ଖେଳ

ଦିଲ୍ଲୀକୁ ୧୫୯ରେ ଅଟକାଇଲା ପଞ୍ଜାବ

ମୁମ୍ବାଇ,୧୬।୫: ସ୍ଥାନୀୟ ଡି ଓ୍ବାଇ ପାଟିଲ ସ୍ପୋଟର୍‌ସ ଏକାଡେମୀରେ ସୋମବାର ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ମିଚେଲ ମାର୍ଶ(୬୩) ଅର୍ଦ୍ଧଶତକ ହାସଲ କରିଛନ୍ତି। ତାଙ୍କ ଯୋଗୁ ଦିଲ୍ଲୀ କ୍ୟାପିଟାଲ୍ସ ୨୦ ଓଭରରେ ୭ ଉଇକେଟ ହରାଇ ୧୫୯...

ଟସ୍‌ ଜିତି ପଞ୍ଜାବର ବୋଲିଂ ନିଷ୍ପତ୍ତି

ମୁମ୍ବାଇ,୧୬।୫: ମୁମ୍ବାଇର ଡି ଓ୍ବାଇ ପାଟିଲ ସ୍ପୋଟର୍‌ସ ଏକାଡେମୀରେ ସୋମବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୪ତମ ମ୍ୟାଚ ପଞ୍ଜାବ କିଙ୍ଗ୍ସ ଓ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ପଞ୍ଜାବ କିଙ୍ଗ୍ସ ଅଧିନାୟକ ମୟାଙ୍କ ଅଗ୍ରଓ୍ବାଲ ଟସ୍‌ ଜିତି ବୋଲିଂ କରିବାକୁ...

କାର୍‌ ଦୁର୍ଘଟଣାରେ ବର୍ତ୍ତି ଯାଇଥିଲେ ସାଇମଣ୍ଡସଙ୍କ ଦୁଇ କୁକୁର, ମୃତଦେହ ଛାଡି ଯିବାକୁ ନ ଥିଲେ ପ୍ରସ୍ତୁତ

କୁଇନ୍ସଲ୍ୟାଣ୍ଡ,୧୬।୫: ଅଷ୍ଟ୍ରେଲିଆ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସଙ୍କ ଆକସ୍ମିକ ଦେହାନ୍ତ କ୍ରିକେଟ ଜଗତକୁ ସ୍ପବ୍ଧ କରିଦେଇଛି। ୪୬ ବର୍ଷୀୟ ସାଇମଣ୍ଡସ ଅଷ୍ଟ୍ରେଲିଆର କୁଇନ୍ସଲ୍ୟାଣ୍ଡର ଟାଉନ୍ସଭିଲେ ଅଞ୍ଚଳରେ କାର ଦୁର୍ଘଟଣାରେ ମୃତୁବରଣ କରିଛି। ଏହି ଦୁର୍ଘଟଣାରେ ସାଇମଣ୍ଡସଙ୍କ ସହ ଥିବା ଦୁଇ ତାଙ୍କର...

‘ମୁଁ ବିରାଟ କୋହଲିଙ୍କ ରେକର୍ଡ ଭାଙ୍ଗିଦେବି’

ମୁମ୍ବାଇ,୧୬।୫: ରାଜସ୍ଥାନ ରୟାଲ୍ସର ଲେଗ-ସ୍ପିନର ୟୁଜଭେନ୍ଦ୍ର ଚହଲ ସବୁବେଳେ ପ୍ରଶଂସକଙ୍କ ମନୋରଞ୍ଜନ କରନ୍ତି । ନିକଟରେ ସେ ଏପରି ଏକ ଥଟ୍ଟା ସହିତ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି। ସେ ପରିହାସ ଛଳରେ ବିରାଟ କୋହଲିଙ୍କ ରେକର୍ଡ ଭାଙ୍ଗିବେ ବୋଲି...

କୋହଲିଙ୍କ ଫର୍ମକୁ ନେଇ ମୁହଁ ଖୋଲିଲେ ଗାଙ୍ଗୁଲି

ମୁମ୍ବାଇ,୧୬।୫: ଆଇପିଏଲ ୨୦୨୨ରେ ଭାରତୀୟ ଦଳର ୨ ସୁପରଷ୍ଟାର ଖେଳାଳି ରୋହିତ ଶର୍ମା ଏବଂ ବିରାଟ କୋହଲିଙ୍କ ଖରାପ ଫର୍ମ ଜାରି ରହିଛି। ଆଇପିଏଲ ପରେ ଭାରତକୁ ଚଳିତ ବର୍ଷ ଟି-୨୦ ବିଶ୍ୱକପ ଖେଳିବାକୁ ପଡିବ। ଏହା ପୂର୍ବରୁ ଦୁଇ...

କେବେ ନିଜ ମାତାପିତାଙ୍କୁ ଭେଟି ନ ଥିଲେ ଆଣ୍ଡ୍ର୍ୟୁ ସାଇମଣ୍ଡସ

କାନବେରା,୧୬।୫:ବିଶ୍ୱର ସର୍ବଶ୍ରେଷ୍ଠ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସ ଏକ କାର ଦୁର୍ଘଟଣାରେ ମୃତ୍ୟୁବରଣ କରିଛନ୍ତି। ତାଙ୍କୁ ମାତ୍ର ୪୬ ବର୍ଷ ବୟସ ହୋଇଥିଲା। ତାଙ୍କ ମୃତ୍ୟୁକୁ ନେଇ ଜଗତରେ ଶୋକର ଛାୟା ଖେଳିଯାଇଛି। କ୍ରିକେଟ୍‌ରେ ସାଇମଣ୍ଡସ ଅନେକ ବଡ଼ ସଫଳତା ହାସଲ...

ଦ୍ୱିତୀୟକୁ ଡେଇଁଲା ରାଜସ୍ଥାନ

ମୁମ୍ବାଇ,୧୫।୫: ସ୍ଥାନୀୟ ବ୍ରାବୋର୍ନ ଷ୍ଟାଡିୟମରେ ରବିବାର ରାତିରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୨୪ ରନ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟ୍ସକୁ ପରାସ୍ତ କରିଛିି। ରାଜସ୍ଥାନ ୨୦ ଓଭରରେ ୬ ଉଇକେଟ ହରାଇ ୧୭୮ ରନ୍‌ କରିଥିଲା। ଜବାବରେ ଲକ୍ଷ୍ନୌ...

ଲକ୍ଷ୍ନୌକୁ ୧୭୯ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୧୫।୫: ଆଇପିଏଲ ୨୦୨୨ର ୬୩ତମ ମ୍ୟାଚ୍‌ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଲାଯାଉଛି। ଏହି ମ୍ୟାଚ୍‌ରେ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିଥିବା ରାଜସ୍ଥାନ ରୟାଲ୍ସ ନିର୍ଦ୍ଧାରିତ ଓଭରରେ ୬ ଉଇକେଟ୍‌ ହରାଇ ୧୭୮ ରନ୍‌...

ଇତିହାସ ରଚିଥିବା ବ୍ୟାଡମିଣ୍ଟନ ଖେଳାଳିଙ୍କ ସହ ଫୋନରେ କଥା ହେଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୩।୫: ଭାରତର ପୁରୁଷ ବ୍ୟାଡମିଣ୍ଟନ ଦଳ ରବିବାର ଏକପାଖିଆ ଫାଇନାଲରେ ୧୪ଥର ଚାମ୍ପିୟନ ଇଣ୍ଡୋନେସିଆକୁ ୩-୦ରେ ପରାସ୍ତ କରି ପ୍ରଥମ ଥର ପାଇଁ ଥୋମାସ କପ ଟାଇଟଲ ଜିତି ଇତିହାସ ରଚିଛି। ଭାରତୀୟ ଦଳର ଐତିହାସିକ ପ୍ରଦର୍ଶନ ପରେ ପ୍ରଧାନମନ୍ତ୍ରୀ...

ଚେନ୍ନାଇକୁ ହରାଇ ଶୀର୍ଷରେ ଗୁଜରାଟ ଟାଇଟନ୍ସ

ମୁମ୍ବାଇ,୧୫।୫: ସ୍ଥାନୀୟ ଓ୍ବାଙ୍ଖଡ଼େ ଷ୍ଟାଡିୟମରେ ରବିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୬୨ତମ ମ୍ୟାଚରେ ଗୁଜରାଟ ଟାଇଟନ୍ସ ୭ ଉଇକେଟ ଚେନ୍ନାଇ ସୁପର କିଙ୍ଗ୍ସକୁ ହରାଇ ଦେଇଛି। ଏହି ବିଜୟ ସହ ଗୁଜରାଟ ୨୦ ପଏଣ୍ଟ ସହ ଶୀର୍ଷସ୍ଥାନ ବଜାୟ ରଖିଛି।...

ଟସ୍‌ ଜିତିଲା ରାଜସ୍ଥାନ ରୟାଲ୍ସ

ପୁଣେ,୧୫।୫: ଆଇପିଏଲ ୨୦୨୨ରେ ଆଉ ଅଳ୍ପ କିଛି ଲିଗ ମ୍ୟାଚ ବାକି ଅଛି। ପ୍ଲେ ଅଫ ପାଇଁ ରେସ୍‌ ମଧ୍ୟ ରୋଚକ ସ୍ଥିତିରେ ପହଞ୍ଚିଛି। ଏହି ପରିସ୍ଥିତିରେ ରବିବାର ଆଇପିଏଲ୍‌ର ୬୩ତମ ମ୍ୟାଚ୍‌ରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ଏବଂ ରାଜସ୍ଥାନ...

କଳା ଫିତା ବାନ୍ଧି ପଡ଼ିଆକୁ ଓହ୍ଲାଇଲେ ଖେଳାଳି

ମୁମ୍ବାଇ,୧୫।୫: ଆଇପିଏଲ୍‌ ୨୦୨୨ର ୬୨ତମ ମ୍ୟାଚ୍‌ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଏବଂ ଗୁଜରାଟ ଟାଇଟାନ୍ସ (ଜିଟି) ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଉଭୟ ଦଳର ଖେଳାଳିମାନେ କାର ଦୁର୍ଘଟଣାରେ ପ୍ରାଣ ହରାଇଥିବା ଅଷ୍ଟ୍ରେଲିଆର ପୂର୍ବତନ ଅଲରାଉଣ୍ଡର ଆଣ୍ଡ୍ର୍ୟୁ ସାଇମଣ୍ଡସଙ୍କ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri