ଖେଳ

କେକେଆର୍‌କୁ ହରାଇଲେ କୁଲଦୀପ

ମୁମ୍ବାଇ,୨୮।୪ : ସ୍ଥାନୀୟ ଓ୍ବାଙ୍ଖଡେ ଷ୍ଟାଡିୟମରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ଉଇକେଟରେ କୋଲକାତା ନାଇଟ୍‌ ରାଇଡର୍ସ (କେକେଆର୍‌)କୁ ହରାଇ ଦେଇଛି। ମ୍ୟାଚ୍‌ରେ ଚମତ୍କାର ବୋଲିଂ ପ୍ରଦର୍ଶନ କରିଥିଲେ ଦିଲ୍ଲୀ କ୍ୟାପିଟାଲ୍ସ ସ୍ପିନର କୁଲଦୀପ ଯାଦବ। ସେ...

୧୪୬ ରନ୍‌ରେ ଅଟକିଲା କୋଲକାତା

ମୁମ୍ବାଇ,୨୮।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ଗୁରୁବାର ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ଅଧିନାୟକ ରିଷଭ ପନ୍ତ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ଏହାକୁ ସଠିକ୍‌ ପ୍ରମାଣ କରିଥିଲେ ବୋଲର ଚେତନ ସାକାରିଆ। ସାକାରିଆ କୋଲକାତା ନାଇଟ୍‌ ରାଇଡର୍ସର ଓପନର...

ଚକ୍ରବର୍ତ୍ତୀଙ୍କ ବିନା ଓହ୍ଲାଇଲା କେକେଆର

ମୁମ୍ବାଇ,୨୮।୪: ମୁମ୍ବାଇର ଓ୍ବାଙ୍ଖଡେ ଷ୍ଟାଡିୟମ୍‌ରେ ଗୁରୁବାର ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌)ର ୪୧ତମ ମ୍ୟାଚ ଦିଲ୍ଲୀ କ୍ୟାପିଟାଲ୍ସ ଓ କୋଲକାତା ନାଇଟ ରାଇଡର୍ସ ମଧ୍ୟରେ ଖେଳାଯାଉଛି। ଦିଲ୍ଲୀ କ୍ୟାପିଟାଲ୍ସର ଅଧିନାୟକ ରିଷଭ ପନ୍ତ ଟସ୍‌ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି।...

ମୁମ୍ବାଇ ଇଣ୍ଡିଆନ୍ସରେ ଯୋଗ ଦେବେ ନୂଆ ସ୍ପିନର

ମୁମ୍ବାଇ,୨୮।୪: ମୁମ୍ବାଇ ଇଣ୍ଡିଆନ୍ସ ସ୍ପିନର ମହମ୍ମଦ ଅର୍ଶାଦ ଖାନ ଆହତ ସମସ୍ୟା କାରଣରୁ ଚଳିତ ଆଇପିଏଲର ଅବଶିଷ୍ଟାଂଶରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ବଦଳରେ ବାମହାତୀ ସ୍ପିନର କୁମାର କାର୍ତ୍ତିକେୟା ସିଂ ମୁମ୍ବାଇ ଦଳରେ ସାମିଲ ହୋଇଛନ୍ତି। ତାଙ୍କୁ ୨୦ ଲକ୍ଷ...

ବେନ ଷ୍ଟୋକ୍ସ ହେଲେ ଇଂଲଣ୍ଡର ନୂଆ ଟେଷ୍ଟ ଅଧିନାୟକ

ଲଣ୍ଡନ,୨୮।୪: ଷ୍ଟାର ଅଲରାଉଣ୍ଡର ବେନ ଷ୍ଟୋକ୍ସଙ୍କୁ ଇଂଲଣ୍ଡର ନୂତନ ଟେଷ୍ଟ ଅଧିନାୟକ ଭାବେ ମନୋନୀତ କରାଯାଇଛି। ଜୋ ରୁଟଙ୍କ ଇସ୍ତଫା ପରେ ଷ୍ଟୋକ୍ସ ଏବଂ ଜନି ବେୟାରଷ୍ଟୋଙ୍କ ସମେତ ଅନେକ ଖେଳାଳି ଇଂଲଣ୍ଡର ଅଧିନାୟକ ଦୌଡ଼ରେ ଥିଲେ, କିନ୍ତୁ ଷ୍ଟୋକ୍ସ...

ସମସ୍ତଙ୍କ ହୃଦୟ ଜିତିଲେ ଏହି କ୍ରିକେଟର୍‌

ମୁମ୍ବାଇ,୨୮।୪: ଆଇପିଏଲ ୨୦୨୨ର ୪୦ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଏକ ରୋମାଞ୍ଚକର ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ ସନରାଇଜର୍ସ ହାଇଦ୍ରାବାଦର ବୋଲର ଉମରାନ ମଲିକ ପାଞ୍ଚଟି ଉଇକେଟ ନେଇଛନ୍ତି। ସେ ୪ ଜଣ...

ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ସ୍ତ୍ରୀଙ୍କୁ କ୍ଷମା ମାଗିଲେ ବୋଲର୍‌

ମୁମ୍ବାଇ,୨୮।୪: ଆଇପିଏଲ ୨୦୨୨ର ୪୦ତମ ମ୍ୟାଚରେ ଗୁଜରାଟ ଟାଇଟାନ୍ସ ଏକ ରୋମାଞ୍ଚକର ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦକୁ ୫ ଉଇକେଟରେ ପରାସ୍ତ କରିଛି। ଏହି ମ୍ୟାଚ୍‌ରେ କ୍ୟାପଟେନ ହାର୍ଦ୍ଦିକ ପାଣ୍ଡ୍ୟା ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲେ। ପାଣ୍ଡ୍ୟା...

ଗୁଜରାଟର ରୋମାଞ୍ଚକ ବିଜୟ

ମୁମ୍ବାଇ,୨୭।୪: ଆଇପିଏଲ୍‌ରେ ୨୦୨୨ରେ ୪୦ତମ ମ୍ଯାଚରେ ଗୁଜରାଟ ଟାଇଟାନ୍ସ ଏକ ରୋମାଞ୍ଚକ ମୁକାବିଲାରେ ୪ ଉଇକେଟରେ ସନରାଇଜର୍ସ ହାଇଦ୍ରାବାଦକୁ ପରାସ୍ତ କରିଛି। ୧୯୬ର ବିଜୟ ଲକ୍ଷ୍ୟକୁ ପିଛା କରି ଗୁଜରାଟ ଭଲ ବ୍ୟାଟିଂ ଆରମ୍ଭ କରିଥିଲା। ଦଳ ପକ୍ଷରୁ ରିଦ୍ଧିମାନ୍...

ଗୁଜରାଟକୁ ୧୯୬ ରନ୍‌ର ବିଜୟ ଲକ୍ଷ୍ୟ

ମୁମ୍ବାଇ,୨୭।୪: ଆଇପିଏଲ୍‌ରେ ୨୦୨୨ରେ ୱାଙ୍ଖେଡେ ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ସନରାଇଜର୍ସ ହାଇଦ୍ରାବାଦ ଗୁଜରାଟ ଟାଇଟାନ୍ସ ସମ୍ମୁଖରେ ୧୯୬ ରନ ଲକ୍ଷ୍ୟ ଧାର୍ଯ୍ୟ କରିଛି। ଟସ ହରାଇବା ପରେ ପ୍ରଥମେ ବ୍ୟାଟିଂ କରି ହାଇଦ୍ରାବାଦ...

ଶାସ୍ତ୍ରୀଙ୍କ ଭବିଷ୍ୟବାଣୀ; ଖୁବ୍‌ଶୀଘ୍ର ଭାରତୀୟ ଟିମ୍‌ରେ ସ୍ଥାନ ପାଇବେ…

ମୁମ୍ବାଇ,୨୭।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୨ରେ ବାମ ହାତୀ ଯୁବ ଦ୍ରୁତ ବୋଲର ଅର୍ଶଦୀପ ସିଂ ଉଲ୍ଲେଖନୀୟ ପ୍ରଦର୍ଶନ କରି ଆସୁଛନ୍ତି। ଗତ ତିନି ସିଜନରେ କ୍ରମାଗତ ଭାବେ ପ୍ରଦର୍ଶନ ଭଲ ରଖିଥିବାରୁ ସେ ଖୁବ୍‌ଶୀଘ୍ର ଜାତୀୟ ଟି-୨୦ ଦଳରେ...

ଟସ୍‌ ଜିତିଲା ଗୁଜରାଟ ଟାଇଟାନ୍ସ

ମୁମ୍ବାଇ,୨୭।୪: ଆଇପିଏଲ୍‌ ୨୦୨୨ର ୪୦ତମ ମ୍ୟାଚ୍‌ରେ ବୁଧବାର ୱାଙ୍ଖେଡେ ଷ୍ଟାଡିୟମରେ ଗୁଜରାଟ ଟାଇଟାନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯାଉଛି। ଗୁଜରାଟ ଟାଇଟାନ୍ସ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଛି। ଫଳରେ ସନରାଇଜର୍ସ ହାଇଦ୍ରାବାଦ ପ୍ରଥମେ ବ୍ୟାଟିଂ କରିବ।...

ଦଳର ପ୍ରଦର୍ଶନ ଦେଖି ୩-୪ ଟିଭି ରିମୋଟ ଭାଙ୍ଗିଦେଲେ କୋଚ

ମୁମ୍ବାଇ,୨୭।୪: ଆଇପିଏଲ ୨୦୨୨ରେ ଦିଲ୍ଲୀର ପ୍ରଦର୍ଶନ କିଛି ବିଶେଷ ହୋଇନାହିଁ। ୭ଟି ମ୍ୟାଚ୍‌ରେ ଚାରିଟି ପରାଜୟ ଏବଂ ତିନୋଟି ବିଜୟ ସହିତ ଦଳ ପଏଣ୍ଟ ଟେବୁଲରେ ସପ୍ତମ ସ୍ଥାନରେ ରହିଛି। ଦଳକୁ ବିଜୟ ଟ୍ରାକ୍‌କୁ ଫେରିବା ପାଇଁ ତାଙ୍କ ଦଳକୁ...

Advertisement
Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri