ଖେଳ

ବୁମ୍‌ରାଙ୍କୁ ୫ ଉଇକେଟ୍‌ ସଫଳତା

ମୁମ୍ବାଇ, ୯।୫: ଚଳିତ ଇଣ୍ଡିଆନ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ରେ ପ୍ରଥମ ଥରପାଇଁ ୫ ଉଇକେଟ୍‌ ସଫଳତା ପାଇଛନ୍ତି ମୁମ୍ବାଇ ଇଣ୍ଡିଆନ୍ସ ଦ୍ରୁତ ବୋଲର ଯଶପ୍ରୀତ୍‌ ବୁମ୍‌ରା। ତାଙ୍କ ଘାତକ ବୋଲିଂ ବଳରେ ମୁମ୍ବାଇ ଆଇପିଏଲ୍‌ର ସୋମବାର ଅନୁଷ୍ଠିତ ମ୍ୟାଚରେ କୋଲକାତା...

ଆଇପିଏଲ୍‌ରୁ ବାଦ୍‌ ପଡ଼ିଲେ ସୂର୍ଯ୍ୟକୁମାର

ମୁମ୍ବାଇ,୯।୫: ମୁମ୍ବାଇ ଇଣ୍ଡିଆନ୍ସ ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଆହତ ସମସ୍ୟା ଯୋଗୁ ଚଳିତ ଆଇପିଏଲ୍‌ରୁ ବାଦ୍‌ ପଡ଼ିଛନ୍ତି। ଗତ ୬ ତାରିଖରେ ଗୁଜରାଟ ଟାଇଟାନ୍ସ ବିପକ୍ଷ ମ୍ୟାଚ୍‌ରେ ତାଙ୍କ ବାମହାତ ମାଂସପେଶୀରେ ଆଘାତ ଲାଗିଥିଲା। ତାଙ୍କ ବଦଳରେ ଫ୍ରାଞ୍ଚାଇଜ୍‌ ପକ୍ଷରୁ...

ମୁମ୍ବାଇ ଆଗରେ ୧୬୬ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୯।୫: ଆଇପିଏଲ-୨୦୨୨ର ୫୬ତମ ମ୍ୟାଚ୍‌ରେ ମୁମ୍ବାଇ ଆଗରେ ୧୬୬ ରନ୍‌ର ବିଜୟ ଲକ୍ଷ୍ୟ ରଖିଛି କୋଲକାତା ନାଇଟ୍‌ ରାଇଡର୍ସ ।ଏହି ମ୍ୟାଚ୍‌ରେ ମୁମ୍ବାଇ ପ୍ରଥମେ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିବା ବେଳେ କୋଲକାତା ବ୍ୟାଟିଂ କରିଥିଲା। ତେବେ...

ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଲା ମୁମ୍ବାଇ

ମୁମ୍ବାଇ,୯।୫: ଚଳିତ ଆଇପିଏଲର ପ୍ଲେଅଫ ରେସ୍‌ରୁ ବାଦ ପଡି ମୁମ୍ବାଇ ଇଣ୍ଡିଆନ୍ସ ନିଜର ୧୧ତମ ମ୍ୟାଚ୍‌ ଖେଳିବ। ମୁମ୍ବାଇ ଏବଂ କୋଲକାତା ନାଇଟ୍‌ ରାଇଡର୍ସ ମଧ୍ୟରେ ଆଜି କଡ଼ା ଟକ୍କର ଚାଲିବ। ତେବେ ଏହି ମୁକାବିଲାରେ ମୁମ୍ବାଇ ଇଣ୍ଡିଆନ୍ସ ଟସ୍‌...

ଧୋନୀଙ୍କ ତାତ୍ସଲ୍ୟ: ଦୁନିଆ ଶେଷ ହୋଇଯିବ ନାହିଁ…

ମୁମ୍ବାଇ,୯।୫: ଆଇପିଏଲ ୨୦୨୨ର ୫୫ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ (ସିଏସକେ) ଚତୁର୍ଥ ବିଜୟ ହାସଲ କରିଛି। ସିଏସକେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି)କୁ ୯୧ ରନ ବ୍ୟବଧାନରେ ପରାସ୍ତ କରିଛି। ଏହା ମଧ୍ୟ ଚଳିତ ଆଇପିଏଲର ସବୁଠାରୁ ବଡ ବିଜୟ...

ମୁଁ ଗଣିତର ବଡ଼ ପ୍ରଶଂସକ ନୁହେଁ, କାହିଁକି ଏମିତି କହିଲେ ଧୋନୀ

ମୁମ୍ବାଇ,୯।୫: କ୍ରିକେଟ ଖେଳ ମଧ୍ୟ ବେଳେବେଳେ ଗଣିତର ଏକ କଠିନ ପ୍ରଶ୍ନ ପରି ହୋଇଯାଏ। ଏଠାରେ ଏକ ବିଜୟ ଏବଂ ପରାଜୟ ପରେ, ଅନେକ ସମୀକରଣ ତିଆରି ହୁଏ। ବେଳେବେଳେ ଏହାକୁ ବୁଝିବା କଷ୍ଟକର ହୋଇଯାଏ। ଆଇପିଏଲ୍‌ ୨୦୨୨ରେ ପ୍ଲେ’...

ବୃହତ ବିଜୟ ସହ ଉପରକୁ ଉଠିଲା ସିଏସ୍‌କେ

ମୁମ୍ବାଇ,୮।୫: ଡେଭନ କନଓ୍ବେ ଏବଂ ଋତୁରାଜ ଗାଏକ୍ୱାଡଙ୍କ ଶତକୀୟ ଓପନିଂ ଭାଗୀଦାରି ଓ ପରେ ବୋଲରଙ୍କ ଚମତ୍କାର ପ୍ରଦର୍ଶନ ଯୋଗୁ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍‌କେ) ୯୧ ରନ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସକୁ ହରାଇ ଦେଇଛି। ସ୍ଥାନୀୟ ଡି ଓ୍ବାଇ ପାଟିଲ...

ଦିଲ୍ଲୀ ଆଗରେ ୨୦୯ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୮।୫: ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୫୫ତମ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଥିଲେ। ଆମନ୍ତ୍ରଣ ପାଇ ଚେନ୍ନାଇ ସୁପର କିଙ୍ଗ୍ସ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦...

ଆର୍‌ସିବିକୁ ଜିତାଇଲେ ଡୁ’ପ୍ଲେସି, ଓ୍ବାନିନ୍ଦୁ

ମୁମ୍ବାଇ,୮।୫: ପ୍ରଥମେ ଅଧିନାୟକ ଫାଫ ଡୁ’ପ୍ଲେସିଙ୍କ ଅର୍ଦ୍ଧଶତକ ପରେ ଓ୍ବାନିନ୍ଦୁ ହସରଙ୍ଗାଙ୍କ ୫ ଉଇକେଟ ସଫଳତା ଯୋଗୁ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ସହଜ ବିଜୟ ହାସଲ କରିଛି। ଓ୍ବାଙ୍ଖଡେ ଷ୍ଟାଡିୟମରେ ରବିବାର ଖେଳାଯାଇଥିବା ମ୍ୟାଚ୍‌ରେ ଆରସିବି ୬୭ ରନ୍‌ରେ...

ଟସ୍‌ ଜିତିଲା ଦିଲ୍ଲୀ

ପୁଣେ,୮।୫: ଆଇପିଏଲ ୨୦୨୨ର ୫୫ତମ ମ୍ୟାଚରେ ଚେନ୍ନାଇ ସୁପର କିଙ୍ଗସ (ସିଏସକେ) ଏବଂ ଦିଲ୍ଲୀ କ୍ୟାପିଟାଲ୍ସ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ପ୍ରଥମେ ଟସ୍‌ ଜିତି ବୋଲିଂ ନିଷ୍ପତ୍ତି ନେଇଛି। ଉଭୟ ଦଳ ପ୍ଲେ ଅଫରେ ସ୍ଥାନ...

ଫାଫ୍‌ ଡୁ ପ୍ଲେସିସଙ୍କ ବିସ୍ଫୋରକ ବ୍ୟାଟିଂ: ହାଇଦ୍ରାବାଦକୁ ୧୯୩ ରନ୍‌ର ଟାର୍ଗେଟ୍‌

ମୁମ୍ବାଇ,୮।୫: ଆଇପିଏଲ ୨୦୨୨ର ୫୪ତମ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଉଛି। ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ନିର୍ଦ୍ଧାରିତ ଓଭରରେ ୩ ଉଇକେଟ୍‌...

ଲଜ୍ଜାଜନକ ରେକର୍ଡ ହାସଲ କଲେ କୋହଲି

ମୁମ୍ବାଇ,୮।୫: ଆଇପିଏଲ ୨୦୨୨ର ୫୪ତମ ମ୍ୟାଚ ମୁମ୍ବାଇର ୱାଙ୍ଖେଡେ ଷ୍ଟାଡିୟମରେ ସନରାଇଜର୍ସ ହାଇଦ୍ରାବାଦ ଏବଂ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ମଧ୍ୟରେ ଖେଳାଯାଉଛି। ଏହି ମ୍ୟାଚରେ ଆରସିବି ଟସ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଛି। ଚଳିତ ସିଜିନରେ ଖରାପ ଫର୍ମ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri