଖେଳାଳିଙ୍କୁ କଷ୍ଟ ହୋଇଥାଏ। ହେଲେ ଟିମ୍‌ ଇଣ୍ଡିଆ ଅଲରାଉଣ୍ଡର ଅକ୍ସର ପଟେଲ ତାଙ୍କୁ ମିଳୁଥିବା ପ୍ରତ୍ୟେକ ସୁଯୋଗକୁ ପୁଞ୍ଜି କରି ରଖିବାକୁ ଚାହୁଁଛନ୍ତି। ୨୦୧୪ରୁ ଦିନିକିଆ କ୍ରିକେଟରେ ୫୦ରୁ ଅଧିକ...

କଳା ଚଷମା ଗୀତରେ ନାଚିଲେ ଭାରତୀୟ ଖେଳାଳି

ହରାରେ,୨୩।୮: ଜିମ୍ବାୱେ ବିପକ୍ଷ ଦିନିକିଆ ସିରିଜକୁ ୩-୦ ବ୍ୟବଧାନରେ ଜିତିବା ପରେ ଭାରତୀୟ ଖେଳାଳିମାନେ ବିଜୟ ଉତ୍ସବ ପାଳନ କରିଥିଲେ। ଅଧିନାୟକ ଲୋକେଶ ରାହୁଲଙ୍କ ଠାରୁ ଆରମ୍ଭ କରି ଶିଖର ଧାୱନ ଏବଂ ଇଶାନ କିଶନ ପର୍ଯ୍ୟନ୍ତ ସମସ୍ତ ଖେଳାଳି...

ଏସିଆ କପ୍‌ ପୂର୍ବରୁ ଭାରତକୁ ଝଟ୍‌କା: ରାହୁଲ ଦ୍ରାବିଡ କରୋନା ପଜିଟିଭ୍‌

ନୂଆଦିଲ୍ଲୀ,୨୩।୮: ଏସିଆ କପ୍‌ ପୂର୍ବରୁ ଭାରତକୁ ଏକ ବଡ଼ ଝଟ୍‌କା ଲାଗିଛି। ଭାରତୀୟ ଦଳର ମୁଖ୍ୟ କୋଚ ରାହୁଲ ଦ୍ରାବିଡ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏସିଆ କପ୍‌ ପାଇଁ ଭାରତୀୟ ଦଳ ଆଜି ୟୁଏଇ ଯିବାର କାର୍ଯ୍ୟକ୍ରମ ଥିଲା।...

ସିଓଏ ସଂଶୋଧନ ସପକ୍ଷରେ ଭୂତିଆ

ନୂଆଦିଲ୍ଲୀ,୨୩ା୮: ପୂର୍ବତନ ଭାରତୀୟ ଫୁଟ୍‌ବଲ ଅଧିନାୟକ ତଥା କିମ୍ବଦନ୍ତୀ ବାଇଚୁଙ୍ଗ ଭୂତିଆ କମିଟି ଅଫ୍‌ ଆଡ୍‌ମିନିଷ୍ଟ୍ରେଟର୍ସ ଦ୍ୱାରା କରାଯାଇଥିବା ସଂଶୋଧନକୁ ସମର୍ଥନ କରି ଏକ ଯାଚିକା ଦାଖଲ କରିଛନ୍ତି। ଫିଫା ପକ୍ଷରୁ କରାଯାଇଥିବା ବାସନ୍ଦରେ ଭୟଭୀତ ନ ହୋଇ ଭାରତ...

ଭାରତର ସିରିଜ୍‌ ସୁଇପ୍‌

ହରାରେ,୨୩ା୮: ଓପ୍‌ନର ଶୁବମନ ଗିଲ୍‌ଙ୍କ ପ୍ରଥମ ଅନ୍ତର୍ଜାତୀୟ ଶତକ ସହାୟତାରେ ଭାରତ ସୋମବାର ଅନୁଷ୍ଠିତ ତୃତୀୟ ତଥା ଅନ୍ତିମ ଦିନିକିଆ କ୍ରିକେଟ ମ୍ୟାଚ୍‌ ଜିତିବା ସହ ଜିମ୍ବାଓ୍ବେ ବିପକ୍ଷ ସିରିଜ୍‌କୁ ସୁଇପ୍‌ କରିଛି। ଭାରତ ୫୦ ଓଭରରେ ୮ ଉଇକେଟ...

ଭାରତକୁ ବ୍ରୋଞ୍ଜ ପଦକ

ଭୁବନେଶ୍ୱର, ୨୩।୮(କ୍ରୀଡ଼ା ପ୍ରତିନିଧି): ଇରାନର ତେହେରାନ୍‌ଠାରେ ଅନୁଷ୍ଠିତ ୧୪ତମ ଏସିଆନ ୧୮ ବର୍ଷରୁ କମ୍‌ ପୁରୁଷ ଭଲିବଲ ଟୁର୍ନାମେଣ୍ଟରେ ଭାରତୀୟ ଦଳ ବ୍ରୋଞ୍ଜ ପଦକ ହାସଲ କରିଛି। ସୋମବାର ଅନୁଷ୍ଠିତ ପ୍ଲେ-ଅଫ୍‌ରେ ଭାରତ ୧୯୯୯ ମସିହାର ଚାମ୍ପିୟନ ଏବଂ ଗତ...

ହକି ବିଶ୍ୱକପ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ

ଭୁବନେଶ୍ୱର,୨୩ା୮(ବ୍ୟୁରୋ):୨୦୨୩ରେ ହେବାକୁ ଥିବା ପୁରୁଷ ହକି ବିଶ୍ୱକପ୍‌ ପାଇଁ ଓଡ଼ିଶା ପ୍ରସ୍ତୁତ। ୨୦୧୮ରେ ପ୍ରଥମଥର ପାଇଁ ଏହି ମହାକୁମ୍ଭର ସଫଳତା ପରେ ଦ୍ୱିତୀୟଥର ଲାଗି ଓଡ଼ିଶାରେ ଏହାର ଆୟୋଜନ ହେବାକୁ ଯାଉଛି। ଏଥିସହିତ ରାଜ୍ୟ ୨୦୧୭ରେ ଏସିଆନ ଆଥ୍‌ଲେଟିକ୍ସ ଚାମ୍ପିୟନଶିପ୍‌...

ଫୁଟସାଲ ଦଳର ଜର୍ସି ଉନ୍ମୋଚିତ

ଟିଟିଲାଗଡ଼,୨୨ା୮(ଡି.ଏନ.ଏ.): ମହାରାଷ୍ଟ୍ରର ନାସିକସ୍ଥିତ ଡିଭିଜିନାଲ ସ୍ପୋଟର୍‌ସ କମ୍ପ୍ଲେକ୍ସ ପରିସରରେ ଆସନ୍ତା ୨୬ରୁ ୨୯ ପର୍ଯ୍ୟନ୍ତ ଇନ୍‌ଡୋର ୟୁରୋପିଆନ ଗେମ୍‌ର ପଞ୍ଚମ ଫୁଟସାଲ ଜାତୀୟ ଚାମ୍ପିୟନଶିପ ଅନୁଷ୍ଠିତ ହେବ। ଏହି ପ୍ରତିଯୋଗିତାରେ ଓଡିଶାରୁ ୧୨ଜଣିଆ ଦଳ ଅଂଶଗ୍ରହଣ କରିବାକୁ ମନୋନୀତ ହୋଇଛନ୍ତି।...

ଶୁବମନ ଗିଲ୍‌ଙ୍କ ପ୍ରଥମ ଅନ୍ତର୍ଜାତୀୟ ଶତକ: ଜିମ୍ବାଓ୍ବେକୁ ୨୯୦ ରନ୍‌ର ଟାର୍ଗେଟ୍‌

ହରାରେ,୨୨।୮: ହରାରେ ସ୍ପୋର୍ଟସ କ୍ଲବରେ ଖେଳାଯାଉଥିବା ତୃତୀୟ ଦିନିକିଆରେ ଭାରତ ଘରୋଇ ଜିମ୍ବାଓ୍ବେକୁ ୨୯୦ ରନ୍‌ର ବିଜୟ ଲକ୍ଷ୍ୟ ଦେଇଛି। ଟସ୍‌ ଜିତି ପ୍ରଥମେ ବ୍ୟାଟି କରିଥିବା ଭାରତ ନିର୍ଦ୍ଧାରିତ ୫୦ ଓଭରରେ ୮ ଉଇକେଟ୍‌ ହରାଇ ୨୮୯ ରନ୍‌...

ଏଆଇଏଫଏଫ ନିର୍ବାଚନ ସପ୍ତାହେ ଘୁଞ୍ଚାଇଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ, ୨୨।୮ : ସୁପ୍ରିମକୋର୍ଟ ଅଲ୍‌ ଇଣ୍ଡିଆ ଫୁଟବଲ ଫେଡ଼େରେଶନ (ଏଆଇଏଫଏଫ) ନିର୍ବାଚନକୁ ଏକ ସପ୍ତାହ ସ୍ଥଗିତ ରଖିଛନ୍ତି। ଫିଫା ଏଆଇଏଫଏଫକୁ ନିଲମ୍ବିତ କରିଥିବାରୁ କେନ୍ଦ୍ର ଏବଂ ଏଆଇଏଫଏଫ ପକ୍ଷରୁ କୁହାଯାଇଛି ଏହା ଦ୍ୱାରା ୧୭ ବିଶ୍ୱକପର ମହିଳା ଦଳଙ୍କୁ...

ଟସ୍‌ ଜିତିଲା ଭାରତ

ହରାରେ,୨୨।୮: ଭାରତ ଏବଂ ଜିମ୍ବାଓ୍ବେ ମଧ୍ୟରେ ଚାଲିଥିବା ତିନି ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜର ନିର୍ଣ୍ଣାୟକ ମ୍ୟାଚ୍‌ ଆଜି ଖେଳାଯାଉଛି। ଏହି ମ୍ୟାଚ୍‌ରେ ଭାରତ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ଭାରତୀୟ ଏକାଦଶରେ ଦୁଇଟି ପରିବର୍ତ୍ତନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri