ଖେଳ

ଶେଷ ମ୍ୟାଚ୍‌ ପୂର୍ବରୁ ହାଇଦ୍ରାବାଦକୁ ବଡ ଝଟ୍‌କା

ମୁମ୍ବାଇ,୧୮।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ ସିଜନରେ ସନରାଇଜର୍ସ ହାଇଦ୍ରାବାଦ ଦଳକୁ ଲାଗିଛି ବଡ଼ ଝଟ୍‌କା। ଦଳର ଅଧିନାୟକ କେନ ଓ୍ବିଲିୟମସନ ଆଉ ଦଳ ପାଇଁ ଖେଳିବେ ନାହିଁ। ତାଙ୍କ ସ୍ତ୍ରୀ ସାରା ରହିମ ଦ୍ୱିତୀୟ ସନ୍ତାନ ଜନ୍ମ ଦେବାକୁ...

ରୋହିତଙ୍କ ସର୍ଟରେ ଝୁମିଲେ ସାରା

ମୁମ୍ବାଇ,୧୮ ।୫: ଇଣ୍ଡିଆନ ପ୍ରମିୟର ଲିଗ(ଆଇପିଏଲ)୨୦୨୨ରେ ମଙ୍ଗଳବାର ସନରାଇଜର୍ସ ହାଇଦ୍ରାବାଦ ଓ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ମ୍ୟାଚ ଥିଲା । ମୁମ୍ବାଇ ଇଣ୍ଡିଆନ୍ସର କ୍ୟାପଟେନ ରୋହିତ ଶର୍ମା ଏହି ମ୍ୟାଚରେ ୪୮ ରନ କରିଥିବା ବେଳେ ତାଙ୍କର ସର୍ଟ ଦର୍ଶକଙ୍କୁ...

ଏସ୍‌ଆର୍‌ଏଚ୍‌  ବିଜୟୀ…

ମୁମ୍ବାଇ, ୧୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୫ ତମ ମ୍ୟାଚରେ ମଙ୍ଗଳବାର ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ବିପକ୍ଷରେ ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିଜୟ ହାସଲ କରିଛି ।  ଧାର୍ଯ୍ୟ ୧୯୪ ରନ୍ ଲକ୍ଷ୍ୟର ପିଛା କରି  ଏମ୍‌ଆଇ ...

ସ୍ତ୍ରୀଙ୍କଠାରୁ ରହୁଥିଲେ ଅଲଗା, ଝିଅ ଜନ୍ମଦିନର ୩ ଦିନ ପୂର୍ବରୁ ହୋଇଗଲା ମୃତ୍ୟୁ !

ନୂଆଦିଲ୍ଲୀ,୧୭।୫: ଅଷ୍ଟ୍ରେଲିଆ ଅଲରାଉଣ୍ଡର ଆଣ୍ଡ୍ରିୟୁ ସାଇମଣ୍ଡସ୍‌ଙ୍କ ମେ’ ୧୫ରେ ଏକ ଦୁର୍ଘଟଣାରେ ମୃତ୍ୟୁ ଘଟିଛି। ୪୬ ବର୍ଷୀୟ ଏହି କ୍ରିକେଟର ବିଳମ୍ବିତ ରାତ୍ରିରେ କାର୍‌ ଚଳାଇ ଯାଉଥିବା ବେଳେ କୁଇନ୍ସଲ୍ୟାଣ୍ଡ ନିକଟରେ ଦୁର୍ଘଟଣାର ଶିକାର ହୋଇଥିଲେ। ତେବେ ସାଇମଣ୍ଡସ୍‌ଙ୍କ ଆକସ୍ମିକ...

ଏମ୍‌ଆଇ ପାଇଁ ବିଜୟ ଲକ୍ଷ୍ୟ ୧୯୪…

ମୁମ୍ବାଇ, ୧୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୫ ତମ ମ୍ୟାଚରେ ମଙ୍ଗଳବାର ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ...

ଟସ୍‌ ଜିତିଲା ଏମ୍‌ଆଇ, ବୋଲିଂ ନିଷ୍ପତ୍ତି…

ମୁମ୍ବାଇ, ୧୭।୫ : ଆଇପିଏଲ୍‌ ସିଜିନ୍‌ର ୧୫ତମ ସଂସ୍କରଣର ୬୫ ତମ ମ୍ୟାଚରେ ମଙ୍ଗଳବାର ସନ୍‌ ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିପକ୍ଷରେ ମୁମ୍ବାଇ ଇଣ୍ଡିଆନ୍ସ୍‌(ଏମ୍‌ଆଇ) ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ମହାରାଷ୍ଟ୍ର ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ...

ଧୋନୀଙ୍କ ନୂଆ ପଦକ୍ଷେପ

ବେଙ୍ଗାଲୁରୁ,୧୭।୫: କର୍ନାଟକର ରାଜଧାନୀ ବେଙ୍ଗାଲୁରୁରେ ପିଲାମାନଙ୍କ ପାଇଁ ଏକ ଗ୍ଲୋବାଲ ସ୍କୁଲ ଆରମ୍ଭ କରିଚନ୍ତି କ୍ରିକେଟ ତାରକା ମହେନ୍ଦ୍ର ସିଂହ ଧୋନୀ। ଏହି ବିଶ୍ୱସ୍ତରୀୟ ବିଦ୍ୟାଳୟର ପ୍ରଥମ ସେଶନ ଜୁନ୍‌ ୧ରୁ ଆରମ୍ଭ ହେବାକୁ ଯାଉଛି। ତେବେ ବିଦ୍ୟାଳୟର ନାମ...

ଦକ୍ଷିଣ ଆଫ୍ରିକାର ଦଳ ଘୋଷଣା

ନୂଆଦିଲ୍ଲୀ,୧୭।୫: ଆଇପିଏଲ୍‌ ପରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ୫ ମ୍ୟାଚ୍‌ ବିଶିଷ୍ଟ ଟି-୨୦ ସିରିଜ ଖେଳାଯିବ। ଏଥିଲାଗି ଦକ୍ଷିଣ ଆଫ୍ରିକା ଟିମ୍‌ ଜୁନ୍‌ରେ ଭାରତ ଗସ୍ତରେ ଆସିବ। ମଙ୍ଗଳବାର ଏହି ସିରିଜ ଲାଗି ଦକ୍ଷିଣ ଆଫ୍ରିକା ନିଜର...

ଫିଲ୍ମ ଜଗତରେ ପାଦ ଥାପିବେ ଧାୱନ!

ମୁମ୍ବାଇ,୧୭।୫: କ୍ରିକେଟ ପରେ ଏବେ ବଲିଉଡରେ ଡେବ୍ୟୁ କରିବେ ଶିଖର ଧାୱନ। ଖୁବ୍‌ଶୀଘ୍ର ଧାୱନ କ୍ରିକେଟ୍‌ରରୁ ଆକ୍ଟର ଭାବେ ନଜର ଆସିବେ। ଏ ନେଇ ଚର୍ଚ୍ଚା ଜୋର ଧରିଛି। ଧାୱନ ଏକ ବଡ ପ୍ରୋଜେକ୍ଟ ସହ ଫିଲ୍ମ ଦୁନିଆରେ ପାଦ...

ଆଇପିଏଲ ୨୦୨୨: ଅରେଞ୍ଜ-ପର୍ପଲ କ୍ୟାପ ରେସ୍‌ରେ ଅଛନ୍ତି କେଉଁ ଖେଳାଳି ଜାଣନ୍ତୁ

ମୁମ୍ବାଇ,୧୭।୫: ଆଇପିଏଲ ୨୦୨୨ର ୬୪ତମ ମ୍ୟାଚ୍‌ ପରେ ଦିଲ୍ଲୀ କ୍ୟାପିଟାଲ୍ସର ଚାଇନାମାନ ସ୍ପିନର କୁଲଦୀପ ଯାଦବ ଏବଂ ପଞ୍ଜାବ କିଙ୍ଗ୍ସର ଓପନର୍‌ ଶିଖର ଧାୱନର ଅରେଞ୍ଜ୍‌ ଏବଂ ପର୍ପଲ କ୍ୟାପ ଦୌଡ଼ରେ ଟପ-୪ରେ ପ୍ରବେଶ କରିଛନ୍ତି। ଶିଖର ଏହି ସିଜନରେ...

ପଡ଼ିଆ ବାହାରେ ବି ବଡ଼ ଉପଲବ୍ଧି ହାସଲ କଲେ ସଚିନ ତେନ୍ଦୁଲକର

ମୁମ୍ବାଇ,୧୭।୫: ପଡ଼ିଆରେ ଅନେକ ରେକର୍ଡ ସୃଷ୍ଟି କରିଥିବା ସଚିନ ତେନ୍ଦୁଲକରଙ୍କ ନାମରେ ଆଉ ଏକ ସଫଳତା ଯୋଡି ହୋଇଛି। ସେ କ୍ରମାଗତ ୨୦ ବର୍ଷ ପାଇଁ ୟୁନିସେଫର ‘ଗୁଡ୍‌ଓ୍ବିଲ୍‌ ଆମ୍ବାସାଡାର’ ହୋଇଛନ୍ତି। ସେ ପିଲାମାନଙ୍କ କଲ୍ୟାଣ ପାଇଁ କାର୍ଯ୍ୟ କରୁଛନ୍ତି।...

ବାଦ୍‌ ପଡ଼ିଲା ପଞ୍ଜାବ: ଦିଲ୍ଲୀ ପ୍ଲେଅଫ୍‌ ନିକଟତର

ମୁମ୍ବାଇ,୧୬।୫: ସ୍ଥାନୀୟ ଡିଓ୍ବାଇ ପାଟିଲ ସ୍ପୋଟର୍‌ସ ଏକାଡେମୀରେ ସୋମବାର ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ ୧୭ ରନ୍‌ରେ ପଞ୍ଜାବ କିଙ୍ଗ୍ସକୁ ହରାଇ ଦେଇଛି। ଏହି ବିଜୟ ଯୋଗୁ ଦିଲ୍ଲୀର ପ୍ଲେଅଫ୍‌ ନିକଟତର ହେବା ସହ ପଏଣ୍ଟ ଟେବୁଲରେ ଚତୁର୍ଥ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri