ଖେଳ

ଧୋନୀ-ରୋହିତ ପ୍ଲେ-ଅଫ୍‌ ଦୌଡ଼ରୁ ବାହାର ! ଟପ୍‌-୪ ଦୌଡ଼ରେ…

ମୁମ୍ବାଇ,୫।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)୨୦୨୨ରେ ଏଯାବତ ୪୯ ମ୍ୟାଚ୍‌ ଖେଳା ସରିଛି। ଦଳଗୁଡ଼ିକର ପ୍ରଦର୍ଶନ ଅନୁଯାୟୀ ପ୍ଲେ ଅଫ୍‌ ପାଇଁ ୮ ଦଳ ମଧ୍ୟରେ କଡ଼ା ଟକ୍କର ଦେଖିବାକୁ ମିଳୁଛି। ବିଶେଷକରି ମହେନ୍ଦ୍ର ସିଂହ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର...

ଲାଇଭ୍‌ ମ୍ୟାଚ୍‌ରେ ପ୍ରେମିକଙ୍କୁ ପ୍ରପୋଜ୍‌ କଲେ ଯୁବତୀ

ପୁଣେ,୫।୫: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁର (ଆରସିବି) ଏବଂ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ମଧ୍ୟରେ ଖେଳାଯାଇଥିବା ଆଇପିଏଲ ମ୍ୟାଚ ସମୟରେ ଏକ ପ୍ରେମ ଯୋଡି ଟିଭିରେ ସମଗ୍ର ବିଶ୍ୱର ଦୃଷ୍ଟି ଆକର୍ଷଣ କରିଥିଲେ। ଲାଇଭ ମ୍ୟାଚ ସମୟରେ ଷ୍ଟାଡିୟମରେ ଉପସ୍ଥିତ...

କୋହଲିଙ୍କୁ ସହ ଘଟିଲା ଏମିତି, ବୋଲର୍‌ଙ୍କୁ ମାଗିବାକୁ ପଡିଲା କ୍ଷମା: ଦେଖନ୍ତୁ ଭିଡିଓ

ପୁଣେ,୫।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଚାରିଥର ଚାମ୍ପିଅନ୍‌ ଚେନ୍ନାଇ ସୁପର କିଙ୍ଗ୍ସକୁ ୧୩ ରନ୍‌ରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ଆରସିବି ବ୍ୟାଟ୍ସମ୍ୟାନ ବିରାଟ କୋହଲି ପୁଣି ଥରେ ବ୍ୟାଟିଂରେ ବିଶେଷ କିଛି ପ୍ରଦର୍ଶନ...

ଚେନ୍ନାଇକୁ ପରାସ୍ତ କଲା ଆରସିବି

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ)କୁ ୧୩ ରନରେ ପରାସ୍ତ କରିଛି। ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ଚାଲିଥିବା ଏହି ମ୍ୟାଚ୍‌ରେ ୧୭୪...

ଚେନ୍ନାଇ ସୁପର୍‌ କିଙ୍ଗ୍ସକୁ ୧୭୪ ରନ୍‌ର ଟାର୍ଗେଟ୍‌

ପୁଣେ,୪।୫: ପୁଣେର ଏମସିଏ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ୪୯ତମ ଆଇପିଏଲ୍‌ ମ୍ୟାଚ୍‌ ଖେଳାଯାଉଛି। ଟସ୍‌ ହାରି ପ୍ରଥମେ ବ୍ୟାଟିଂ କରିଥିବା ବେଙ୍ଗାଲୁରୁ ନିର୍ଦ୍ଧାରିତ ଓଭରରେ ୮ ଉଇକେଟ୍‌ ହରାଇ ୧୭୩ ରନ୍‌...

କୋହଲିଙ୍କୁ ପଛରେ ପକାଇଲେ ଧୋନୀ

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚରେ ଚାରିଥର ଚାମ୍ପିଅନ ଚେନ୍ନାଇ ସୁପର କିଙ୍ଗ୍ସ (ସିଏସକେ) ଆଜି ପୁଣେର ମହାରାଷ୍ଟ୍ର କ୍ରିକେଟ ଆସୋସିଏସନ ଷ୍ଟାଡିୟମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)କୁ ଭେଟୁଛି। ଏହି ମ୍ୟାଚ୍‌ ରେ ସିଏସ୍‌କେ ଅଧିନାୟକ ମହେନ୍ଦ୍ର ସିଂ...

ଘର କିଣିଲେ ପୃଥ୍ବୀ ଶ’, ଦାମ୍‌ ଜାଣିଲେ…

ନୂଆଦିଲ୍ଲୀ,୪।୫: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ଜବରଦସ୍ତ ପ୍ରଦର୍ଶନ କରୁଥିବା ଯୁବ କ୍ରିକେଟର ପୃଥ୍ବୀ ଶ’ ନିଜର ଘର କିଣିଛନ୍ତି। ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲସ ପକ୍ଷରୁ ଖେଳୁ ଥିବା ଏହି ୨୨ ବର୍ଷୀୟ କ୍ରିକେଟର ୧୦.୫ କୋଟି ଟଙ୍କା ଦେଇ...

ଟସ୍‌ ଜିତିଲା ଚେନ୍ନାଇ ସୁପର୍‌ କିଙ୍ଗ୍ସ

ପୁଣେ,୪।୫: ଆଇପିଏଲ ୨୦୨୨ର ୪୯ତମ ମ୍ୟାଚ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ଚେନ୍ନାଇ ସୁପର କିଙ୍ଗ୍ସ ମଧ୍ୟରେ ପୁଣେର ଏମସିଏ ଷ୍ଟାଡିୟମରେ ଖେଳାଯାଉଛି । ଚେନ୍ନାଇ ସୁପର କିଙ୍ଗ୍ସର ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଟସ ଜିତି ପ୍ରଥମେ ବୋଲିଂ...

୩୩ ବର୍ଷ ପରେ ମହାରାଷ୍ଟ୍ର ସରକାରଙ୍କୁ ଜମି ଫେରାଇଲେ ଗାଭାସ୍କର

ମୁମ୍ବାଇ,୪।୫: ଭାରତର ପୂର୍ବତନ ଅଧିନାୟକ ସୁନୀଲ ଗାଭାସ୍କର ମୁମ୍ବାଇରେ କ୍ରିକେଟ ଏକାଡେମୀ ପ୍ରତିଷ୍ଠା ପାଇଁ ୩୩ ବର୍ଷ ପୂର୍ବେ ତାଙ୍କୁ ଦିଆଯାଇଥିବା ଏକ ସରକାରୀ ଜମି ଫେରସ୍ତ କରିଛନ୍ତି। ମହାରାଷ୍ଟ୍ରର ଗୃହମନ୍ତ୍ରୀ ଜିତେନ୍ଦ୍ର ଆୱାଡ ଗତ ବର୍ଷ ବାନ୍ଦ୍ରା ଅଞ୍ଚଳରେ...

ଓ୍ବେଷ୍ଟଇଣ୍ଡିଜ୍‌ ଟିମ୍‌ର ନୂଆ ସୀମିତ ଓଭର ଅଧିନାୟକ ହେଲେ ନିକୋଲାସ୍‌

ଆଣ୍ଟିଗୁଆ,୪।୫: ଓ୍ବେଷ୍ଟଇଣ୍ଡିଜ କ୍ରିକେଟ ଟିମ୍‌ର ନୂତନ ସୀମିତ ଓଭର ଅଧିନାୟକ ହୋଇଛନ୍ତି ନିକୋଲାସ ପୁରନ୍‌। ଏବେ ସେ ଦିନିକିଆ ଏବଂ ଟି୨୦ ଅନ୍ତର୍ଜାତୀୟ ଦଳର ନେତୃତ୍ୱ ନେବେ। ନିକଟରେ କିରନ ପୋଲାର୍ଡ ଅନ୍ତର୍ଜାତୀୟ କ୍ରିକେଟ୍‌ରୁ ସନ୍ୟାସ ଘୋଷଣା କରିଥିଲେ। ଏଥିନେଇ...

କ୍ରିକେଟ୍‌ରଙ୍କୁ ଧମକ ଦେବା ଖବରଦାତାଙ୍କୁ ପଡ଼ିଲା ମହଙ୍ଗା

ନୂଆଦିଲ୍ଲୀ,୪।୫: କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ଉଇକେଟ କିପର ରିଦ୍ଧିମାନ ସାହାଙ୍କୁ ଧମକ ଦେବାକୁ ଚେଷ୍ଟା କରୁଥିବା କ୍ରୀଡ଼ା ଖବରଦାତା ବୋରିଆ ମଜୁମଦାରଙ୍କ ଉପରେ ଦୁଇ ବର୍ଷର ପ୍ରତିବନ୍ଧକ ଲଗାଇଛି। ସେ ଆସନ୍ତା ଦୁଇ ବର୍ଷ ପାଇଁ କୌଣସି...

ଏଥିପାଇଁ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିଲେ ହାର୍ଦ୍ଦିକ

ନାଭି ମୁମ୍ବାଇ, ୪।୫: ପ୍ରଥମ ଥର ପାଇଁ ଆଇପିଏଲ୍‌ ଖେଳୁଥିବା ଗୁଜରାଟ ଟାଇଟନ୍ସ ଟୁର୍ନାମେଣ୍ଟରେ ଜବରଦସ୍ତ ପ୍ରଦର୍ଶନ ଜାରି ରଖିଛି। ଗୋଟିଏ ପରେ ଗୋଟିଏ ମ୍ୟାଚ୍‌ ଜିତୁଥିବାରୁ ଦଳ ମଙ୍ଗଳବାର ପଞ୍ଜାବ କିଙ୍ଗ୍ସ ବିପକ୍ଷ ମ୍ୟାଚ୍‌ ଜିତି ପ୍ଲେଅଫ୍‌ରେ ପ୍ରଥମେ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri